Posted inଜାତୀୟ

ଉତ୍ପଳ କୁମାର ସିଂ ଲୋକ ସଭା ମହାସଚିବ

ନୂଆଦିଲ୍ଲୀ, ୧।୧୨: ଅବସରପ୍ରାପ୍ତ ଆଇଏଏସ୍‌ ଅଫିସର ଉତ୍ପଳ କୁମାର ସିଂ ସୋମବାର ବର୍ଷକ ଲାଗି ଲୋକ ସଭାର ନୂଆ ମହାସଚିବ ଭାବେ ନିଯୁକ୍ତି ପାଇଛନ୍ତି। ଲୋକ ସଭା ବାଚସ୍ପତି ଓମ୍‌ ବିର୍ଲା ଏହି ନିଯୁକ୍ତି ପ୍ରଦାନ କରିଛନ୍ତି। ଡିସେମ୍ବର ୧ରୁ ସେ କ୍ୟାବିନେଟ ସଚିବ ପାହ୍ୟାରେ ରହି କାର୍ଯ୍ୟ କରିବେ। ପୂର୍ବରୁ ସିଂ ଲୋକ ସଭା ସଚିବ ରହିଥିଲେ। ସ୍ନେହଲତା ଶ୍ରୀବାସ୍ତବଙ୍କ ପରେ ତାଙ୍କୁ ବାଚସ୍ପତି ଲୋକ ସଭାର ମହାସଚିବ ଭାବେ ନିଯୁକ୍ତି ପ୍ରଦାନ କରିଛନ୍ତି। ୧୯୮୬ ବ୍ୟାଚ୍‌ ଉତ୍ତରାଖଣ୍ଡ କ୍ୟାଡ଼ର୍‌ର ଏହି ଅଧିକାରୀ ଉଭୟ କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ବିଭିନ୍ନ ପଦପଦବିରେ ଦକ୍ଷତାର ସହ କାର୍ଯ୍ୟ କରିଆସିଛନ୍ତି। ସେ ଅଢ଼େଇବର୍ଷ ଉତ୍ତରାଖଣ୍ଡର ମୁଖ୍ୟ ସଚିବ ଭାବେ ମଧ୍ୟ କାର୍ଯ୍ୟ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

କମ୍ପାନୀରେ ନିଯୁକ୍ତି ପାଇଁ ରୋବୋ ନେଉଛି ଇଣ୍ଟରଭ୍ୟୁ

ନୂଆଦିଲ୍ଲୀ,୪।୬: କମ୍ପାନୀରେ ନିଯୁକ୍ତି ପାଇଁ ଏବେ ନୂଆ ଟ୍ରେଣ୍ଡ ଆରମ୍ଭ ହୋଇଛି। ଏବେ ପ୍ରାର୍ଥୀଙ୍କ ଚୟନ ପାଇଁ ମନୁଷ୍ୟ ନୁହେଁ ରୋବୋ ନେଉଛି ଇଣ୍ଟରଭ୍ୟୁ। ଭିଡିଓ...

ଶାହାଙ୍କୁ ଚିଠି ଲେଖିଲେ ଦିଲ୍ଲୀ ମୁଖ୍ୟମନ୍ତ୍ରୀ

ନୂଆଦିଲ୍ଲୀ,୨୩।୬: ଦିଲ୍ଲୀରେ କରୋନା ସଙ୍କଟ ଜଟିଳ ହେବାରେ ଲାଗିଛି। ଦିନକୁ ଦିନ ସଂକ୍ରମିତ ଓ ମୃତ୍ୟୁ ସଂଖ୍ୟା ବଢ଼ିବାରେ ଲାଗିଛି। ଇତିମଧ୍ୟରେ ଦିଲ୍ଲୀର ମୁଖ୍ୟମନ୍ତ୍ରୀ ଅରବିନ୍ଦ...

ଗରିବଙ୍କ ହାତପାଆନ୍ତାରେ ନାହିଁ ନ୍ୟାୟ: ରାଷ୍ଟ୍ରପତି

ଯୋଧପୁର,୮ା୧୨(ପି.ଟି.): ନ୍ୟାୟିକ ପ୍ରକ୍ରିୟା ସାଧାରଣ ଲୋକଙ୍କ ହାତପାଆନ୍ତାର ବାହାରେ ବୋଲି ରାଷ୍ଟ୍ରପତି ରାମନାଥ କୋବିନ୍ଦ କହିବା ସହ ଏଥିପାଇଁ ଉଦ୍‌ବେଗ ପ୍ରକାଶ କରିଛନ୍ତି। ନ୍ୟାୟିକ ପ୍ରକ୍ରିୟା...

ଚାଲାଣ କାଟିବା ସମୟରେ ହୃଦ୍‌ଘାତରେ କାର୍‌ ଚାଳକଙ୍କ ମୃତ୍ୟୁ

ନଏଡା,୯।୯: ନୂଆ ମୋଟର ଯାନ ନିୟମ ଅନୁଯାୟୀ ଏବେ ଏହାର ଉଲ୍ଲଂଘନକାରୀଙ୍କୁ ଅଟକାଇ ପୋଲିସ ଚାଲାଣ କାଟିବା କଥା ସମସ୍ତଙ୍କୁ ଜଣା। ହେଲେ ରବିବାର ନଏଡାର...

୩ ଜୈଶ୍‌ ଆତଙ୍କବାଦୀ ନିପାତ

ଶ୍ରୀନଗର,୧୭।୫(ପି.ଟି.):ଜମ୍ମୁ-କଶ୍ମୀରର ପୁଲଓ୍ବାମା ଜିଲାରେ ଗୁରୁବାର ସୁରକ୍ଷା ବଳର ଏନ୍‌କାଉଣ୍ଟରରେ ଜୈଶ୍‌-ଇ-ମହମ୍ମଦ(ଜେଇଏମ୍‌)ର ୩ ଆତଙ୍କବାଦୀ ନିହତ ହୋଇଛନ୍ତି। ଗୁଳି ବିନିମୟ ବେଳେ ଜଣେ ଯବାନ ଶହୀଦ ହୋଇଥିବାବେଳେ...

ସରକାରଙ୍କ ନଜରରେ ଲକ୍ଷେ ୭୫ ହଜାର ଜମା ଖାତା: ଗୋଟିଏ ବର୍ଷରେ ହୋଇଛିି ଏକ କୋଟିରୁ ଅଧିକ ନଗଦ ଉଠାଣ

ନୂଆଦିଲ୍ଲୀ,୮।୭: ଏବେ ସରକାରଙ୍କ ନଜରରେ ଲକ୍ଷେ ୭୫ ହଜାର ଜମା ଖାତା ରହିଛି। ଏସବୁ ଜମା ଖାତାରେ ଗତ ଏକ ବର୍ଷ ମଧ୍ୟରେ ଏକ କୋଟିରୁ...

ପଶ୍ଚିମବଙ୍ଗରେ ଲାଗୁ ହେବନାହିଁ ଏନ୍‌ଆର୍‌ସି: ମମତା

କୋଲକାତା,୨୩।୯: ନ୍ୟାସନାଲ ରେଜିଷ୍ଟର ଅଫ୍‌ ସିଟଜେନ୍ସ(ଏନ୍‌ଆର୍‌ସି) ପଶ୍ଚିମବଙ୍ଗରେ ଲାଗୁ ହେବ ନାହିଁ ବୋଲି କହିଛନ୍ତି ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ। ଏନ୍‌ସିଆର୍‌ ଭୟରେ ୬ ଜଣଙ୍କ ମୃତ୍ୟୁ...

ଭୋପାଳ ନାବାଳିକାଙ୍କୁ ବଳାତ୍କାର ପରେ ହତ୍ୟା ଘଟଣା: ଅନ୍ତିମ ସଂସ୍କାରରେ ସାମିଲ ହେଲେ ଦିଗ୍‌ବିଜୟ

ଭୋପାଳ, ୧୦।୬: ମଧ୍ୟପ୍ରଦେଶର କମଳାନଗରରେ ଜଣେ ନାବାଳିକାଙ୍କ ବଳାତ୍କାର ପରେ ତଣ୍ଟିଚିପି ହତ୍ୟା କରାଯାଇଛି। ଏଭଳି ଲଜ୍ଜାଜନକ ଘଟଣା ଯୋଗୁ ସାରା ଦେଶରେ ଚାଞ୍ଚଲ୍ୟ ଖେଳିଯାଇଥିବାବେଳେ...

Advertisement


Archives

Model This Week

Why Dharitri