Posted inଜାତୀୟ

ଉପମୁଖ୍ୟମନ୍ତ୍ରୀ କେଶବ ପ୍ରସାଦ ମୌର୍ଯ୍ୟଙ୍କ ଦାବି ସମାଜବାଦୀ ପାର୍ଟିିର ୧୦୦ ବିଧାୟକ ଭାଜପାରେ ସାମିଲ ହେବାକୁ ପସ୍ତୁତ

ଲକ୍ଷ୍ନୌ,୮ ।୯: ଉତ୍ତର ପ୍ରଦେଶ ବାରାବାଙ୍କି ଜନପଦ ଗସ୍ତରେ ଯାଇଥିବା ଉତ୍ତର ପ୍ରଦେଶର ଉପ ମୁଖ୍ୟମନ୍ତ୍ରୀ କେଶବ ପ୍ରସାଦ ମୌର୍ଯ୍ୟ ଜିଲା ଭ୍ରମଣରେ ଯାଇଥିଲେ । ପ୍ରଥମେ ସେ ପାର୍ଟି କାର୍ଯ୍ୟାଳୟରେ ପହଞ୍ଚି ତାଙ୍କର ଗୋପନୀୟ ଜନପ୍ରତିନିଧି ଓ ପାର୍ଟି ପଦାଧିକାରୀଙ୍କ ସହ ବୈଠକ କରିଥିଲେ । ଏହାପରେ ସେ ଭାରତୀୟ ଜନତା ପାର୍ଟି(ଭାଜପା)ର ବରିଷ୍ଠ ନେତା ତଥା ପୂର୍ବତନ ବିଧାୟକ ସ୍ୱର୍ଗତ ବଚ୍ଛରାୱା ରାମ ନରେଶଙ୍କୁ ଶ୍ରଦ୍ଧଶଞ୍ଜଳି ଦେଇଥିଲେ । ଏହାପରେ ସେ ଜିଲାର ବରିଷ୍ଠ ଅଧିକାରୀ ତଥା ଜନ ପ୍ରତିନିଧୀଙ୍କ ସହ ଜିଲାପାଳଙ୍କ ଲୋକସଭା ହଲରେ ଏକ ବୈଠକ କରିଥିଲେ ।
ଏହି ସମୟରେ ଉପ ମୁଖ୍ୟମନ୍ତ୍ରୀ ଏକ ସମ୍ବାଦିକ ସମ୍ମିଳନିରେ ସରକାରଙ୍କ ଉପଲବ୍ଧିକୁ ନେଇ ଆଲୋଚନା କରିଥିଲେ । ଏହା ସହ ଉପମୁଖ୍ୟମନ୍ତ୍ରୀ କହିଥିଲେ ସରକାରଙ୍କ ଲକ୍ଷ୍ୟ ହେଉଛି ଜନପଦ ବିକାଶର ସହ ଆଗକୁ ବଢୁ । ସେ କହିଥିଲେ ବାରାବାଙ୍କିରେ ଭଲ କାମ ହୋଇଛି । ସରକାରଙ୍କ କାର୍ଯ୍ୟକାଳ ବିବାଦ ଓ ଦଙ୍ଗାରୁ ମୁକ୍ତ ରହିଛି । କୃଷକଙ୍କ ଲାଭ ପାଇଁ ସରକାର କାମ କରୁଛନ୍ତି । ଅଖିଳେଶ ଯାଦବଙ୍କ ହାତରେ କୌଣସି ଶାସନ ନ ଥିବାରୁ ସେ ବିଳିବିଳାଉଛନ୍ତି । ସମାଜବାଦୀ ପାର୍ଟି ଏବେ ସମାପ୍ତବାଦୀ ପାର୍ଟି ହୋଇଯାଇଛି । ସେ ଆହୁରି ମଧ୍ୟ କହିଛନ୍ତି ଉଚ୍ଚ ଅଧିକାରୀ, ଜନ ପ୍ରତିନିଧୀ ଓ ଜନତାଙ୍କ ସମ୍ମାନ ଅଧିକାରୀଙ୍କ୍‌ୁ କରିବା ଉଚିତ । ଏବେ ବଡ ବଡ ଭ୍ରଷ୍ଟ୍ରାଚାରୀ ଥରୁଛନ୍ତି ବୋଲି ସେ କହିଥିଲେ ।
ଅଖିଳେଶ ଯାଦବଙ୍କୁ ଜବାବ ଦେବାକୁ ଯାଇ କେଶବ ପ୍ରସାଦ ମୌର୍ଯ୍ୟ କହିଛନ୍ତି, ଯେମିତି ଭାବେ ପାଣିରୁ ବାହାରିବା ପରେ ମାଛ ଛଟପଟ ହୋଇଥାଏ, ସେହିପରି ଅଖିଳେଶ ଯାଦବ ପଦବୀ ବିନା ଛଟପଟ ହେଉଛନ୍ତି । ସେ କହିଛନ୍ତି ସମାଜବାଦୀ ପାର୍ଟି ଏବେ ସମାପ୍ତବାଦୀ ପାର୍ଟି ହୋଇଯାଇଛି । ଏହାର ୧୦୦ ବିଧାୟକ ଏବେ ଭାରତୀୟ ଜନତା ପାର୍ଟି(ଭାଜପା)ରେ ସାମିଲ ହୋଇଥିବା କହିଛନ୍ତି ମୌର୍ଯ୍ୟ ।


Enter your email to get our daily news in your inbox.

All Right Reserved By Dharitri.Com

ମହମ୍ମଦ ଶାମିଙ୍କୁ ନେଇ ଆସିଲା ବଡ଼ ଖବର, ଚୟନକର୍ତ୍ତାଙ୍କ ନଜର ଦୁଲୀପ ଟ୍ରଫି ଫାଇନାଲ ଉପରେ

ନୂଆଦିଲ୍ଲୀ,୬।୯: ଅଭିଜ୍ଞ ଭାରତୀୟ ଦ୍ରୁତ ବୋଲର ମହମ୍ମଦ ଶାମିଙ୍କ ODI ଦଳକୁ ଫେରିବା ପାଇଁ ପଥ ଖୋଲିପାରେ। ଭାରତ ସେପ୍ଟେମ୍ବର 27 ରୁ ୱେଷ୍ଟଇଣ୍ଡିଜ ବିପକ୍ଷରେ ଏକ…

ଜେଲ୍‌ରେ ବିଚାରାଧୀନ କଏଦୀଙ୍କ ମୃତ୍ୟୁ, ପରିବାର ପକ୍ଷରୁ କ୍ଷତିପୂରଣ ଦାବି କରି…

ପାରଳାଖେମୁଣ୍ଡି,୬ା୯(ଗିରିଧାରୀ ପରିଛା): ଗଜପତି ଜିଲା ପାରଳାଖେମୁଣ୍ଡି ସବ୍‌ଜେଲ୍‌ରେ ଜଣେ ବିଚାରାଧୀନ କଏଦୀଙ୍କ ଆକସ୍ମିକ ମୃତ୍ୟୁକୁ ନେଇ ଚର୍ଚ୍ଚା ଜୋର ଧରିଛି। ମୃତକ ହେଲେ ରାୟଗଡ଼ ବ୍ଲକ ଜିରାଙ୍ଗ…

ଭାଜପାରେ ଯୋଗଦେଲେ ଅନେକ କର୍ମୀ, ପ୍ରଧାନମନ୍ତ୍ରୀଙ୍କ ଶାସନରେ…

ରିଷିଡ଼ା,୬ା୯(ସୁଶାନ୍ତ ମଲ୍ଲିକ): କର୍ଲାମୁଣ୍ଡା ବ୍ଲକ ଅନ୍ତର୍ଗତ ତେରେସିଂହାସ୍ଥିତ ସୁବିଧା କେନ୍ଦ୍ରଠାରେ ଭାଜପାର ମାସିକ ବୈଠକ ଓ ମିଶ୍ରଣ ପର୍ବ ଶନିବାର ଭାଜପାର କର୍ଲାମୁଣ୍ଡା ମଣ୍ଡଳ ସଭାପତି ଡୋଳାମଣି…

ISRO ଘରୋଇକରଣକୁ ନେଇ କର୍ମଚାରୀଙ୍କ ମଧ୍ୟରେ ବଢିଲା ଚିନ୍ତା, ମୁଖ୍ୟଙ୍କଠାରୁ ସ୍ପଷ୍ଟୀକରଣ ଲୋଡିଲେ

ବେଙ୍ଗାଲୁରୁ,୬।୯: ଭାରତୀୟ ମହାକାଶ ଗବେଷଣା ସଂଗଠନ (ISRO)ର କର୍ମଚାରୀମାନେ ଘରୋଇ କମ୍ପାନୀଗୁଡ଼ିକ ପାଇଁ ମହାକାଶ କ୍ଷେତ୍ର ଖୋଲାଯିବା ନେଇ ଚିନ୍ତିତ ହେଉଛନ୍ତି। ହଜାର ହଜାର ISRO କର୍ମଚାରୀଙ୍କ…

ବିଷାକ୍ତ ମଦ ପିଇ ଚାଲିଗଲା ୧୦ ଜୀବନ, ମୃତ୍ୟୁସଂଖ୍ୟା ବଢ଼ିବା ଆଶଙ୍କା

ଭୋପାଳ,୬ା୯: ମଧ୍ୟପ୍ରଦେଶର ସାଗରରେ ବିଷାକ୍ତ ମଦ ପିଇ ୧୦ ଜଣଙ୍କ ଜୀବନ ଚାଲିଯାଇଛି। ଆଉ ୩ ଜଣ ଗୁରୁତର ଅବସ୍ଥାରେ ହସ୍ପିଟାଲରେ ଭର୍ତ୍ତି ହୋଇଛି। ତେବେ ମୃତ୍ୟୁସଂଖ୍ୟା…

ଗାଜଲବାଡ଼ି ଘାଟିରେ ଦୁର୍ଘଟଣା: ଗୁଗୁଲ୍‌ ମ୍ୟାପ୍‌’ ଦେଖି ଫସିଲା ଟ୍ରକ୍‌, ଅଟକି ରହିଛି ଶହ ଶହ…

ଦାରିଙ୍ଗବାଡ଼ି, ୬/୯ (ଅରୁଣ ସାହୁ): କନ୍ଧମାଳ-ଗଞ୍ଜାମ ସୀମାରେ ରହିଥିବା ଗାଜଲବାଡ଼ି ଘାଟିରେ ଏକ ୧୬ ଚକିଆ ଟ୍ରକ୍‌ ଦୁର୍ଘଟଣାଗ୍ରସ୍ତ ହୋଇଛି। ଫଳରେ ଗୋପାଳପୁରଠାରୁ ରାଇପୁରକୁ ସଂଯୋଗ କରୁଥିବା…

ପାଣି ଫ୍ୟାକ୍ଟେରୀରେ କରେଣ୍ଟ ଝଟକା, ଜୀବନ ସହ ଲଢ଼ୁଛନ୍ତି ଶ୍ରମିକ: ଗେଟ୍‌ରେ ଗଣଧାରଣା

କେସିଙ୍ଗା, ୬।୯ (ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ଚାଞ୍ଚେର ପଞ୍ଚାୟତ ଅଧୀନ ଏନ୍‌ଏଚ୍‌-୨୬ ପାର୍ଶ୍ୱରେ ଅବସ୍ଥିତ ଏକ ପାଣି ପାଉଚ୍‌ ଫ୍ୟାକ୍ଟେରୀରେ ଅଭାବନୀୟ ଘଟଣା…

କିଏ ପିନ୍ଧିପାରିବେ କଣ୍ଠି ମାଳା? ଜାଣିରଖନ୍ତୁ ତୁଳସୀ ମାଳା ପିନ୍ଧିବାର ନିୟମ, ନହେଲେ ଭୋଗିବେ…

ସନାତନ ଧର୍ମରେ ତୁଳସୀ ଗଛକୁ କେବଳ ଏକ ସାଧାରଣ ଉଦ୍ଭିଦ ନୁହେଁ ବରଂ ପବିତ୍ର ଓ ପୂଜନୀୟ ଦେବୀର ଆଖ୍ୟା ଦିଆଯାଇଛି । ଶାସ୍ତ୍ର ଅନୁସାରେ ତୁଳସୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri