ଅଧିକ ସାନିଟାଇଜର ବ୍ୟବହାର ଆଣିପାରେ ଏହିସବୁ ସ୍ବାସ୍ଥ୍ୟ ସମସ୍ୟା: ଜାଣନ୍ତୁ…

କରୋନା ଭାଇରସ ସମଗ୍ର ବିଶ୍ୱରେ କାୟା ବିସ୍ତାର କରିସାରିଛି। ପ୍ରତିଦିନ ଲକ୍ଷ ଲକ୍ଷ ଲୋକ ଏଥିରେ ଆକ୍ରାନ୍ତ ହେଉଥିବା ବେଳେ ମୃତ୍ୟୁ ସଂଖ୍ୟା ମଧ୍ୟ ବଢ଼ିଚାଲିଛି। ଏଥିରୁ ମୁକ୍ତି ପାଇବା ପାଇଁ ବର୍ତ୍ତମାନ ପର୍ଯ୍ୟନ୍ତ କୌଣସି ଔଷଧ ଆସିନାହିଁ। ଫଳରେ ସାମାଜିକ ଦୂରତା, ହାତ ସାନିଟାଇଜ୍‌ କରିବା ଏବଂ ମାସ୍କ ପିନ୍ଧିବା ଏହାର ବିକଳ୍ପ। ଭାରତୀୟ ସ୍ବାସ୍ଥ୍ୟ ମନ୍ତ୍ରଣାଳୟ, ବିଶ୍ୱ ସ୍ବାସ୍ଥ୍ୟ ସଂଗଠନ ଏବଂ ଆମେରିକାର ରୋଗ ନିୟନ୍ତ୍ରଣ ଏବଂ ପ୍ରତିରୋଧକ କେନ୍ଦ୍ର ଏହି ସାନିଟାଇଜର ବ୍ୟବହାର ପାଇଁ ନିରନ୍ତର ପରାମର୍ଶ ଦେଉଥିଲେ। ହେଲେ ଏବେ ଭାରତୀୟ ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ଲୋକଙ୍କ ସ୍ବାସ୍ଥ୍ୟକୁ ଧ୍ୟାନରେ ରଖି ଅଧିକ ହାତ ସାନିଟାଇଜର ବ୍ୟବହାର ନ କରିବାକୁ ନିବେଦନ କରିଛି।
ସାନିଟାଇଜରର ଅତ୍ୟଧିକ ବ୍ୟବହାର ସ୍ବାସ୍ଥ୍ୟ ପାଇଁ କ୍ଷତିକାରକ। ଏହା ଦ୍ୱାରା ଚର୍ମ ନଷ୍ଟ ହେବାର ସମ୍ଭାବନା ଅଧିକ ରହିଛି। ଏଥିସହ ଚର୍ମ ଜନିତ ଅନ୍ୟ ସମସ୍ୟା ମଧ୍ୟ ଦେଖାଦେଉଛି। ତେଣୁ ଯେତେ ସମସ୍ତ କମ୍‌ ସାନିଟାଇଜର ବ୍ୟବହାର କରିବା ଉଚିତ୍‌। ଘରେ ରହୁଥିବା ସମୟରେ ସାନିଟାଇଜର ବ୍ୟବହାର କରିବା ପରିବର୍ତ୍ତେ ସାବୁନରେ ହାତ ଧୋଇବା ଉଚିତ୍‌ ବୋଲି ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ପକ୍ଷରୁ କୁହାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

କଣ୍ଠଶିଳ୍ପୀ ସୌରିନ ଭଟ୍ଟଙ୍କ ଅଡୁଆ ବଢ଼ିଲା: ଜାମିନ ବିହୀନ ଗିରଫ ପରୱାନା ରହିତାଦେଶ ହଟାଇଲେ…

କଟକ,୨୫।୮(କାର୍ତ୍ତିକ ସାହୁ): ବାରମ୍ବାର ସମୟ ନେଇ ନିମ୍ନ ଅଦାଲତରେ ହାଜର ନ ହେବା କଣ୍ଠଶିଳ୍ପୀ ସୌରିନ ଭଟ୍ଟଙ୍କ ପାଇଁ ମହଙ୍ଗା ସାବ୍ୟସ୍ତ ହୋଇଛି। ଫଳରେ ଗିରଫଦାରିକୁ ନେଇ…

୩୦ ଯାଏ ବଢ଼ିଲା ଓଏସ୍‌ଏସ୍‌ଟିଇଟି ପଞ୍ଜୀକରଣ, ସେପ୍ଟେମ୍ବର ୩୦…

କଟକ,୨୫।୮(କାର୍ତ୍ତିକ ସାହୁ): ମାଧ୍ୟମିକ ଶିକ୍ଷା ପରିଷଦ (ବୋର୍ଡ) ଦ୍ୱାରା ପରିଚାଳିତ ଓଡ଼ିଶା ସେକେଣ୍ଡାରି ସ୍କୁଲ ଟିଚର୍ସ ଇଲିଜିବିଲିଟି ଟେଷ୍ଟ (ଓଏସ୍‌ଏସ୍‌ଟିଇଟି) ୨୦୨୬ ନିମନ୍ତେ ପଞ୍ଜୀକରଣ ଅବଧିକୁ ଅଗଷ୍ଟ…

ପୁଣି ଲଘୁଚାପ: ୨୮ରୁ ଆହୁରି ବଢ଼ିବ ବର୍ଷା, ଏସବୁ ଜିଲାକୁ ଓ୍ବାର୍ନିଂ…

ଭୁବନେଶ୍ୱର, ୨୫ା୮(ବନ୍ଦନା ସେଠୀ) – ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ ଆସନ୍ତା ୨୪ ଘଣ୍ଟାରେ ଉତ୍ତର ପଶ୍ଚିମ ଆଡ଼କୁ ଗତି କରିବା ସହ ଝାଡ଼ଖଣ୍ଡ ଓ ଉତ୍ତର ଓଡ଼ିଶା…

“ବିବାହ ନ କଲେ ଆତ୍ମହତ୍ୟା କରିବି” କହି ନେଇଗଲେ, ପ୍ରେମିକା ୩ ମାସର ଗର୍ଭବତୀ ହେବା ପରେ ଫେରାର୍; ପରିଶେଷରେ…

ଦେବଗଡ଼,୨୫।୮(ଶଶାଙ୍କ ଶେଖର ଝାଙ୍କର): ବିବାହର ମିଛ ପ୍ରତିଶ୍ରୁତି ଦେଇ ପ୍ରେମିକାଙ୍କ ସହ ବାରମ୍ବାର ଶାରୀରିକ ସମ୍ପର୍କ ସ୍ଥାପନ କରିବା ଏବଂ ପରବର୍ତ୍ତୀ ସମୟରେ ପ୍ରତାରଣା କରିବା ଅଭିଯୋଗରେ…

ଗୁରୁଙ୍କ ନକ୍ଷତ୍ରରେ ମଙ୍ଗଳଙ୍କ ଏଣ୍ଟ୍ରି, ୫ ରାଶିଙ୍କ ଲାଗିଲା ଲଟେରୀ! ବଢିବ ଧନ-ସମ୍ପତ୍ତି…

ଦ୍ରିକ ପଞ୍ଚାଙ୍ଗ ଅନୁସାରେ, ମଙ୍ଗଳ ଗ୍ରହ ବୃହସ୍ପତି (ଦେବଗୁରୁ ବୃହସ୍ପତି)ଙ୍କ ଦ୍ୱାରା ଶାସିତ ପୁନର୍ୱାସୁ ନକ୍ଷତ୍ରରେ ୨ ସେପ୍ଟେମ୍ୱର, ୨୦୨୬ ରେ ପ୍ରବେଶ କରିବାକୁ ଯାଉଛି। ମଙ୍ଗଳ…

ସାଂଘାତିକ! ଶେଷରେ ପାରାଦୀପ ସମୁଦ୍ରରୁ ମିଳିଲା ନିଖୋଜ ଜାହାଜର…

ନୂଆଦିଲ୍ଲୀ,୨୫।୮: ସମୁଦ୍ର ଗର୍ଭରେ ବିରାଟ ବଡ଼ MV ଓସେନ ୱିନର ଜାହାଜ ଗାଏବ ହୋଇଯିବା ଘଟଣା ସମସ୍ତଙ୍କୁ ଆଶ୍ଚର୍ଯ୍ୟ କରିଛି । ଏତେ ବଡ଼ ସର୍ଚ୍ଚ ଅପରେସନ୍…

ରାହୁଙ୍କ ନକ୍ଷତ୍ରରେ ମଙ୍ଗଳଙ୍କ ଉଗ୍ର ଚାଲ! ୨ ସେପ୍ଟେମ୍ବର ପର୍ଯ୍ୟନ୍ତ ଏହି ୫ଟି ରାଶି ଉପରେ ବଡ଼ ସଙ୍କଟ

ଜ୍ୟୋତିଷ ଶାସ୍ତ୍ରରେ ଗ୍ରହମାନଙ୍କର ସେନାପତି ମଙ୍ଗଳ ଏବଂ ଛାୟା ଗ୍ରହ ରାହୁଙ୍କ ସମ୍ବନ୍ଧକୁ ଅତ୍ୟନ୍ତ ଉଗ୍ର ଓ ସମ୍ବେଦନଶୀଳ ମାନାଯାଏ। ପରାକ୍ରମ, ଉର୍ଜା ଏବଂ କ୍ରୋଧର କାରକ…

ଏକାଠି ହେଲେ ଭାରତ-ଚାଇନା ସେନା, ଓଡ଼ିଶା ସମୁଦ୍ରରେ ଚାଲିଛି ଜୋର୍‌ ଅପରେଶନ

ନୂଆଦିଲ୍ଲୀ,୨୫।୮: ସମୁଦ୍ର ଗର୍ଭରେ ବିରାଟ ବଡ଼ MV ଓସେନ ୱିନର ଜାହାଜ ଗାଏବ ହୋଇଯିବା ଘଟଣା ସମସ୍ତଙ୍କୁ ଆଶ୍ଚର୍ଯ୍ୟ କରିଛି । ଏତେ ବଡ଼ ସର୍ଚ୍ଚ ଅପରେସନ୍…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri