Posted inଜାତୀୟ

ଲକ୍ଷ୍ନୌରୁ ବାରାଣସୀ ପହଞ୍ଚିବା ହେଲା ସହଜ

ଲକ୍ଷ୍ନୌ,୧୦।୮: ଆଜି ଲକ୍ଷ୍ନୌରୁ ବାରାଣସୀ ଯାଉଥିବା ଯାତ୍ରୀମାନଙ୍କ ପାଇଁ ଆଜି ଅତ୍ୟନ୍ତ ଶୁଭ ଦିନ। କାରଣ ଆଜିଠାରୁ ଲକ୍ଷ୍ନୌଏବଂ ବାରାଣସୀକୁ ସିଧାସଳଖ ବିମାନ ସେବା ଆରମ୍ଭ ହୋଇଛି। ଲକ୍ଷ୍ନୌରୁ ବାରାଣସୀକୁ ପହଞ୍ଚିବାକୁ ମାତ୍ର ୫୫ ମିନିଟ୍‌ ଲାଗିବ। ଆଜି ଏହି ବିମାନକୁ ଉତ୍ତରପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ଉଦ୍‌ଘାଟନ କରିଛନ୍ତି।

ଏହି ସମୟ ମଧ୍ୟରେ ରାଜ୍ୟ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ଇଣ୍ଡିଗୋଙ୍କୁ ଧନ୍ୟବାଦ ଜଣାଇ କହିଛନ୍ତି ଯେ, ଆପଣଙ୍କ ରାଜ୍ୟର ରାଜଧାନୀ ଆଧ୍ୟାତ୍ମିକ ରାଜଧାନୀ ସହିତ ସିଧାସଳଖ ସଂଯୁକ୍ତ ହୋଇଛି ଏବଂ ଯାତ୍ରୀମାନେ ଏହା ଦ୍ୱାରା ବହୁ ସୁବିଧା ପାଇବେ। ଏହି ବିମାନ ଉଭୟ ବ୍ୟବସାୟୀ ଏବଂ ଭକ୍ତଙ୍କ ପାଇଁ ବହୁତ ଲାଭଦାୟକ ହେବ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଶେଫର୍ଡଙ୍କ ହ୍ୟାଟ୍ରିକ୍‌ : କୋଲ୍‌କାତାରେ ମ୍ୟାଚ୍‌ ଜିତିଲା ଓ୍ବେଷ୍ଟଇଣ୍ଡିଜ୍‌

କୋଲ୍‌କାତା, ୭ା୨: ରୋମାରିଓ ଶେଫର୍ଡଙ୍କ ହ୍ୟାଟ୍ରିକ୍‌ ସହ ୫ ଉଇକେଟ ସଫଳତା ବଳରେ ସ୍ଥାନୀୟ ଇଡେନ ଗାର୍ଡେନ୍ସରେ ଶନିବାର ଖେଳାଯାଇଥିବା ଟି୨୦ ବିଶ୍ୱକପ୍‌ ମ୍ୟାଚ୍‌ରେ ଓ୍ବେଷ୍ଟଇଣ୍ଡିଜ୍‌ ୩୫…

ବିଶ୍ୱକପ୍‌ର ପ୍ରଥମ ମ୍ୟାଚ୍‌ କାହିଁକି ଖେଳିଲେନି ଜସପ୍ରିତ ବୁମ୍‌ରାହ? ନିରାଶ ହେଲେ ପ୍ରଶଂସକ  

ମୁମ୍ବାଇ,୭।୨: ଭାରତ ମୁମ୍ବାଇର ୱାଙ୍ଖଡେ କ୍ରିକେଟ ଷ୍ଟାଡିୟମରେ ଆମେରିକା ବିପକ୍ଷରେ T୨୦ ବିଶ୍ୱକପ ଅଭିଯାନ ଆରମ୍ଭ କରିଛି।ପ୍ରଥମ ମ୍ୟାଚ୍‌ରେ ଭାରତୀୟ ଅଧିନାୟକ ସୂର୍ଯ୍ୟକୁମାର ଯାଦବ ଟସ ହାରିଥିଲେ।…

ଜଳିଗଲା କାର୍‌

ଝାରସୁଗୁଡ଼ା, ୭ା୨(ଆଶିଷ ରଞ୍ଜନ ଦାଶ): ଝାରସୁଗୁଡ଼ା ସହର କିଷାନ ଛକ ନିକଟ ଏକ ହୋଟେଲ ସମ୍ମୁଖରେ ଶନିବାର ଏକ କାର୍‌ ଜଳିଯାଇଛି। କାର୍‌(ନଂ.ଏମ୍‌ଏଚ୍‌୧୫ସିଡ଼ି-୫୦୯୨)ଟି ସମ୍ବଲପୁର ଅଞ୍ଚଳରୁ ଆସି…

ଏକା ଲଢ଼ିଲେ ସୂର୍ଯ୍ୟକୁମାର…USA ବିପକ୍ଷରେ ରଚିଲେ ଇତିହାସ 

ମୁମ୍ବାଇ,୭।୨: ଟି୨୦ ବିଶ୍ୱକପ୍‌ରେ ଐତିହାସିକ ଓ୍ବାଙ୍ଖଡ଼େ ଷ୍ଟାଡିୟମରେ ଆମେରିକା ବିପକ୍ଷରେ ପ୍ରଥମ ମ୍ୟାଚ୍‌ ସହ ଅଭିଯାନ ଆରମ୍ଭ କରିଛି ଟିମ୍‌ ଇଣ୍ଡିଆ। ମ୍ୟାଚ୍‌ରେ ଟସ୍‌ ହାରିବା ପରେ…

ଆର୍‌ଏସ୍‌ସିସି କପ୍‌ କ୍ରିକେଟ: ଦେଶୀ ବୟେଜ ସେମିରେ

ନୂଆପଡ଼ା,୭ା୨ (ମକାରୁ ବେମାଲ): ନୂଆପଡ଼ା ଜିଲା କୋମନା ବ୍ଲକ ତରବୋଡ ସମ୍ଭବ ଖେଳପଡିଆରେ ଶନିବାର ରାଇଜିଂ ଷ୍ଟାର ୟୁଥ୍‌ କ୍ଲବ ଦ୍ୱାରା ଆୟୋଜିତ ୧୯ତମ ଆର୍‌ଏସ୍‌ସିସି କପ…

ରୋଷେଇ କରୁଥିଲେ, ଗ୍ୟାସ ସିଲିଣ୍ଡରରୁ ଲାଗିଗଲା ନିଆଁ; ପରିବାରର ୫ ଗୁରୁତର…

ଆନନ୍ଦପୁର,୭।୨(ସୁଶାନ୍ତ କୁମାର ସାହୁ): ରୋଷେଇ କରୁଥିବା ବେଳେ ଅଘଟଣ। ଗ୍ୟାସ ସିଲିଣ୍ଡରରୁ ନିଆଁ ଲାଗି ପରିବାରର ୫ଜଣ ଗୁରୁତର। ଏଭଳି ଏକ ଅଘଟଣ ଘଟିଛି କେନ୍ଦୁଝର ଜିଲା…

ଟ୍ରକ ନେଲା ୨ବାଇକ୍‌ ଆରୋହୀଙ୍କ ଜୀନନ

କୋକସରା/ବେହେରା,୭।୨(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ/ଭୂପେଶ ତିୱାରୀ): କଳାହାଣ୍ଡି ଜିଲା କୋକସରା ଥାନା ଅନ୍ତର୍ଗତ ବିଜୁ ଏକ୍ସପ୍ରେସୱେ ବେହେରା ବିଦେଶୀ ମଦ ଦୋକାନ ଛକ ନିକଟରେ ଶନିବାର ଏକ ମର୍ମନ୍ତୁଦ…

T20 World Cup: ଆରମ୍ଭରୁ ଆଣ୍ଠେଇଲାଣି ଟିମ୍‌ ଇଣ୍ଡିଆ, ବଡ଼ ସ୍କୋର କରିବା ମୁସ୍କିଲ; ବାଜି ମାରି ନେଇପାରେ USA 

ମୁମ୍ବାଇ,୭।୨ଁ: ଆରମ୍ଭ ହୋଇଛି ୨୦୨୬ ଟି୨୦ ବିଶ୍ୱକପ । ଟିମ ଇଣ୍ଡିଆ ମୁମ୍ବାଇର ୱାଙ୍ଖେଡେ ଷ୍ଟାଡିୟମରେ ଆମେରିକା ବିପକ୍ଷରେ ଟୁର୍ନାମେଣ୍ଟର ପ୍ରଥମ ମ୍ୟାଚ ଖେଳୁଛି। ଏଥିରେ ଆମେରିକା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri