Posted inଖେଳ

ଫିଫା ବିଶ୍ୱକପ୍‌ରୁ ଓହରିଲା ଆମେରିକା, କାହିଁକି ଜାଣନ୍ତୁ…

ଜୁରିଚ୍‌,୧୩ା୧୧: ଆସନ୍ତା ସପ୍ତାହରେ କାତାରରେ ୧୭ବର୍ଷରୁ କମ୍‌ ବାଳକ ଫିଫା ବିଶ୍ୱକପ୍‌ ଖେଳାଯିବାକୁ ଥିବା ବେଳେ ସୁରକ୍ଷାଗତ କାରଣ ଦର୍ଶାଇ ଯୁକ୍ତରାଷ୍ଟ୍ର ଆମେରିକା (ୟୁଏସ୍‌)ର ଫୁଟ୍‌ବଲ ପରିଷଦ ଟୁର୍ନାମେଣ୍ଟରେ ଅଂଶଗ୍ରହଣ ପାଇଁ ଦଳ ନ ପଠାଇବାକୁ ନିଷ୍ପତ୍ତି ନେଇଛି।

ଫେବୃଆରୀରେ ଇରାନ ଉପରେ ଆମେରିକାର ସାମରିକ ଆକ୍ରମଣ ପରଠାରୁ କାତାର ଓ ଉପସାଗରୀୟ ଅଞ୍ଚଳରେ ହାଇ ସିକ୍ୟୁରିଟି ଆଲର୍ଟରେ ରହିଛି। ୪୮ଟି ଦେଶକୁ ନେଇ ଏହି ଫିଫା ଟୁର୍ନାମେଣ୍ଟ ଆସନ୍ତା ବୁଧବାର ଦୋହାଠାରେ ଆରମ୍ଭ ହେବ। ନଭେମ୍ବର ୨୧ରେ ୟୁଏସ୍‌ଏ ଏହାର ପ୍ରଥମ ମ୍ୟାଚ ମଣ୍ଟେନିଗ୍ରୋ ବିପକ୍ଷରେ ଖେଳିବାର କାର୍ଯ୍ୟକ୍ରମ ରହିଥିଲା। ଦଳର ଅନ୍ୟ ଦୁଇ ପ୍ରତିଦ୍ୱନ୍ଦ୍ୱୀ ଥିଲେ ଚିଲ୍ଲି ଓ ଆଲଜେରିଆ।


Enter your email to get our daily news in your inbox.

All Right Reserved By Dharitri.Com

ପାଟ୍ରୋଲିଂବେଳେ କାର୍‌ ଅଟକାଇଲା ପୋଲିସ, ଭିତରେ ଏତେ ଗଞ୍ଜେଇ ଦେଖି ଆଶ୍ଚର୍ଯ୍ୟ

ଦିଗପହଣ୍ଡି,୧୩ା୧୧(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ପାଟପୁର ପୋଲିସ ଶୁକ୍ରବାର ଗଞ୍ଜେଇ ଚୋରା ଚାଲାଣ ଅଭିଯୋଗରେ ବେଗୁନିଆପଡ଼ା ଥାନା ନୂଆଗଡ଼ ସୁମଣ୍ଡଳ ଗ୍ରାମର ବାବୁ ନାୟକ(୨୫)ଙ୍କୁ ବ୍ରହ୍ମପୁର…

ବଲାଙ୍ଗୀରରେ ଚାଞ୍ଚଲ୍ୟ: ଘର ଲୋକଙ୍କ ଭୟରେ ଜଙ୍ଗଲକୁ ପଳାଇଥିଲେ ୪ ଦଶମ ଶ୍ରେଣୀ ଛାତ୍ର, ଆଉ ତା’ପରେ…

ବଲାଙ୍ଗୀର,୧୩।୧୧: ବଲାଙ୍ଗୀର ସହର ଉପକଣ୍ଠ ଜଙ୍ଗଲରୁ ଶୁକ୍ରବାର ୪ଜଣ ଦଶମ ଶ୍ରେଣୀ ଛାତ୍ରଙ୍କୁ ଉଦ୍ଧାର କରାଯାଇଛି। ଉଦ୍ଧାର ସମସ୍ତ ଛାତ୍ର ଲଳିତନଗର ଅଞ୍ଚଳର ବୋଲି ଜଣାପଡିଛି। ମିଳିଥିବା…

ଟିମ୍‌ଇଣ୍ଡିଆକୁ ଦିନରେ ତାରା ଦେଖେଇଦେଲେ ହେନରୀ: କଲେ ରେକର୍ଡ ବର୍ଷା

ମାଉଣ୍ଟ ମାଉଙ୍ଗାନୁଇ,୧୩।୧୧: ମାଉଣ୍ଟ ମାଉଙ୍ଗାନୁଇର ବେ ଓଭାଲ ଷ୍ଟାଡିୟମରେ ଭାରତ ଓ ନ୍ୟୁଜିଲାଣ୍ଡ ମଧ୍ୟରେ ଖେଳାଯାଇଥିବା ଚତୁର୍ଥ ଦିନିକିଆ ମ୍ୟାଚ୍‌ରେ ଟିମ ଇଣ୍ଡିଆକୁ ୨୪୪ ରନ୍‌ର ବଡ଼…

ମୋ ଫୋନ ଟ୍ୟାପ କରାଯାଉଛି, ସବୁ ପ୍ରମାଣ ଏଥିରେ ଅଛି: ସାଂଘାତିକ ଅଭିଯୋଗ ଆଣିଲେ ରାହୁଲ ଗାନ୍ଧୀ

ନୂଆଦିଲ୍ଲୀ,୧୩।୧୧: ଲୋକସଭାର ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀ ଶୁକ୍ରବାର ନିଜ ଫୋନ ଟ୍ୟାପିଂ ହେଉଥିବା ନେଇ ଅଭିଯୋଗ କରିଛନ୍ତି। ସୋସିଆଲ ମିଡିଆରେ ସେ ଦାବି କରିଛନ୍ତି,…

ଦିନିକିଆରେ ଏମିତି ରେକର୍ଡ କଲେ ଶ୍ରେୟସ, ଅଧିନାୟକ ଡେବ୍ୟୁରେ ଶୂନରେ ଆଉଟ୍‌

ନୂଆଦିଲ୍ଲୀ, ୧୩।୧୧: ଟି-୨୦ ଅନ୍ତର୍ଜାତୀୟ କ୍ରିକେଟରେ ଅଧିନାୟକ ଭାବେ ଶ୍ରେୟସ ଆୟରଙ୍କ ଡେବ୍ୟୁ ଖରାପ ରହିଥିଲା। କିନ୍ତୁ ଦିନିକିଆରେ ତାଙ୍କ ଡେବ୍ୟୁ ଏହାଠାରୁ ମଧ୍ୟ ଅଧିକ ନିରାଶାଜନକ…

ଧୋକା ଦେଲେ ବିରାଟ-ରୋହିତ: ODIରେ ଭାରତକୁ ଦ୍ୱିତୀୟ ସବୁଠୁ ବଡ଼ ପରାଜୟ, ମାତ୍ର ଏତିକି ରନ୍‌ରେ ଅଲଆଉଟ୍‌

ନୂଆଦିଲ୍ଲୀ, ୧୩।୧୧: ଚତୁର୍ଥ ଦିନିକିଆ ମ୍ୟାଚରେ ଭାରତୀୟ ଦଳକୁ ୨୪୪ ରନରେ ପରାସ୍ତ କରିଛି ନ୍ୟୁଜିଲାଣ୍ଡ। ୩୩୪ ରନର ବିଜୟ ଲକ୍ଷ୍ୟ ପିଛା କରିବାକୁ ଆସିଥିବା ଭାରତୀୟ…

ଟିମ ଇଣ୍ଡିଆର ଲଜ୍ଜାଜନକ ପରାଜୟ: ଖାତା ଖୋଲିପାରିଲେନି ଷ୍ଟାର ଖେଳାଳି, ବଡ଼ ବ୍ୟବଧାନରେ ଜିତିଲା ନ୍ୟୁଜିଲାଣ୍ଡ

ନୂଆଦିଲ୍ଲୀ, ୧୩।୧୧: ଭାରତୀୟ କ୍ରିକେଟ ଟିମ ଓ ନ୍ୟୁଜିଲାଣ୍ଡ କ୍ରିକେଟ ଟିମ ମଧ୍ୟରେ ବେ ଓଭାଲ, ମାଉଣ୍ଟ ମାଉଙ୍ଗାନୁଇରେ ୫ ମ୍ୟାଚ ବିଶିଷ୍ଟ ଦିନିକିଆ ସିରିଜର ଚତୁର୍ଥ…

ରସଗୋଲା ଭାବି ଖାଇଦେଲେ ବୋମା, ଚୋବାଇଲା ବେଳେ……

ଭୋପାଳ,୧୩।୧୧: ରସଗୋଲା କହି ଜଣେ ବ୍ୟକ୍ତିଙ୍କୁ ଦେଶୀ ବୋମା ଖୁଆଇଦେବା ଅଭିଯୋଗ । ମୁହଁରେ ପକାଇ କାମୁଡ଼ିବା ମାତ୍ରେ ହୋଇଥିଲା ଭୟଙ୍କର ବିସ୍ଫୋରଣ। ଏଥିରେ ଘଟଣାସ୍ଥଳରେ ହିଁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?