୩ ବରିଷ୍ଠ ନେତାଙ୍କ ଉପରୁ ହଟିଲା ନିଲମ୍ବନ ଆଦେଶ 

କଟକ,୨୩।୧: ସାଧାରଣ ନିର୍ବାଚନ ପୂର୍ବରୁ କଂଗ୍ରେସ ତାର ଘର ସଜଡ଼ା ଆରମ୍ଭ କରି ଦେଇଛି । ମଙ୍ଗଳବାର ୩ ବରିଷ୍ଠ ନେତାଙ୍କ ଉପରୁ  କଂଗ୍ରେସ ନିଲମ୍ବନ  ଆଦେଶ  ଉଠାଇଛି।  ସେମାନେ  ହେଲେ,  କଟକ-ବାରବାଟୀ ବିଧାୟକ  ମହମ୍ମଦ ମୋକିମ୍‌, ବରିଷ୍ଠ କଂଗ୍ରେସ ନେତା ଚିରଞ୍ଜୀବ ବିଶ୍ୱାଳ ।
 ସେହିପରି କୃଷ୍ଣଚନ୍ଦ୍ର ସରଗରିଆଙ୍କ ଉପରୁ ମଧ୍ୟ ସସ୍‌ପେଣ୍ଡ ହଟାଯାଇଛି।  ଏନେଇ  କଂଗ୍ରେସ ପ୍ରଭାରୀ ଅଜୟ କୁମାର ସୂଚନା ଦେଇଛନ୍ତି।
ଅନ୍ୟପକ୍ଷେ ପ୍ରଭାରୀ ଅଜୟ କୁମାରଙ୍କୁ ମୋକିମ୍‌ ଏବଂ ଚିରଞ୍ଜିବ  ଭେଟି ଏ ବିଷୟରେ ଜଣାଇଥିଲେ।

Enter your email to get our daily news in your inbox.

All Right Reserved By Dharitri.Com

ସିମନବାଡ଼ି ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଗୁରୁଦିବସ: ବର୍ଷୀୟାନ ଶିକ୍ଷକଙ୍କୁ…

ଦାରିଙ୍ଗବାଡ଼ି,୫ା୯(ଅରୁଣ ସାହୁ): ସର୍ବପଲ୍ଲୀ ରାଧାକ୍ରିଷ୍ଣନ୍‌ଙ୍କ ଜନ୍ମଦିବସ ତଥା ପବିତ୍ର ଗୁରୁଦିବସ ବିଭିନ୍ନ ସରକାରୀ ଓ ବେସରକାରୀ ଅନୁଷ୍ଠାନରେ ପାଳିତ ହୋଇଯାଇଛି। ଏହି ଅବସରରେ କନ୍ଧମାଳ ଜିଲା ଦାରିଙ୍ଗବାଡ଼ି…

ମିଳିଲାନି ଝଡ଼ବର୍ଷା କ୍ଷତିପୂରଣ: ରାଜରାସ୍ତାକୁ ଓହ୍ଲାଇଲେ କ୍ଷତିଗ୍ରସ୍ତ

ବରଗଡ଼,୫ା୯(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାର ଚକରକେନ୍ଦ ଗ୍ରାମରେ ଗତ ଜୁଲାଇ ୨୮ ତାରିଖ ସାରେ ହୋଇଥିବା ଝଡ଼ବର୍ଷାରେ ବ୍ୟାପକ କ୍ଷୟକ୍ଷତି ହୋଇଥିଲା। ଘରଦ୍ୱାର ଭାଙ୍ଗିବା ସହିତ ଚାଷଜମି…

କଳଙ୍କିତ ଘଟଣା: ୭ ବର୍ଷର ଝିଆରୀଙ୍କୁ ବଡ଼ବାପାଙ୍କ ଯୌନ ନିର୍ଯାତନା, ପୋଲିସ ଆଗରେ ସବୁ କଥା ପ୍ରକାଶ କରିବା ପରେ…

ମହାକାଳପଡ଼ା,୫ା୯( ପ୍ରତାପ ଚନ୍ଦ୍ର ସ୍ବାଇଁ ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଅନ୍ତର୍ଗତ ତନ୍ତିଆପାଳ ସାମୁଦ୍ରିକ ଥାନା ଅଞ୍ଚଳରେ ଏକ ଅତ୍ୟନ୍ତ ସମ୍ବେଦନଶୀଳ ତଥା ହୃଦୟବିଦାରକ ଘଟଣା…

‘ମୁଁ ଆପଣଙ୍କ ଛାତ୍ର, ମୋତେ…’, ଶିକ୍ଷକଙ୍କ ସହ PM ମୋଦିଙ୍କ ରୋଚକ କଥାବାର୍ତ୍ତା

ନୂଆଦିଲ୍ଲୀ,୫।୯: ଶିକ୍ଷକ ଦିବସ ଅବସରରେ ଶନିବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି କିଛି ବିଶେଷ ଶିକ୍ଷକଙ୍କୁ ଭେଟିଛନ୍ତି। ଏହି ଅବସରରେ ପ୍ରଧାନମନ୍ତ୍ରୀ ଆବାସରେ ଏକ ସ୍ବତନ୍ତ୍ର କାର୍ଯ୍ୟକ୍ରମର ଆୟୋଜନ…

ହଠାତ୍‌ ମୋଚିରାମଙ୍କୁ କାମୁଡ଼ିଲା ସାପ: ତା’ପରେ ଏମିତି କାମ କଲେ ଡାକ୍ତର ଆଶ୍ଚର୍ଯ୍ୟ

ଉଦଳା,୫।୯(ସନ୍ତୋଷ ବାଛିନୀ): ଅଚାନକ କାମୁଡିଲା ସାପ, ଆଉ ସାପକୁ ମାରି ତାକୁ ଧରି ମେଡିକାଲରେ ପହଁଚିଲେ ଯୁବକ। ଏଭଳି ଘଟଣା ଦେଖିବାକୁ ମିଳିଛି ମୟୁରଭଞ୍ଜ ଜିଲା ଉଦଳା…

ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର ପାଇବେ ମୀନାକ୍ଷୀରାଣୀ: ଛୁଟୁଛି ଶୁଭେଚ୍ଛାର ସୁଅ

ଲୋଇସିଂହା,୫।୯(ସୁଶାନ୍ତ ବାରିକ):ବଲାଙ୍ଗୀର ଜିଲା ଲୋଇସିଂହା ହରେକୃଷ୍ଣ ମହତାବ ହାଇସ୍କୁଲର କଳା ଶିକ୍ଷୟିତ୍ରୀ ତଥା ଗାଳ୍ପିକା ମୀନାକ୍ଷୀରାଣୀ ମିଶ୍ର ଜିଲାର ଏକମାତ୍ର ଶିକ୍ଷୟିତ୍ରୀ ଭାବେ ରାଜ୍ୟସ୍ତରୀୟ ମୁଖ୍ୟମନ୍ତ୍ରୀ ଶିକ୍ଷା…

କେରଳରେ ଭୟଙ୍କର ସଡ଼କ ଦୁର୍ଘଟଣା: ଟ୍ରକ୍‌କୁ ପିଟିଲା କାର୍‌; ୮ ଛାତ୍ରଙ୍କ ମୃତ୍ୟୁ

ତ୍ରିଶୂର ,୫।୯: କେରଳର ତ୍ରିଶୂର ଜିଲାରେ ଶୁକ୍ରବାର ବିଳମ୍ବିତ ରାତିରେ ଘଟିଛି ଭୟଙ୍କର ସଡ଼କ ଦୁର୍ଘଟଣା। ଏକ ଟ୍ରକ୍‌କୁ କାର୍‌ ଧକ୍କା ଦେବା ଫଳରେ କାର୍‌ରେ ଥିବା…

ମନ୍ଦିର ବୁଲାଣିରେ ଅଘଟଣ, ବାଇକ୍‌କୁ ଧକ୍କା ଦେଲା ବାଇକ୍‌: ଆଉ ତା’ପରେ…

ବରଗଡ଼,୫ା୯(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲା ଭଟ୍‌ଲି ଥାନା ଅନ୍ତର୍ଗତ ମେଣ୍ଢାପାଲି ବନଦୁର୍ଗା ମନ୍ଦିର ନିକଟସ୍ଥ ବୁଲାଣିରେ ଏକ ପିକ୍‌ଅପ ଭ୍ୟାନ (ନଂ-ଓଡି ୧୫ଏଡି ୭୮୯୨) ଅନ୍ୟ ଏକ ବାଇକକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri