ନୂଆପଡ଼ାରୁ ଧରାପଡ଼ିଲେ ୬ ସାଇବର ଅପରାଧୀ
ନୂଆପଡ଼ା,୨୧ା୨ (ମକାରୁ ବେମାଲ): ନୂଆପଡ଼ା ଜିଲା ପୋଲିସ ୬ଜଣ ସାଇବର ଠକଙ୍କୁ ଗିରଫ କରି ସେମାନଙ୍କଠାରୁ ୬ଟି ମୋବାଇଲ, ୩ ଆକାଉଣ୍ଟ୍ସ ଡିଟେଲ୍ ପାଇଛି। ସେଥିରେ ୨…
ସ୍ବଦେଶୀ ଟିଟାନସ୍, ଡିପ୍ଥେରିଆ ଟିକାର ହେଲା ଶୁଭାରମ୍ଭ, ବୈଜ୍ଞାନିକଙ୍କୁ ଅଭିନନ୍ଦନ ଜଣାଇଲେ ନଡ୍ଡା
ନୂଆଦିଲ୍ଲୀ,୨୧ା୨: ସ୍ବଦେଶୀ ଜ୍ଞାନକୌଶଳରେ ପ୍ରସ୍ତୁତ ଟିଟାନସ୍ ଏବଂ ବୟସ୍କଙ୍କ ପାଇଁ ଡିପ୍ଥେରିଆ ଟିକାକୁ କେନ୍ଦ୍ର ସ୍ବାସ୍ଥ୍ୟମନ୍ତ୍ରୀ ଜେ.ପି. ନଡ୍ଡା ଶନିବାର ହିମାଚଳପ୍ରଦେଶର କସୌଲିସ୍ଥିତ ସେଣ୍ଟ୍ରାଲ ରିସର୍ଚ୍ଚ ଇନ୍ଷ୍ଟିଚ୍ୟୁଟ୍ରେ…
ଭଦ୍ରକ ଜିଲାପାଳଙ୍କ କାର୍ଯ୍ୟାଳୟ ପରିସରରେ ଯୁବତୀଙ୍କ ଆତ୍ମାହୁତି ଉଦ୍ୟମ, ନିଜ ଡ୍ରେସରେ ନିଆଁ ଲଗାଇଦେବା ପରେ…
ଭଦ୍ରକ, ୨୧।୨(ସନାତନ ରାଉତ)- ଭଦ୍ରକ ଜିଲାପାଳଙ୍କ କାର୍ଯ୍ୟଳୟ ପରିସରରେ ଜଣେ ଯୁବତୀ ଆତ୍ମାହୁତି ଉଦ୍ୟମ କରିଛନ୍ତି । ଯୁବତୀ ଜଣଙ୍କୁ ମେଡିକାଲରେ ଭର୍ତ୍ତି କରାଯାଇଛି। ତେବେ ଯୁବତୀଜଣଙ୍କ…
୧୦ ବର୍ଷ ଅପେକ୍ଷାର ଅନ୍ତ, ଅଷ୍ଟ୍ରେଲିଆ ମାଟିରେ ଟି-୨୦ ସିରିଜ ଜିତି ଇତିହାସ ରଚିଲା ଭାରତ
ଆଡିଲେଡ,୨୧।୨: ଅଷ୍ଟ୍ରେଲିଆ ଗସ୍ତରେ ଥିବା ଭାରତୀୟ ମହିଳା କ୍ରିକେଟ ଦଳ ଜବରଦସ୍ତ ପ୍ରଦର୍ଶନ କରି ଟି-୨୦ ସିରିଜକୁ ୨-୧ରେ ନିଜ ନାମରେ କରିଛି। ଶନିବାର ୨୧ ଫେବୃଆରୀରେ…
ଅଭିଷେକଙ୍କ ଫର୍ମକୁ ନେଇ ମୁହଁ ଖୋଲିଲେ ଅଧିନାୟକ ସୂର୍ଯ୍ୟକୁମାର
ଅହମଦାବାଦ,୨୧ା୨: ଭାରତୀୟ ଓପନର ଅଭିଷେକ ଶର୍ମା ୩ ମ୍ୟାଚ୍ରେ ୩ ଥର ଖାତା ଖୋଲିବାରେ ବିଫଳ ହେବା ସତ୍ତ୍ୱେ ତାଙ୍କ ଫର୍ମ ଦଳ ପାଇଁ ଚିନ୍ତାର କାରଣ…
ଧାଓ୍ବନଙ୍କ ନୂଆ ଇନିଂସ: ପ୍ରେମିକାଙ୍କ ସହ ଧୁମ୍ଧାମରେ ବିବାହ ଶେଷ; ବରଯାତ୍ରୀରେ ସାମିଲ ହେଲେ ଏହି କ୍ରିକେଟର; ଦେଖନ୍ତୁ Photos
ନୂଆଦିଲ୍ଲୀ,୨୧।୨: ଭାରତୀୟ କ୍ରିକେଟ ଦଳର ପୂର୍ବତନ ବିସ୍ଫୋରକ ଓପନର୍ ଶିଖର ଧାଓ୍ବନ ନିଜ ଜୀବନର ଏକ ନୂଆ ଇନିଂସ ଆରମ୍ଭ କରିଛନ୍ତି। ଶନିବାର ୨୧ ଫେବୃଆରୀରେ ସେ…
ମେଟ୍ରିକ୍ ପରୀକ୍ଷା ଦେବାକୁ ଟ୍ରାକ୍ଟରରେ ଗଲେ ଛାତ୍ର
ବାଲିଗୁଡ଼ା,୨୧ା୨(ସଞ୍ଜୟ କୁମାର ପାଣିଗ୍ରାହୀ): ବାଲିଗୁଡା ଉପଖଣ୍ଡ ଅନ୍ତର୍ଗତ କ.ନୁଆଗାଁ ସ୍ଥିତ ପି.ଏମ୍.ଶ୍ରୀ ଉଚ୍ଚ ବିଦ୍ୟାଳୟର ଦଶମ ଶ୍ରେଣୀର ଛାତ୍ରମାନେ ପରୀକ୍ଷା ଦେବାକୁ ଟ୍ରାକ୍ଟର ଯୋଗେ କୁଡୁତୁଲି ଉଚ୍ଚ…
ପୁଣି ପ୍ରେମରେ ଉବୁଟୁବୁ ମଲାଇକା? ରୋମ୍ରୁ ଭାଇରାଲ ହେଲା ଡାଇମଣ୍ଡ ମର୍ଚ୍ଚାଣ୍ଟଙ୍କ ସହ ରୋମାଣ୍ଟିକ୍ ଫଟୋ
ମୁମ୍ବାଇ: ବଲିଉଡର ଫିଟନେସ୍ କୁଇନ୍ ତଥା ଖ୍ୟାତନାମା ଆଇଟମ୍ ଗର୍ଲ ମଲାଇକା ଅରୋରା ପୁଣିଥରେ ନିଜର ବ୍ୟକ୍ତିଗତ ଜୀବନକୁ ନେଇ ଚର୍ଚ୍ଚାରେ। ଅଭିନେତା ଅର୍ଜୁନ କପୁରଙ୍କ ସହ…
Archives

