Posted inଜାତୀୟ

ଟୁରିଷ୍ଟ ବସ୍‌ ଦୁର୍ଘଟଣା ଗ୍ରସ୍ତ: ଚାଲିଗଲା ୭ ଜୀବନ

ଲକ୍ଷ୍ନୌ,୨୯।୫: ଅଯୋଧ୍ୟା ଯାଉ ଯାଉ ଘଟିଲା ମର୍ମନ୍ତୁଦ ସଡକ ଦୁର୍ଘଟଣା। ଉତ୍ତରପ୍ରଦେଶ ବହରାଇଚ ଜିଲାରେ ରବିବାର ସକାଳେ ଏହି ଅଘଟଣ ଘଟିଛି। ଏଥିରେ ୭ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୯ ଜଣ ଆହତ ହୋଇଛନ୍ତି। ଖବରପାଇ ପୋଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି।

ସୂଚନାନୁସାରେ, ଆଜି ସକାଳ ସମୟରେ ଏକ କିଛି ଶ୍ରଦ୍ଧାଳୁ କର୍ନାଟକରୁ ଅଯୋଧ୍ୟାକୁ ଯାଉଥିଲେ । ମୋତିପୁର ଅଞ୍ଚଳରେ ଲଖିମପୁର-ବହରାଇଚ ଜାତୀୟ ରାଜପଥରେ ଯାଉଥିବା ବସ୍‌ଟି ଅନ୍ୟ ଏକ ଟ୍ରକକୁ ଧକ୍କା ଦେଇଥିଲା । ଫଳରେ ଘଟଣାସ୍ଥଳରେ ୫ ଜଣଙ୍କର ମୃତ୍ୟୁ ହୋଇଥିଲା । ପୋଲିସ ଘଟଣାସ୍ଥଳରେ ପହଞ୍ଚି ଆହତଙ୍କୁ ଉଦ୍ଧାର କରି ହସ୍ପିଟାଲରେ ଭର୍ତ୍ତି କରିଛି। ସେମାନଙ୍କ ଭିତରୁ ହସ୍ପିଟାଲ ଯିବା ବାଟରେ ୨ ଜଣଙ୍କ ମୃତ୍ୟୁ ହୋଇଯାଇଛି ।  ତେବେ ମୃତଦେହ ଗୁଡିକୁ ବ୍ୟବଚ୍ଛେଦ ପାଇଁ ପଠାଯାଇଛି । ମୃତକଙ୍କ ମଧ୍ୟରେ ୨ ଜଣ ମହିଳା ଥିବା ବେଳେ ଅନ୍ୟ ଜଣେ ଡ୍ରାଇଭର ଥିବା ସୂଚନା ମିଳିଛି ।


Enter your email to get our daily news in your inbox.

All Right Reserved By Dharitri.Com

ଆଣ୍ଡାମାନ ସାଗରରେ ପୁଣି ଏକ ଘୂର୍ଣ୍ଣିବଳୟ, ୨ଦିନ ପରେ…

ଭୁବନେଶ୍ୱର,୨୬।୯: ଆଣ୍ଡାମାନ ସାଗରରୁ ସୃଷ୍ଟି ହୋଇଥିବା ଲଘୁଚାପ ପରବର୍ତ୍ତୀ ସମୟରେ ଗଭୀର ଅବପାତର ରୂପ ନେଇ ଓଡ଼ିଶାରେ ବ୍ୟାପକ କ୍ଷୟକ୍ଷତି ଘଟାଇଲା। ଏବେ ସେହି ଆଣ୍ଡାମାନ ସାଗର…

୩୦ରେ ଇଣ୍ଡିଆ ବ୍ଲକ୍‌ର ବୈଠକ, ହେବ ବଡ଼ ଆଲୋଚନା

ନୂଆଦିଲ୍ଲୀ,୨୬ା୯: ନିର୍ବାଚନ କମିଶନରେ ମତଭେଦ ଏବଂ ଭୋଟର ତାଲିକା ସ୍ବତନ୍ତ୍ର ସଘନ ସଂଶୋଧନ (ଏସ୍‌ଆଇଆର୍‌)କୁ ନେଇ ଦେଖାଦେଇଥିବା ଉଦ୍‌ବେଗ ଓ ଅନ୍ୟାନ୍ୟ ପ୍ରସଙ୍ଗ ଉପରେ ଆଲୋଚନା ପାଇଁ…

ନାଗାଲାଣ୍ଡରେ ମଦମୃତ୍ୟୁ: ୨ ଦିନରେ ଗଲାଣି ୧୯ଜଣଙ୍କ ଜୀବନ

କୋହିମା,୨୬ା୯; ନାଗାଲାଣ୍ଡରେ ବିଷାକ୍ତ ମଦ ପିଇ ୨ ଦିନରେ ୧୯ଜଣ ପ୍ରାଣ ହରାଇଛନ୍ତି। ମୃତ୍ୟୁର କାରଣ ଏବଂ ରାଜ୍ୟରେ ମଦ ଅପମିଶ୍ରଣର ଯୋଗାଣ ଶୃଙ୍ଖଳକୁ ଠାବ କରିବା…

କାଲି ବନ୍ୟାଞ୍ଚଳ ବୁଲିବେ ମୁଖ୍ୟମନ୍ତ୍ରୀ: ଆକାଶମାର୍ଗରୁ ସ୍ଥିତି ପରଖିବେ ମୋହନ ମାଝୀ

ଭୁବନେଶ୍ୱର,୨୬।୯: ରାଜ୍ୟରେ ଗଭୀର ଅବପାତ ଯୋଗୁ ସୃଷ୍ଟ ଲଗାଣ ବର୍ଷା ଓ ବନ୍ୟା ପରିସ୍ଥିତିର ସମୀକ୍ଷା କରିବା ପାଇଁ ଆସନ୍ତାକାଲି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ବନ୍ୟା…

ମାସିକ ୮ ହଜାର ଟଙ୍କାରେ ପରିବାର ଚଳିବ କେମିତି? ଆନ୍ଦୋଳନରତ ଯୋଗାଣ ସହାୟକଙ୍କ ସମର୍ଥନରେ ବାହାରିଲେ ନରସିଂହ

ବଲାଙ୍ଗୀର,୨୬।୯ (ସୁନିଲ କୁମାର ମହାନ୍ତି): ପାରିଶ୍ରମିକ ବୃଦ୍ଧି ସହ ଅନ୍ୟାନ୍ୟ ସମସ୍ୟାର ସମାଧାନ ପାଇଁ ସାରା ରାଜ୍ୟର ଯୋଗାଣ ସହାୟକମାନେ ଭୁବନେଶ୍ୱରରେ ଆନ୍ଦୋଳନ ଚଳାଇଛନ୍ତି। ବଲାଙ୍ଗୀର ଜିଲାର…

କାଠ ଆଣିବାକୁ ଯାଇ ହାତୀ ହାବୁଡ଼ରେପଡ଼ିିଗଲେ ବୃଦ୍ଧ, ଆଉ ତା’ପରେ…

କେନ୍ଦୁଝର,୨୬ା୯(ନରେଶ ଚନ୍ଦ୍ର ପଟ୍ଟନାୟକ): ବାଂଶପାଳ ବ୍ଲକ ଶୁଆକାଟିସ୍ଥିତ ଗନ୍ଧମାର୍ଦ୍ଦନ ଲିଜ୍‌ ଏରିଆ ଅଞ୍ଚଳରେ ଏକ ହାତୀ ଆକ୍ରମଣରେ ଜଣେ ବୃଦ୍ଧଙ୍କ ମୃତ୍ୟୁ ଘଟିଛି। ମୃତକ ହେଲେ ସୁବନ…

କୋରାପୁଟରେ ବର୍ଷା ବିତ୍ପାତ: ୪୫ ଗାଁ ଜଳମଗ୍ନ

କୋରାପୁଟ,୨୬ା୯(ଅମିତାଭ ବେହେରା): ଅର୍ଣ୍ଣବ ବାତ୍ୟା ପ୍ରଭାବରେ କୋରାପୁଟ ଜିଲାରେ ଲଗାଣ ବର୍ଷା ଯୋଗୁ ଜିଲାର ନଦୀ, ନାଳ ଓ ଜଳାଶୟର ଜଳସ୍ତର ବଢ଼ିବା ସହ ବିଭିନ୍ନ ତଳିଆ…

ମା’ ହେଲେ ଦଶମ ଶ୍ରେଣୀ ଛାତ୍ରୀ: ଜିଲା ମୁଖ୍ୟ ଚିକିତ୍ସାଳୟରେ କନ୍ୟା ସନ୍ତାନ ଜନ୍ମ, ଥାନାରେ ଏତଲା

ପାଟଣା,୨୬।୯(ବୀର କିଶୋର ଦାଶ): କେନ୍ଦୁଝର ଜିଲା ତୁରୁମୁଙ୍ଗା ଥାନା ଅଞ୍ଚଳରେ ଜଣେ ଦଶମ ଶ୍ରେଣୀର ନାବାଳିକା ଛାତ୍ରୀ ମାଆ ହୋଇଥିବା ଘଟଣା ସ୍ଥାନୀୟ ଅଞ୍ଚଳରେ ଚର୍ଚ୍ଚାର ବିଷୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?