Posted inଜାତୀୟ

ବେଲୁନ, ଆଇସକ୍ରିମରେ ଆଉ ବ୍ୟବହାର ହୋଇ ପାରିବ ନାହିଁ ପ୍ଲାଷ୍ଟିକ କାଠି!

ନୂଆଦିଲ୍ଲୀ,୨୩ ।୭: କେନ୍ଦ୍ର ସରକାର ଶୁକ୍ରବାର ସଂସଦରେ କହିଛନ୍ତି କ୍ୟାଣ୍ଡି, ଆଇସକ୍ରିମ, ବେଲୁନ ଆଦିରେ ବ୍ୟବହାର କରାଯାଉଥିବା ପ୍ଲାଷ୍ଟିକ କାଠି ବା ଷ୍ଟିକ୍‌ର ବ୍ୟବହାର ୧ ଜାନୁୟାରୀ, ୨୦୨୨ରୁୁ ବନ୍ଦ କରି ଦିଆଯିବ । ତେବେ ଗୋଟିଏ ଥର ବ୍ୟବହାର ଉପଯୋଗୀ ପ୍ଲାଷ୍ଟିକର ବ୍ୟବହାରକୁ ନେଇ ପ୍ରଶ୍ନର ଉତ୍ତର ଦେବାକୁ ଯାଇ ପରିବେଶ ରାଜ୍ୟ ମନ୍ତ୍ରୀ ଅଶ୍ୱିନୀ ଚୌବେ କହିଥିଲେ ଚଳିତ ବର୍ଷ ଆରମ୍ଭରେ ଜାରି କରାଯାଇଥିବା ଅଧିସୂଚନା ଅନୁଯାୟୀ ଥରେ ବ୍ୟବହାର ଉପଯୋଗୀ ପ୍ଲାଷ୍ଟିକର କିଛି ଉତ୍ପାଦନ, ଆମଦାନୀ, ନିର୍ଦ୍ଦିଷ୍ଟ ଚିହ୍ନିତ ଏକକ ବ୍ୟବହାର ପ୍ଲାଷ୍ଟିକର ସଂରକ୍ଷଣ, ବଣ୍ଟନ, ବିକ୍ରୟ ଓ ବ୍ୟବହାର ୧ ଜାନୁୟାରୀ ୨୦୨୨ଠାରୁ ସୀମିତ ହୋଇପାରେ । ତେବେ ୧ ଜାନୁୟାରୀ ୨୦୨୨ରୁ ଯେଉଁସବୁ ଜିନିଷର ବ୍ୟବହାର ବନ୍ଦ ହୋଇପାରେ ସେଗୁଡିକ ହେଉଛି ଇୟର ବଡର ପ୍ଲାଷ୍ଟିକ ଷ୍ଟିକ, ବେଲୁନ, କ୍ୟାଣ୍ଡି ଓ ଆଇସକ୍ରିମ ଷ୍ଟିକ, ପ୍ଲାଷ୍ଟିକ ପତାକା ଇତ୍ୟାଦି । ସେହିପରି ୧୦୦ ମାଇକ୍ରୋନରୁ କମ୍ ପ୍ଲାଷ୍ଟିକରେ ପ୍ରସ୍ତୁତ ପ୍ଲେଟ, କପ୍‌, ଗ୍ଲାସ, କଣ୍ଟା, ଚାମଚ, ଛୁରୀ, ଷ୍ଟ୍ର, କଣ୍ଟେନର ଓ କଣ୍ଟେନରର କଭର, ଟ୍ର୍ରେ ଆଦିର ଉତ୍ପାଦନ ତା’ପରବର୍ଷ ଜୁଲାଇରୁ ବନ୍ଦ କରିଦିଆଯାଇପାରେ ।


Enter your email to get our daily news in your inbox.

All Right Reserved By Dharitri.Com

ସରକାର ବିରୋଧରେ CJPର ବଡ଼ ଘୋଷଣା: ୫ ସେପ୍ଟେମ୍ବରରେ…

ନୂଆଦିଲ୍ଲୀ,୨୪।୮: କକରୋଚ ଜନତା ପାର୍ଟି (CJP) ନୂଆଦିଲ୍ଲୀରେ ବିରୋଧ ମାର୍ଚ୍ଚ କରିବାକୁ ଘୋଷଣା କରିଛି। ଦଳର ଅଭିଯୋଗ ଅନୁସାରେ, କେନ୍ଦ୍ର ସରକାର ୨୫ ଜୁଲାଇରେ ଦେଶର ଯୁବପିଢ଼ିଙ୍କୁ…

ମଙ୍ଗଳବାର ପନିପରିବା ମାର୍କେଟ ବନ୍ଦ ଡାକରା ଦେଲା ଉଠାଦୋକାନୀ ସଂଘ: ସମସ୍ୟା ସମାଧାନ ଦାବି

ଛତ୍ରପୁର, ୨୪।୮ (ଦିଲ୍ଲୀପ ସାମଲ) : ଛତ୍ରପୁର ସହରର ସମସ୍ତ ପନିପରିବା ଦୋକାନ ମଙ୍ଗଳବାର ବନ୍ଦ ନିମନ୍ତେ ଡାକରା ଦିଆଯାଇଛି। ଛତ୍ରପୁର ଉଠାଦୋକାନୀ ସଂଘ ପକ୍ଷରୁ ଦୋକାନୀମାନଙ୍କ…

ନିଶାମୁକ୍ତ ଓଡ଼ିଶା ସହ ସାଇବର ସୁରକ୍ଷା: ଛାତ୍ରୀଛାତ୍ରଙ୍କୁ ପୋଲିସର…

ଛତ୍ରପୁର, ୨୪।୮ (ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଛତ୍ରପୁରସ୍ଥିତ ପ୍ରତିଭା ଆବାସିକ ବିଶ୍ୱବିଦ୍ୟାଳୟ ପରିସରରେ ସୋମବାର ‘ନିଶାମୁକ୍ତ ଓଡ଼ିଶା ଅଭିଯାନ’ ସହ ସାଇବର ସୁରକ୍ଷା ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ…

ଚିନିକୁ ନେଇ ଦେଶରେ ହଇଚଇ: ବଡ଼ ସୂଚନା ଦେଲା ଭାରତୀୟ ଚିନି ମିଲ୍‌ ସଂଘ, ଆଗକୁ…

ନୂଆଦିଲ୍ଲୀ,୨୪।୮: ଦେଶରେ ଚିନିର କୌଣସି ଅଭାବ ନାହିଁ ଏବଂ ଆଗାମୀ ଦିନରେ ଖୁଚୁରା ବଜାରରେ ଚିନି ଦର କମିବାର ଆଶା ରହିଛି ବୋଲି ଭାରତୀୟ ଚିନି ମିଲ…

ମୁନିରଙ୍କୁ ଫୋନ କଲେ ଟ୍ରମ୍ପ: ଯୁଦ୍ଧ ସମ୍ପର୍କରେ ହେଲା ଏମିତି ଆଲୋଚନା

ଓ୍ବାଶିଂଟନ୍‌,୨୪।୮: ଆମେରିକା ଏବଂ ଇରାନ ମଧ୍ୟରେ ବଢ଼ୁଥିବା ସାମରିକ ଏବଂ ରାଜନୈତିକ ଉତ୍ତେଜନା ମଧ୍ୟରେ ପାକିସ୍ତାନର ସେନା ମୁଖ୍ୟ ଫିଲ୍ଡ ମାର୍ଶାଲ ଅସୀମ ମୁନିର ସୋମବାର ତେହେରାନ…

ଏୟାର ବ୍ୟାଗରେ ଗଞ୍ଜେଇ: ବଲାଙ୍ଗୀର ରେଲୱେ ଷ୍ଟେଶନରେ ଅପେକ୍ଷା କରିଥିବା ଯୁବକଙ୍କୁ…

ବଲାଙ୍ଗୀର, ୨୪/୭ (ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ରେଲୱେ ଷ୍ଟେଶନରୁ ୧୦ କେଜି ଗଞ୍ଜେଇ ରେଲୱେ ସୁରକ୍ଷା ବଳ (ଆରପିଏଫ) ଜବତ କରିଛି। ଏହି ଘଟଣାରେ ଜଣେ…

SIM ବ୍ୟବହାରକାରୀଙ୍କ ପାଇଁ ବଡ଼ ଖବର, ବଦଳିଲା ନିୟମ; ପାଖରେ ଏତିକି ସିମ୍‌ ଥିଲେ ମିଳିବନି…

ନୂଆଦିଲ୍ଲୀ,୨୪।୮: ମୋବାଇଲ ସିମ କାର୍ଡ ନେବା, ବଦଳାଇବା, ଟ୍ରାନ୍ସଫର କରିବା କିମ୍ବା ବନ୍ଦ କରିବାର ନିୟମ ଏବେ ଆହୁରି କଡ଼ା ହୋଇଛି। ନକଲି ସିମ କାର୍ଡ ଓ…

ଚନ୍ଦ୍ରିକାଙ୍କ ପଦଚ୍ୟୁତ ପରେ ସରପଞ୍ଚ ଦାୟିତ୍ୱ ନେଲେ ଦୀପକ: ମୌଳିକ ସମସ୍ୟା ସମାଧାନ ପାଇଁ ଦେଲେ ପ୍ରତିଶ୍ରୁତି

ଦାରିଙ୍ଗବାଡି, ୨୪।୮ (ଅରୁଣ ସାହୁ):କନ୍ଧମାଳ ଜିଲା ଦାରିଙ୍ଗବାଡି ପଞ୍ଚାୟତର ସରପଞ୍ଚ ସୁଶ୍ରୀ ଚନ୍ଦ୍ରିକା ମଲ୍ଲିକଙ୍କ ଅନାସ୍ଥା ପରେ ନିଜ ପଦ ହରାଇ ବସିଥିଲେ। ତାଙ୍କ ସ୍ଥାନରେ ସୋମବାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri