Posted inଜାତୀୟ

ଆଜି ନାମାଙ୍କନପତ୍ର ଦାଖଲ କରିବେ ଉତ୍ପଳ ପାରିକର

ଗୋଆ,୨୭।୧: ଗୋଆର ପୂର୍ବତନ ମୁଖ୍ୟମନ୍ତ୍ରୀ ମନୋହର ପାରିକରଙ୍କ ପୁଅ ଉତ୍ପଳ ପାରିକର ଚଳିତ ବର୍ଷ ଗୋଆ ବିଧାନସଭା ନିର୍ବାଚନ ପାଇଁ ସ୍ବାଧୀନ ପ୍ରାର୍ଥୀ ଭାବରେ ପାଣାଜୀ ବିଧାନସଭା ନିର୍ବାଚନ ମଣ୍ଡଳୀରୁ ଆଜି ନାମାଙ୍କନପତ୍ର ଦାଖଲ କରିବେ। ରାଜ୍ୟରେ ବିଧାନସଭା ନିର୍ବାଚନ ପାଇଁ ପ୍ରାର୍ଥୀ ତାଲିକାରୁ ଉତ୍ପଳଙ୍କୁ ଭାଜପା ବାଦ୍‌ ଦେବା ପରେ ଆମ ଆଦମୀ ପାର୍ଟିର ଜାତୀୟ ସଂଯୋଜକ ଅରବିନ୍ଦ କେଜ୍‌ରିୱାଲ ତାଙ୍କୁ ଏଏପିରେ ଯୋଗଦେବାକୁ ନିମନ୍ତ୍ରଣ କରିଥିଲେ,କିନ୍ତୁ ଉତ୍ପଳ ସ୍ବାଧୀନରେ ନିର୍ବାଚନ ଲଢିବାକୁ ନିଷ୍ପତ୍ତି ନେଇଥିଲେ। ଭାଜପା ନେତା ତଥା ଗୋଆର ଦାୟିତ୍ୱରେ ଥିବା ସିଟି ରବି କହିଛନ୍ତି ଯେ, ମନୋହର ପାରିକର ଚାହୁଁଥିଲେ ଦଳ କ୍ଷମତାକୁ ଆସୁ ଏବଂ ତାଙ୍କ ପୁଅ ଉତ୍ପଳ ପାରିକର ତାଙ୍କ ପିତାଙ୍କ ସ୍ବପ୍ନକୁ ସାକାର କରନ୍ତୁ, କିନ୍ତୁ ବାପାଙ୍କ କଥା ରଖି ନାହାନ୍ତି ପୁଅ।
ଗୋଆ ବିଧାନସଭା ନିର୍ବାଚନ ୨୦୨୨ ଫେବୃୟାରୀ ୧୪ରେ ଅନୁଷ୍ଠିତ ହେବ। ଭୋଟ ଗଣନା ମାର୍ଚ୍ଚ ୧୦ରେ ହେବ।


Enter your email to get our daily news in your inbox.

All Right Reserved By Dharitri.Com

ଭେଣ୍ଟିଲେଟରରେ ସଲମାନଙ୍କ ବାପା: ସ୍ବାସ୍ଥ୍ୟାବସ୍ଥାକୁ ନେଇ ଆସିଲା ବଡ଼ ଅପଡେଟ୍‌

ବଲିଉଡର ବରିଷ୍ଠ ସ୍କ୍ରିନ୍‌ରାଇଟର୍‌ ସଲିମ ଖାନ ଲୀଳାବତୀ ହସ୍ପିଟାଲରେ ଭର୍ତ୍ତି ହୋଇଛନ୍ତି। ତାଙ୍କ ସ୍ବାସ୍ଥ୍ୟବସ୍ଥା ଖରାପ ହେବା ପରେ ତାଙ୍କୁ ଫେବୃଆରୀ ୧୭ ସକାଳେ ହସ୍ପିଟାଲକୁ ଅଣାଯାଇଥିଲା।…

ବାସନ ଧୋଇଲେ ପାକିସ୍ତାନ ଖେଳାଳି: ହୋଟେଲରେ ହେଲେ ହଟହଟା

ଇସଲାମାବାଦ୍‌,୧୮।୨: ପାକିସ୍ତାନ ଜାତୀୟ ହକି ଦଳର ସାମ୍ପ୍ରତିକ ଅଷ୍ଟ୍ରେଲିଆ ଗସ୍ତ ପୁଣି ଥରେ ଦେଶର କ୍ରୀଡ଼ା ପ୍ରଶାସନ ପୋଲ ଖୋଲିଛି। FIH ପ୍ରୋ ଲିଗର ଦ୍ୱିତୀୟ ପର୍ଯ୍ୟାୟକୁ…

ସ୍କୁଲ ଯାଉଥିବା ବେଳେ ମହୁମାଛି ଆକ୍ରମଣ: ୩ ଛାତ୍ରୀ ଗୁରୁତର

ଭଦ୍ରକ,୧୮।୨: ଭଦ୍ରକ ଜିଲା ଭଣ୍ଡାରୀପୋଖରୀ ଥାନା ହାଟଡିହ ନିକଟରେ ବୁଧବାର ମହୁମାଛି ଆତଙ୍କ ଦେଖାଦେଇଛି। ମହୁମାଛି ଆକ୍ରମଣରେ ୩ଜଣ ଛାତ୍ରୀ ଗୁରୁତର ହୋଇଛନ୍ତି। ଛାତ୍ରୀମାନେ ସ୍କୁଲ ଯାଉଥିବା…

ଭବାନୀପାଟଣା ସହରରେ ଫୁଟିଲା ଗୁଳି, ଠିକାଦାରଙ୍କୁ ମାରିବାକୁ ଉଦ୍ୟମ

ଭବାନୀପାଟଣା,୧୮।୨(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣା ସହରରୁ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି । ଜଣେ ଠିକାଦାରଙ୍କୁ ଟଙ୍କା ମାଗିବା ସହ ଜୀବନରେ ମାରିଦେବା…

ରାତି ଅଧରେ ଭାଜପା ନେତାଙ୍କୁ ଟେକିନେଲା ପୋଲିସ, ପ୍ରତିବାଦରେ ରାସ୍ତାରୋକୋ

ଚାନ୍ଦବାଲି, ୧୮ା୨( କିଷାନ ପାତ୍ର/ଅଶୋକ ପଣ୍ଡା): ଭାଜପା ନେତାଙ୍କୁ ରାତି ଅଧିଆ ଗିରଫ ପ୍ରତିବାଦରେ ଚାନ୍ଦବାଲି-ଭଦ୍ରକ ମୁଖ୍ୟ ରାସ୍ତାର ଖେରଙ୍ଗ ବଜାରରେ ଉତ୍ତେଜନା ଦେଖାଦେଇଛି । ପୋଲିସର…

ରାଜ୍ୟ ସଭା ନିର୍ବାଚନ ତାରିଖ ଘୋଷଣା ପରେ ବଦ୍ରିଙ୍କ ପ୍ରତିକ୍ରିୟା, କହିଲେ ନବୀନ କି ନିଷ୍ପତ୍ତି ନେବେ…

ଭୁବନେଶ୍ୱର,୧୮ା୨: ରାଜ୍ୟ ସଭା ନିର୍ବାଚନ ତାରିଖ ଘୋଷଣା ପରେ ବଦ୍ରି ନାରାୟଣ ପାତ୍ର ପ୍ରତିକ୍ରିୟା ଦେଇଛନ୍ତି। ସେ ବରିଷ୍ଠମାନଙ୍କୁ ଗୁରୁତ୍ୱ ଦେଇ କହିଛନ୍ତି, ଦଳ ପାଇଁ କାମ…

ସମ୍ପୂର୍ଣ୍ଣ କାର୍ଯ୍ୟକ୍ଷମ ହୋଇପାରିନାହିଁ ଖାରିକୁଟି ପ୍ରକଳ୍ପ, ପୁନରୁଦ୍ଧାର ଅପେକ୍ଷାରେ…

ଗୁଡ଼ାରି,୧୮।୨ (ପ୍ରମୋଦ କୁମାର ପତି): ରାୟଗଡ଼ା ଜିଲା ଗୁଡ଼ାରି ବ୍ଲକ୍‌ର ଚାଷୀଙ୍କୁ ଜଳସେଚନ ସୁବିଧା ଯୋଗାଇଦେବାକୁ ଶିରିଗୁଡ଼ା ଗ୍ରାମପଞ୍ଚାୟତରେ ଗତ ୨୦ ବର୍ଷ ପୂର୍ବେ ଖାରିକୁଟି କ୍ଷୁଦ୍ର…

ନାମ୍ବିଆ ବିପକ୍ଷ କର-ମର ମ୍ୟାଚ୍‌ ପୂର୍ବରୁ ପାକିସ୍ତାନ ପାଇଁ ବଢ଼ିଲା ଚିନ୍ତା: ପ୍ଲେଇଂ ଇଲେଭେନରେ ବଡ଼ ପରିବର୍ତ୍ତନ ନେଇ ବିବାର

ନୂଆଦିଲ୍ଲୀ,୧୮।୨: ୨୦୨୬ ଆଇସିସି ଟି୨୦ ବିଶ୍ୱକପରେ ଭାରତଠାରୁ ହାରିବା ପରେ ପାକିସ୍ତାନ ଟୁର୍ନାମେଣ୍ଟରୁ ବାଦ ପଡ଼ିବା ଆଶଙ୍କାର ସମ୍ମୁଖୀନ ହେଉଛି। ଫେବୃଆରୀ ୧୮ ତାରିଖରେ ନାମ୍ବିଆ ବିପକ୍ଷ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri