Posted inରାଜ୍ୟ

ମୋ’ ବୋହୂ ବହୁତ ଭଲ, ହେଲେ ଆପଣା ସୁନା ତ ଭେଣ୍ଡି: ଉତ୍ତମ ମହାନ୍ତି

ଭୁବନେଶ୍ୱର,୨୩।୭(ବ୍ୟୁରୋ): ଓଲିଉଡ୍‌ ହିରୋବାବୁସାନ ମହାନ୍ତିଙ୍କ ପରିବାରିକ କଳି ଦାଣ୍ଡରେ ପଡ଼ି ହାଟରେ ଗଡ଼ିଛି। ଶନିବାର ସକାଳେ ବାବୁସାନ ଓ ଅଭିନେତ୍ରୀ ପ୍ରକୃତି ମିଶ୍ରଙ୍କୁ କାର୍‌ ଭିତରେ ଥିବା ଦେଖି ସ୍ତ୍ରୀ ତୃପ୍ତି ମାଡ଼ ମାରିଥିଲେ। ଏହାର ଭିଡିଓ ଭାଇରାଲ ହେବା ପରେ ଦିନ ତମାମ ହାଇଡ୍ରାମା ଦେଖିବାକୁ ମିଳିଛି। ଏସବୁ ଭିତରେ ବାପା ଉତ୍ତମ ମହାନ୍ତି ଏନେଇ ପ୍ରତିକ୍ରିୟା ରଖି କହିଛନ୍ତି, ମୋ ବୋହୂ ତୃପ୍ତି ବହୁତ ଭଲ। ବାବୁସାନ ଓ ତୃପ୍ତି ପରସ୍ପରକୁ ବହୁତ ଭଲ ପାଆନ୍ତି। ପ୍ରକୃତି ସହ ସମ୍ପର୍କକୁ ନେଇ ତୃପ୍ତି ପାଖରେ ପ୍ରମାଣ ଥାଇ ପାରେ। ତୃପ୍ତି ବହୁତ ଭଲ ଛାତ୍ରୀ। ତାଙ୍କର ଅଭିନୟ ସହ କୌଣସି ସମ୍ପର୍କ ନାହିଁ। ଚଳଚ୍ଚିତ୍ରର ରୋମାଣ୍ଟିକ ଦୃଶ୍ୟକୁ ସେ ଭଲ ପାଏ ନାହିଁ। ବାବୁସାନଙ୍କୁ ଅନେକ ଥର ବୁଝାଇବାକୁ ଚେଷ୍ଟା କରିଛି। ଆପଣା ସୁନା ତ ଭେଣ୍ଡି, କାହାକୁ କହିବା। ମୁଁ ଅନେକ ଥର ବୁଝାଇଛି। ପ୍ରକୃତିକୁ ଛାଡ଼ି ଦେବାକୁ କହିଛି। ବାବୁ ମୋତେ କହିଥିଲା; ସେ ମୁମ୍ବାଇ ଚାଲିଯିବ, ମୁଁ ଏଠି କାମ କରିବି ବୋଲି ଉତ୍ତମ ମହାନ୍ତି କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବିବାହରେ ଯୋଗ ଦେଇ ଘେରୁଥିଲେ, ଭାରସାମ୍ୟ ହରାଇ ଗଛକୁ ପିଟିଲା କାର୍‌; ଚାଲିଗଲା ୨ ଜୀବନ, ଡ୍ରାଇଭର…

ଲଇକେରା,୯।୨(ରଞ୍ଜନ କୁମାର ମେହେର): ଝାରସୁଗୁଡା ଜିଲା ଲଇକେରା ବ୍ଳକ ସ୍ଥିତ ଧୂକା ଚୌକଠାରେ ଭୟଙ୍କର ଦୁର୍ଘଟଣା ଘଟିଛି। ଏକ କାର ଭାରସାମ୍ୟ ହରାଇ ଗଛକୁ ପିଟିବାରୁ ୨…

ରିଲିଜ ପୂର୍ବରୁ ‘ଲିକ୍’ ହୋଇଗଲା ପୂର୍ବତନ ସେନାଧ୍ୟକ୍ଷଙ୍କ ପୁସ୍ତକ, FIR ରୁଜୁ କଲା ଦିଲ୍ଲୀ ପୋଲିସ

ନୂଆଦିଲ୍ଲୀ,୯।୨: ପୂର୍ବତନ ସେନାଧ୍ୟକ୍ଷ ଜେନେରାଲ ଏମ୍.ଏମ୍. ନରଭାଣେଙ୍କ ଆଗାମୀ ପୁସ୍ତକ ‘ଫୋର୍ ଷ୍ଟାର୍ସ ଅଫ୍ ଡେଷ୍ଟିନି’ର ଅନଧିକୃତ ପ୍ରସାରଣକୁ ନେଇ ଦିଲ୍ଲୀ ପୋଲିସ ଏକ ଅପରାଧିକ ମାମଲା…

ରେଳ ଷ୍ଟେଶନରୁ ନିଖୋଜ ହୋଇଗଲେ ଯୁବତୀ , ମା’ଙ୍କ ସହ ଯାଉଥିବାବେଳେ…

ରାୟଗଡା, (ଆଶିଷ ରଞ୍ଜନ ପଣ୍ଡା): ଧାନବାଦ-ଆଲେପୀ ଏକ୍ସପ୍ରେସ ଟ୍ରେନରେ ଯାତ୍ରା କରୁଥିବା ଜଣେ ଯୁବତୀ ରାୟଗଡା ରେଳ ଷ୍ଟେଶନରୁ ନିଖୋଜ ହୋଇଥିବା ନେଇ ରାୟଗଡା ଜିଆରପିଏସ ଥାନାରେ…

ଫାର୍ମହାଉସ ଅଞ୍ଚଳରେ ମହିଳାଙ୍କ ଗଳିତ ମୃତଦେହ, ପରିଚୟ ଖୋଜୁଛି ସଦର ଥାନା ପୋଲିସ

ଭବାନୀପାଟଣା,୯ା୨(ଉତ୍ତମ କୁମାର ଦାଶ)- କଳାହାଣ୍ଡି ଜିଲା ଭବାନୀପାଟଣା ସଦର ଥାନା ଅନ୍ତର୍ଗତ ଶ୍ରୀପୁରସ୍ଥିତ ଏକ ଫାର୍ମହାଉସ ଅଞ୍ଚଳରୁ ସୋମବାର ଜଣେ ମହିଳାଙ୍କ ଗଳିତ ମୃତଦେହ ଜବତ ହୋଇଛି।…

ସି.କେ ନାଇଡୁ ଟ୍ରଫି: ଓଡ଼ିଶାକୁ ହରାଇ ବେଙ୍ଗଲ ୧୦୨ ରନରେ ବିଜୟୀ

ବରଗଡ,୯।୨(ପ୍ରେମାନନ୍ଦ ଖମାରୀ) : ବରଗଡ ବିକାଶ କ୍ରିକେଟ ଗ୍ରାଉଣ୍ଡରେ ଓଡ଼ିଶା ଦଳ ଓ ବେଙ୍ଗଲ ଦଳ ମଧ୍ୟରେ ଚାଲିଥିବା ସି.କେ ନାଇଡୁ ଟ୍ରଫିର ଇଲାଇଟ ଗ୍ରୁପ-ବିର ମ୍ୟାଚରେ…

ବାଇକ୍‌ରେ ଘରକୁ ଫେରୁଥିଲେ, ପଛପଟୁ ପିଟିଲା ପିକ୍‌ଅପ୍‌ ଭ୍ୟାନ୍‌; ଚାଲିଗଲା ଆରୋହୀଙ୍କ ଜୀବନ

ବଲାଙ୍ଗୀର,୯।୨(ସୁନୀଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ତୁଷାର ଥାନା ଅନ୍ତର୍ଗତ ଧାନଘରା ବ୍ରିଜ ରାହୁଲ ଢ଼ାବା ନିକଟ ରାସ୍ତାରେ ସୋମବାର ସଂଧ୍ୟାରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା…

BCCI Central Contract 2025-26: ଗିଲଙ୍କ ସମେତ ଏହି ଖେଳାଳିଙ୍କୁ  ଗ୍ରେଡ୍‌ A, ହେଲେ କୋହଲି-ରୋହିତଙ୍କୁ B; ନିରାଶ ହେଲେ…

ନୂଆଦିଲ୍ଲୀ,୯।୨: BCCI ୨୦୨୫-୨୬ ବର୍ଷ ପାଇଁ ସେଣ୍ଟ୍ରାଲ କଣ୍ଟ୍ରାକ୍ଟ ଲିଷ୍ଟ(କେନ୍ଦ୍ରୀୟ ଚୁକ୍ତି ତାଲିକା) ପ୍ରକାଶ କରିଛି। ଏଥିରେ ବଡ଼ ପରିବର୍ତ୍ତନ ହୋଇଛି। ତାଲିକାରୁ ଏ ପ୍ଲସ୍‌ (A+)…

ପ୍ରେମ ସପ୍ତାହରେ ରକ୍ତରଂଜିତ କାହାଣୀ: ତ୍ରିକୋଣୀୟ ପ୍ରେମକୁ ନେଇ ଜଘନ୍ୟ ହତ୍ୟାକାଣ୍ଡ

ଭୁବନେଶ୍ୱର,୯।୨: ରାଜଧାନୀ ଭୁବନେଶ୍ୱରରେ ଏକ ସିନେମା ଷ୍ଟାଇଲ୍‌ରେ ଘଟିଛି ଜଘନ୍ୟ ହତ୍ୟାକାଣ୍ଡ। ‘ଚକୋଲେଟ୍ ଡେ’ ପାଳନ ପରେ ପ୍ରେମିକର ବେକ କାଟି ହତ୍ୟା କରିବା ସହ ପ୍ରମାଣ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri