Posted inଫୁରସତ

ବିକାଶ ପାଇଁ ସରକାରୀ ଭାଷା ବ୍ୟବହାର

ସରକାରୀ ନୀତି ଓ ଯୋଜନା ସମ୍ପର୍କରେ ପ୍ରଶାସନିକ ଅଧିକାରୀଙ୍କ ଦ୍ୱାରା ରାଜଭାଷା ଅବା ବିଭିନ୍ନ ଅଞ୍ଚଳର କଥିତ ଭାଷା ମାଧ୍ୟମରେ ଅବଗତ କରାଯିବାର ପ୍ରୟାସ କରାଯାଇଥାଏ। ଏପରିସ୍ଥଳେ ସରକାରୀ ଭାଷାର ଗୁରୁତ୍ୱ ଅଧିକ ରହିଛି। ଦେଶର ସଂଖ୍ୟାଧିକ ଲୋକଙ୍କ ଦ୍ୱାରା କୁହାଯାଉଥିବା ଭାଷା ଯୋଗୁ ପ୍ରଶାସନିକ ବ୍ୟବସ୍ଥା ସମସ୍ତଙ୍କ ପାଖରେ ପହଞ୍ଚାଇବା ଲାଗି ଭାରତ ସରକାରଙ୍କ ପକ୍ଷରୁ ଉଦ୍ୟମ ହୋଇଥିଲା। ୧୯୪୯ ସେପ୍ଟେମ୍ବର ୧୪ରେ ହିନ୍ଦୀକୁ ସରକାରୀ ଭାଷାର ମାନ୍ୟତା ପ୍ରଦାନ ଲାଗି ସମ୍ବିଧାନ ସଭାରେ ନିଷ୍ପତ୍ତି ଗ୍ରହଣ କରାଯାଇଥିଲା। ଏ ସମ୍ପର୍କରେ ଭାରତୀୟ ସମ୍ବିଧାନର ୧୭ ଅଧ୍ୟାୟର ଧାରା ୩୪୩(୧)ରେ ଉଲ୍ଲେଖ କରାଯାଇଛି। ସ୍ବାଧୀନତା ପରେ ବହୁ ସାହିତି୍ୟକଙ୍କ ସମେତ ହିନ୍ଦୀକୁ ସରକାରୀ ଭାଷା ଭାବେ ପ୍ରତିଷ୍ଠିତ କରିବା ଲାଗି ବେଓହାର ରାଜେନ୍ଦ୍ର ସିଂ ନିରନ୍ତର ଉଦ୍ୟମ କରିଥିଲେ। ଶେଷରେ ତାଙ୍କ ଜନ୍ମ ଦିବସ (ସେପ୍ଟେମ୍ବର ୧୪ )କୁ ହିନ୍ଦୀ ଦିବସ ଭାବେ ପାଳନ କରାଯିବାକୁ ନିଷ୍ପତ୍ତି ନିଆଯାଇଥିଲା। ଏହି ଦିନକୁ ମନେରଖିବା ପାଇଁ ଦେଶର ପ୍ରଥମ ପ୍ରଧାନମନ୍ତ୍ରୀ ଜବାହରଲାଲ ନେହେରୁ ସରକାର ୧୪ ସେପ୍ଟେମ୍ବରକୁ ହିନ୍ଦୀ ଦିବସ ଭାବରେ ପାଳନ କରାଯିବାକୁ ଘୋଷଣା କରିଥିଲେ। ୧୯୫୩ଠାରୁ ପ୍ରତିବର୍ଷ ସେପ୍ଟେମ୍ବର ୧୪କୁ ହିନ୍ଦୀ ଦିବସ ଭାବେ ପାଳନ କରାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

IPL 2026: ଚେପକ୍‌ରେ ପଞ୍ଜାବ କିଙ୍ଗସର ଐତିହାସିକ ବିଜୟ; ଚେନ୍ନାଇକୁ ୫ ୱିକେଟରେ ହରାଇ ରଚିଲା ଇତିହାସ

ଚେନ୍ନାଇ,୩/୪ : ଆଇପିଏଲ୍ ୨୦୨୬ର ସପ୍ତମ ମ୍ୟାଚ୍‌ରେ ପଞ୍ଜାବ କିଙ୍ଗସ ଏକ ଚମତ୍କାର ପ୍ରଦର୍ଶନ କରି ଚେନ୍ନାଇ ସୁପର କିଙ୍ଗସକୁ ତା’ର ଘରୋଇ ଗ୍ରାଉଣ୍ଡ୍ ଏମ୍.ଏ. ଚିଦାମ୍ବରମ୍…

ଭୂକମ୍ପ ଝଟ୍‌କାରେ ଥରିଲା ଜମ୍ମୁ-କଶ୍ମୀରରୁ ନେଇ ଦିଲ୍ଲୀ, ଭୟରେ ଘରୁ ବାହାରକୁ ଦୌଡ଼ିଲେ ଲୋକେ…

ନୂଆଦିଲ୍ଲୀ,୩।୪: ଭାରତର ରାଜଧାନୀ ଦିଲ୍ଲୀ-ଏନ୍‌ସିଆର (Delhi-NCR), ଜମ୍ମୁ-କାଶ୍ମୀର ଏବଂ ଚଣ୍ଡିଗଡ଼ ସମେତ ଉତ୍ତର ଭାରତର ବିଭିନ୍ନ ସ୍ଥାନରେ ଶକ୍ତିଶାଳୀ ଭୂକମ୍ପ ଝଟକା ଅନୁଭୂତ ହୋଇଛି। ଜମ୍ମୁ-କାଶ୍ମୀରରେ ପରସ୍ପର…

ଇଣ୍ଡକ୍ସନରେ ରୋଷେଇ କରୁଛନ୍ତି କି? ଭୁଲରେ ବି କରନ୍ତୁ ନାହିଁ ଏହି ୫ ଜିନିଷ ରୋଷେଇ, ନଚେତ…

ନୂଆଦିଲ୍ଲୀ,୩।୪: ମଧ୍ୟପ୍ରାଚ୍ୟରେ ଜାରି ରହିଥିବା ଯୁଦ୍ଧ ପରିସ୍ଥିତିର ପ୍ରଭାବ ଏବେ ଭାରତୀୟ ରୋଷେଇ ଘର ପର୍ଯ୍ୟନ୍ତ ପହଞ୍ଚିଛି। ତୈଳ ଏବଂ ଗ୍ୟାସ ଯୋଗାଣ ବାଧାପ୍ରାପ୍ତ ହେବା ଯୋଗୁଁ…

କୁଆପଥର ବର୍ଷା: ଗଛ ଉପୁଡ଼ିବା ସହ ଉଡ଼ିଲା ଛପର

ନନ୍ଦପୁର,୩ା୪(ତୁଷାର କାନ୍ତ ମହାନ୍ତି)-କୋରାପୁଟ ଜିଲା ନନ୍ଦପୁର ବ୍ଲକ ଅଞ୍ଚଳରେ କୁଆପଥର ବର୍ଷା ପବନ ପ୍ରଭାବରେ ମାଳିବେଲଗାଁ ପଞ୍ଚାୟତ ରାସ୍ତାରେ ୨ଗଛ ଉପୁଡ଼ି ପଡ଼ିଥିବାରୁ ଯାତାୟାତ ବାଧାପ୍ରାପ୍ତ ହୋଇଛି।…

ରିଲ୍ସ ପାଇଁ ବନ୍ଧୁକ ଧରି ଯୁବକଙ୍କ ଫାଙ୍କା ଗୁଳିଚାଳନା ଭିଡିଓ ଭାଇରାଲ, ଏସ୍‌ପି କହିଲେ ତଦନ୍ତ ଚାଲିଛି

ପୁରୀ,୩ା୪(ଅଜିତ୍‌ କୁମାର ମହାନ୍ତି): ରିଲ୍ସ ପାଇଁ ଜଣେ ଯୁବକ ବନ୍ଧୁକ ଧରି ଫାଙ୍କା ଗୁଳିଚାଳନା କରୁଥିବାର ଏକ ଭିଡିଓ ଶୁକ୍ରବାର ସୋସିଆଲ ମିଡିଆରେ ଦେଖିବାକୁ ମିଳିଛି। ଏହି…

ପୋଖରୀରେ ବୁଡ଼ିଲେ ଜଣଙ୍କ ପରେ ଜଣେ …

ଦିଗପହଣ୍ଡି,୩ା୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କୁଶପଡ଼ା ଗ୍ରାମ ନିକଟସ୍ଥ ଏକ ପୋଖରୀରେ ଶୁକ୍ରବାର ୩ଜଣ ମହିଳା ବୁଡି ଯାଉଥିବା ବେଳେ ସେମାନଙ୍କୁ ଉଦ୍ଧାର…

ଛେଳି ଖାଇଲା ଟମାଟୋ ଗଛ: ମାଡ଼ ଖାଇଲେ ଦମ୍ପତି, ମାମଲା ଏବେ…

ଦିଗପହଣ୍ଡି,୩।୪(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ବ୍ଲକ ବାସୁଦେବପୁର ପଞ୍ଚାୟତ ବଜାପଲ୍ଲୀ ଗ୍ରାମ ନିକଟରେ ଜି.ଦୁର୍ଯ୍ୟ ରେଡ୍ଡୀଙ୍କ ଜମିରେ ଲାଗିଥିବା ଟମାଟୋ ଗଛ ଗୁଡ଼ିକୁ ଶୁକ୍ରବାର ମଧ୍ୟାହ୍ନରେ କିଛି…

ଆଦେଶ ପାଳନ କଲେ ଜିଲାପାଳ, ପିଛିଲା ତାରିଖ ପକାଇ ୨୧ ଦିନ ପରେ ଅର୍ଡର ପ୍ରେରଣ

କେନ୍ଦୁଝର/ହାଟଡିହୀ,୩l୪(ନରେଶ ଚନ୍ଦ୍ର ପଟ୍ଟନାୟକ/ଶୁଭକାନ୍ତ ନାୟକ):ଓଡ଼ିଶା ହାଇକୋର୍ଟଙ୍କ ନିର୍ଦ୍ଦେଶ ଧାର୍ଯ୍ୟ ସମୟରେ ପାଳନ ନ କରିବା ଫଳରେ ଅଦାଲତ ଅବମାନନା ମାମଲା ଦାୟର ହେବା ଏବଂ ଏ ନେଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri