ଉତ୍କଳ ବିଶ୍ୱବିଦ୍ୟାଳୟ ବିଏଡ୍‌ ପରୀକ୍ଷା ଅନ୍‌ଲାଇନ୍‌ରେ ହେବ

ଭୁବନେଶ୍ୱର,୩୧।୧୨(ବ୍ୟୁରୋ):ଉତ୍କଳ ବିଶ୍ୱବିଦ୍ୟାଳୟରେ ବିଏଡ୍‌ ପରୀକ୍ଷା ଅନ୍‌ଲାଇନ୍‌ରେ ହେବ। ଏନେଇ ଖୁବ୍‌ଶୀଘ୍ର ବିଜ୍ଞପ୍ତି ପ୍ରକାଶ ପାଇବ। ପୂର୍ବ ନିର୍ଦ୍ଧାରିତ ଦିନରେ ହିଁ ପରୀକ୍ଷା ହେବ ବୋଲି ବିଶ୍ୱବିଦ୍ୟାଳୟ ରେଜିଷ୍ଟ୍ରାର କହିଛନ୍ତି। ଅଫ୍‌ଲାଇନରେ ବିଏଡ୍‌ ପରୀକ୍ଷାକୁ ବିରୋଧ କରି ପ୍ରଥମ ବର୍ଷ ଛାତ୍ରୀଛାତ୍ରମାନେ ବୁଧବାର ବିଶ୍ୱବିଦ୍ୟାଳୟ ପରିସରରେ ବିକ୍ଷୋଭ ପ୍ରଦର୍ଶନ କରିଥିଲେ। କରୋନା ସଂକ୍ରମଣକୁ ଦୃଷ୍ଟିରେ ରଖି ପରୀକ୍ଷାକୁ ଅନ୍‌ଲାଇନ୍‌ରେ କରିବା ପାଇଁ ଦାବି କରିଥିଲେ। ଶେଷରେ ଛାତ୍ରୀଛାତ୍ରଙ୍କ ଦାବିକୁ ବିଶ୍ୱବିଦ୍ୟାଳୟ କର୍ତ୍ତୃପକ୍ଷ ମାନି ନେଇଥିଲେ। ପରୀକ୍ଷାକୁ ଅନ୍‌ଲାଇନ୍‌ରେ କରାଯିବ ବୋଲି କହିବା ପରେ ଛାତ୍ରୀଛାତ୍ରମାନେ ଆନ୍ଦୋଳନରୁ ଓହରିଥିଲେ। ସୂଚନାଯୋଗ୍ୟ, ଏହି ପରୀକ୍ଷା ଜୁନ୍‌ରେ ହେବାର ଥିଲା। କିନ୍ତୁ କରୋନା ପାଇଁ ଏହାକୁ ଘୁଞ୍ଚାଇ ଦିଆଯାଇଥିଲା। ପରବର୍ତ୍ତୀ ସମୟରେ ପରୀକ୍ଷାକୁ ଜାନୁୟାରୀ ୭ରେ ଅଫ୍‌ଲାଇନ୍‌ରେ କରିବା ପାଇଁ ନିଷତ୍ତି ନିଆଯିବାରୁ ଛାତ୍ରୀଛାତ୍ରମାନେ ବିରୋଧ କରି ଆନ୍ଦୋଳନକୁ ଓହ୍ଲାଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ପାଟଣା ବ୍ଲକ୍ ସ୍ତରୀୟ ସ୍ୱାଧୀନତା ଦିବସରେ ସମ୍ବର୍ଦ୍ଧିତ ହେବେ କୃତୀ ପ୍ରତିଭା

ପାଟଣା, ୧।୮ (ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ସଭାଗୃହରେ ଆସନ୍ତା ସ୍ୱାଧୀନତା ଦିବସ ପାଳନ ଉପଲକ୍ଷେ ଏକ ପ୍ରସ୍ତୁତି ବୈଠକ ଶନିବାର ଅନୁଷ୍ଠିତ…

ରାସ୍ତାରେ ଖୁଚୁରା ଟଙ୍କା ପକାଇ ମୁହୂର୍ତ୍ତକ ଭିତରେ ନେଇଗଲେ ୫ ଲକ୍ଷ ଟଙ୍କା ଭର୍ତ୍ତି ବ୍ୟାଗ

ଗଜପତି,(ଗିରିଧାରୀ ପରିଛା) ୧।୮: ଦିନଦ୍ୱିପ୍ରହରରେ ବ୍ୟାଙ୍କ ସାମ୍ନାରେ ଫିଲ୍ମ ଷ୍ଟାଇଲରେ ଲୁଟ୍। ରାସ୍ତାରେ ଖୁଚୁରା ଟଙ୍କା ପକାଇ ଧ୍ୟାନ ଭୁଲାଇଦେଲେ, ଆଉ ମୁହୂର୍ତ୍ତକ ଭିତରେ ୫ ଲକ୍ଷ…

୪୦ ଫୁଟ ତଳକୁ ଖସିଲା ବାଇକ୍; ଜଣେ ମୃତ, ଜଣେ ଗୁରୁତର

ଗୁଣୁପୁର, ୧/୮ (ସଂକେତ ପାତ୍ର): ରାୟଗଡ଼ା ଜିଲା ପୁଟାସିଂ ଥାନା ଅନ୍ତର୍ଗତ ଆରାଡୁଲ ଘାଟିରେ ଶନିବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏକ ବାଇକ୍ ଭାରସାମ୍ୟ…

ମା’ ପାଇଁ ଭକ୍ତଙ୍କ ଉପହାର :ମନ୍ଦିରକୁ ୨ ଲକ୍ଷ ୫୪ ହଜାର ଟଙ୍କା ସହ…

ଛତ୍ରପୁର, ୧।୮ (ଦିଲ୍ଲୀପ ସାମଲ/ଦ୍ୱାରକା ପଟ୍ଟନାୟକ): ଛତ୍ରପୁର ସହରର ଆରାଧ୍ୟ ଦେବୀ ମା’ ରାମାୟଣାମ୍ମା ଠାକୁରାଣୀ ଯାତ୍ରା କମିଟି ପକ୍ଷରୁ ମନ୍ଦିର ପରିଚାଳନା କମିଟି ଓ ବହୁ…

ଜ୍ଞାନବିଜ୍ଞାନ ମେଳା: ୨୧୦ ପ୍ରକଳ୍ପ ପ୍ରଦର୍ଶିତ କରି ଛାତ୍ରୀଛାତ୍ର…

ଭଞ୍ଜନଗର,୧ା୮(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ସରସ୍ବତୀ ଶିଶୁ ବିଦ୍ୟାମନ୍ଦିରଠାରେ ଶନିବାର ବିଦ୍ୟାଳୟ ସ୍ତରୀୟ ଜ୍ଞାନ ବିଜ୍ଞାନ ମେଳା ଅନୁଷ୍ଠିତ ହୋଇଯାଇଛି । ଏହି କାର୍ଯ୍ୟକ୍ରମକୁ ମୁଖ୍ୟ…

odisha flood: ମହାନଦୀ ବନ୍ୟାକୁ ନେଇ ଆସିଲା ବଡ଼ ଅପଡେଟ୍‌, ସର୍ବୋଚ୍ଚ ଯନ୍ତ୍ରୀ କହିଲେ…

ଭୁବନେଶ୍ୱର,୧।୮: ଆଗକୁ ବର୍ଷା ନ ହେବା ଯାଏଁ ମହାନଦୀରେ ବନ୍ୟା ଆଶଙ୍କା ନାହିଁ ବୋଲି ଜଳ ସମ୍ପଦ ବିଭାଗ ସର୍ବୋଚ୍ଚ ଯନ୍ତ୍ରୀ ଦିଲ୍ଲୀପ ରାଉତ ଶନିବାର ଗଣମାଧ୍ୟମକୁ…

ବିଭିନ୍ନ ବିଦ୍ୟାଳୟରେ ମାସିକ କ୍ଲଷ୍ଟରସ୍ତରୀୟ ବୈଠକ, ମୌଳିକ ସାକ୍ଷରତା ସଂଖ୍ୟା ଜ୍ଞାନ ନେଇ…

କର୍ଲାମୁଣ୍ଡା,୧ା୮(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକର ବିଭିନ୍ନ ବିଦ୍ୟାଳୟରେ ଶନିବାର ମାସିକ କ୍ଲଷ୍ଟରସ୍ତରୀୟ ବୈଠକ ଅନୁଷ୍ଠିତ ହୋଇଯାଇଛି। ଏହି ଅବସରରେ ନୋଡାଲ କ୍ଲଷ୍ଟର ପକ୍ଷରୁ…

ପର ଘରେ ରୋଷେଇ କରିବାକୁ ଯାଇ ପଡ଼ିଲା ଲୋଲୁପ ଦୃଷ୍ଟି: ବ୍ଲାକମେଲରେ ଅତିଷ୍ଠ ହୋଇ ନାବାଳିକା କରିଦେଲେ ଏମିତି କାଣ୍ଡ

ପୁରୁଷୋତ୍ତମପୁର, ୧।୮ (ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଥାନା ଅନ୍ତର୍ଗତ ଗଡ଼ସାହିରେ ଶନିବାର ଏକ ଅଭାବନୀୟ ଘଟଣା ଘଟିଛି। ଧମକ ଓ ବ୍ଲାକମେଲରେ ଅତିଷ୍ଠ ହୋଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri