Uttam Mohnaty: ୧୩୫ ଓଡ଼ିଆ ସିନେମାରେ ଅଭିନୟ, ସିରିଏଲ ମଧ୍ୟ ରହିଛି

ଭୁବନେଶ୍ୱର,୨୮ା୨: ୧୩୫ ଓଡ଼ିଆ,୩୦ ବଙ୍ଗଳା ଓ ଗୋଟିଏ ହିନ୍ଦୀ ସିନେମାରେ ଅଭିନୟ କରିଥିଲେ ଉତ୍ତମ ମହାନ୍ତି, ଏଥିସହ ୪ଟି ଟିଭି ସିରିୟଲରେ ସେ ତାଙ୍କ ଅଭିନୟର ଛାପ ଛାଡ଼ି ଯାଇଛନ୍ତି। ଉତ୍ତମଙ୍କ ଅଭିନୀତ ସିନେମାଗୁଡ଼ିକ ହେଲା ୧୯୭୭- ଅଭିମାନ, ୧୯୭୮- କବି ସମ୍ରାଟ ଉପେନ୍ଦ୍ର ଭଞ୍ଜ, ପତିପତ୍ନୀ, ଶଙ୍ଖମହୁରୀ, ସରପଞ୍ଚ ବାବୁ, ୧୯୭୯-ଚିହ୍ନା ଅଚିହ୍ନା, ନିଝୁମ ରାତିର ସାଥୀ, ୧୯୮୦- ରାମାୟଣ, ରାମ ବଳରାମ, ୧୯୮୧-ଅକ୍ଷୟ ତୃତୀୟା, ଆରତି, ଦେବଯାନୀ, ୧୯୮୨- ଅସ୍ତରଙ୍ଗ, ଫୁଲ ଚନ୍ଦନ, ଦେଖ୍‌ ଖବର ରଖ୍‌ ନଜର, ଜ୍ୱାଇଁପୁଅ, ୧୮୮୩- ଅଭିଳାଷ, ଝିଅଟି ସୀତାପରି, ରାମ ରହିମ୍‌, ଜାଇଫୁଲ, ୧୯୮୪- ଦଣ୍ଡା ବାଳୁଙ୍ଗା, ଜନନୀ, ୧୮୮୫- ଚକାଭଉଁରୀ, ସମୟ ବଡ଼ ବଳବାନ୍‌, ଶଙ୍ଖା ସିନ୍ଦୂର, ୧୯୮୬- ସହରୀ ବାଘ, ସତ କେବେ ଲୁଚି ରହେନା, ସ୍କୁଲ ମାଷ୍ଟର, ଏଇ ଆମ ସଂସାର, ଜୋର୍‌ଯାର ମୁଲକ ତାର, ପକା କମଳ ପୋତ ଛତା, ୧୯୮୭ – ବଧୂ ନିରୁପମା, ଚକାଆଖି ସବୁ ଦେଖୁଛି, ଏଇତ ଦୁନିଆ, ଗୋଲାମଗିରି, ଅନ୍ୟାୟ ସହିବି ନାହିଁ, ମିଛ ମାୟାର ସଂସାର, ସୁନା ଚଢ଼େଇ, ତୁଣ୍ଡ ବାଇଦ, ୧୯୮୮- ଥିଲି ଝିଅ ହେଲି ବୋହୂ, ଯାହାକୁ ରଖିବେ ଅନନ୍ତ, ବଡ଼ ଭାଉଜ, କନ୍ୟାଦାନ, ପାପପୂଣ୍ୟ, ପୁଅ ମୋର କଳାଠାକୁର, ଚକାଡୋଳା କରୁଛି ଲୀଳା, ୧୯୮୯- ଦଇବ ଦଉଡ଼ି, ହସ ଲୁହ ଭରା ଦୁନିଆ, ରଜନୀଗନ୍ଧା, ନ୍ୟାୟ ଅନ୍ୟାୟ, ପରଦେଶୀ ଚଢ଼େଇ, ଠାକୁର ଅଛନ୍ତି ଚଉବାହାକୁ, ୧୯୯୦- ଟୋପାଏ ସିନ୍ଦୂର ଦି ଟୋପା ଲୁହ, ଶାସ୍ତି, ଯାଦେବୀ ସର୍ବେ ଭୂତେଷୁ, ଗୋପରେ ବଢ଼ୁଛି କଳାକାହ୍ନେଇ, ରାଜାରାଣୀ, କଣ୍ଢେଇ, ପଞ୍ଚୁପାଣ୍ଡବ, ନୂଆ ଭାଉଜ, ବିଧିର ବିଧାନ, ୧୯୯୧-ନୟା ଜହର(ହିନ୍ଦୀ), ଆମ ଘର ଆମ ସଂସାର, ମୁକ୍ତିତୀର୍ଥ, ବସ୍ତ୍ର ହରଣ, ଅକୁହା କଥା, କପାଳ ଲିଖନ, ତୋ ବିନୁ ଅନ୍ୟ ଗତି ନାହିଁ, ୧୯୯୨- ବାଦ୍‌ଶାହା, ଭୀଷ୍ମପ୍ରତିଜ୍ଞା, ଉଦଣ୍ଡୀ ସୀତା, ମା’, ନାଗପଞ୍ଚମୀ, ସୁଖ ସଂସାର, ୧୯୯୩- ସୁଖରେ ସ୍ବର୍ଗ, ଭାଗ୍ୟ ହାତରେ ଡୋରି, ଦାଦାଗିରି,୧୯୯୪- ଅକୁହା କଥା, ନାଗଜ୍ୟୋତି, ପାଚେରି ଉଠିଲା ମଝି ଦୁଆରୁ, ୧୯୯୫- ରକ୍ତ କହିବ କିଏ କାହାର, ୧୯୯୬- ପୁଅ ମୋର ଭୋଳା ଶଙ୍କର, ସକଳ ତୀର୍ଥ ତୋ ଚରଣେ, ୧୯୯୭- ଲକ୍ଷେ ଶିବ ପୂଜି ପାଇଛି ପୁଅ, ନାରୀ ବି ପିନ୍ଧିପାରେ ରକ୍ତ ସିନ୍ଦୂର, ରଘୁ ଅରକ୍ଷିତ, ୧୯୯୮- ରୂପା ଗଁାର ସୁନା କନିଅଁା, ସହର ଜଳୁଛି, ୧୯୯୯- କାଳ ଚକ୍ର, ମା’ ପରି କିଏ ହେବ, ୨୦୦୧- ବାଜି , ମୋ କୋଳ ତୋ ଝୁଲଣା, ୨୦୦୨- ଧର୍ମ ସହିଲେ ହେଲା, ସମୟ ଖେଳୁଛି ଚକା ଭଉଁରୀ, ସେହି ଝିଅଟି, ୨୦୦୫- ଅଗ୍ନି ପରୀକ୍ଷା, ଓଁ ଶାନ୍ତି ଓମ୍‌, ବାବାଜି, ୨୦୦୭- ଏ ଯୁଗର କୃଷ୍ଣସୁଦାମା, ମୁଁ ତୋତେ ଲଭ୍‌ କରୁଛି, ତୁମକୁ ପାରୁନି ତ ଭୁଲି, ୨୦୦୯- ରୋମିଓ ଲଭର ବୟ, ଆଇଲାରେ ଓଡ଼ିଆ ପୁଅ, ତୁ ମୋରି ପାଇଁ, ପାଗଳ କରିଛି ପାଉଁଜି ତୋର, ୨୦୧୭- ଦିଲ୍‌ କା ରାଜା, ୨୦୨୨- ବିଦ୍ୟାରାଣ ା
ସିରିୟଲ- କଥା କହୁଥିଲେ ସରିବନି, ପଣତକାନି, ସାରା ଆକାଶ, ଉତ୍ତରଦାୟୀ।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରଧାନଆଚାର୍ଯ୍ୟଙ୍କ ନିଲମ୍ବନ ନେଇ ପ୍ରତିବାଦ, ଫାଟକରେ ତାଲା ପକାଇ ଧାରଣାରେ ବସିଲେ ଗୁରୁମା-ଗୁରୁଜୀ

ତିହିଡ଼ି,୧୯ା୩(ସଞ୍ଜିତ ବଳ): ଭଦ୍ରକ ଜିଲା ତିହିଡ଼ିସ୍ଥିତ ଶିଶୁବିଦ୍ୟାମନ୍ଦିରର ଗୁରୁମା ଓ ଗୁରୁଜୀମାନେ ଗୁରୁବାର ସକାଳେ ବିଦ୍ୟାମନ୍ଦିର ଫାଟକରେ ତାଲା ପକାଇ ଧାରଣା ଦେଇଛନ୍ତି। ପ୍ରଧାନଆଚାର୍ଯ୍ୟଙ୍କୁ ନିଲମ୍ବନ ଏବଂ…

ଜଙ୍ଗଲରେ ପଡ଼ିଛି ଛାତ୍ରୀଙ୍କ କ୍ଷତବିକ୍ଷତ ମୃତଦେହ, ପାରିପାର୍ଶ୍ୱିକ ସ୍ଥିତିରୁ ଜଣାପଡୁଛି…

କାମାକ୍ଷାନଗର,୧୯ା୩(ସୁଧୀର କୁମାର ପରିଡ଼ା): ଢେଙ୍କାନାଳ ଜିଲା କାମାକ୍ଷାନଗର ଥାନା ସାରୁଆଳି ଗ୍ରାମ ଜଙ୍ଗଲରେ ଜଣେ କଲେଜ ଛାତ୍ରୀଙ୍କ କ୍ଷତବିକ୍ଷତ ମୃତଦେହ ପଡ଼ିଥିବା ଦେଖିବାକୁ ମିଳିଛି। କାମାକ୍ଷାନଗର ମହିଳା…

ଶୈଳପୁତ୍ରୀ ବେଶରେ ଭକ୍ତଙ୍କୁ ଦର୍ଶନ ଦେଲେ ମା’ କନକଦୁର୍ଗା

ଦେବଗଡ଼,୧୯ା୩(ଶଶାଙ୍କ ଶେଖର ଝାଙ୍କର): ମଠସାହିସ୍ଥିତ ମା’ କନକ ଦୁର୍ଗା ମନ୍ଦିରରେ ବାସନ୍ତିକ ନବରାତ୍ର ପୂଜା ଆରମ୍ଭ ହୋଇଛି। ପ୍ରଥମ ଦିବସରେ ଦେବୀଙ୍କ ପୂଜାର୍ଚ୍ଚନା ସହିତ ଭକ୍ତମାନେ ମାନସିକ…

ବାଲୁକା ଶିଳ୍ପୀ ସୁଦର୍ଶନ ପଟ୍ଟନାୟକଙ୍କୁ ବଡ଼ ଦାୟିତ୍ୱ ଦେଲେ କେନ୍ଦ୍ର ସରକାର

ଭୁବନେଶ୍ୱର,୧୮।୩: ବିଶିଷ୍ଟ ବାଲୁକା ଶିଳ୍ପୀ ସୁଦର୍ଶନ ପଟ୍ଟନାୟକଙ୍କୁ ଜାତୀୟ ଜନଗଣନା-୨୦୨୭ ବ୍ରାଣ୍ଡ ଆମ୍ବାସଡର କରାଯାଇଛି। କେନ୍ଦ୍ର ଗୃହ ମନ୍ତ୍ରାଳୟ ପକ୍ଷରୁ ଏନେଇ ବିଜ୍ଞପ୍ତି ପ୍ରକାଶ ପାଇଛି। ଜନଗଣନା…

ବାସନ୍ତୀକ ନବରାତ୍ର ପୂଜା: ଶୈଳପୁତ୍ରୀ ବେଶରେ ଦର୍ଶନ ଦେଲେ ମା’ ସମଲେଶ୍ବରୀ

ବରଗଡ଼,୧୯।୩(ପ୍ରେମାନନ୍ଦ ଖମାରୀ): ଆଜି ଚୈତ୍ର ଅମାବାସ୍ୟା ଯୁକ୍ତ ପ୍ରତିପଦା। ବରଗଡ଼ର ଅଧିଷ୍ଠାତ୍ରୀ ଗ୍ରାମ୍ୟଦେବୀ ମା’ ସମଲେଇଙ୍କ ବାସନ୍ତୀକ ନବରାତ୍ର ପୂଜା ଆରମ୍ଭ ହୋଇଛି। ପ୍ରଥମ ଦିବସରେ ଦେବୀଙ୍କ…

୫ଦିନ ଝଡ଼ବର୍ଷା, କୁଆପଥର ମାଡ଼: ସତର୍କ ସୂଚନା ଜାରି

ଭୁବନେଶ୍ୱର,୧୯ା୩(ଅନୁରାଧା ମହାରଣା):ରାଜ୍ୟରେ କାଳବୈଶାଖୀ ପ୍ରଭାବରେ ବିଭିନ୍ନ ଜିଲାରେ ବର୍ଷା ସହ ଝଡପବନ ହେଉଥିବା ବେଳେ ଆଗାମୀ ୫ ଦିନ ଯାଏ ଏପରି ସ୍ଥିତି ଜାରି ରହିବ। ଏନେଇ…

‘ଏସ୍‌ଓପି’ ନ ମାନିଲେ ଦରମା ବନ୍ଦ: ସବୁ ବିଭାଗକୁ ତାଗିଦ୍‌, ଛଟେଇ ପ୍ରକ୍ରିୟା ଆରମ୍ଭ…

ଭୁବନେଶ୍ୱର,୧୯ା୩ (ରବିନାରାୟଣ ଜେନା):ରାଜ୍ୟ ସରକାରଙ୍କ ବିଭିନ୍ନ ବିଭାଗରେ କାର୍ଯ୍ୟରତ ପରାମର୍ଶଦାତାଙ୍କ ଛଟେଇ ପ୍ରକ୍ରିୟା ଆରମ୍ଭ ହୋଇଛି। ଅର୍ଥ ବିଭାଗ ପକ୍ଷରୁ ଫେବୃଆରୀ ୧୭ରେ ଏନେଇ ଏକ ଉଚ୍ଚସ୍ତରୀୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri