Posted inଜାତୀୟ

ଉତ୍ତର ପ୍ରଦେଶରେ ୧୪୪ ଧାରା ଜାରି

ଲକ୍ଷ୍ନୌ,୨ ।୫: ଦେଶରେ ପୁଣିଥରେ ମୁଣ୍ଡ ଟେକିଲାଣି କରୋନା ମହାମାରୀ । ଦିନକୁ ଦିନ ସଂକ୍ରମିତଙ୍କ ସଂଖ୍ୟା ବୃଦ୍ଧି ପାଉଥିବାରୁ ଏହା ଉଭୟ ସାଧାରଣ ଜନତା ଓ ସରକାରଙ୍କ ପାଇଁ ଚିନ୍ତାର କାରଣ ପାଲଟି ଯାଇଛି । ଉତ୍ତର ପ୍ରଦେଶରେ ବୃଦ୍ଧି ପାଉଥିବା କରୋନା ସଂକ୍ରମଣକୁ ଦେଖି ଗୌତମ ବୁଦ୍ଧ ନଗରରେ ୧୪୪ ଧାରା ଲାଗୁ କରାଯାଇଛି । ଏହା ମେ’ ୩୧ ପର୍ଯ୍ୟନ୍ତ ଜାରି ରହିବ । ଏହାସହ ସେଠାରେ କରୋନା କଟକଣାକୁ ମଧ୍ୟ କଡାକଡି କରାଯାଇଛି । ଆଗକୁ ବିଭିନ୍ନ ପର୍ବପର୍ବାଣି ଥିବାରୁ ଭିଡକୁ ଦୃଷ୍ଟିରେ ରଖି ସରକାର ଏଭଳି ନିଷ୍ପତ୍ତି ନେଇଛନ୍ତି ।

ଏହି ସମୟରେ ଫେସ ମାସ୍କକୁ ବାଧ୍ୟତାମୂଳକ କରାଯାଇଥିବା ବେଳେ ପବ୍ଲିକ ପ୍ଲେସରେ ନମାଜ ପଢିବା ଅବା ସଭା ସମିତି ଆୟୋଜନକୁ ବାରଣ କରାଯାଇଛି । ଏହାସହ ସମସ୍ତ କରୋନା ନିୟମକୁ ମାନି ଶିକ୍ଷାନୁଷ୍ଠାନ ଖୋଲିବାକୁ ଅନୁମତି ପ୍ରଦାନ କରାଯାଇଛି ।


Enter your email to get our daily news in your inbox.

All Right Reserved By Dharitri.Com

OERC ଅଧ୍ୟକ୍ଷ ପଦରୁ ଇସ୍ତଫା ଦେଲେ ପ୍ରଦୀପ

ଭୁବନେଶ୍ୱର,୨୩।୫: OERC ଅଧ୍ୟକ୍ଷ ପଦରୁ ପ୍ରଦୀପ ଜେନା ଇସ୍ତଫା ଦେଇଛନ୍ତି। ବ୍ୟକ୍ତିଗତ କାରଣ ଦର୍ଶାଇ ସେ ପଦବୀରୁ ଇସ୍ତଫା ଦେଇଥିବା ଇସ୍ତଫା ପତ୍ରରେ ଉଲ୍ଲେଖ କରିଛନ୍ତି। ଏପରକି…

ଧନୁଯାତ୍ରା ତୋରଣ ଭାଙ୍ଗିବାକୁ ନେଇ ବଢୁଛି ଅସନ୍ତୋଷ: ଘଟଣା: ଥାନାରେ ଏତଲା ଦେଲେ ପୌରାଧ୍ୟକ୍ଷା

ବରଗଡ଼,୨୫।୫(ପ୍ରେମାନନ୍ଦ ଖମାରୀ):ସୋମବାର ଅପରାହ୍ନ ପ୍ରାୟ ୩ଟାରେ କାଳବୈଶାଖୀ ପ୍ରଭାବରେ ହୋଇଥିବା ଝଡବତାସରେ ବରଗଡ଼ ସହର ଥାନା ଛକରେ ଲକ୍ଷଲକ୍ଷ ଟଙ୍କା ବ୍ୟୟରେ ନିର୍ମିତ ଧନୁଯାତ୍ରା ତୋରଣ ଭାଙ୍ଗି…

ଧନୁଯାତ୍ରା ତୋରଣ ଭାଙ୍ଗିବା ଘଟଣା: ତଦନ୍ତ ପାଇଁ ଜିଲାପାଳଙ୍କୁ ଚିଠି ଲେଖିଲେ ବିଧାୟକ

ବରଗଡ଼,୨୫।୫(ପ୍ରେମାନନ୍ଦ ଖମାରୀ): ସୋମବାର ଅପରାହ୍ନ ପ୍ରାୟ ୩ଟାରେ କାଳବୈଶାଖୀ ପ୍ରଭାବରେ ହୋଇଥିବା ଝଡବତାସରେ ବରଗଡ଼ ସହର ଥାନା ଛକରେ ଲକ୍ଷଲକ୍ଷ ଟଙ୍କା ବ୍ୟୟରେ ନିର୍ମିତ ଧନୁଯାତ୍ରା ତୋରଣ…

ଚଳନ୍ତା ଟ୍ରେନରୁ ଖସିପଡିଲେ ବ୍ୟାଙ୍କ କର୍ମଚାରୀ, ଡାକ୍ତରଖାନା ନେବା ରାସ୍ତାରେ…

ଗୁଣପୁର,୨୫।୫( ସୁଜାତା ପାଢ଼ୀ): ରାୟଗଡ଼ା ଜିଲା ଅମ୍ବାଦଳା ରେଳ ଷ୍ଟେଶନରେ ଚଳନ୍ତା ଟ୍ରେନରୁ ଓହ୍ଲାଉଥିବା ବେଳେ ଗୋଡ଼ ଖସିଯିବାରୁ ଜଣେ ବ୍ୟାଙ୍କ କର୍ମଚାରୀଙ୍କ ମୃତ୍ୟୁ ଘଟିଛି ।…

ପେଟ୍ରୋଲ-ଡିଜେଲ ସଙ୍କଟ ମଧ୍ୟରେ ସରକାର କଲେ ବଡ଼ ଘୋଷଣା, ୩ରାଜ୍ୟରେ….

ନୂଆଦିଲ୍ଲୀ,୨୫।୫: ପେଟ୍ରୋଲ ପମ୍ପଗୁଡ଼ିକରେ ଇନ୍ଧନ ଅଭାବ ସମ୍ପର୍କରେ ସରକାରଙ୍କ ସୂଚନା ସାମ୍ନାକୁ ଆସିଛି । ପେଟ୍ରୋଲିୟମ ମନ୍ତ୍ରଣାଳୟର ସଚିବ ସୁଜାତା ଶର୍ମା କହିଛନ୍ତି ଯେ ଦେଶରେ ବର୍ତ୍ତମାନ…

ଦିବଙ୍ଗତ ଅଭିନେତା ଧର୍ମେନ୍ଦ୍ରଙ୍କୁ ମରଣୋତ୍ତର ପଦ୍ମ ବିଭୂଷଣ: ରାଷ୍ଟ୍ରପତିଙ୍କଠାରୁ ପୁରସ୍କାର ନେଲେ ପତ୍ନୀ ହେମା ମାଳିନୀ

ନୂଆଦିଲ୍ଲୀ,୨୫।୫: ଦିବଙ୍ଗତ ଅଭିନେତା ଧର୍ମେନ୍ଦ୍ରଙ୍କୁ ମରଣୋତ୍ତର ପଦ୍ମ ବିଭୂଷଣ ପ୍ରଦାନ କରାଯାଇଛି। ସୋମବାର ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ହେମା ମାଲିନୀଙ୍କୁ ଏହି ପୁରସ୍କାର ପ୍ରଦାନ କରିଛନ୍ତି। ଧର୍ମେନ୍ଦ୍ରଙ୍କ…

SIR ପାଇଁ ସମୟସୂଚୀରେ ବଡ଼ ପରିବର୍ତ୍ତନ

ଭୁବନେଶ୍ୱର,୨୫।୫: ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀ(CEO) ସୋମବାର SIR ପାଇଁ ସମୟସୂଚୀରେ ବଡ଼ ପରିବର୍ତ୍ତନ କରିଛନ୍ତି। ରାଜ୍ୟରେ ବଢୁଥିବା ହିଟ ୱେଭ୍‌କୁ ଦୃଷ୍ଟିରେ ରଖି CEO ମଧ୍ୟାହ୍ନ…

ସାବଧାନ ବଲାଙ୍ଗୀରବାସୀ! ପାଣିପାଗ କେନ୍ଦ୍ର ଜାରି କଲା ଚେତାବନୀ, ୪ ଦିନ ଯାଏ…

ବଲାଙ୍ଗୀର,୨୫।୫(ସୁନୀଲ କୁମାର ମହାନ୍ତି): ରାଜ୍ୟରେ ଦିନକୁ ଦିନ ଗ୍ରୀଷ୍ମ ପ୍ରବାହ ଅସହ୍ୟ ହେବାରେ ଲାଗିଛି। ଏହାକୁ ଦୃଷ୍ଟିରେ ରଖି ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ହିଟଓ୍ବେଭ୍‌ ପାଇଁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri