Posted inଖେଳ

ଉତ୍ତର ପ୍ରଦେଶ ଚାମ୍ପିୟନ

ରାଉରକେଲା ଅଫିସ,୨୯।୫: ସ୍ଥାନୀୟ ବିର୍ସାମୁଣ୍ଡା ଆନ୍ତର୍ଜାତୀୟ ହକି ଷ୍ଟାଡିୟମରେ ଚାଲିଥିବା ତ୍ରୟୋଦଶ ଜାତୀୟ ସବ୍‌-ଜୁନିୟର ପୁରୁଷ ହକି ଚାମ୍ପିୟନଶିପ୍‌ରେ ଉତ୍ତରପ୍ରଦେଶ ଚାମ୍ପିୟନ ହୋଇଛି। ରବିବାର ଅନୁଷ୍ଠିତ ଫାଇନାଲରେ ଦଳ ଓଡିଶାକୁ ୭-୧ ଗୋଲରେ ପରାସ୍ତ କରିଛି। ଉତ୍ତରପ୍ରଦେଶ ପକ୍ଷରୁ ଫରଓ୍ବାର୍ଡ ଖେଳାଳି ଉଜ୍ଜଲ ପାଲ (୬ଷ୍ଠ, ୩୮ ତମ ଓ ୪୭ ତମ ମିନିଟ ) ୩ ଗୋଲ ସ୍କୋର କରିଥିଲେ। ରାହୁଲ ଯାଦବ (୩୦ ତମ), କେତନ କୋସୱାଲା (୩୯ ତମ), ଅଧିନାୟକ ଅଜିତ ୟାଦବ (୫୪ ତମ) ଓ ରାହୁଲ ରାଜବର (୫୨ତମ) ଗୋଟିଏ ଲେଖାଏଁ ଗୋଲ ଦେଇଥିଲେ। ଓଡ଼ିଶା ପକ୍ଷରୁ ଦେଓନାଥ ନାନୁୱାର ଏକମାତ୍ର ଗୋଲ୍‌ ୫୭ ମିନିଟରେ ସ୍କୋର କରିଥିଲେ। ଅନ୍ୟପକ୍ଷରେ ୩ୟ ଓ ୪ର୍ଥ ସ୍ଥାନ ପାଇଁ ଅନୁଷ୍ଠିତ ମ୍ୟାଚରେ ହରିୟାଣା ଦଳ ୪-୨ ଗୋଲରେ ମଧ୍ୟପ୍ରଦେଶକୁ ପରାସ୍ତ କରିଛି। ମଧ୍ୟପ୍ରଦେଶ ପକ୍ଷରୁ ତୁଷାର ପରମାର (୧୪ତମ ମିନିଟ) ପ୍ରଥମ ଗୋଲ୍‌ ସ୍କୋର କରିଥିଲେ। ପରେ ୨୨ତମ ମିନିଟ୍‌ରେ ଶୁଭାନ ଆବିଦ୍‌ ଆଉ ଏକ ଗୋଲ ଦେଇ ମଧ୍ୟପ୍ରଦେଶକୁ ୨-୦ ଗୋଲରେ ଅଗ୍ରଣୀ କରାଇଥିଲେ। କିନ୍ତୁ ହରିୟାଣା ଦଳ ଦୃଢ ପ୍ରତ୍ୟାବର୍ତ୍ତନ କରି ପରବର୍ତ୍ତୀ ସମୟରେ ୪ ଗୋଲ୍‌ ସ୍କୋର କରିଥିଲା। ଦଳ ପକ୍ଷରୁ ସୁନୀଲ ୨ଟି ଏବଂ ଫରଓ୍ବାଡର୍ର୍ ଖେଳାଳି ହାପି ଓ ନୀରଜ ଗୋଟିଏ ଲେଖାଏଁ ଗୋଲ ଦେଇ ସେମାନଙ୍କ ଦଳକୁ ବିଜୟୀ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଇରାନ ଉପରୁ କଟକଣା ହଟାଇଲା ଆମେରିକା: ଭାରତକୁ ମିଳି ନ ପାରେ ବିଶେଷ ଲାଭ

ଦୁବାଇ,୨୪ା୬: ନୂଆ ଶାନ୍ତି ଚୁକ୍ତିର ପ୍ରଥମ ପର୍ଯ୍ୟାୟ ଆଲୋଚନା ପରେ ଆମେରିକା ଇରାନ ଉପରୁ ସମସ୍ତ ପ୍ରତିବନ୍ଧକ ୬୦ ଦିନ ପାଇଁ ହଟାଇ ଦେଇଛି। ତେବେ ଯଦି…

ତୁଟିନି ଧାନବିକ୍ରି ସମସ୍ୟା, ତାତି ଉଠିଲେ ଚାଷୀ: ଦାବି ପୂରଣ ନହେଲେ…

ବରଗଡ଼,୨୪।୬(ପ୍ରେମାନନ୍ଦ ଖମାରୀ):ଖରିଫ ଚାଷ କାର୍ଯ୍ୟ ସମୟ ଆସି ଯାଇଛି। କିନ୍ତୁ ଏପର୍ଯ୍ୟନ୍ତ ବରଗଡ଼ ଜିଲାର ଚାଷୀମାନେ ରବିରେ ଅମଳ ଧାନକୁ ବିକ୍ରି କରି ପାରି ନାହାନ୍ତି। ଟୋକନ…

ବିବାହ ପାଇଁ କଥା ଦେଇଥିବା ପ୍ରେମିକା ରଚିଲେ ହତ୍ୟା ଷଡ଼ଯନ୍ତ୍ର: ଭାବି ସ୍ବାମୀଙ୍କୁ…ପୂରା ଘଟଣା ଜାଣିଲେ ଥରିଉଠିବ ଛାତି

ପୁଣେ,୨୪ା୬: ପୁଣେର ଲୋହାଗଡ଼ ଦୁର୍ଗରେ ଗତ ୧୮ ତାରିଖରେ ୨୫ ବର୍ଷୀୟ ରିୟଲ ଇଷ୍ଟେଟ୍‌ ବ୍ୟବସାୟୀ କେତନ ବିଶାଲ ଅଗ୍ରଓ୍ବାଲଙ୍କର ମୃତ୍ୟୁ ଦୁର୍ଘଟଣାବଶତଃ ଖସିପଡ଼ି ହୋଇଥିଲା ବୋଲି…

୧ରେ ରାଜ୍ୟ କ୍ୟାବିନେଟ୍‌: ୭ରୁ ଊର୍ଦ୍ଧ୍ୱ ଗୁରୁତ୍ୱପୂର୍ଣ୍ଣ ପ୍ରସ୍ତାବକୁ ମିଳିବ ଅନୁମୋଦନ

ଭୁବନେଶ୍ୱର,୨୪ା୬(ରବିନାରାୟଣ ଜେନା): ରାଜ୍ୟର ବିକାଶକୁ ଦୃଷ୍ଟିରେ ରଖି ସରକାରଙ୍କ ପକ୍ଷରୁ ଜୁଲାଇ ପହିଲାରେ ରାଜ୍ୟ କ୍ୟାବିନେଟ ବୈଠକ ଅନୁଷ୍ଠିତ ହେବ। ଲୋକସେବାଭବନରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ…

ଝାରପଡ଼ା ଜେଲରେ ନିଶାର ଜାଲ! ଅତ୍ୟଧିକ ଡ୍ରଗ୍ସ ଖାଇ ୫ କଏଦୀ ଗୁରତର, ୩ ଆଇସିୟୁରେ

ଭୁବନେଶ୍ୱର, ୨୩।୬(ତ୍ରିନାଥ ମହାନ୍ତି): ରାଜଧାନୀର ଝାରପଡ଼ା ସ୍ୱତନ୍ତ୍ର କାରାଗାର ପୁଣିଥରେ ନିଶା କାରବାରକୁ ନେଇ ଚର୍ଚ୍ଚାକୁ ଆସିଛି। ଜେଲ ଭିତରେ ଅତ୍ୟଧିକ ପରିମାଣର ଡ୍ରଗ୍ସ ସେବନ କରିଥିବା…

ରାଜଧାନୀରେ ଲଜ୍ଜା: ଏକ୍ସଟ୍ରା କ୍ଲାସ ବାହାନାରେ ଦଶମଶ୍ରେଣୀ ଛାତ୍ରୀଙ୍କୁ କୋଚିଂ ସେଣ୍ଟରରେ ବଳାତ୍କାର, ଶିକ୍ଷକଙ୍କୁ ବାନ୍ଧିଲା…

ଭୁବନେଶ୍ୱର,୨୩।୬(ତ୍ରିନାଥ ମହାନ୍ତି): ରାଜଧାନୀ ଭୁବନେଶ୍ୱରରେ ଜଣେ ନାବାଳିକା ଛାତ୍ରୀଙ୍କୁ ଟ୍ୟୁସନ୍ କେନ୍ଦ୍ରରେ ବଳାତ୍କାର କରାଯାଇଥିବା ଅଭିଯୋଗ ନେଇ ମହିଳା ଥାନାରେ ମାମଲା ରୁଜୁ ହୋଇଛି। ପୋଲିସ ଏହି…

ଟୋକନ ତାଲିକାରେ ଚଞ୍ଚକତା,ପଛ ଚାଷୀଙ୍କୁ ଆଗକୁ ଆଣି ଧାନ ବିକ୍ରି! ତାତିଲେ ଚାଷୀ, ଉପଜିଲାପାଳଙ୍କ…

ଭବାନୀପାଟଣା, ୨୩।୬(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଜୁନାଗଡ଼ ବ୍ଲକ ଅନ୍ତର୍ଗତ ଚିଚୈଗୁଡା ପ୍ୟାକ୍ସ ଅଧୀନ ନୂଆଗୁଡା ମଣ୍ଡିରେ ଧାନ କ୍ରୟକୁ ନେଇ ସାମ୍ନାକୁ ଆସିଛି ସଙ୍ଗିନ…

ବିଜୟଙ୍କ ସହ ବ୍ରେକଅପ୍ ଗୁଜବ ଉପରେ ତ୍ରିଶାଙ୍କ ବଡ଼ ଧମାକା! ସୋସିଆଲ ମିଡିଆରେ ଫଟୋ ସେୟାର କରି…

ମୁମ୍ୱାଇ: ଅଭିନେତ୍ରୀ ତ୍ରିଶା କୃଷ୍ଣନ, ବିଜୟଙ୍କ ସହ ତାଙ୍କର ବିଚ୍ଛେଦ ହେବା ନେଇ ଚାଲିଥିବା ଗୁଜବ ଉପରେ ପୂର୍ଣ୍ଣଛେଦ ପକାଇଛନ୍ତି। ତ୍ରିଶା ଏମିତି ଏକ ପୋଷ୍ଟ ସେୟାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri