ଖୋଲିଲା ଉତ୍କଳ ଗ୍ୟାଲେରିଆର ଫୁଡ୍‌ କୋର୍ଟ

ଭୁବନେଶ୍ୱର, ୧୬।୯ : କରୋନା କଟକଣା କାରଣରୁ ବନ୍ଦ ହୋଇ ରହିଥିବା ଉତ୍କଳ କନିକା ଗ୍ୟାଲେରିଆର ଫୁଡ୍‌ କୋର୍ଟ ଗ୍ରାହକଙ୍କ ପାଇଁ ଖୋଲାଯାଇଛି। ସରକାରଙ୍କ ଗାଇଡ୍‌ଲାଇନ ସହ ଫୁଡ୍‌ କୋର୍ଟ ପରିସରକୁ ସମ୍ପୂର୍ଣ୍ଣ ସାନିଟାଇଜେଶନ ବ୍ୟବସ୍ଥା ସହ ଗ୍ରାହକଙ୍କ ସୁରକ୍ଷାକୁ ପ୍ରାଥମିକତା ପ୍ରଦାନ କରାଯାଉଛି। ଏହି ଫୁଡ୍‌ କୋର୍ଟ ମଲ୍‌ର ୩ୟ ମହଲାରେ ରହିଛି। ଷ୍ଟ୍ରିଟ୍‌ ଫୁଡ୍ସ ବାଇ ପଞ୍ଜାବ ଗ୍ରିଲ୍‌,ଏସିଆ ସେଭେନ, ପିଜା ହଟ୍‌ ଏବଂ କେଏଫ୍‌ସି ଭଳି ବ୍ରାଣ୍ଡେଡ୍‌ ଶପ୍‌ଗୁଡିକ ଏଠାରେ ଖୋଲାରହୁଛି। ଏହି ଶପ୍‌ଗୁଡିକ ବିଭିନ୍ନ ଅଫର ସହ ଗ୍ରାହକଙ୍କ ପସନ୍ଦ ଅନୁଯାୟୀ ଖାଦ୍ୟସାମଗ୍ରୀ ଉପଲବ୍ଧ କରାଉଛନ୍ତି ବୋଲି ମଲ୍‌ ପକ୍ଷରୁ ସୂଚନା ଦିଆଯାଇଛି। ବର୍ତ୍ତମାନ ମଲ୍‌ର ଫୁଡ୍‌ କୋର୍ଟ ଆଗ ଭଳି ଚଳଚଞ୍ଚଳ ହୋଇପଡିଛି ଏବଂ ଗ୍ରାହକମାନେ ମଧ୍ୟ ଭିଡ଼ ଜମାଉଥିବା ଦେଖିବାକୁ ମିଳିଛି।


Enter your email to get our daily news in your inbox.

All Right Reserved By Dharitri.Com

୩୦ ଜୁନ୍ ସୁଦ୍ଧା କରିନିଅନ୍ତୁ ଇ-କେୱାଇସି, ନଚେତ୍ ବନ୍ଦ ହୋଇଯିବ ଗ୍ୟାସ୍ ସବ୍‌ସିଡି-ସିଲିଣ୍ଡର ଡେଲିଭରି!

ନୂଆଦିଲ୍ଲୀ,୧୧ା୬: ଯଦି ଆପଣ ସମୟ ଅନୁସାରେ ଘରକୁ ଗ୍ୟାସ୍ ସିଲିଣ୍ଡରର ଡେଲିଭରି ଚାହୁଁଛନ୍ତି ଏବଂ ଏହା ଉପରେ ମିଳୁଥିବା ସବ୍‌ସିଡିର ଲାଭ ଉଠାଇବାକୁ ଚାହୁଁଛନ୍ତି, ତେବେ ଏହି…

ଫ୍ରିଜ୍ କିଣିବାକୁ ଯାଉଛନ୍ତି କି? ଜାଣନ୍ତୁ ଷ୍ଟାବିଲାଇଜର୍ ଲଗାଇବା ଜରୁରୀ କି ନୁହେଁ…

ନୂଆଦିଲ୍ଲୀ,୧୧ା୬: ଆଜିକାଲି ପ୍ରତ୍ୟେକ ଘର ପାଇଁ ରେଫ୍ରିଜରେଟର ବା ଫ୍ରିଜ୍ ଏକ ଅତ୍ୟାବଶ୍ୟକ ସାମଗ୍ରୀ ପାଲଟିଛି। ବିଶେଷ କରି ଗ୍ରୀଷ୍ମ ଋତୁରେ ପାଣି ଥଣ୍ଡା କରିବା ଠାରୁ…

Inverter Care: ବାରମ୍ବାର କାର୍ବନ ଜମି ଇନଭର୍ଟର ଖରାପ ହେଉଛି କି? ଜାଣନ୍ତୁ ସଫା କରିବାର ୩ ସହଜ ଉପାୟ…

ନୂଆଦିଲ୍ଲୀ,୧୦।୬: ଇନଭର୍ଟର ଆଜିର ସମୟରେ ପ୍ରତ୍ୟେକ ଘରର ଏକ ଅତି ଜରୁରୀ ଆବଶ୍ୟକତା ପାଲଟିଛି। ବିଶେଷ କରି ଗ୍ରୀଷ୍ମ ଋତୁରେ ଯେତେବେଳେ ବାରମ୍ବାର ବିଦ୍ୟୁତ କାଟ୍ (Power Cut)…

ଶସ୍ତା ହେଲା ସୁନା; ୪ହଜାରରୁ ଅଧିକ ହ୍ରାସ, ଜାଣନ୍ତୁ କେତେ ରହିଛି ୨୨-୨୪ କ୍ୟାରେଟର ଦାମ୍

ନୂଆଦିଲ୍ଲୀ,୧୦।୬: ଆଜି ଅନ୍ତର୍ଜାତୀୟ ଏବଂ ଘରୋଇ ସୁନା ବଜାରରେ ସୁନା ଏବଂ ରୂପା ମୂଲ୍ୟରେ ଏକ ଗୁରୁତ୍ୱପୂର୍ଣ୍ଣ ହ୍ରାସ ପରିଲକ୍ଷିତ ହେଉଛି । ପଶ୍ଚିମ ଏସିଆରେ ଇରାନ…

ପେଟ୍ରୋଲ-ସିଲିଣ୍ଡର ପରେ ଏବେ ମହଙ୍ଗା ହେବ ବିମାନ ଯାତ୍ରା

ନୂଆଦିଲ୍ଲୀ,୧୦।୬: ସରକାରଙ୍କ ନୂତନ ମୂଲ୍ୟ ସ୍ଥିରୀକରଣ ଯୋଜନା ଅନୁଯାୟୀ, ଘରୋଇ ବିମାନ କମ୍ପାନୀଗୁଡ଼ିକ ଏବେ ତିନି ବର୍ଷ ପର୍ଯ୍ୟନ୍ତ ବିମାନ ଟର୍ବାଇନ ଇନ୍ଧନ (ATF) ମୂଲ୍ୟ ସ୍ଥିର…

ପ୍ରଥମ ଥର ଘର କିଣିବାକୁ ଯାଉଛନ୍ତି କି? କରନ୍ତୁନି ଏଭଳି ଭୁଲ, ନଚେତ ବୁଡ଼ିଯିବ ସାରା ଜୀବନର କଷ୍ଟାର୍ଜିତ ସଞ୍ଚୟ!

ନୂଆଦିଲ୍ଲୀ,୯।୬: ନିଜର ଗୋଟିଏ ସୁନ୍ଦର ଘରଟିଏ ହେଉ ବୋଲି ପ୍ରତ୍ୟେକ ବ୍ୟକ୍ତିର ସ୍ବପ୍ନ ଥାଏ। କିନ୍ତୁ ପ୍ରଥମ ଥର ପାଇଁ ଘର କିଣୁଥିବା ଲୋକଙ୍କ ପାଇଁ ଏହି…

ଭାରତୀୟ ମୁଦ୍ରାକୁ ବଡ଼ ଝଟ୍‌କା! ଡଲାର ତୁଳନାରେ ୫୬ ପଇସା ହ୍ରାସ ପାଇଲା ଟଙ୍କା

ନୂଆଦିଲ୍ଲୀ,୯।୬:  ଅନ୍ତର୍ଜାତୀୟ ବଜାରରେ ଅଶୋଧିତ ତୈଳ ମୂଲ୍ୟ ବୃଦ୍ଧି ଘଟିବା ପରେ ଆମେରିକୀୟ ଡଲାର ଆହୁରି ପ୍ରଭାବଶାଳୀ ହୋଇଥିବାରୁ ଡଲାର ତୁଳନାରେ ଭାରତୀୟ ଟଙ୍କା ମୂଲ୍ୟ ପୁଣି…

ପୁଣି ବଢିବ ପେଟ୍ରୋଲ-ଡିଜେଲ ଦର? ଇରାନ-ଇସ୍ରାଏଲ ବିବାଦ ଯୋଗୁ ଅଶୋଧିତ ତୈଳ ଦର ବୃଦ୍ଧି, ଆଶଙ୍କାରେ ବିଶ୍ୱବାସୀ

ତେହରାନ,୮।୬: ଇରାନ ଏବଂ ଇସ୍ରାଏଲ ମଧ୍ୟରେ ନୂତନ ସଂଘର୍ଷ ଯୋଗୁ ପେଟ୍ରୋଲ ଏବଂ ଡିଜେଲ ମୂଲ୍ୟ ପୁଣି ଥରେ ବୃଦ୍ଧି ପାଇପାରେ। ଇସ୍ରାଏଲ ଇରାନ ବିରୁଦ୍ଧରେ ପ୍ରତିଶୋଧମୂଳକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri