ଅଙ୍ଗ ପ୍ରଦର୍ଶନ କରି ଟ୍ରୋଲ୍‌ ହେଲେ ମଲାଇକା, ସନ୍ନି ଲିଓନିଙ୍କ ସହ ତୁଳନା କଲେ ୟୁଜର୍ସ

ବଲିଉଡ୍‌ ଅଭିନେତା ଫରହାନ ଅଖତର ଓ ଶିବାନୀ ଦାଣ୍ଡେକର ନିକଟରେ ବିବାହ ବନ୍ଧନରେ ବାନ୍ଧି ହୋଇଛନ୍ତି। ଏ ନେଇ ଗୁରୁବାର ରାତିରେ ଫିଲ୍ମ ନିର୍ମାତା ରିତେଶ ସିଦ୍ଧଓ୍ବାନୀ ଫରହାନ ଏବଂ ଶିବାନୀଙ୍କ ବିବାହ ପାଇଁ ଏକ ପାର୍ଟି ରଖିଥିଲେ। ଏହି ପାର୍ଟିରେ ଅନେକ ସେଲିବ୍ରିଟି ଯୋଗ ଦେଇଥିଲେ। କରିନା କପୁର, ମଲାଇକା ଅରୋରା, ଅମୃତା ଅରୋରା ଓ କରିସ୍ମା କପୁରଙ୍କୁ ଏକାଠି ଦେଖିବାକୁ ମିଳିଥିଲା। ସେମାନେ ଏକାବେଳରେ ପ୍ରବେଶ କରିଥିଲେ। ସମସ୍ତ ଚାରିଜଣ ଅଭିନେତ୍ରୀ ବୋଲ୍ଡ ବ୍ଲାକ ଲୁକ୍‌ରେ ଥିଲେ। ମାତ୍ର ମଲାଇକା ଅରୋରାଙ୍କ ଲୁକ୍‌କୁ ନେଇ ଚର୍ଚ୍ଚା ହୋଇଥିଲା। ତାଙ୍କର ଡ୍ରେସ୍‌ ପାଇଁ ତାଙ୍କୁ ଅନେକ ଟ୍ରୋଲ ମଧ୍ୟ କରାଯାଉଛି। ବୋଲ୍ଡ ଲୁକ୍‌ ପାଇଁ ସର୍ବଦା ଚର୍ଚ୍ଚାରେ ରହୁଥଥିବା ମଲାଇକା ତାଙ୍କର ଡ୍ରେସିଂ ସେନ୍ସ ଫାଇଁ ଚର୍ଚ୍ଚାରେ ରହିଛନ୍ତି। ଅଭିନେତ୍ରୀ ତାଙ୍କ ଗର୍ଲ ଗ୍ୟାଙ୍ଗ ସହିତ ଫରହାନ ଅଖତର ଏବଂ ଶିବାନୀ ଦାଣ୍ଡେକରଙ୍କ ପାର୍ଟିରେ ଏକ ଟ୍ରାନ୍ସପାରେଣ୍ଟ କଳା ହଟ୍‌ ଡ୍ରେସ୍‌ ପିନ୍ଧି ପହଞ୍ଚିଥିଲେ। ଏ ନେଇ ତାଙ୍କୁ ଟ୍ରୋଲର ଶିକାର ହେବାକୁ ପଡ଼ିଲା।
ମଲାଇକାଙ୍କ ବୋଲ୍ଡ ଡ୍ରେସ ଦେଖି ଜଣେ ୟୁଜର୍ସ ଲେଖିଛନ୍ତି, ଯାହା ବି କିଛି ପିନ୍ଧିବାର ମାନେ, ଏମିତି ପୋଷାକ ପିନ୍ଧି କିଏ କ’ଣ କୌଣସି ବିବାହ ଉତ୍ସବକୁ ଆସେ। ଅନ୍ୟ ଜଣେ ଏହାକୁ ମାଛଧରା ଜାଲ ଭାବରେ ତୁଳନା କରି ଲେଖିଥିଲେ, ମାଛ ଧରିବା ପାଇଁ ସ୍ବିମଶୁଟ୍‌ ଉପରେ ଜାଲ ଲଗାଯାଇଛି। ଆଉ ଜଣେ ଲେଖିଛନ୍ତି ଯେ – “ବର୍ତ୍ତମାନ ସନ୍ନି ଲିଓନି ବି ଏତେ ଅଙ୍ଗ ପ୍ରଦର୍ଶନ କରୁ ନାହାନ୍ତି।”


Enter your email to get our daily news in your inbox.

All Right Reserved By Dharitri.Com

ପ୍ରଖ୍ୟାତ ଅଭିନେତ୍ରୀଙ୍କ ପରଲୋକ

ଭେଟେରାନ ଦକ୍ଷିଣ ଭାରତୀୟ ଅଭିନେତ୍ରୀ ଯମୁନା ହାଇଦ୍ରାବାଦସ୍ଥିତ ତାଙ୍କ ବାସଭବନରେ ଶେଷ ନିଶ୍ୱାସ ତ୍ୟାଗ କରିଛନ୍ତି। ତାଙ୍କ ୮୬ ବର୍ଷ ହୋଇଥିଲା। ସେ ବୟସ ସମ୍ବନ୍ଧୀୟ...

ଜବରଦସ୍ତ ଆକ୍ସନ୍‌ରେ ଭରପୂର ଫିଲ୍ମ ‘ବିକ୍ରମ’

ଅଭିନେତା କମଲ ହାସନ ଆଜିକାଲି ଫିଲ୍ମ ‘ବିକ୍ରମ’କୁ ନେଇ ଚର୍ଚ୍ଚାରେ ଅଛନ୍ତି। ଚାରି ବର୍ଷ ପରେ ଏହି ଫିଲ୍ମ ମାଧ୍ୟମରେ ସେ ପରଦାକୁ ପ୍ରତ୍ୟାବର୍ତ୍ତନ କରୁଛନ୍ତି।...

ସୁଶାନ୍ତଙ୍କ ରୋଷେୟାଙ୍କ ବଡ଼ ଖୁଲାସା, ଆତ୍ମହତ୍ୟା ପୂର୍ବରୁ ଘରେ ଘଟିଥିଲା ଏପରି କିଛି..

ବମ୍ବେ: ଦିନକୁ ଦିନ ରୋଚକ ମୋଡ଼ ନେଉଛି ବଲିଉଡ୍‌ ଅଭିନେତା ସୁଶାନ୍ତ ସିଂ ରାଜପୁତଙ୍କ ମୃତ୍ୟୁ ରହସ୍ୟ। ପ୍ରଥମେ ନେପୋଟିଜିମ୍‌କୁ ନେଇ ସୁଶାନ୍ତ ଆତ୍ମହତ୍ୟା କରିଥିବା...

ବାପାଙ୍କୁ ହରାଇଲେ ଏହି ଲୋକପ୍ରିୟ ଅଭିନେତା

ବମ୍ବେ: ଛୋଟ ପରଦାର ଲୋକପ୍ରିୟ ଧାରାବାହିକ ‘ବଡେ ଅଚ୍ଛେ ଲଗତେ ହୈ’ ଅଭିନେତା ରାମ କପୁରଙ୍କ ପିତାଙ୍କ ପରଲୋକ ହୋଇଛି। ମୃତ୍ୟୁ ବେଳକୁ ତାଙ୍କୁ ୭୪...

କ୍ୟାଟ୍ରିନାଙ୍କ ସନ୍‌ଡେ ସେଲ୍ଫି

ମୁମ୍ବାଇ: ବଲିଉଡ କୁଇନ କ୍ୟାଟ୍ରିନା କୈଫ ନିକଟରେ ବିବାହ କରିଥିବା ବେଳେ ସବୁବେଳେ ତାଙ୍କୁ ନେଇ କିଛି ନା କିଛି ଗସିପ୍ ଶୁଣିବାକୁ ମିଳୁଛି ।...

କାଟ୍ରିନା-ଭିକିଙ୍କ ବିବାହରେ ଏହି ଅଭିନେତାଙ୍କୁ ମିଳିଲା ପ୍ରଥମ ନିମନ୍ତ୍ରଣ

ଆଜିକାଲି ଅଭିନେତା ଭିକି କୌଶଲ ଏବଂ କାଟ୍ରିନା କୈଫଙ୍କ ବିବାହ ଖବର ଚର୍ଚ୍ଚାରେ ରହିଛି। ଆସନ୍ତା ୭ରୁ ୯ ଡିସେମ୍ବର ମଧ୍ୟରେ ଉଭୟ ବିବାହ ବନ୍ଧନରେ...

ବୁର୍ଜ ଖଲିଫାରେ ଦେଖାଗଲା ‘ପଠାନ୍‌’ ଟ୍ରେଲର୍‌

ବମ୍ବେ: ଦୀର୍ଘଦିନର ବ୍ୟବଧାନ ପରେ ରିଲିଜ ହେବାକୁ ଯାଉଛି କିଙ୍ଗ ଖାଁ ଶାହାରୁଖଙ୍କ ଫିଲ୍ମ ‘ପଠାନ୍‌’। ଆରମ୍ଭରୁ ବିବାଦର ସାମ୍ନା କରିଆସୁଥିଲେ ହେଁ ପ୍ରଶଂସକଙ୍କୁ କିଛି...

‘ବ୍ରହ୍ମାସ୍ତ୍ର’ରେ ଶାହାରୁଖ୍‌

ମୁମ୍ବାଇ: ବଲିଉଡ ଅଭିନେତା ରଣବୀର କପୁର ଏବଂ ଆଲିଆ ଭଟ୍ଟଙ୍କ ଅଭିନୀତ ଫିଲ୍ମ ‘ବ୍ରହ୍ମାସ୍ତ୍ର’ସେପ୍ଟେମ୍ବର ୯ରେ ରିଲିଜ୍‌ ହେବାକୁ ଯାଉଛି। ଯାହାକୁ ଦେଖିବାକୁ ପ୍ରସଂଶକ ଉତ୍ସାହର...

Advertisement
Archives

Model This Week