Posted inଖେଳ

ଉତ୍କଳ ଟ୍ୟାଲେଣ୍ଟ କ୍ୱେଷ୍ଟ କରାଟେ ଉଦ୍‌ଯାପିତ

ଭୁବନେଶ୍ୱର, ୨୨ା୫ (ସ୍ପୋଟର୍‌ସ ବ୍ୟୁରୋ): ଉତ୍କଳ କରାଟେ ସ୍କୁଲ ପରିସରରେ ଉତ୍କଳ ଟ୍ୟାଲେଣ୍ଟ କ୍ୱେଷ୍ଟ କରାଟେ ପ୍ରତିଯୋଗିତା ରବିବାର ଉଦ୍‌ଯାପିତ ହୋଇଯାଇଛି। ଏଥିରେ ମୋଟ ୪୦୦ ପ୍ରତିଯୋଗୀ ଅଂଶଗ୍ରହଣ କରି ସେମାନଙ୍କ ଦକ୍ଷତା ପ୍ରଦର୍ଶନ କରିଥିଲେ। ଭୁବନେଶ୍ୱର ଏବଂ କଟକ ଶାଖାରୁ ପ୍ରତିଯୋଗୀମାନେ ୧୩୫ଟି ବିଭାଗରେ ଭାଗ ନେଇଥିଲେ। ମୁଖ୍ୟ ଶାଖା ବ୍ୟତୀତ ରସୁଲଗଡ଼, କଳ୍ପନା, ଓଏମ୍‌ସି, ଡୁମୁଡୁମା, ରଶ୍ମି ବିହାର, ଚନ୍ଦ୍ରଶେଖରପୁର, ସତ୍ୟନଗର, ଡେକାଥ୍ଲନ, ଉରାଳୀ କଟକ ଏବଂ ଆର୍‌ ସ୍କୋୟାର ସେଲିବ୍ରେଶନ ଶାଖାରୁ କରାଟେ ଛାତ୍ରୀ ଓ ଛାତ୍ରମାନେ ଅଂଶଗ୍ରହଣ କରି ସେମାନଙ୍କ ପ୍ରତିଭା ପ୍ରଦର୍ଶନ କରିଥିଲେ ଏହି ପ୍ରତିଯୋଗିତା କରାଟେକାମାନଙ୍କୁ ଆଗକୁ ଯିବା ଲାଗି ଉତ୍ସାହିତ କରିବ ବୋଲି ଉତ୍କଳ କରାଟେ ସ୍କୁଲର ପ୍ରତିଷ୍ଠାତା ଡଃ. ହରିପ୍ରସାଦ ପଟ୍ଟନାୟକ ପ୍ରକାଶ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

୬ଷ୍ଠ ନ୍ୟାସନାଲ ଆମେଚର କ୍ରୀଡା , ଓଡ଼ିଶାରୁ ମନୋନୀତ ହେଲେ ଦିଲ୍ଲୀପ

କଲ୍ୟାଣସିଂହପୁର,୪।୮(ଦୀପକ କୁମାର ପରିଡା): ରାୟଗଡ଼ା ଜିଲା କଲ୍ୟାଣସିଂହପୁର ବ୍ଲକ ଅନ୍ତର୍ଗତ ପାର୍ସଲୀ ପଞ୍ଚାୟତର ନିୟମଗିରିର ଚାଟିକଣା ଗ୍ରାମରେ ଜନ୍ମ ହୋଇଥିବା ପ୍ରତିଭାବାନ୍ କବାଡି ଖେଳାଳି ଦିଲ୍ଲୀପ କୁମାର…

ମୁଖ୍ୟମନ୍ତ୍ରୀ ଥଲାପତି ବିଜୟଙ୍କୁ ସୁପ୍ରିମକୋର୍ଟଙ୍କ ଜୋରଦାର ଝଟ୍‌କା! ପ୍ରଥମ ଥର ପାଇଁ…

ନୂଆଦିଲ୍ଲୀ,୪।୮: ତାମିଲନାଡୁରେ ଏମ. କେ. ଷ୍ଟାଲିନ ସରକାରଙ୍କ ପରେ ମୁଖ୍ୟମନ୍ତ୍ରୀ ଥଲାପତି ବିଜୟ ଜୋସେଫ ସରକାର ମଧ୍ୟ ରାଜ୍ୟର ଥିରୁପରନକୁନ୍ଦ୍ରମ ପାହାଡ଼ରେ ପବିତ୍ର ଦୀପ ପ୍ରଜ୍ୱଳନ ବିରୋଧରେ…

ଖର୍ଚ୍ଚ ବଢୁଛି, ଲାଭ ପାଉନାହାନ୍ତି ଚାଷୀ: ଆର୍ଥିକ ସ୍ଥିତି ଦିନକୁ ଦିନ ସଙ୍କଟାପନ୍ନ

ପଦ୍ମପୁର, ୪ା୮(ପ୍ରଦୀପ୍ତ ଦାଶ):କୃଷି କାର୍ଯ୍ୟରେ ବ୍ୟବହୃତ ବିଭିନ୍ନ ସାମଗ୍ରୀର ଅହେତୁକ ଦରବୃଦ୍ଧି ଏବଂ ସରକାରୀ ପ୍ରକ୍ରିୟାର ଜଟିଳତା ଯୋଗୁ ଅଞ୍ଚଳର ଚାଷୀମାନେ ଗୁରୁତର ସମସ୍ୟାର ସମ୍ମୁଖୀନ ହେଉଛନ୍ତି।…

ସମସ୍ୟା ଅସମାହିତ, ତେଜୁଛି ଚାଷୀ ଅସନ୍ତୋଷ

ବରଗଡ଼,୪।୮(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲାକୁ ରାଜ୍ୟର ଭାତହାଣ୍ଡି କୁହାଯାଏ। ରାଜ୍ୟରେ ଅଧିକ ଧାନ ଉତ୍ପାଦନ ଯୋଗୁ ଜିଲାର ଏଭଳି ପରିଚୟ ରହିଛି। ଅନ୍ୟପକ୍ଷରେ ଏଠାରେ ଚାଷ ଓ ଚାଷୀଙ୍କ…

ତ୍ରିଶାଙ୍କୁ ନେଇ ବିବାଦୀୟ ମନ୍ତବ୍ୟ, ଷ୍ଟାଲିନଙ୍କ ବିରୋଧରେ NCWରେ ଅଭିଯୋଗ କଲା TVK

ନୂଆଦିଲ୍ଲୀ,୪।୮: ଡିଏମକେ (DMK) ନେତା ଉଦୟନିଧି ଷ୍ଟାଲିନ୍‌ଙ୍କ ବିରୁଦ୍ଧରେ ଜାତୀୟ ମହିଳା ଆୟୋଗ (NCW)ରେ ଅଭିଯୋଗ ଦାଖଲ କରିଛି ଥଲାପତି ବିଜୟଙ୍କ ପାର୍ଟି TVK । ତଞ୍ଜାଭୁରରେ…

ଅତ୍ୟଧିକ ଆତ୍ମବିଶ୍ୱାସ ଭାଜପାକୁ ପଡିଲା ମହଙ୍ଗା! ଶୋଚନୀୟ ପରାଜୟ ପରେ ମୁହଁ ଖୋଲିଲେ ନୀତିନ ନବୀନ, କହିଲେ…

ପାଟନା,୪।୮: ଦେଶର ତିନୋଟି ରାଜ୍ୟର ବିଧାନସଭା ଆସନରେ ଅନୁଷ୍ଠିତ ଉପନିର୍ବାଚନର ଫଳାଫଳ ସୋମବାର ପ୍ରକାଶ ପାଇଛି। ବିହାରର ବାଙ୍କିପୁର ଏବଂ ମଧ୍ୟପ୍ରଦେଶର ଦାତିଆ ଆସନରେ ଅନୁଷ୍ଠିତ ଉପନିର୍ବାଚନରେ…

ଗୌତମ ଗମ୍ଭୀରଙ୍କ ଚାକିରି ବିପଦରେ! ବିଗୁଡୁଛି ଡ୍ରେସିଂ ରୁମର ମାହୋଲ

ନୂଆଦିଲ୍ଲୀ,୪।୮: ଗୌତମ ଗମ୍ଭୀର ହେଡ କୋଚ୍‌ ହେବା ପରେ ଭାରତ ୨୦୨୪ ଟି-୨୦ ବିଶ୍ୱକପ ଏବଂ ୨୦୨୫ ଚାମ୍ପିଅନ୍ସ ଟ୍ରଫି ଜିତିଥିଲେ ମଧ୍ୟ, ସତ୍ୟ ଏହା ଯେ…

ଅଭିଜିତଙ୍କ ନାଁରେ ସାଂଘାତିକ ଅଭିଯୋଗ: ତୁରନ୍ତ ଗିରଫ କରିବାକୁ ତେଜିଲା ଦାବି

ନୂଆଦିଲ୍ଲୀ,୪।୮: ସୋସିଆଲ ମିଡିଆ ଇନ୍‌ଫ୍ଲୁଏନ୍ସର ଫୈଜାନ ଅନସାରୀ କକ୍ରୋଚ ଜନତା ପାର୍ଟି (CJP)ର ପ୍ରତିଷ୍ଠାତା ଅଭିଜିତ ଡିପକେଙ୍କ ବିରୋଧରେ ଦିଲ୍ଲୀ ପୋଲିସରେ ଏକ ଲିଖିତ ଅଭିଯୋଗ ଦାଖଲ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri