ଇମ୍ରାନଙ୍କ ଗିରଫଦାରୀ ରୋକିବା ଲାଗି ହେଉଛି ଗିଲଗିଟ୍‌-ବଲ୍ଟିସ୍ତାନ ଫୋର୍ସର ବ୍ୟବହାର: ସୂଚନା ମନ୍ତ୍ରୀ…

ଇସଲାମାବାଦ,୧୬।୩ : ପାକିସ୍ତାନର ସୂଚନା ମନ୍ତ୍ରୀ ମରିୟମ ଔରଙ୍ଗଜେବ ଏକ ବଡ଼ ଦାବି କରିଛନ୍ତି। ସେ କହିଛନ୍ତି ଯେ ପୂର୍ବତନ ପ୍ରଧାନମନ୍ତ୍ରୀ ଇମ୍ରାନ ଖାନଙ୍କ ଗିରଫଦାରୀକୁ ରୋକିବା ପାଇଁ ପଞ୍ଜାବ ପୋଲିସ ବିରୋଧରେ ଗିଲଗିଟ-ବଲ୍ଟିସ୍ତାନ ଫୋର୍ସର ବ୍ୟବହାର କରାଯାଉଛି।

ପାକିସ୍ତାନୀ ଗଣମାଧ୍ୟମର ରିପୋର୍ଟ ଅନୁଯାୟୀ, ମରିୟମ କହିଛନ୍ତି , ପୋଲିସ ଉପରେ ଆକ୍ରମଣ ପାଇଁ ଜାଣିଶୁଣି ଯୋଜନାବଦ୍ଧ ଭାବେ ଏହି ଷଡ଼ଯନ୍ତ୍ର କରାଯାଇଛି। ସେ କହିଛନ୍ତି ଯେ ଏହି ଅପରେଶନ ସମୟରେ ଆଇନ ଶୃଙ୍ଖଳା ଅଧିକାରୀମାନେ ଅସ୍ତ୍ରଶସ୍ତ୍ରରେ ସଜ୍ଜିତ ଥିଲେ। ତାଙ୍କ ବିବୃତ୍ତ ଆଧାରରେ ପାକିସ୍ତାନ ସରକାର ଗିଲଗିଟ-ବଲ୍ଟିସ୍ତାନ ପୋଲିସର ଇନ୍ସପେକ୍ଟର ଜେନେରାଲ ମହମ୍ମଦ ସଇଦଙ୍କୁ ସ୍ଥାନାନ୍ତର କରିଛନ୍ତି।

ଇମ୍ରାନ ଖାନଙ୍କ ପାର୍ଟି ପାକିସ୍ତାନ ତେହେରିକ-ଇ-ଇନସାଫ (ପିଟିଆଇ) ଗିଲଗିଟ-ବଲ୍ଟିସ୍ତାନରେ କ୍ଷମତାରେ ଅଛି। ଇମ୍ରାନ ଦେଶରେ ଅଶାନ୍ତି ଏବଂ ଅରାଜକତା ବିସ୍ତାର କରିଥିବା ଅଭିଯୋଗ ମରିୟମ କରିଛନ୍ତି। ପୋଲିସ ସହ ସଂଘର୍ଷରେ ସେ ମହିଳା ଏବଂ ଶିଶୁଙ୍କୁ ମାନବ ଢାଲ ଭାବରେ ବ୍ୟବହାର କରିଥିବା ମରିୟମ ଅଭିଯୋଗ ଆଣିଛନ୍ତି।

 


Enter your email to get our daily news in your inbox.

All Right Reserved By Dharitri.Com

ସ୍ତ୍ରୀଙ୍କୁ ହତ୍ୟା କରି ହୋଇଥିଲେ ଫେରାର, ୪ ବର୍ଷ ପରେ ମିଳିଲା ଦଣ୍ଡ

ପାରଳାଖେମୁଣ୍ଡି,୧୭।୮(ଗିରିଧାରୀ ପରିଛା) : ଝିଅର ଚିକିତ୍ସାକୁ ନେଇ ପତ୍ନୀଙ୍କ ସହ ବଚସାରୁ ତାଙ୍କୁ ହତ୍ୟା କରିବା ମାମଲାରେ ସ୍ୱାମୀଙ୍କୁ ଆଜୀବନ କାରାଦଣ୍ଡ ହୋଇଛି । ଗଜପତି ଜିଲା…

ଭାଜପାର ନୂଆ ଟିମ୍‌ରେ ଓଡ଼ିଶାର ଏହି ୨ ନେତା ସାମିଲ: ଜାଣନ୍ତୁ କିଏ କିଏ

ଭୁବନେଶ୍ୱର,୧୭।୮: ଭାଜପାର ନୂତନ ସଭାପତି ନୀତିନ ନବୀନଙ୍କ ନେତୃତ୍ୱରେ ନୂତନ ଜାତୀୟ ଦଳ ଘୋଷଣା କରାଯାଇଛି। ଏଥିରେ ପୂର୍ବରୁ ପଶ୍ଚିମ ଏବଂ ଉତ୍ତରରୁ ଦକ୍ଷିଣ ପର୍ଯ୍ୟନ୍ତ ବ୍ୟାପୀ…

ନୀତିନ ନବୀନଙ୍କ ନୂଆ ଟିମ୍‌ରେ କେଉଁ ରାଜ୍ୟରୁ କାହାକୁ ମିଳିଲା ଦାୟିତ୍ୱ: ଜାଣନ୍ତୁ

ନୂଆଦିଲ୍ଲୀ,୧୭।୮: ଭାଜପାର ନୂତନ ସଭାପତି ନୀତିନ ନବୀନଙ୍କ ନେତୃତ୍ୱରେ ନୂତନ ଜାତୀୟ ଦଳ ଘୋଷଣା କରାଯାଇଛି। ଏଥିରେ ପୂର୍ବରୁ ପଶ୍ଚିମ ଏବଂ ଉତ୍ତରରୁ ଦକ୍ଷିଣ ପର୍ଯ୍ୟନ୍ତ ବ୍ୟାପୀ…

୨ ବର୍ଷର ବନବାସର ଘଟିଲା ଅନ୍ତ: ସ୍ମୃତିଙ୍କୁ ମିଳିଲା…

ନୂଆଦିଲ୍ଲୀ,୧୭।୮: ଭାରତୀୟ ଜନତା ପାର୍ଟି (ଭାଜପା)ର ରାଷ୍ଟ୍ରୀୟ ଅଧ୍ୟକ୍ଷ ନୀତିନ ନବୀନଙ୍କ ଦ୍ୱାରା ଘୋଷଣା କରାଯାଇଥିବା ନୂତନ ଦଳରେ, ପୂର୍ବତନ ଏମ୍‌ପି ଏବଂ କେନ୍ଦ୍ରମନ୍ତ୍ରୀ ସ୍ମୃତି ଇରାନୀ…

ପିଉସାଙ୍କୁ ହତ୍ୟା କରି ପୋଡିଦେବା ଘଟଣା: ଜମି ବିବାଦ ନା ଗୁଣି ଗାରେଡି, ୨ ଜଣଙ୍କୁ…

ଦାରିଙ୍ଗବାଡି,୧୭।୮(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ବାଡାବାଙ୍ଗା ପଞ୍ଚାୟତ ସିକନବାଡି ଗାଁରେ ଏକ ହତ୍ୟା ଘଟଣାର ପୋଲିସ ଖୁଲାସା କରିଛି। ହତ୍ୟାର ଶିକାର ହୋଇଛନ୍ତି ଉକ୍ତ…

ନୂଆ ଟିମ୍ ଘୋଷଣା କଲେ ନୀତିନ ନବୀନ; କିଏ ଏହି ଦୀପକ ମହସ୍କେ, ଯାହାଙ୍କୁ ମିଳିଲା ବଡ଼ ଦାୟିତ୍ବ

ନୂଆଦିଲ୍ଲୀ,୧୭।୮: ନୀତିନ ନବୀନ ତାଙ୍କ ନୂଆ ଟିମ୍‌ ଘୋଷଣା କରିଛନ୍ତି । ଏଥିରେ ସବୁଠାରୁ ବଡ଼ ଚର୍ଚ୍ଚାର ବିଷୟ ହୋଇଛି ଦଳର ଆଇଟି ସେଲ୍‌ ମୁଖ୍ୟ ପଦରେ…

ବନ୍ୟାପାଣିରେ ଭାସିଯାଇଥିଲେ ଯୁବକ, ୪ଦିନ ପରେ ମୃତଦେହ ଉଦ୍ଧାର

ଧାମନଗର,୧୭।୮(ଦେବେନ୍ଦ୍ର ଆନ୍ଦିଆ): ଧାମନଗର ବ୍ଲକ ଦିହୁଡ଼ି-ଆନନ୍ଦପୁର ପଞ୍ଚାୟତ ପାହଡ଼ପୁର ଯେନାସାହି ଗ୍ରାମର ଗଣେଶ ଜେନା (୫୨)ଙ୍କ ମୃତଦେହ ଉଦ୍ଧାର କରାଯାଇଛି । ନିଖୋଜର ୪ଦିନ ପରେ ଜଙ୍ଗଲରୁ…

ଭାଜପାରେ ବଡ଼ ଅଦଳବଦଳ: ସ୍ମୃତି-ବସୁନ୍ଧରାଙ୍କୁ ବଡ଼ ଦାୟିତ୍ୱ

ନୂଆଦିଲ୍ଲୀ,୧୭।୮: ସଭାପତି ନୀତିନ ନବୀନ ନୂଆ ଟିମ୍‌ ଘୋଷଣା କରିଛନ୍ତି। ସ୍ମୃତି ଇରାନୀଙ୍କୁ ସାଧାରଣ ସମ୍ପାଦକ ଏବଂ ବସୁନ୍ଧରା ରାଜେଙ୍କୁ ଉପାଧ୍ୟକ୍ଷ ଭାବେ ନିଯୁକ୍ତ କରାଯାଇଛି। ୧୬…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri