Odisha Elections 2024

ଆଗ୍ରାରେ ଅଛନ୍ତି ଉତ୍ତମ ପଣ୍ଡା; ଫେରିବା ପରେ ଜଣାପଡ଼ିବ ସତ

ବାଲେଶ୍ୱର ଅଫିସ,୨୯।୧: ଚିଠି ଲେଖି ଘର ଛାଡ଼ି ପଳାଇଥିବା ଉତ୍ତମ କୁମାର ପଣ୍ଡା ଫେରିବେ। ତାଙ୍କୁ ନୂଆଦିଲ୍ଲୀ ପୋଲିସ ଉତ୍ତରପ୍ରଦେଶର ଆଗ୍ରା ସହରରୁ ଉଦ୍ଧାର କରିଛି। ଏନେଇ ଜଣାପଡ଼ିବା ପରେ ତାଙ୍କ ଶ୍ୱଶୁର ଏବଂ ଜଣେ ସମ୍ପର୍କୀୟ ଭାଇ ଆଗ୍ରା ଯାଇଛନ୍ତି। ସେ ଘରେ ପହଞ୍ଚିବା ପରେ ପ୍ରକୃତରେ କ’ଣ ପାଇଁ ସେ ଘର ଛାଡ଼ିଥିଲେ ତାହା ଜଣାପଡ଼ିବ। ପ୍ରକୃତରେ ମାରାତ୍ମକ ରୋଗ ନା ଆଉ କିଛି ପାଇଁ ସେ ଘର ଛାଡ଼ିଥିଲେ ତାହା ସାମ୍ନାକୁ ଆସିବ ବୋଲି ଜଣାପଡ଼ିଛି।

ସୂଚନାଯୋଗ୍ୟ, ବାଲେଶ୍ୱର ଜଳେଶ୍ୱର ଥାନା ନାମ୍ପୋ ଫାଣ୍ଡି ଅଧୀନ ସରିସା ଗ୍ରାମର ଉତ୍ତମ ହରିୟାଣାରେ ଏକ ଔଷଧ କମ୍ପାନୀରେ ଚାକିରି କରନ୍ତି। ସେ ବିବାହିତ ହୋଇଥିବା ବେଳେ ତାଙ୍କର ଏକ ବର୍ଷକର ଝିଅ ରହିଛି। ହେଲେ ସେ ଗାଁକୁ ଛୁଟିରେ ଆସିଥିବା ବେଳେ କାହାକୁ କିଛି ନ କହି ଗତ ୨୩ ତାରିଖରେ ଘରୁ ପଳାଇଯାଇଥିଲେ। ପରିବାରଲୋକେ ଯୋଗାଯୋଗ କରିବାକୁ ଚେଷ୍ଟା କରିବାରେ ଏକ ଚିଠି ମିଳିଥିଲା। ସେଥିରେ ନିଜ ରୋଗ ପାଇଁ ଘରୁ ପଳାଉଥିବା ଉଲ୍ଲେଖ କରିଥିଲେ। ଏପରିକି ତାଙ୍କୁ ଖୋଜିବ ନାହିଁ ବୋଲି କହିଥିଲେ। ମାତ୍ର ପରିବାରଲୋକେ ପୁଅଙ୍କ ନିଖୋଜ ସମ୍ପର୍କରେ ନାମ୍ପୋ ଫାଣ୍ଡିରେ ଲିଖିତ ଅଭିଯୋଗ କରିବା ପରେ ପୋଲିସ ଏକ ମାମଲା ରୁଜୁ କରିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ହୋଟେଲ ରୁମ୍‌ରେ ପୋଲିସ କନ୍‌ଷ୍ଟେବଲଙ୍କୁ ହତ୍ୟା

ବଲାଙ୍ଗୀର,୧୮।୫(ବୀରେନ୍ଦ୍ର କୁମାର ଝାଙ୍କର): ବଲାଙ୍ଗୀର ସହର ରେଲୱେ ଷ୍ଟେଶନ୍‌ ନିକଟ ଏକ ହୋଟେଲ ରୁମ୍‌ରୁ ଜଣେ ବ୍ୟକ୍ତିଙ୍କ ହାତମୁହଁ ବନ୍ଧା ମୃତଦେହ ପୋଲିସ ଉଦ୍ଧାର କରରଯାଇଛି।...

ସଫା ସଫା କହିଦେଲେ ଶାହା, ଏଥର ଆମେ ଓଡ଼ିଶାରେ ଏତିକି ଆସନ ଜିତିବୁ

ଭୁବନେଶ୍ୱର,୧୮।୫: ଓଡ଼ିଶାରେ ଭାଜପା ୧୫ ଲୋକ ସଭା ଆସନ ଏବଂ ୭୫ଟି ବିଧାନସଭା ଆସନ ଜିତିବ ଭାଜପା। ଶୁକ୍ରବାର ପୁଣିଥରେ ଓଡ଼ିଶା ଗସ୍ତରେ ଆସି ଦମ୍ଭୋକ୍ତି...

ଏମ୍‌ବିକେ, ଆଶାକର୍ମୀଙ୍କୁ ଧମକ ଦେଉଛନ୍ତି ଭାଜପା ନେତା

ଭୁବନେଶ୍ୱର, ୧୮।୫ (ବନ୍ଦନା ସେଠୀ): ସମ୍ବଲପୁରରେ ଭାଜପା ନେତା ମହିଳାଙ୍କୁ ଡରାଇବା, ଖରାପ ଭାଷାରେ ଗାଳିଗୁଲଜ କରିବା ଓ ଧମକଚମକ ଦେଉଥିବା ଅଭିଯୋଗ ନେଇ ସିଇଓଙ୍କୁ...

ଆଜି ଆସିବେ ସଚିନ ପାଇଲଟ

ଭୁବନେଶ୍ୱର, ୧୮।୫(ଅସମାପିକା ସାହୁ): ଅଖିଳ ଭାରତ କଂଗ୍ରେସ କମିଟି (ଏଆଇସିସି)ର ସାଧାରଣ ସମ୍ପାଦକ ସଚିନ ପାଇଲଟ ନିର୍ବାଚନୀ ପ୍ରଚାର ପାଇଁ ଶନିବାର ଓଡ଼ିଶା ଆସୁଛନ୍ତି। ବାଲେଶ୍ୱରର...

‘୬ଷ୍ଠ ଥର ନବୀନ ମୁଖ୍ୟମନ୍ତ୍ରୀ ହେଲେ ଜମିଜମା ସମସ୍ୟାର ସମାଧାନ କରାଯିବ’

ଜଟଣୀ,୧୮ା୫(ରବୀନ୍ଦ୍ରନାଥ ମହାକୁଡ଼): ଓଡ଼ିଶାରେ ୬ଷ୍ଠ ଥର ପାଇଁ ନବୀନ ପଟ୍ଟନାୟକ ମୁଖ୍ୟମନ୍ତ୍ରୀ ହେଲେ ଜଟଣୀରେ ରହିଥିବା ଜମିଜମା ସମସ୍ୟାର ସମାଧାନ କରାଯିବ। ସମସ୍ତ ଏସ୍‌ଏଚ୍‌ଜି ମହିଳାଙ୍କୁ...

ପରିବହନକାରୀ ସଂସ୍ଥା କର୍ମଚାରୀଙ୍କଠାରୁ ୨୦ ଲକ୍ଷ ଜବତ

ବଡ଼ବିଲ,୧୮ା୫(ଦେବପ୍ରିୟ ରଣା): କେନ୍ଦୁଝର ଜିଲା ବଡ଼ବିଲ ପୋଲିସ ଶୁକ୍ରବାର କିରିବୁ ଓ ସାଧୁସିଂ ହଟିଂ ଛକରେ ଯାନବାହନ ତନଖି ବେଳେ ୨୦ ଲକ୍ଷ ଟଙ୍କା ଜବତ...

ବିରୋଧୀ ମିଛ କହି କୁମ୍ଭୀର କାନ୍ଦଣା କାନ୍ଦୁଛନ୍ତି: ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,(ଅସମାପିକା ସାହୁ)/ସମ୍ବଲପୁର, (ପ୍ରମୋଦ ବହିଦାର)/ଅନୁଗୋଳ, (ଅମିତ କୁମାର ସାମଲ) / ଢେଙ୍କାନାଳ (ରତନ ନାୟାର)୧୮।୫: ରାଜ୍ୟର ୨ ଲୋକ ସଭା କ୍ଷେତ୍ରର ୪ ନିର୍ବାଚନମଣ୍ଡଳୀରେ ପ୍ରଚାର...

୨୫ ବର୍ଷ ଶାସନରେ ଓଡ଼ିଶା ୫୦ ବର୍ଷ ଖସିଛି: ଶାହା

ରାଉରକେଲା,୧୮ା୫(ବିପ୍ଲବ ରଞ୍ଜନ ଦାଶ): ଏଥର ସାରା ଓଡ଼ିଶାରେ ମଧ୍ୟ ପଦ୍ମ ଫୁଟିବ। ଓଡ଼ିଶାରେ ଡବଲ ଇଞ୍ଜିନ ସରକାର ଆସିଲେ ଦେଶରେ ୩୦କୋଟି ଦିଦି ଲକ୍ଷପତି,୩କୋଟି ଗରିବଙ୍କୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri