Posted inଖେଳ

ଧୋନୀଙ୍କ ଅବସର ପୂର୍ବରୁ ଏହି ସ୍ବପ୍ନ ପୂରଣ କରିବାକୁ ଚାହୁଁଛନ୍ତି ଉଥାପ୍ପା

ବେଙ୍ଗାଳୁରୁ,୨୨।୨: କ୍ରିକେଟର୍‌ ରବିନ ଉଥାପ୍ପା ଆଇପିଏଲ ୨୦୨୧ରେ ଚେନ୍ନାଇ ସୁପର କିଙ୍ଗ୍ସ ପାଇଁ ଖେଳିବେ। ଗତ ଆଇପିଏଲରେ ରାଜସ୍ଥାନ ରୟାଲ୍ସ ପାଇଁ ଉଥାପ୍ପା ଖେଳିଥିଲେ। ଚେନ୍ନାଇ ଦଳରେ ଯୋଗଦେବା ପରେ ଉଥାପ୍ପା ତାଙ୍କ ଇନଷ୍ଟାଗ୍ରାମ ଆକାଉଣ୍ଟରେ ଏକ ଭାବପ୍ରବଣ ଭିଡିଓ ପୋଷ୍ଟ କରିଥିଲେ। ଏଥିରେ ସେ ଚେନ୍ନାଇ ଦଳ, ଏହାର ପ୍ରଶଂସକ ତଥା ଅଧିନାୟକ ମହେନ୍ଦ୍ର ସିଂ ଧୋନୀ ବିଷୟରେ ହୃଦୟ ସହ କଥା ହୋଇଥିଲେ। ଉଥାପ୍ପା କହିଛନ୍ତି ଯେ ମୋ ପାଇଁ ଏହା ଏକ ଇଚ୍ଛା ପୂରଣ କରିବା ପରି ଅଟେ। ମୁଁ ପୁଣି ଥରେ ମହେନ୍ଦ୍ର ସିଂ ଧୋନୀଙ୍କ ସହ ଖେଳିବାକୁ ଏବଂ ଅବସର ନେବା ପୂର୍ବରୁ ଏକ ଟୁର୍ନାମେଣ୍ଟ ଜିତିବାକୁ ଚାହୁଁଥିଲ। ଯାହା ଏବେ ସତ ହେବାକୁ ଯାଉଛି। ଡ୍ରେସିଂ ରୁମକୁ ସୁରେଶ ରାଇନା ଏବଂ ଅମ୍ବାତି ରାୟୁଡୁଙ୍କ ସହ ବାଣ୍ଟିଥିବାରୁ ସେ ଖୁସି ବ୍ୟକ୍ତ କରିଛନ୍ତି। ସୂଚନାଯୋଗ୍ୟ, ୨୦୦୭ରେ ପ୍ରଥମ ଟି -୨୦ ବିଶ୍ୱକପ ଜିତିବାରେ ଟିମ ଇଣ୍ଡିଆରେ ଉଥାପ୍ପା ଜଡିତ ଥିଲେ। ଧୋନୀଙ୍କ ଅଧିନାୟକତ୍ୱରେ ହିଁ ଭାରତ ଏହି ଟାଇଟଲ ଜିତିଥିଲା।

 

View this post on Instagram

 

A post shared by ROBIN UTHAPPA (@robinaiyudauthappa)


Enter your email to get our daily news in your inbox.

All Right Reserved By Dharitri.Com

ନ୍ୟାଶନାଲ କବାଡ଼ି ପ୍ରତିଯୋଗିତା, ଶିବପ୍ରସାଦଙ୍କ ରାଇପୁର ଗସ୍ତ

ଗଞ୍ଜାମ,୨୯ା୧୨(ବିଦ୍ୟାଧର ସାହୁ): ଜାନୁଆରୀ ୬ରେ ରାଇପୁର ଭିଲାଇର ରାଜକୁମାର କଲେଜରେ ନ୍ୟାଶନାଲ ଇଭେଣ୍ଟ କବାଡ଼ି ଅନୁଷ୍ଠିତ ହେବ। ଏହି ପ୍ରତିଯୋଗିତାରେ ଗଞ୍ଜାମର ପାଳିବନ୍ଧ ପଞ୍ଚାୟତ ଗୋଖର...

ସଫେଇ ନାରେ ସୁନାଚେନ୍ ଲୁଟ ଘଟଣା, ଗିରଫ ହେଲେ ଦୁଇ ଆନ୍ତଃ ରାଜ୍ୟ ଲୁଟେରା

ବଲାଙ୍ଗୀର, ୨୯|୧୨ – (ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସହର ତେଲିଗୋଠପଡା ଠାରେ ଗତ ୨୨ ତାରିଖ ଦିନ ସଫେଇ ନାଁରେ ସୁନା ଚେନ୍ ଲୁଟି...

ନୂତନ ଇନ୍ସପେକ୍ଟରଙ୍କୁ ଶୁଭେଚ୍ଛା ଜଣାଇଲା ଭାଜପା: ଦାରିଙ୍ଗବାଡିରେ ଆଇନଶୃଙ୍ଖଳା ଉପରେ କଡା ନଜର…

ଦାରିଙ୍ଗବାଡି, ୨୯।୧୨ (ଅରୁଣ ସାହୁ ): କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନାରେ ନୂତନ ଇନ୍ସପେକ୍ଟର ଭାବେ ସଂଗ୍ରାମ କେଶରୀ ଜେନା ନିଯୁକ୍ତି ପାଇଛନ୍ତି। ତାଙ୍କ ନିଯୁକ୍ତି...

Silver Prices Crash: ରୂପା ଦରରେ ବଡ଼ ହ୍ରାସ, ୧ ଘଣ୍ଟାରେ ହ୍ରାସ ପାଇଲା ୨୧ହଜାର ୫୦୦ ଟଙ୍କା

ନୂଆଦିଲ୍ଲୀ,୨୯।୧୨: ସୋମବାର ରୂପା ମୂଲ୍ୟରେ ଏପରି ନାଟକ ଦେଖାଗଲା ଯାହା ପୂର୍ବରୁ କେବେ ଦେଖାଯାଇ ନଥିଲା। ସକାଳେ ଇତିହାସ ସୃଷ୍ଟି କରିଥିବା ରୂପା କିଲୋଗ୍ରାମ ପିଛା...

ଦୁଇ ବର୍ଷ ମଧ୍ୟରେ ପ୍ରଥମଥର ଭାରତ ପାଇଁ ଆସିଲା ବଡ଼ ଖବର: ଶୁଣିଲେ ଆମେରିକା ସହ ଚାଇନା, ପାକିସ୍ତାନର ନିଜ ହଜିବ…

ନୂଆଦିଲ୍ଲୀ,୨୯।୧୨: ଏହି ଖବର ଶିଳ୍ପ କ୍ଷେତ୍ରରେ ଏକ ସ୍ବାଗତଯୋଗ୍ୟ ଆଶ୍ୱସ୍ତି। ଆମେରିକାର ଉଚ୍ଚ ଟାରିଫ୍‌ ସତ୍ତ୍ୱେ, ଗତ ଦୁଇ ବର୍ଷ ମଧ୍ୟରେ ଭାରତୀୟ ଶିଳ୍ପ କ୍ଷେତ୍ର...

ଏହି ଦିନ ଘୋଷଣା ହେବ ନ୍ୟୁଜିଲାଣ୍ଡ ବିପକ୍ଷ ମ୍ୟାଚ ପାଇଁ ଭାରତୀୟ ଦଳ: ସମ୍ଭାବ୍ୟ ତାଲିକାରେ ଏମାନେ…

ନୂଆଦିଲ୍ଲୀ,୨୯।୧୨: ଭାରତୀୟ ଦଳ ୨୦୨୬ରେ ନ୍ୟୁଜିଲାଣ୍ଡ ବିପକ୍ଷରେ ପ୍ରଥମ ସିରିଜ ଖେଳିବ। ନ୍ୟୁଜିଲାଣ୍ଡର ଭାରତ ଗସ୍ତ ଜାନୁଆରୀ ୧୧ ରୁ ଜାନୁଆରୀ ୩୧ ପର୍ଯ୍ୟନ୍ତ ଚାଲିବ,...

କାମ ଚାଲୁଥିଲା ହଠାତ୍‌ ଶ୍ରମିଙ୍କ ଉପରେ ପଡିଲା କାନ୍ଥ, ଆଖିବୁଜିଲେ…

ବାଲେଶ୍ୱର,୨୯।୧୨(ବାଞ୍ଛାନିଧି ଦେ): କାମ ଚାଲିଥିଲା ହଠାତ୍‌ ଶ୍ରମିକଙ୍କ ଉପରେ ପଡ଼ିଲା କାନ୍ଥ। ଏଭଳି ଅଭନୀୟ ଘଟଣା ଘଟିଛି ବାଲେଶ୍ୱର ଟାଉନ ଥାନା ମୋତିଗଞ୍ଜ ବଜାରରେ। ସୋମବାର...

ଗଣେଶ୍ୱରଙ୍କ ବଡ଼ ବୟାନ: ସୁଜାତାଙ୍କ କଥା ଦଳ ବିଚାର କରିବ

ଭୁବନେଶ୍ୱର,୨୯।୧୨: କେନ୍ଦ୍ରାପଡ଼ା ବିଜେଡି ବିଧାୟକ ଗଣେଶ୍ୱର ବେହେରା ଏକ ବଡ଼ ବୟାନ ଦେଇଛନ୍ତି। ସୁଜାତା କାର୍ତ୍ତିକେୟନଙ୍କ କଥା ଦଳ ବିଚାର କରିବ ବୋଲି ଗଣେଶ୍ୱର ସୋମବାର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri