ଘରେ ଅର୍ଥାଭାବ, ସ୍ତ୍ରୀସ୍ବାମୀ ଭିତରେ ମତଭେଦ ଲାଗି ରହୁଛି କି? ଏଭଳି ଉପାୟରେ କର୍ପୂର ବ୍ୟବହାର କରି ଦେଖନ୍ତୁ ପରିଣାମ

ସାଧାରଣତଃ କର୍ପୁରର ବ୍ୟବହାର ପୂଜା ସମୟରେ କରାଯାଇଥାଏ। ବାସ୍ତୁଶାସ୍ତ୍ର ଅନୁଯାୟୀ କର୍ପୂର ଘରେ ଥିବା ନକରାତ୍ମକ ଶକ୍ତିକୁ ଶେଷ କରିଥାଏ। ଏହାଦ୍ୱାରା ପରିବାରରେ ହସଖୁସିର ପରିବେଶ ଥାଏ। କେବଳ ଏତିକି ନୁହେଁ କର୍ପୂର ଧନ ସମ୍ବନ୍ଧୀୟ ସମସ୍ୟା ଦୂର କରିବାରେ କାରିଗର ବୋଲି କୁହାଯାଇଥାଏ। ଆସନ୍ତୁ ଜାଣିବା କିଭଳି ଭାବେ ବ୍ୟବହାର କଲେ କର୍ପୂର ଜୀବନର ଅନେକ ସମସ୍ୟାରୁ ମୁକ୍ତି ଦେଇପାରିବ…

ଚାକିରି ନଚେତ ବ୍ୟବସାୟରେ ଉପରକୁ ଉଠିବାକୁ ଚାହୁଁ୍‌ଥିଲେ ପ୍ରତିଦିନ ରାତିରେ ସବୁକାମ ଶେଷ କରି ଏକ ସଫା ଜାଗାରେ ଗିନାରେ ଲବଙ୍ଗ ଏବଂ କର୍ପୂର ରଖି ଜଳାନ୍ତୁ। ଏପରି କଲେ ଘର ତଥା ପରିବାର ସଦସ୍ୟମାନେ ଉପରକୁ ଉଠିଥାନ୍ତି।

ଘରର ବାସ୍ତୁଦୋଷ ଦୂର କରିବା ପାଇଁ ସମସ୍ତ କୋଠରୀରେ କିଛି କର୍ପୂର ଖଣ୍ଡ ରଖିଦିଅନ୍ତୁ। ଏହା ତରଳିଗଲେ ତା ସ୍ଥାନରେ ଆଉ କିଛି ଖଣ୍ଡ ରଖନ୍ତୁ। ଏଭଳି କରିବା ଦ୍ୱାରା ଘରର ବାସ୍ତୁଦୋଷ ଦୂର ହୋଇଥାଏ।

ପ୍ରତ୍ୟେହ ସକାଳେ-ସନ୍ଧ୍ୟାରେ କର୍ପୂରକୁ ଦେଶୀ ଘିଅରେ ବୁଡ଼ାଇ ଜଳାନ୍ତୁ। ଏହାକୁ ଘରର ଚାରିଆଡେ ବୁଲାନ୍ତୁ ।ଏପରି କରିବା ଦ୍ୱାରା ଘରେ ସକରାତ୍ମକ ଶକ୍ତି ବୃଦ୍ଧି ପାଇଥାଏ।

ଯଦି କଠିନ ପରିଶ୍ରମ ପରେ ବି କୌଣସି କାର୍ଯ୍ୟରେ ସଫଳତା ମିଳୁନାହିଁ ତେବେ ଏକ ଗିନାରେ ନିୟମିତ ଭାବେ ଲବଙ୍ଗ ଓ କର୍ପୂର ଜଳାଇ ଘରସାରା ବୁଲାନ୍ତୁ। ଏହାଦ୍ୱାରା ଅଟକିଥିବା କାମ ଶେଷ ହେବ।

ଧନହାନୀ ହେଉଥିଲେ ନଚେତ ଟଙ୍କା ସଞ୍ଚୟ କରିପାରୁ ନ ଥିଲେ ରାତିରେ ରୂପା ଗିନାରେ କର୍ପୂର-ଲବଙ୍ଗ ରଖି ଜଳାନ୍ତୁ। ଯଦି ରୂପା ଗିନା ନ ଥାଏ ତେବେ ଷ୍ଟିଲ ଗିନାରେ ଏଭଳି ପ୍ରତ୍ୟେହ କରିପାରିବେ। ଏଭଳି କରିବା ଦ୍ୱାରା ଧନ ସମ୍ବନ୍ଧୀୟ ସମସ୍ୟା ଦୂର ହୋଇଥାଏ ବୋଲି ମାନ୍ୟତା ରହିଛି।

ସ୍ବାମୀସ୍ତ୍ରୀଙ୍କ ମଧ୍ୟରେ ଝଗଡ଼ା ଲାଗୁଥିଲେ ସ୍ତ୍ରୀ ରାତିରେ ଶୋଇବା ପୂର୍ବରୁ କିଛି କର୍ପୂର ନେଇ ସ୍ବାମୀଙ୍କ ତକିଆ ତଳେ ରଖିଦିଅନ୍ତୁ। ସକାଳେ କାହାକୁ କିଛି ନ କହି ଜଳାଇଦିଅନ୍ତୁ। ଏଭଳି କଲେ ପରସ୍ପର ମଧ୍ୟରେ ଶାନ୍ତି ଫେରି ଆସିବ। ଭଲପାଇବା ବୃଦ୍ଧି ପାଇବ।

ବାସ୍ତୁଶାସ୍ତ୍ର ଅନୁଯାୟୀ ଘରର ଅଗ୍ନିକୋଣ ଅର୍ଥାତ ଦକ୍ଷିଣପୂର୍ବ କୋଣରେ ପ୍ରତ୍ୟେହ କର୍ପୂର ଜଳାଇବା ଦ୍ୱାରା ଆର୍ଥିକ ସମସ୍ୟା ଦୂର ହୋଇଥାଏ।


Enter your email to get our daily news in your inbox.

All Right Reserved By Dharitri.Com

IPL ୨୦୨୬: ଲକ୍ଷ୍ନୌକୁ ଲଗାତାର ୫ମ ଥର ପାଇଁ ହରାଇଲା ଦିଲ୍ଲୀ କ୍ୟାପିଟାଲ୍ସ; ଦଳକୁ ଦମ୍‌ଦାର ବିଜୟ ଦେଲେ ସମୀର ରିଜଭୀ…

ଲକ୍ଷ୍ନୌ, ୧ା୪: ଆଇପିଏଲ ୨୦୨୬ରେ ଦିଲ୍ଲୀ କ୍ୟାପିଟାଲ୍ସ ବିଜୟ ଅଭିଯାନ ଆରମ୍ଭ କରିଛି। ଲକ୍ଷ୍ନୌ ସୁପର ଜାଏଣ୍ଟସ (LSG) ବିପକ୍ଷ ମ୍ୟାଚରେ ଦିଲ୍ଲୀ ୧୪୨ ରନର ଲକ୍ଷ୍ୟକୁ…

ବ୍ୟାକଫୁଟରେ ସୁପରପାୱାର ଆମେରିକା, ଇରାନ ସହ ଯୁଦ୍ଧରୁ ଓହରିବ! ଟ୍ରମ୍ପଙ୍କ ବଡ଼ ବୟାନ…

ୱାଶିଂଟନ, ୧ା୪:ଇରାନ ଏବଂ ଆମେରିକା ମଧ୍ୟରେ ଚାଲିଥିବା ସଂଘର୍ଷ ଏବେ ଏକ ନୂଆ ମୋଡ଼ ନେଇଛି। ସୁପରପାୱାର ଆମେରିକାର ରଣନୀତି ଫେଲ ମାରୁଥିବା ବେଳେ ରାଷ୍ଟ୍ରପତି ଡୋନାଲ୍ଡ…

ବଲାଙ୍ଗୀରରେ ଓଡ଼ିଶା ଦିବସ ପାଳନକୁ ବିରୋଧ: ସଂସ୍କୃତି ଭବନରେ କୋଶଲ ସମର୍ଥକଙ୍କ ହଙ୍ଗାମା, ୮ ଅଟକ

ବଲାଙ୍ଗୀର,୧।୪(ସୁନିଲ କୁମାର ମହାନ୍ତି): ଆଜି ସମଗ୍ର ରାଜ୍ୟରେ ଓଡ଼ିଶା ଦିବସ ବା ଉତ୍କଳ ଦିବସ ପାଳିତ ହେଉଥିବା ବେଳେ ବଲାଙ୍ଗୀରରେ ଏହାକୁ ନେଇ ଅଭାବନୀୟ ପରିସ୍ଥିତି ସୃଷ୍ଟି…

ଲଜ୍ଜା: ୧୩ ବର୍ଷର ନାବାଳିକାଙ୍କୁ ଗର୍ଭବତୀ କଲେ ଦୁଇ ସନ୍ତାନର ବାପା, ଅଭିଯୁକ୍ତଙ୍କୁ ପୋଲିସ ବାନ୍ଧି…

ପାତ୍ରପୁର, ୧।୪ (ଉମା ଚରଣ ନେପାକ): ବ୍ରହ୍ମପୁର ପୋଲିସ ଜିଲା ଅନ୍ତର୍ଗତ ଜରଡ଼ା ଥାନା ଅଞ୍ଚଳରେ ଏକ ଅଭାବନୀୟ ଘଟଣା ଘଟିଛି। ଆଙ୍କୁଲି ପଞ୍ଚାୟତର ଜଣେ ୧୩…

ମହିଳା ଚଲାଉଥିଲେ ନିଶା କାରବାର: ମାଡ଼ି ବସିଲା ପୋଲିସ, ୬ ଲକ୍ଷରୁ ଅଧିକ ଟଙ୍କା ସହ…

ବରଗଡ଼,୧।୪(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ବଢ଼ୁଥିବା ନିଶା କାରବାରକୁ ରୋକିବା ପାଇଁ ପୋଲିସ ନିଜର ଅଭିଯାନକୁ ଜୋରଦାର କରିଛି। ଏହି କ୍ରମରେ ଭଟଲି ଥାନା ପୋଲିସ ବୁଧବାର…

ଟାର୍ଗେଟରେ ଭାଜପା ଅଫିସ୍: ପାର୍କିଂରେ ଥିବା ସ୍କୁଟିରେ ହେଲା ବୋମା ବିସ୍ଫୋରଣ, ହାଇ ଆଲର୍ଟରେ…

ଚଣ୍ଡିଗଡ଼,୧।୪: ଭାଜପା କାର୍ଯ୍ୟାଳୟ ବାହାରେ ବିସ୍ଫୋରଣ। ଚଣ୍ଡିଗଡ଼ର ସେକ୍ଟର-୩୭ ସ୍ଥିତ ପଞ୍ଜାବ ଭାଜପା କାର୍ଯ୍ୟାଳୟ ବାହାରେ ଥିବା ପାର୍କିଂ ଅଞ୍ଚଳରେ ଏକ ବୋମା ବିସ୍ଫୋରଣ ଘଟିଛି। ଏହି…

ବନ୍ଦ ହୋଇଯିବ କି ଯୁଦ୍ଧ? ବଡ଼ ଦାବି କଲେ ଟ୍ରମ୍ପ, ଯୁଦ୍ଧବିରତି ଲାଗି….

ନୂଆଦିଲ୍ଲୀ,୧।୪:  ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍ ଚାଲିଥିବା ସଂଘର୍ଷ ମଧ୍ୟରେ ଏକ ବଡ଼ ଦାବି କରିଛନ୍ତି । ସେ କହିଛନ୍ତି ଯେ ଇରାନର ନୂତନ ରାଷ୍ଟ୍ରପତି ତାଙ୍କ…

ସରକାର ଆସିବାର ୨ ବର୍ଷ ପରେ ପଦବୀ ପୁରଣ, ଧର୍ମଗଡ଼ ବିଧାୟକ ହେଲେ କଳାହାଣ୍ଡି ଯୋଜନା କମିଟିର ନୂତନ ଅଧ୍ୟକ୍ଷ

ଭବାନୀପାଟଣା,୧।୪(ଉତ୍ତମ କୁମାର ଦାଶ): ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କଳାହାଣ୍ଡି ଜିଲା ଯୋଜନା କମିଟିର ନୂତନ ଅଧ୍ୟକ୍ଷ ଭାବେ ବୁଧବାର ଧର୍ମଗଡ଼ ବିଧାୟକ ସୁଧୀର ରଞ୍ଜନ ପଟ୍ଟଯୋଶୀଙ୍କୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri