ଅଧିକ ସମୟ ସ୍ମାର୍ଟ ଫୋନ୍‌ ବ୍ୟବହାର କରୁଥିଲେ

ଏବେ ତ ହାଇଟେକ୍‌ ଯୁଗ। ଇଲେକଟ୍ରୋନିକ୍‌ ଜିନିଷର ବ୍ୟବହାର ବର୍ତ୍ତମାନ ବହୁଳ ଭାବରେ କରାଯାଉଛି। ତା’ ସହ ଯୋଗାଯୋଗର ଅନ୍ୟତମ ପ୍ରମୁଖ ମାଧ୍ୟମ ପାଲଟିଛି ସ୍ମାର୍ଟ ଫୋନ୍‌। କେବଳ କଥାବାର୍ତ୍ତା ହେବା ନୁହେଁ, ଇଣ୍ଟରନେଟ ବ୍ୟବହାର, ଅନଲାଇନ୍‌ ବ୍ୟାଙ୍କିଙ୍ଗ ପରି ଅନେକ କାମକୁ ବେଶ୍‌ ସୁରୁଖୁରୁରେ ଏହା ମାଧ୍ୟମରେ ସମ୍ପାଦନ କରିହେଉଛି। ଏପରି କି ଭିଡିଓଗେମ୍‌ ଖେଳିବାର ଅନ୍ୟତମ ପ୍ଲାଟଫର୍ମ ମଧ୍ୟ ପାଲଟିଛି। ହେଲେ ଆବଶ୍ୟକତାଠାରୁ ଅଧିକ ସ୍ମାର୍ଟଫୋନ୍‌ ବ୍ୟବହାର କଲେ ତାହାର ପ୍ରଭାବ ସ୍ମରଣ ଶକ୍ତି ଉପରେ ପଡିଥାଏ ବୋଲି ସଦ୍ୟତମ ଗବେଷଣାରୁ ଜଣାପଡିଛି। କେବଳ ସେତିକି ନୁହେଁ, ଏହାଦ୍ୱାରା ଶରୀରରେ ସୁଗାର ପରିମାଣ ଅସନ୍ତୁଳିତ ହେବାର ଆଶଙ୍କା ରହିଛି ବୋଲି ସତର୍କ କରାଇ ଦେଇଛନ୍ତି ଟୋକିଓ ୟୁନିଭର୍ସିଟିର ବିଶେଷଜ୍ଞମାନେ। ସେମାନେ ଏପରି ବିଷୟକୁ ନେଇ ଏକ ସର୍ଭେରୁ ଏକଥା ଜାଣିପାରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସର୍ଭିକାଲ କ୍ୟାନ୍‌ସର ପାଇଁ ଟିକା

ସର୍ଭିକାଲ କ୍ୟାନ୍‌ସର (ଜରାୟୁ ଗ୍ରୀବା କର୍କଟ) ପାଇଁ ଏକ ଟିକା ନିକଟରେ ଉଦ୍ଭାବିତ ହୋଇଛି। ଡେନ୍‌ମାର୍କର କୋପନହେଗେନସ୍ଥିତ ଡ୍ୟାନିଶ୍‌ କ୍ୟାନସର ସୋସାଇଟିର କ୍ୟାନ୍‌ସର ବିଶେଷଜ୍ଞମାନେ ଦୀର୍ଘ...

ଦୃଷ୍ଟିଶକ୍ତିକୁ ପ୍ରଖର କରେ ଧନିଆ ପତ୍ର

ଧନିଆ ପତ୍ରରେ ଅନେକ ସ୍ବାସ୍ଥ୍ୟୋପକାରୀ ଗୁଣ ଭରି ରହିଛି। ନିୟମିତ ଖାଦ୍ୟ ତାଲିକାରେ ଏହାକୁ ସାମିଲ କଲେ ତାହା ଦୃଷ୍ଟି ଶକ୍ତିକୁ ପ୍ରଖର କରିଥାଏ ବୋଲି...

କାନରେ ଇୟରଫୋନ୍‌ ବ୍ୟବହାର କରୁଛନ୍ତି କି, ହୋଇଯାନ୍ତୁ ସାବଧାନ

ଅଧିକାଂଶ ଲୋକ କାନରେ ଇଅରଫୋନ ଲଗାଇ କଥା ହେବା କିମ୍ବା ଗୀତ ଶୁଣିବା ନିତିଦିନିଆ ଅଭ୍ୟାସ। କିନ୍ତୁ ଏହା କାନ ପାଇଁ ଯେ କେବେ କ୍ଷତିକାରକ...

ସାତ ଘଣ୍ଟାରୁ କମ୍‌ ଶୋଉଛନ୍ତି କି.. ଦେଖାଦେଇପାରେ ଏସବୁ ସମସ୍ୟା

ସୁନିଦ୍ରା ସୁସ୍ଥ ଜୀବନର ଚାବିକାଠି। କାରଣ ସୁସ୍ଥ ଏବଂ ନିରୋଗ ରହିବା ସକାଶେ ପ୍ରତ୍ୟେହ ଆବଶ୍ୟକ ମୁତାବକ ନିଦ୍ରାର ଆବଶ୍ୟକତା ରହିଛି। ମାତ୍ର ଆଜିକାଲିର ବ୍ୟସ୍ତବହୁଳ...

କୋଲେଷ୍ଟରଲ କମାଏ ଏହି ରସ…

ସକାଳେ ଚାମୁଚେ ଅଁଳାରସ ପିଇଲେ ଶରୀରର ଅନେକ ଉପକାର ହୋଇଥାଏ। ଏହା ରକ୍ତ ସଞ୍ଚାଳନ ବୃଦ୍ଧି କରିବା ସହିତ କୋଲେଷ୍ଟରଲ ସ୍ତର ହ୍ରାସ କରେ। ଫଳରେ...

ଘରେ ବର୍ଷାଦିନିଆ ପେଡିକିଓର୍‌

ବର୍ଷାଦିନେ ମାଟି କାଦୁଅ, ଅପରିଷ୍କାର ପାଣିରେ ପାଦ ଭିଜିବା ଯୋଗୁ ଜୀବାଣୁ ସଂକ୍ରମଣର ଆଶଙ୍କା ବେଶି। ତା’ ଛଡ଼ା ଓଦା ଚପଲ, ଜୋତା ଆଦି ଅଧିକ...

କ୍ୟାନସରରୁ ଦୂରେଇ ରହିବାକୁ ଚାହୁଁଛନ୍ତି;ସକାଳେ ଗ୍ଲାସେ ଉଷୁମ ପାଣି ସହିତ ଚୋବାଇ ଖାଆନ୍ତୁ ଏହାକୁ…

ପ୍ରତିଦିନ ସକାଳେ ଗ୍ଲାସେ ଉଷୁମ ପାଣି ସହିତ ୭ଟି ଗୋଲମରିଚ ଚୋବାଇ ଖାଇଲେ ଅନେକ ରୋଗରୁ ରକ୍ଷା ମିଳିଥାଏ । ନିୟମିତ ଏପରି କଲେ ଏଥିରେ...

ଯାଆଁଳା ଶିଶୁ ଓ ସ୍ତନ୍ୟପାନ

ମା’ କ୍ଷୀର ଶିଶୁ ପାଇଁ ଈଶ୍ୱରଙ୍କ ବରଦାନ ା କାରଣ ଏହା ଶିଶୁ ନିମନ୍ତେ ସର୍ବୋତ୍ତମ ଖାଦ୍ୟ। ଏହା ଶିଶୁ ମୃତ୍ୟୁହାର କମାଇବା ସହ ମା’...

Advertisement
Archives

Model This Week