ଓଡ଼ିଆ ଭାଷା ସାହିତ୍ୟ ଓ ସାଂସ୍କୃତିକ ଅନୁଷ୍ଠାନ ପକ୍ଷରୁ ଉତ୍କଳ ଦିବସ-୨୦୨୬ ପାଳିତ

ଦାରିଙ୍ଗବାଡି,୧।୪(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ଜାଗୃତି ସଭାଗୃହ ପରିସରରେ ଉତ୍କଳ ଦିବସ-୨୦୨୬ ପାଳିତ ହୋଇଯାଇଛି । ବରିଷ୍ଠ ଶିକ୍ଷକ ପ୍ରଶାନ୍ତ କୁମାର ସାହୁଙ୍କ ସଂଯୋଜନାରେ ହୋଇଥିବା କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥିଭାବେ ବିଡ଼ିଓ ପ୍ରୀତିରଞ୍ଜନ ରଥ ଯୋଗ ଦେଇଥିବା ବେଳେ ଅନ୍ୟତମ ଅତିଥିଭାବେ ତହସିଲଦାର ଧୀରଜ ପାତ୍ର, ଓକିଲ ସଙ୍ଘ ର ସଭାପତି ତଥା ବରିଷ୍ଠ ସାହିତ୍ୟିକ, କବି ଉମେଶ କର, ବରିଷ୍ଠ ନାଗରିକ ସଙ୍ଘର ସଭାପତି ରମେଶ ଚନ୍ଦ୍ର ସାହୁ, ହିମଗିରି କଳା ପରିଷ ର ସମ୍ପାଦକ ପତିତପାବନ ରାଉତ ମଞ୍ଚାସିନ ରହି ଉତ୍କଳ ଦିବସ ପାଳନର ଉଦ୍ଦେଶ୍ୟ ଓ ସ୍ୱତନ୍ତ୍ର ଓଡିଶା ଗଠନରେ ରହିଥିବା ମହାନ ବ୍ୟକ୍ତିଙ୍କ ଉଦ୍ଦେଶ୍ୟରେ ସ୍ମୃତି ଚାରଣ କରିଥିଲେ ।

ଏହି କାର୍ଯ୍ୟକ୍ରମରେ ଅନ୍ୟମାନଙ୍କ ମଧ୍ୟରେ ଅଧ୍ୟାପିକା ସସ୍ମିତା ସାମନ୍ତ, ବବଲୀନ ନାୟକ, ବିପିସି ଜଗନ୍ନାଥ ରଥ, ସରକାରୀ ଆଈଟିଆଈର ଶିକ୍ଷକ ଭୂପେନ ପୃସେଠ, ଅନୁଭୂତି ବଳ, ଜାଗୃତିର ରତିକାନ୍ତ ପଟ୍ଟନାୟକ, କୈଳାଶ ବେହୁରା, ମହେନ୍ଦ୍ର ପରିଡା, ଶରତ ନାୟକ, ରତ୍ନାକର ମନ୍ତ୍ରୀ, ଧନେଶ୍ୱର ସାହୁ, ନିତ୍ୟାନନ୍ଦ ବିଶ୍ୱାସଙ୍କ ସମେତ ସରସ୍ବତୀ ଶିଶୁ ମନ୍ଦିରର ପ୍ରଧାନ ଆଚାର୍ଯ୍ୟ ପ୍ରଫୁଲ ବଡ଼ଜେନା, ରିପ୍ତିମୟୀ ସାହୁ, ରଶ୍ମିତା ଶତପଥୀ, ରାନୁ ଡାକୁଆ, ବିନିତା ପଡ୍ରା, ରଶ୍ମିତା ନନ୍ଦ, ପର୍ତ୍ତମାହା ସେବାଶ୍ରମ ବିଦ୍ୟାଳୟର ଶିକ୍ଷୟତ୍ରୀ ନକ୍ଷତ୍ରମାଳା ସାହୁ, ପାଙ୍ଗାଲି ଉଚ୍ଚ ବିଦ୍ୟାଳୟର ପ୍ରଧାନ ଶିକ୍ଷକ ମୁକୁନ୍ଦ ବଳିୟାର ସି, ସାରିଙ୍ଗିଇର୍ପି ବିଦ୍ୟାଳୟର ସହକାରୀ ଶିକ୍ଷକ ଶ୍ୟାମସୁନ୍ଦର ଦିଗାଲ ପ୍ରମୁଖ ଯୋଗଦେଇଥିଲେ । କାର୍ଯ୍ୟକ୍ରମ ଶେଷରେ କବୟିତ୍ରୀ କବିଙ୍କ ଦ୍ୱାରା କବିତା ପାଠ କରାଯାଇଥିଲା ।

 

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ମୟୂରଭଞ୍ଜ ଜିଲା ମୁଖ୍ୟ ଚିକିତ୍ସାଳୟରେ ଡାକ୍ତରୀ ସେବା ସମ୍ପୂର୍ଣ୍ଣ ଠପ: ଓମସାର କାର୍ଯ୍ୟବନ୍ଦ ଆନ୍ଦୋଳନ

ବାରିପଦା, ୧।୭ (ନୀଳାଦ୍ରି ବିହାରୀ ଦଣ୍ଡପାଟ): ଓଡ଼ିଶା ମେଡିକାଲ ସର୍ଭିସେସ ଆସୋସିଏସନ (ଓମସା)ର କାର୍ଯ୍ୟବନ୍ଦ ଆନ୍ଦୋଳନ ଯୋଗୁଁ ରାଜ୍ୟ ସମେତ ମୟୂରଭଞ୍ଜ ଜିଲା ମୁଖ୍ୟ ଚିକିତ୍ସାଳୟରେ  …

ଆନନ୍ଦପୁର ବ୍ଲକରେ ଭାଜପାର ଦୁଇ ଗୋଷ୍ଠୀ ମଧ୍ୟରେ ହାତାହାତି: ବିଡିଓଙ୍କ ବିରୋଧରେ ଉଠିଥିବା ଅଭିଯୋଗକୁ…

ବଞ୍ଚୋ, ୧।୭ (ପ୍ରଦୋଷ ବିଶ୍ୱାଳ): ଆନନ୍ଦପୁର ବ୍ଲକ ପରିସରରେ ଭାଜପାର ଦୁଇ ଗୋଷ୍ଠୀ ମଧ୍ୟରେ ଘଟିଥିବା ହାତାହାତି ଘଟଣାକୁ ନେଇ ବ୍ଲକ ବିକାଶ ଅଧିକାରୀ (ବିଡିଓ)ଙ୍କ ବିରୋଧରେ…

ଅଲାରନାଥ ମନ୍ଦିରରେ ଭକ୍ତଙ୍କ ଭିଢ଼, କାହିଁକି ବର୍ଷକରେ…

ବ୍ରହ୍ମଗିରି,୧ା୭: ସ୍ନାନପୂର୍ଣ୍ଣିମାରେ ସୋମବାର ଦାରୁଦିଅଁ ୧୦୮ କଳସୀ ଜଳରେ ମହାସ୍ନାନ କରି ଏବେ ଅଣସରପିଣ୍ଡିରେ ଗୁପ୍ତସେବା ପାଉଛନ୍ତି। ଏପଟେ ପୁରୀ ଜିଲାର ବ୍ରହ୍ମଗିରିସ୍ଥିତ ଅଲାରନାଥ ମନ୍ଦିରରେ ମହାପ୍ରଭୁ…

ଦ୍ରୁତଗତି ସାଜିଲା କାଳ: ବର୍ଷାରେ ହଠାତ୍‌ ବ୍ରେକ୍‌ ମାରିବାରୁ, ଘଟିଲା…

ଦାରିଙ୍ଗବାଡି,୧।୭ (ଅରୁଣ ସାହୁ):କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ଦେଇ ଯାଇଥିବା ୫୯ ନଂ ଜାତୀୟ ରାଜପଥର ସିମନବାଡି ପଞ୍ଚାୟତ ବୁଡ଼ାଗୁଡା ଛକରେ ଏକ କାର ଦୁର୍ଘଟଣାଗ୍ରସ୍ତ ହୋଇଛି।…

୩ରେ ଆସି ୫ରେ ଫେରିବେ ଶାହା: ଜାଣନ୍ତୁ ସମ୍ପୂର୍ଣ୍ଣ କାର୍ଯ୍ୟକ୍ରମ

ଭୁବନେଶ୍ୱର,୧ା୭(ସୁନିତ୍‌ ମିଶ୍ର):ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା ୩ ତାରିଖ ସା ୮ଟା ୪୦ରେ ଝାରସୁଗୁଡ଼ା ଠାରେ ପହଞ୍ଚିବେ। ଏହାପରେ ସ୍ଥାନୀୟ ଏକ ଘରୋଇ ହୋଟେଲରେ ରାତ୍ରିଯାପନ କରିବେ।…

ପାଠ୍ୟପୁସ୍ତକରେ ତ୍ରୁଟି: କଂଗ୍ରେସର ୧୨ ଘଣ୍ଟିଆ ନବରଙ୍ଗପୁର ଜିଲା ବନ୍ଦ ଡାକରା: ଜନଜୀବନ ପ୍ରଭାବିତ

ନବରଙ୍ଗପୁର, ୧।୭ (ସଦାଶିବ ପ୍ରହରାଜ): ଗଣଶିକ୍ଷା ବିଭାଗ ଅଧୀନ ପାଠ୍ୟପୁସ୍ତକରେ ରହିଥିବା ତ୍ରୁଟିକୁ ନେଇ କଂଗ୍ରେସ ପକ୍ଷରୁ ଦିଆଯାଇଥିବା ୧୨ ଘଣ୍ଟିଆ ନବରଙ୍ଗପୁର ଜିଲାବନ୍ଦ ଡାକରାର ବୁଧବାର…

ବଙ୍ଗୋପସାଗରରେ ହଲଚଲ! ଓଡ଼ିଶା ମୁହାଁ ମାଡ଼ି ଆସୁଛି…

ଭୁବନେଶ୍ୱର,୧।୭: ଉତ୍ତରବଙ୍ଗୋପସାଗର ପାର୍ଶ୍ଵବର୍ତ୍ତୀ ଦକ୍ଷିଣ ବାଂଲାଦେଶ ଉପକୂଳରେ ସୃଷ୍ଟି ହୋଇଛି ଘୂର୍ଣ୍ଣିବଳୟ । ବାୟୁମଣ୍ଡଳର ଦେଢ଼ରୁ ୫.୮ କିଲୋମିଟିର ଉଚ୍ଚତା ଯାଏଁ ସକ୍ରିୟ ରହିଛି ଲଘୁଚାପ। ପ୍ରଭାବରେ…

ଭାଜପାରେ ଚାଲିଛି ପତିଆରା ଲଢେଇ: ନିଗମ ପାଇଁ ଚତୁର ଗୋଟିଚାଳନା

ଭୁବନେଶ୍ୱର,୧।୭(ସୁନିତ୍‌ ମିଶ୍ର): ଓଡ଼ିଶାରେ ଭାଜପା ଶାସନକୁ ଆସିବାର ୨ ବର୍ଷ ପୂର୍ତ୍ତି ଉତ୍ସବ ନିକଟରେ ପାଳନ ହୋଇସାରିଛି। ରାଜ୍ୟର ଅନେକ ଜିଲାରେ ଏବେ ମଧ୍ୟ ସରକାରୀ ସ୍ତରରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri