ୟୁଏସ୍‌ଏଫ୍‌ବିଏଲ୍‌ର ଶାଖା ସମ୍ପ୍ରସାରିତ

ଭୁବନେଶ୍ୱର,୩୦।୧: ଉତ୍କର୍ଷ ସ୍ମଲ୍‌ ଫାଇନାନ୍ସ ବ୍ୟାଙ୍କ ଲିମିଟେଡ (ୟୁଏସ୍‌ଏଫ୍‌ବିଏଲ୍‌)ର ଓଡ଼ିଶା ବଜାର ଏବଂ ଭୁବନେଶ୍ୱର ଅଞ୍ଚଳରେ ନୂତନ ବ୍ୟାଙ୍କିଙ୍ଗ ଆଉଟଲେଟ ଶୁଭାରମ୍ଭ ସମ୍ପର୍କରେ ଘୋଷଣା କରାଯାଇଛି। ଏ ସମ୍ପର୍କରେ ୟୁଏସ୍‌ଏଫ୍‌ବିଏଲ୍‌ର ଏମ୍‌ଡି ତଥା ସିଇଓ ଗୋବିନ୍ଦ ସିଂହ କହିଛନ୍ତି, ବ୍ୟାଙ୍କ ପାଇଁ ଏହା ଏକ ସ୍ମରଣୀୟ ମୁହୂର୍ତ୍ତ ହୋଇ ରହିବ, କାରଣ ଆମେ ଏକସଙ୍ଗରେ ୨୫ଟି ବ୍ୟାଙ୍କିଙ୍ଗ ଆଉଟଲେଟ ଖୋଲିବା ସହ ସମଗ୍ର ଦେଶରେ ଆମ ଉପସ୍ଥିତିକୁ ସମ୍ପ୍ରସାରିତ କରିଛୁ।

ଏହା ସ୍ଥାନୀୟ ଜନସାଧାରଣଙ୍କୁ ବିଚାର କରିବାର ସୁଯୋଗ ପ୍ରଦାନ କରୁଛି, ଯାହା ସେମାନଙ୍କୁ ସେମାନଙ୍କର ଆର୍ଥିକ ଆମତ୍ବିଶ୍ୱାସ ଗଢ଼ିତୋଳିବାରେ ସହାୟକ ହେବା ସହିତ ନିଯୁକ୍ତି, କୁଶଳତା ଏବଂ ଏକ ଉନ୍ନତ ଜୀବନଧାରଣ ପରିବେଶ ସୃଷ୍ଟି ଦିଗରେ ସହାୟତାକାରୀ ଭାବରେ କାର୍ଯ୍ୟ କରୁଛି।

ଏପରିକି ଦେଶର ୨୫ଟି ରାଜ୍ୟ ଏବଂ କେନ୍ଦ୍ରଶାସିତ ଅଞ୍ଚଳରେ ବ୍ୟାଙ୍କ ୮୧୯ଟି ବ୍ୟାଙ୍କିଙ୍ଗ ଆଉଟଲେଟ ବିଶିଷ୍ଟ ନେଟୱର୍କ ଜରିଆରେ ଆର୍ଥିକ ସେବା ଯୋଗାଇ ଦେଉଛି। ବ୍ୟାଙ୍କ ନିଜର ପହଞ୍ଚ ପରିବ୍ୟାପ୍ତ କରିବା ଏବଂ ତଦ୍ଦ୍ବାରା ଉଭୟ ନୂତନ ଏବଂ ସମ୍ପ୍ରତି ରହିଥିବା ଭାୈଗୋଳିକ ଅଞ୍ଚଳଗୁଡିକରେ ଗ୍ରାହକମାନଙ୍କୁ ପୂର୍ଣ୍ଣାଙ୍ଗ ଆର୍ଥିକ ସେବା ଯୋଗାଇଦେବାକୁ ସ୍ଥିର କରିଥିବା ରଣକାୈଶଳ ଅନୁଯାୟୀ ଏହି ବ୍ୟାଙ୍କିଙ୍ଗ ଆଉଟଲେଟଗୁଡିକ ଉଦଘାଟିତ ହୋଇଛି। ବ୍ୟାଙ୍କ ନିଜର ସମୁଦାୟ ନେଟୱର୍କରେ ଯୋଗାଉଥିବା ଏହି ସେବାଗୁଡିକ ମଧ୍ୟରେ ସଞ୍ଚୟ ଓ ଚଳନ୍ତି ଆକାଉଣ୍ଟ, ଫିକ୍ସଡ ଓ ରିକରିଂ ଜମା, ଋଣ, କ୍ରେଡିଟ, ବୀମା ଉପତ୍ାଦ ଏବଂ ନିବେଶକାରୀ ଉପତ୍ାଦ ଆଦି ଅନ୍ତର୍ଭୁକ୍ତ।


Enter your email to get our daily news in your inbox.

All Right Reserved By Dharitri.Com

ନିର୍ୱାଚନ ପରେ ଏତେ ମହଙ୍ଗା ହେବ ପେଟ୍ରୋଲ ଦର! ଚମକାଇଲା ରିପୋର୍ଟ

ନୂଆଦିଲ୍ଲୀ,୧୪।୪: ଆମେରିକା ଏବଂ ଇରାନ ମଧ୍ୟରେ ଚାଲିଥିବା ବିବାଦ ଭାରତୀୟ ତୈଳ କମ୍ପାନୀଗୁଡ଼ିକୁ ପ୍ରଭାବିତ କରିବା ଆରମ୍ଭ କରିଛି। ସରକାରୀ ତୈଳ କମ୍ପାନୀଗୁଡ଼ିକ ପାଇଁ, ପେଟ୍ରୋଲ ଏବଂ…

ମୁଖ୍ୟମନ୍ତ୍ରୀ ପଦରୁ ଇସ୍ତଫା ଦେବା ପରେ ଆସିଲା ନୀତୀଶଙ୍କ ପ୍ରତିକ୍ରିୟା, ଭାବପ୍ରବଣ ହୋଇ ଲେଖିଲେ ଏମିତି…

ପାଟନା,୧୪।୪: ନୀତୀଶ କୁମାର ମୁଖ୍ୟମନ୍ତ୍ରୀ ପଦରୁ ଇସ୍ତଫା ଦେଇଛନ୍ତି। ସେ ଲୋକଭବନ ଯାଇ ରାଜ୍ୟପାଳଙ୍କୁ ଇସ୍ତଫାପତ୍ର ପ୍ରଦାନ କରିଛନ୍ତି। ତେବେ ନୀତୀଶଙ୍କ ଇସ୍ତଫା ପରେ ପାଟନାରୁ ଦିଲ୍ଲୀର…

ଯୁଦ୍ଧ ଉତ୍ତେଜନା ଭିତରେ ଭାରତ-ଚାଇନା ମୁହାଁମୁହିଁ, ସୀମାରେ ହଲଚଲ!

ନୂଆଦିଲ୍ଲୀ,୧୪।୪: ଅରୁଣାଚଳ ପ୍ରଦେଶର ସ୍ଥାନଗୁଡ଼ିକୁ କାଳ୍ପନିକ ନାମ ଦେବା ବିରୋଧରେ ଭାରତର ପ୍ରତିବାଦ ପରେ, ଚାଇନା ମଙ୍ଗଳବାର (୧୪ ଏପ୍ରିଲ, ୨୦୨୬) ଆଉ ଏକ ଆପତ୍ତିଜନକ ବିବୃତ୍ତି…

ପଶ୍ଚିମବଙ୍ଗକୁ ଚାଲାଣ ହେଉଥିଲା କେନ୍ଦୁ ଗଣ୍ଡି କାଠ, ଖବରପାଇ ଅଚାନକ ଚଢାଉ କଲା ବନବିଭାଗ, ମିଳିଲା ଏତେ ମୂଲ୍ୟର…

ବଲାଙ୍ଗୀର,୧୪।୪ (ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ବନ ଖଣ୍ଡ ବିଭାଗ ପକ୍ଷରୁ ସିନଖମନ ଗାଁ ନିକଟରେ ଚଢ଼ାଉ କରି ଲକ୍ଷାଧିକ ଟଙ୍କାର ମୂଲ୍ୟବାନ କେନ୍ଦୁ ଗଣ୍ଡି କାଠ…

ସରିଲା ମା’ ଦଣ୍ଡ କାଳୀଙ୍କ ୨୧ ଦିନିଆ ଯାତ୍ରା, ଅଗ୍ନି କୁଣ୍ଡରେ ଓଲଟା ଝୁଲିଲେ ପାଟ ଭୂକ୍ତା

ପୁରୁଷୋତ୍ତମପୁର,୧୪।୪(ସବିତା ମିଶ୍ର): ଗଞ୍ଜାମ ଜିଲାର ପ୍ରସିଦ୍ଧ ମା’ ଦଣ୍ଡ କାଳୀଙ୍କ ଯାତ୍ରା ମଙ୍ଗଳବାର ମେଷ ସଂକ୍ରାନ୍ତି ବା ମେରୁ ଯାତ୍ରାରେ ଉଦ୍‌ଯାପିତ ହୋଇଛି । ଏନେଇ ପୁରୁଷୋତ୍ତମପୁର…

କିଏ ସେହି ସମ୍ରାଟ ଚୌଧୁରୀ, ଯିଏ ହେବେ ବିହାରର ଆଗାମୀ ମୁଖ୍ୟମନ୍ତ୍ରୀ: ୧୯ ବର୍ଷ ବୟସରୁ ହୋଇଥିଲେ ମନ୍ତ୍ରୀ

ପାଟନା,୧୪।୪: ବିହାରରେ ଏକ ନୂତନ ରାଜନୈତିକ ଯୁଗ ଆରମ୍ଭ ହେବାକୁ ଯାଉଛି। ରାଜ୍ୟକୁ ଏହାର ନୂତନ ମୁଖ୍ୟମନ୍ତ୍ରୀ ମିଳିଛି। ସମ୍ରାଟ ଚୌଧୁରୀଙ୍କ ନାମ ଚୂଡ଼ାନ୍ତ ହୋଇଛି। ସମ୍ରାଟ…

ଗାଁ ଗାଁରେ ସଚେତନ ପାଇଁ ଅଣ୍ଟା ଭିଡ଼ିଲେ ଅଗ୍ନିଶମ କର୍ମଚାରୀ, କହିଲେ-ନିଆଁ ଲିଭାଇବା ପାଇଁ ବ୍ୟବହାର କରିବେ ଏହି ଟ୍ରିକ୍‌

ଦାରିଙ୍ଗବାଡି, ୧୪ ।୪ (ଅରୁଣ ସାହୁ ): ଜାତୀୟ ଅଗ୍ନିଶମ ସେବା ସପ୍ତାହ ଅବସରରେ ଦାରିଙ୍ଗବାଡି ଅଗ୍ନିଶମ ବିଭାଗ ପକ୍ଷରୁ ମଙ୍ଗଳବାର ଗାଁ ଗାଁରେ ସଚେତନ ପାଇଁ…

ଏମିତି କଥା କହିଲେ ଖାର୍ଗେ, ହସି ହସି ଗଡ଼ିଲେ ପ୍ରଧାନମନ୍ତ୍ରୀ ମୋଦି, ଦେଖନ୍ତୁ Video

ନୂଆଦିଲ୍ଲୀ,୧୪।୪: ଡକ୍ଟର ବି.ଆର. ଆମ୍ବେଦକରଙ୍କ ୧୩୫ତମ ଜନ୍ମବାର୍ଷିକୀ ଉପଲକ୍ଷେ ସଂସଦ ପରିସରରେ ପ୍ରେରଣାସ୍ଥଳରେ ଆୟୋଜିତ କାର୍ଯ୍ୟକ୍ରମରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ କଂଗ୍ରେସ ସଭାପତି ମଲ୍ଲିକାର୍ଜୁନ ଖାର୍ଗେଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri