ବହୁ ବ୍ୟକ୍ତିଙ୍କୁ ବିଶିଷ୍ଟ କରାଇଛି ଉତ୍କଳ ବିଶ୍ୱବିଦ୍ୟାଳୟ: ଧର୍ମେନ୍ଦ୍ର

ଭୁବନେଶ୍ୱର, ୨୮।୮(ବ୍ୟୁରୋ): ବହୁ ବ୍ୟକ୍ତିଙ୍କୁ ବିଶିଷ୍ଟ କରାଇବାରେ ଉକତ୍ଳ ବିଶ୍ୱବିଦ୍ୟାଳୟର ପ୍ରମୁଖ ଭୂମିକା ରହିଛି ବୋଲି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ କହିଛନ୍ତି। ଶୁକ୍ରବାର ନୂଆଦିଲ୍ଲୀରୁ ଭିଡ଼ିଓ କନଫରେନ୍ସିଂ ଜରିଆରେ ଉକତ୍ଳ ବିଶ୍ୱବିଦ୍ୟାଳୟର ଆଲୁମିନି ସଂଘର ବାର୍ଷିକ ଉତ୍ସବରେ ଯୋଗଦେଇ ଧର୍ମେନ୍ଦ୍ର କହିଛନ୍ତି, ସରକାରଙ୍କ ଦାୟିତ୍ୱ ବ୍ୟତୀତ ଆମେ ପୁରାତନ ଛାତ୍ରୀଛାତ୍ରମାନେ ବିଶ୍ୱବିଦ୍ୟାଳୟକୁ ନୂଆ ରୂପ ଦେବା ପାଇଁ ସାମୂହିକ ପ୍ରଚେଷ୍ଟା କରିବା ଦରକାର। ବିଶ୍ୱବିଦ୍ୟାଳୟର ଭିତ୍ତିଭୂମିକୁ ଅଧିକ ସୁଦୃଢ଼ କରିବା ପାଇଁ ନବସୃଜନର ଯୋଗଦାନ ମଧ୍ୟ ଜରୁରୀ ା ଏକବିଂଶ ଶତାବ୍ଦୀରେ ଓଡ଼ିଶାକୁ ଆଗକୁ ନେବାକୁ ହେଲେ ବିଶ୍ୱବିଦ୍ୟାଳୟକୁ ଆଗକୁ ନେବା ପାଇଁ ପଡ଼ିବ । ଏଥିସହ ବହୁ ବିଶିଷ୍ଟ ବ୍ୟକ୍ତି ଗଠନରେ ଏହି ବିଶ୍ୱବିଦ୍ୟାଳୟର ଭୂମିକା ଉପରେ ଆଲୋକପାତ କରିବା ସହ ଆଲୁମିନିର ବିଶ୍ୱବିଦ୍ୟାଳୟ ଲାଗି ଥିବା ଅବଦାନ ବିଷୟରେ ଧର୍ମେନ୍ଦ୍ର ଆଲୋଚନା କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

କୋସଲୀ ସାଂସ୍କୃତିକ ମହୋତ୍ସବ ଆରମ୍ଭ

ନୂଆପଡ଼ା,୨୦ା୧୨ (ମକାରୁ ବେମାଲ): ନୂଆପଡ଼ା ପୋଲିସ ପଡ଼ିଆ ରଙ୍ଗମଞ୍ଚଠାରେ କୋସଲୀ ସାଂସ୍କୃତିକ ମହୋତ୍ସବ ଉଦ୍‌ଘାଟିତ ହୋଇଯାଇଛି। ଅନୁଷ୍ଠାନର ସଭାପତି ସୁରଜିତସିଂ ମହାରଥାଙ୍କ ଅଧ୍ୟକ୍ଷତାରେ ଆୟୋଜିତ ଉଦ୍‌ଘାଟନୀ...

ଶୀତରେ ଥରୁଛି କଳାହାଣ୍ଡି

ଭବାନୀପାଟଣା,୨୦ା୧୨(ଉତ୍ତମ କୁମାର ଦାଶ)- ସାରା ରାଜ୍ୟରେ ଶୀତର ପ୍ରକୋପ ଜାରି ରହିଛି। ଆହୁରି ସପ୍ତାହେ ଧରି ଏଭଳି ସ୍ଥିତି ଜାରି ରହିବ ବୋଲି ପାଣିପାଗ ବିଭାଗ...

ଆଶେସ ବିଜୟ ଲକ୍ଷ୍ୟରେ ଅଷ୍ଟ୍ରେଲିଆ

ଆଡିଲେଡ୍‌,୨୦ା୧୨: ଇଂଲଣ୍ଡର ଦ୍ୱିତୀୟ ଇନିଂସରେ ବିପର୍ଯ୍ୟୟ ପରେ ଅଷ୍ଟ୍ରେଲିଆ ଆଶେସ ସିରିଜ ବିଜୟ ପଥରେ ଅଗ୍ରସର ହେଉଛି। ନାଥାନ ଲିଅନ ଇଂଲଣ୍ଡର ୩ଟି ଉଇକେଟର ପତନ...

୩ ଜିଲାକୁ ଘନ କୁହୁଡ଼ି ଓ୍ବାର୍ନିଂ: ୭ଦିନ ଯାଏଁ…ଜି. ଉଦୟଗିରିରେ…

ଭୁବନେଶ୍ୱର, ୨୦ା୧୨(ବନ୍ଦନା ସେଠୀ) – ସାରା ରାଜ୍ୟରେ ଶୀତ ଲହରି ଜନଜୀବନକୁ ପ୍ରଭାବିତ କରୁଛି। ପାରଦ ତଳମୁହଁା ରହିଥିବାବେଳେ କେତେକ ଜିଲାରେ ଘନ କୁହୁଡ଼ି ଦେଖିବାକୁ...

ନୋରା ଫତେହିଙ୍କ କାର ଦୁର୍ଘଟଣା: ମଦ୍ୟପ ଚାଳକଙ୍କ ଧକ୍କାରେ…

ମୁମ୍ବାଇ,୨୦।୧୨: ଲୋକପ୍ରିୟ ବଲିଉଡ ଅଭିନେତ୍ରୀ ତଥା ନୃତ୍ୟଶିଳ୍ପୀ ନୋରା ଫତେହି ଶନିବାର ମୁମ୍ବାଇରେ ଏକ ସଡ଼କ ଦୁର୍ଘଟଣାର ସମ୍ମୁଖୀନ ହୋଇଛନ୍ତି। ବିଶ୍ୱପ୍ରସିଦ୍ଧ ମ୍ୟୁଜିକ୍ ପ୍ରୋଗ୍ରାମ ‘ସୁନବର୍ଣ୍ଣ...

ଇସ୍ରୋର ବଡ଼ ପଦକ୍ଷେପ: ଗଗନୟାନ ମିଶନ ପାଇଁ ସଫଳ ହେଲା ପାରାଚ୍ୟୁଟ୍‌ ପରୀକ୍ଷା

ନୂଆଦିଲ୍ଲୀ,୨୦ା୧୨: ମହାକାଶକୁ ଭାରତର ପ୍ରଥମ ମାନବ ପ୍ରେରଣ ଦିଗରେ ଶନିବାର ଆଉ ଏକ ବଡ଼ ପଦକ୍ଷେପ ସଫଳ ହୋଇଛି। ଭାରତୀୟ ମହାକାଶ ଗବେଷଣା ସଂଗଠନ (ଇସ୍ରୋ)...

ଅଣ୍ଡା ଖାଇଲେ ହେବେ କି କ୍ୟାନ୍ସର ? ସ୍ପଷ୍ଟୀକରଣ ଦେଲା FSSAI

ନୂଆଦିଲ୍ଲୀ,୨୦।୧୨: ଦେଶରେ ବିକ୍ରି ହେଉଥିବା ଅଣ୍ଡା ସମ୍ପୂର୍ଣ୍ଣ ସୁରକ୍ଷିତ। ଏଥିରେ କ୍ୟାନ୍ସର ସୃଷ୍ଟିକାରୀ ଉପାଦାନ ଥିବା ନେଇ ଚର୍ଚ୍ଚା ହେଉଥିବା ଖବରକୁ ଭାରତୀୟ ଖାଦ୍ୟ ସୁରକ୍ଷା...

ଭଗବାନଙ୍କ ଦର୍ଶନ ସାରି ଫେରିବା ବାଟରେ ଜଗିଥିଲା ଯମ: ବାପାମା’ଙ୍କ ସହ ଚାଲିଗଲା ଭଉଣୀଙ୍କ ଜୀବନ, ସୌଭାଗ୍ୟକୁ… 

ଗଜପତି,୨୦।୧୨(ଗିରିଧାରୀ ପରିଚ୍ଛା)- ଏମିତି ବି ଆସେ ମୃତ୍ୟୁ। ଭଗବାନଙ୍କ ଦର୍ଶନ ସାରି ଫେରିବା ବାଟରେ ଦୁର୍ଘଟଣା ଚାଲିଗଲା ଜୀବନ। ମୃତକମାନେ ହେଲେ ଗଜପତି ଜିଲା ଗୋଶାଣୀ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri