Posted inଜାତୀୟ

ଉତ୍ତରପ୍ରଦେଶରେ ମର୍ମନ୍ତୁଦ ସଡକ ଦୁର୍ଘଟଣା: ୬ ମୃତ, ୧୦ ଆହାତ

ଉତ୍ତରପ୍ରଦେଶ,୨।୧୧-ଉତ୍ତରପ୍ରଦେଶର ବହରାଇଚ ଜିଲାର ପୟାଗପୁର ନିକଟରେ ସୋମବାର ସକାଳେ ଘଟିଛି ମର୍ମନ୍ତୁଦ ସଡକ ଦୁର୍ଘଟଣା। ଏଥିରେ ୬ ଜଣ ପ୍ରାଣ ହରାଇଥିବାବେଳେ ୧୦ ଜଣ ଆହତ ହୋଇଛନ୍ତି। ଆହତମାନଙ୍କୁ ସ୍ଥାନୀୟ ଲୋକେ, ପୋଲିସ ଉଦ୍ଧାର କରି ମେଡିକାଲରେ ଭର୍ତ୍ତି କରିଛନ୍ତି। ପୋଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଚଳାଇଛି।
ପୋଲିସ କହିଛି, ୧୬ ଜଣ ଯାତ୍ରୀ ମହିନ୍ଦ୍ରା ଆମ୍ବେଦକରନଗର ସ୍ଥିତ କିଛୌଛା ଶରିଫର ଦର୍ଶନ କରି ଫେରୁଥିବାବେଳେ ଏକ ଅଜଣା ଗାଡି ଧକ୍କା ଦେଇଥିଲା। ଫଳରେ ଘଟଣାସ୍ଥଳରେ ୬ ଜଣଙ୍କ ମୃତ୍ୟୁ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ରକ୍ଷାବନ୍ଧନ ପୂର୍ବରୁ ବଡ଼ ଝଟକା! ପୋଷ୍ଟ ଅଫିସ ବଢ଼ାଇଲା ସ୍ପିଡ୍ ପୋଷ୍ଟ ଦର, ଜାଣିନିଅନ୍ତୁ କେତେ…

ନୂଆଦିଲ୍ଲୀ,୩୦।୭: ଆଜି ମଧ୍ୟ, ବହୁ ସଂଖ୍ୟକ ଲୋକ ପାନ୍, ଆଧାର କିମ୍ବା ଅନ୍ୟାନ୍ୟ ଗୁରୁତ୍ୱପୂର୍ଣ୍ଣ ଡକ୍ୟୁମେଣ୍ଟ ପଠାଇବା ପାଇଁ ସ୍ପିଡ୍ ପୋଷ୍ଟ ବ୍ୟବହାର କରିବାକୁ ପସନ୍ଦ କରନ୍ତି…

କକରୋଚ୍ ଜନତା ପାର୍ଟି ଆନ୍ଦୋଳନ ଉପରେ ହେବ ଫିଲ୍ମ: ୨୦୨୭ରେ ହେବ ରିଲିଜ୍‌, ଜାଣନ୍ତୁ କିଏ କରିବେ ଅଭିନୟ?

ଦିଲ୍ଲୀର ଜନ୍ତର-ମନ୍ତରରେ ‘କକରୋଚ୍ ଜନତା ପାର୍ଟି’ (CJP) ର ଆନ୍ଦୋଳନ ସାରା ଦେଶର ଧ୍ୟାନ ଆକର୍ଷଣ କରିଥିଲା। ଦେଶସାରାର ଯୁବକମାନେ ଏହି ଆନ୍ଦୋଳନର ଅଂଶବିଶେଷ ହୋଇଥିଲେ ଏବଂ…

ସାହସ ଦେଖି ସମସ୍ତେ ଆଶ୍ଚର୍ଯ୍ୟ! ଚଳନ୍ତା ବସ୍‌ ଆଗରେ ଛିଡା ହୋଇଗଲେ ACP ମୋନିକା, ଜାଣନ୍ତୁ କାରଣ

ଭୋପାଳ,୩୦।୭: ମଧ୍ୟପ୍ରଦେଶର ଭୋପାଳରେ କୃଷକ ଆନ୍ଦୋଳନ ସମୟରେ ACP ମୋନିକା ଶୁକ୍ଲାଙ୍କ ସାହସିକ ପଦକ୍ଷେପ ଏବେ ସୋସିଆଲ ମିଡିଆରେ ଚର୍ଚ୍ଚାର ବିଷୟ ପାଲଟିଛି । ଆନ୍ଦୋଳନକାରୀମାନେ ବ୍ୟାରିକେଡ୍…

ସମୁଦ୍ର ଗଭୀରରେ ଭାରତର ସବୁଠାରୁ ବଡ଼ ସନ୍ଧାନ! ମିଳିବ କି ଶ୍ରୀକୃଷ୍ଣଙ୍କ ଦ୍ୱାରକା? ୨୦୩୦ ଯାଏଁ ଚାଲିବ…

ସମୁଦ୍ରର ଗଭୀରତାରେ ଲୁଚି ରହିଥିବା ଭାରତର ପ୍ରାଚୀନ ଇତିହାସକୁ ସାମ୍ନାକୁ ଆଣିବା ପାଇଁ କେନ୍ଦ୍ର ସରକାର ଏକ ବଡ଼ ଅଭିଯାନ ଆରମ୍ଭ କରିଛନ୍ତି। ବର୍ଷ ୨୦୩୦ ପର୍ଯ୍ୟନ୍ତ…

ପେଲେଟ୍ ଗନ୍ କ’ଣ, ଏହା କେତେ ଘାତକ? କେଉଁ ପରିସ୍ଥିତିରେ ବ୍ୟବହାର ହୁଏ ଜାଣନ୍ତୁ

ନୂଆଦିଲ୍ଲୀ,୩୦।୭: ସଂସଦରେ ଆଣ୍ଟି ପେପର ଲିକ୍ ବିଲ୍ ଉପରେ ଆଲୋଚନା ସମୟରେ ପେଲେଟ୍ ଗନ୍ ପ୍ରସଙ୍ଗକୁ ନେଇ ଶାସକ ଓ ବିରୋଧୀଙ୍କ ମଧ୍ୟରେ ତୀବ୍ର ବାକ୍‌ଯୁଦ୍ଧ ଦେଖିବାକୁ…

ଭାରତୀୟ ଏମପିଙ୍କ ଠୁ ଏତେ ଅଧିକ ଦରମା ପାଆନ୍ତି ପାକିସ୍ତାନୀ ଏମପି? ଜାଣନ୍ତୁ ସାଲାରୀ-ଭତ୍ତା ସବୁକିଛି…

ନୂଆଦିଲ୍ଲୀ,୩୦।୭: ଆଇନପ୍ରଣେତା ବା ସାଂସଦମାନଙ୍କ ସୁବିଧା ସୁଯୋଗକୁ ତୁଳନା କଲେ ଜଣାପଡ଼େ ଯେ, ପାକିସ୍ତାନୀ ଏବଂ ଭାରତୀୟ ସାଂସଦମାନେ ପ୍ରାୟ ସମାନ ମୂଳ ଦରମା ପାଇଥାନ୍ତି, କିନ୍ତୁ…

‘ଆପଣଙ୍କ ମୁହଁ ଖୋଲୁନାହିଁ, କିଏ ସିଲ୍ କରିଦେଇଛି…’, ଶାହାଙ୍କୁ ଖାର୍ଗେଙ୍କ କଡ଼ା ଟାର୍ଗେଟ

ନୂଆଦିଲ୍ଲୀ,୩୦।୭: ରାଜ୍ୟ ସଭାରେ ପେପର ଲିକ୍ ପ୍ରସଙ୍ଗକୁ ନେଇ ଆଲୋଚନା ସମୟରେ ମଲ୍ଲିକାର୍ଜୁନ ଖାର୍ଗେ କେନ୍ଦ୍ର ସରକାର ଏବଂ ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହାଙ୍କୁ କଡ଼ା ସମାଲୋଚନା…

ଲକ୍ଷ୍ମୀ ଯୋଜନା: ପ୍ରତିମାସରେ ମିଳିବ ୨୫୦୦ଟଙ୍କା, RD ରେ ଜମା କଲେ ସିଧା ୧ ଲକ୍ଷ! ଜାଣନ୍ତୁ ସମ୍ପୂର୍ଣ୍ଣ ହିସାବ…

ନୂଆଦିଲ୍ଲୀ,୩୦।୭: ସାଧାରଣତଃ ଆମକୁ ଟଙ୍କା ମିଳିଲେ ଆମେ ତାହା ଖର୍ଚ୍ଚ କରିଦେଇଥାଉ, କିନ୍ତୁ କିଛି ଟଙ୍କା ଯଦି ଆର.ଡି. (RD) ରେ ନିବେଶ କରାଯାଏ, ତେବେ ଅନେକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri