ଲବଙ୍ଗଦୂର କରେ ଏସବୁ ରୋଗ

ସମସ୍ତଙ୍କ ରୋଷେଇ ଘରେ ଲବଙ୍ଗର ବ୍ୟବହାର ହେଉଥିବା ଦେଖାଯାଏ । ହେଲେ ଏହି ଲବଙ୍ଗ ଆମକୁ ଅନେକ ଛୋଟ ବଡ ରୋଗଠାରୁ ଦୂରେଇ ରଖିଥାଏ ଏକଥା ଅଧିକାଂଶ ଲୋକେ ଜାଣି ନ ଥାଆନ୍ତି । ଲବଙ୍ଗରେ ରହିଛି ପ୍ରୋଟିନ, ଆଇରନ୍‌, କାବ୍ରୋହାଇଡ୍ରେଟ୍ସ, କ୍ୟାଲସିୟମ, ଫସ୍‌ଫରସ୍‌, ପୋଟାସିୟମ୍‌, ସୋଡିୟମ ଓ ହାଇଡ୍ରୋକ୍ଲୋରିକ ଏସିଡ ।
ହଜମ, ଗ୍ୟାସ, କୋଷ୍ଠକାଠିନ୍ୟ ଭଳି ସମସ୍ୟା ଭୋଗ କରୁଥିବା ଲୋକେ ଖାଲି ପେଟରେ ସକାଳୁ ଏକ ଗ୍ଲାସ ପାଣିରେ ୨/୩ ଟୋପା ଲବଙ୍ଗ ତେଲ ପକାଇ ପିଇଲେ ଲାଭ ମିଳିଥାଏ ।
ସର୍ଦ୍ଦି, ଥଣ୍ଡା ହୋଇଥିଲେ କିଛି ସମୟ ଲବଙ୍ଗ କଳରେ ଜାକିଲେ ଆରାମ ମିଳିବା ସହ ଗଳା ମଧ୍ୟ ପରିଷ୍କାର ହୋଇଥାଏ ।
ମୁଖ ଦୁର୍ଗନ୍ଧ ହେଉଥିଲେ ଲଗାତାର ଭାବେ ୪୦-୪୫ ଦିନ ପାଟିରେ ଲବଙ୍ଗ ଜାକିଲେ ଲାଭ ମିଳିଥାଏ ।
ମୁହଁର ଦାଗ ଦୂର କରିବା ପାଇଁ ଲବଙ୍ଗ ପାଉଡରକୁ ଫେସ୍‌ପ୍ୟାକ ସହ ମିଶାଇ ଲଗାଇଲେ ଲାଭ ମିଳିଥାଏ । ହେଲେ ଖାଲି ଲବଙ୍ଗ ପାଉଡର ମୁହଁରେ ଲଗାଇବା ଅନୁଚିତ ।


Enter your email to get our daily news in your inbox.

All Right Reserved By Dharitri.Com

ତାମିଲନାଡୁର ରାଜତାରକା

ଭାରତସାରା ଚର୍ଚ୍ଚା ହେଉଛି ଯେ ଦୁଇବର୍ଷ ତଳେ ରାଜନୈତିକ ଦଳ ତାମିଲାଗା ଭେଟ୍ରି କାଜାଗମ୍‌ (ଟିଭିକେ) ଗଢ଼ି ଅଭିନେତାରୁ ରାଜନେତା ପାଲଟିଥିବା ଚନ୍ଦ୍ରଶେଖରନ୍‌ ଯୋଶେଫ୍‌ ବିଜୟ ଗ୍ରୀନ୍‌…

ନିର୍ବାଚନ ପ୍ରକ୍ରିୟାରେ ଭୋଟର

”ଆଜିକାଲି ଜଣେ ଗୃହହୀନ ବ୍ୟକ୍ତିଙ୍କ ବାସସ୍ଥାନର ଆବଶ୍ୟକତା ପୂରଣ କରିବାକୁ ହେଲେ ବିଏଲ୍‌ଓ (ବୁଥ ସ୍ତରୀୟ ଅଧିକାରୀ) ରାତିରେ ଯାଇ ସେହି ବ୍ୟକ୍ତି ପ୍ରକୃତରେ ତାଙ୍କ ପ୍ରଦତ୍ତ…

ଘରଭଡ଼ା ଦେଇ ନ ପାରି ସ୍ତ୍ରୀ, ଝିଅକୁ ବଳାତ୍କାର ପାଇଁ ଦେଲେ ଅନୁମତି

ମୋରବି (ଗୁଜରାଟ),୧୭ା୫: ଘରଭଡ଼ା ଶୁଝି ନ ପାରିବାରୁ ଜଣେ ଶ୍ରମିକ ତାଙ୍କ ସ୍ତ୍ରୀ ଓ ନାବାଳିକା ଝିଅକୁ ଯୌନ ଶୋଷଣ ପାଇଁ ଘରମାଲିକ(୫୫)ଙ୍କୁ ଅନୁମତି ଦେବା ଭଳି…

ସିବିଏସ୍‌ଇ: ନବମ ଶ୍ରେଣୀରେ ୩ ଭାଷା ବାଧ୍ୟତାମୂଳକ

ନୂଆଦିଲ୍ଲୀ,୧୭ା୫(ପି.ଟି.): ଜାତୀୟ ଶିକ୍ଷା ନୀତି (ଏନ୍‌ଇପି) ୨୦୨୦କୁ ନେଇ ଦୀର୍ଘଦିନରୁ ଚାଲିଥିବା ବିବାଦ ମଧ୍ୟରେ କେନ୍ଦ୍ରୀୟ ମାଧ୍ୟମିକ ଶିକ୍ଷା ବୋର୍ଡ (ସିବିଏସ୍‌ଇ) ଏକ ବଡ଼ ପଦକ୍ଷେପ ନେଇଛି।…

ଆଜି ଓଡ଼ିଶା ଗସ୍ତରେ ନୀତିନ୍‌ ନବୀନ

ଭୁବନେଶ୍ୱର, ୧୭।୫(ସୁନିତ୍‌ ମିଶ୍ର): ଭାଜପା ରାଷ୍ଟ୍ରୀୟ ଅଧ୍ୟକ୍ଷ ଭାବେ ଦାୟିତ୍ୱ ଗ୍ରହଣ କରିବା ପରେ ନୀତିନ୍‌ ନବୀନ ପ୍ରଥମ ଥର ଲାଗି ୨ ଦିନିଆ ଓଡ଼ିଶା ଗସ୍ତରେ…

ସର୍ବ ଭାରତୀୟ ସ୍ତର କେମିଷ୍ଟ ଆଣ୍ଡ ଡ୍ରଗିଷ୍ଟ ସଙ୍ଘର ବନ୍ଦ ଡାକରା : ୨୦ରେ ବନ୍ଦ ରହିବ ସମସ୍ତ ଔଷଧ ଦୋକାନ

ଦେବଗଡ଼,୧୭।୫ (ଶଶାଙ୍କ ଶେଖର ଝାଙ୍କର): ସର୍ବ ଭାରତୀୟ କେମିଷ୍ଟ ଆଣ୍ଡ ଡ୍ରଗିଷ୍ଟ ସଙ୍ଘର ଆହ୍ୱାନ କ୍ରମେ ଉତ୍କଳ କେମିଷ୍ଟ ଆଣ୍ଡ ଡ୍ରଗିଷ୍ଟ ସଙ୍ଘର ଡାକରେ ଦେବଗଡ଼ ଜିଲା…

ଜୁନ୍‌ ୭ରେ ଓଡ଼ିଶା ସିଭିଲ ସର୍ଭିସ୍‌ ପ୍ରିଲିମ୍‌

କଟକ,୧୭।୫(କାର୍ତ୍ତିକ ସାହୁ): ଓଡ଼ିଶା ପବ୍ଲିକ ସର୍ଭିସ କମିଶନ (ଓପିଏସ୍‌ସି) ପକ୍ଷରୁ ଓଡ଼ିଶା ସିଭିଲ ସର୍ଭିସ ପ୍ରିଲିମନାରି ପରୀକ୍ଷା-୨୦୨୫ର କାର୍ଯ୍ୟସୂଚୀ ବିଜ୍ଞପ୍ତି ପ୍ରକାଶ ପାଇଛି। ଆସନ୍ତା ଜୁନ୍‌ ୭…

ବଚସାରୁ ଯୁବକଙ୍କୁ ଓଭରବ୍ରିଜ୍‌ ଉପରୁ ତଳକୁ ଠେଲିଦେଲେ ଦୁର୍ବୃତ୍ତ

ଗୋପାଳପୁର, ୧୬ା୫(ନବୀନ ରାଜ ଆଚାରୀ)- ବ୍ରହ୍ମପୁର ପୋଲିସ ଜିଲା ଗତ କିଛି ମାସ ହେଲା ଅଶାନ୍ତ ହୋଇପଡିଛି। ପ୍ରତ୍ୟହ କିଛି ନା କିଛି ଅପରାଧମୂଳକ ଘଟଣା ଘଟି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri