ପୁଦିନାର ବ୍ୟବହାର, ସ୍ବାସ୍ଥ୍ୟ ସମସ୍ୟାକୁ କରେ ଦୂର

ଅନେକ ସମୟରେ ମାର୍କେଟ୍‌ରେ ପୁଦିନା ସହଜରେ ମଳିଳିଯାଇଥାଏ।
ଏହା ଖରା ଏବଂ ବର୍ଷାଦିନେ ପୁଦିନା ସଞ୍ଜୀବନୀବୁଟି ଭଳି କାମ ଦେଇଥାଏ। ଗୃହିଣୀମାନେ ଏହାକୁ ଘରୋଇ ଉପାୟରେ ବହୁଳ ଭାବରେ ବ୍ୟବହାର କରିଥିାନ୍ତି। ତେବେ ଜାଣନ୍ତୁ କିପରି କରିବେ ପୁଦିନାର ବ୍ୟବହାର।
– ପୁଦିନା ଓ ଅଦା ରସ ସହିତ ମହୁ ମିଶାଇ ଖାଇଲେ କାଶ ଭଲ ହୋଇଥାଏ।

– ପୁଦିନା ପତ୍ରକୁ ଖାଲି କିମ୍ବା ଅଳ୍ପ ନଡିଆ ସହିତ ମିଶାଇ ଖାଇଲେ ହାକୁଟି ସମସ୍ୟା ଦୂର ହୋଇଥାଏ।

– ଟନସିଲ ସମସ୍ୟା ଥିଲେ ପୁଦିନା ରସକୁ ପାଣିରେ ମିଶାଇ ଗାର୍ଗଲିଂ କରନ୍ତୁ, ବେଶ ଆରାମ ମିଳିବ।

– ବାହାରେ ଅଧିକ ସମୟ ଖରାରେ ବୁଲିବା ଯୋଗୁ ଯଦି ପାଦ ତଳ ପୋଡାଜଳା ହେଉଥାଏ, ତେବେ ପୁଦିନାକୁ ବାଟି ଫ୍ରିଜ୍ରେ ରଖିବା ପରେ ବାହାର କରି ଲଗାନ୍ତୁ।

– ଦହି କିମ୍ବା ଆମ୍ବର କଅଁଳିଆ ପତ୍ର ସହିତ ପୁଦିନାକୁ ବାଟି ପିଇଲେ ପେଟ ବିନ୍ଧା ଭଲ ହୋଇଥାଏ।


Enter your email to get our daily news in your inbox.

All Right Reserved By Dharitri.Com

ଶ୍ମଶାନ ସମାନ ହୋଇଥାଏ ଏହି ଘର…

ଚାଣକ୍ୟ ତାଙ୍କ ନୀତିଶାସ୍ତ୍ରରେ ଅନେକ କିଛି ବର୍ଣ୍ଣନା କରିଛନ୍ତି। ଏହା ଜୀବନର ପ୍ରତ୍ୟେକ ସମସ୍ୟାର ସମାଧାନ କରିଥାଏ। ଯାହାକୁ ଆପଣାଇ ଜଣେ ଖୁସିରେ ଜୀବନ ଅତିବାହିତ...

ଉଚ୍ଚ ରକ୍ତଚାପ କ’ଣ? ଜାଣନ୍ତୁ ଏହାର ଲକ୍ଷଣ, କାରଣ ଏବଂ ନିୟନ୍ତ୍ରଣ କରିବାର ଉପାୟ…

ଖରାପ ଜୀବନଶୈଳୀ, ଖାଦ୍ୟପେୟରେ ଅନିୟମିତତା ଏବଂ ଚାପଗ୍ରସ୍ତ ରହିବାରୁ ସୃଷ୍ଟ ଅନେକ ରୋଗ ମଧ୍ୟରୁ ହାଇ ବ୍ଲଡ ପ୍ରେସର(ଉଚ୍ଚ ରକ୍ତଚାପ) ଗୋଟିଏ। ଏହାକୁ ସାଇଲେଣ୍ଟ କିଲର୍‌...

ଶୀତଦିନେ କମଳା ବେଶ୍‌ ସ୍ବାସ୍ଥ୍ୟପ୍ରଦ

ଶୀତଦିନେ ସ୍ବାସ୍ଥ୍ୟ ପାଇଁ କମଳା ବେଶ୍‌ ଲାଭଦାୟକ ହୋଇଥାଏ। କାରଣ ଏଥିରେ ପର୍ଯ୍ୟାପ୍ତ ପରିମାଣର ଭିଟାମିନ-ସି ରହିଥାଏ। ଏହା ଖାଇବା ପାଇଁ ଯେତିକି ସ୍ବାଦିଷ୍ଟ ସ୍ବାସ୍ଥ୍ୟ...

ଶରୀରର ଓଜନ କମ୍ କରିବା ପାଇଁ.. ..

ଆଜିକାଲି ଅଧିକାଂଶ ଲୋକଙ୍କ ପାଖରେ ଏକ ମୁଖ୍ୟ ସମସ୍ୟା ହୋଇ ଦେଖା ଦେଇଛି ମେଦବହୁଳତା । ଆଉ ଏହାକୁ କମାଇବାକୁ ଲୋକେ ଜିମ୍ ଯିବାଠାରୁ ଆରମ୍ଭ...

ପାରାଲିସିସ୍‌ରୁ ଦୂରେଇ ରହିବା ପାଇଁ ଆପଣାନ୍ତୁ ଏହି ସହଜ ଉପାୟ…

ସକାଳୁ ଖାଲି ପେଟରେ ଦୁଇକୋଲା ରସୁଣ ଚୋବାଇ ଖାଇଲେ ଅନେକ ସୁଫଳ ମିଳିଥାଏ। ଏହାଦ୍ୱାରା ରକ୍ତରେ କୋଲେଷ୍ଟଲର ପରିମାଣ ହ୍ରାସ ପାଏ। ହୃଦ୍‌ଘାତରେ ଏହା ମହୌଷଧୀ...

ବୁଦ୍ଧିମତ୍ତା ବଢ଼ାଏ ସୁନିଦ୍ରା

ବୁଦ୍ଧିମତ୍ତା ବଢ଼ାଇବାର ସରଳ ତଥା ସହଜ ଉପାୟ ହାତ ପାଆନ୍ତାରେ ରହିଛି। ତାହା କ’ଣ ଜାଣନ୍ତି ? ସୁନିଦ୍ରା। ଯଦି ଜଣେ ବ୍ୟକ୍ତି ଆବଶ୍ୟକ ମୁତାବକ...

ଜାଣନ୍ତୁ ଜୁସ ପିଇବାର ଉପଯୁକ୍ତ ସମୟ

ବିଭିନ୍ନ ପ୍ରକାର ଫଳର ଜୁସ ପିଇବା ସ୍ବାସ୍ଥ୍ୟ ପାଇଁ ଲାଭଦାୟକ ହୋଇଥାଏ। ବିଭିନ୍ନ ରୋଗରୁ ମୁକ୍ତି ପାଇବା ପାଇଁ ପ୍ରାକୃତିକ ଭାବେ ଏହି ଜୁସ ସାହାଯ୍ୟ...

କେଉଁମାନଙ୍କୁ କରୋନା ଟିକା ନେବା ମନା…

ନୂଆଦିଲ୍ଲୀ, ୨୬।୪: ଦେଶରେ କରୋନା ମହାମାରୀ ତାଣ୍ଡବ ରଚିଛି। ଏପରିସ୍ଥଳେ ସଂକ୍ରମଣରୁ ଦୂରେଇ ରହିବା ପାଇଁ ସାର୍ବଜନୀକ ଟିକାକରଣ ଅଭିଯାନ ଜାରି ରହିଛି। ଭାରତ ବାୟୋଟେକ୍‌ର...

Advertisement
Archives

Model This Week