Posted inଜାତୀୟ

ଉତ୍ତରପ୍ରଦେଶ ନିର୍ବାଚନ, ୧୨୫ ଜଣ ପ୍ରାର୍ଥୀଙ୍କ ତାଲିକା ଘୋଷଣା କଲା କଂଗ୍ରେସ, ୫୦ ପ୍ରତିଶତ ମହିଳାଙ୍କୁ ଟିକଟ …

ନୂଆଦିଲ୍ଲୀ,୧୩।୧: ଉତ୍ତରପ୍ରଦେଶ ବିଧାନସଭା ନିର୍ବାଚନ ପାଇଁ ଗୁରୁବାର କଂଗ୍ରେସର ରାଷ୍ଟ୍ରୀୟ ମହାସଚିବ ପ୍ରିୟଙ୍କା ଗାନ୍ଧୀ ଭଦ୍ରା ଦଳର ୧୨୫ ଜଣିଆ ପ୍ରାର୍ଥୀ ତାଲିକା ଘୋଷଣା କରିଛନ୍ତି। ପ୍ରଥମ ତାଲିକାରେ ୫୦ ପ୍ରତିଶତ ମହିଳାଙ୍କୁ ଟିକଟ ଦିଆଯାଇଛି। ମହିଳାମାନଙ୍କ ନାମ ଘୋଷଣା କରି ପ୍ରିୟଙ୍କା ଗାନ୍ଧୀ କହିଛନ୍ତି ଯେ ଏହି ସମସ୍ତ ମହିଳା ସଂଘର୍ଷ କରିବାକୁ ଯାଉଛନ୍ତି। ବଡ କଥା ହେଉଛି ଉନ୍ନାଓ ବଳାତ୍କାରର ଶିକାର ହୋଇଥିବା ପୀଡ଼ିତାଙ୍କ ମାତା ଆଶା ସିଂଙ୍କୁ ମଧ୍ୟ କଂଗ୍ରେସ ଟିକଟ ଦେଇଛି।

ଏକ ଗଣମାଧ୍ୟମ ସମ୍ମିଳନୀରେ ପ୍ରିୟଙ୍କା କହିଛନ୍ତି ଯେ ପ୍ରଥମ ପ୍ରାର୍ଥୀ ତାଲିକାରେ ୪୦ ପ୍ରତିଶତ ଯୁବବର୍ଗ ଅଛନ୍ତି। ଆମେ ରାଜ୍ୟରେ ଯୁବବର୍ଗଙ୍କୁ ପ୍ରାଥମିକତା ଦେବାର ଚେଷ୍ଟା କରିଛୁ। ସେମାନଙ୍କ ମାଧ୍ୟମରେ ଆମେ ରାଜ୍ୟ ରାଜନୀତିକୁ ଏକ ନୂତନ ଦିଗ ଦେବାରେ ପ୍ରୟାସ କରୁଛୁ।

ପ୍ରିୟଙ୍କା କହିଛନ୍ତି, ଏହି ତାଲିକାରେ କିଛି ମହିଳା ଗଣମାଧ୍ୟମ ପ୍ରତିନିଧି ଅଛନ୍ତି। ତାଲିିକାରେ ଜଣେ ଅଭିନେତ୍ରୀ ଏବଂ ଅବଶିଷ୍ଟ ସଂଘର୍ଷ କରୁଥିବା ମହିଳା ଅଛନ୍ତି। ସେମାନେ କଂଗ୍ରେସରେ ରହି ବହୁ ବର୍ଷ ଧରି ସଂଘର୍ଷ କରିଆସୁଛନ୍ତି ବୋଲି ପ୍ରିୟଙ୍କା କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

୩୫ ବର୍ଷ ପରେ ମାଆଙ୍କୁ ପାଇଲେ ପୁଅ

ପଟିଆଲା,୨୯ା୭: ଦୀର୍ଘ ୩୫ ବର୍ଷ ପରେ ଜଣେ ମହିଳାଙ୍କୁ ତାଙ୍କ ପୁଅ ଖୋଜି ପାଇଛନ୍ତି। ଜଗଜିତ୍‌ ସିଂ ବନ୍ୟା ଉଦ୍ଧାର କାର୍ଯ୍ୟରେ ସ୍ବେଚ୍ଛାସେବୀ ଭାବେ ନିୟୋଜିତ ଥିବାବେଳେ...

ନିର୍ଭୟା ଦୋଷୀଙ୍କ ଆୟ ୧.୩୭ ଲକ୍ଷ

ନୂଆଦିଲ୍ଲୀ: ନିର୍ଭୟାଙ୍କୁ ମିଳିଛି ନ୍ୟାୟ। ତିହାର ଜେଲ୍‌ରେ ଫାଶୀରେ ଝୁଲିଛନ୍ତି ନିର୍ଭୟା ଗଣବଳାତ୍କାର ଏବଂ ହତ୍ୟା ମାମଲାର ୪ ଦୋଷୀ। ଆଉ ତା’ ସହିତ ଶେଷ...

‘ଏବେ ବି ଶୋଇଛି କେନ୍ଦ୍ର’

ନୂଆଦିଲ୍ଲୀ/ ଚୁରାଚାନ୍ଦପୁର/କୋଲକାତା,୩୦ା୭(ପି.ଟି.): ମଣିପୁରରେ ପ୍ରାୟ ୩ ମାସ ହେଲା ଜାତିଆଣ ହିଂସା ଓ ଯୌନହିଂସା ଲାଗିରହିଛି। ସଂଘର୍ଷ ଯୋଗୁ ପ୍ରାୟ ୨୦୦ ଜଣଙ୍କ ମୃତ୍ୟୁ ଘଟିଥିବାବେଳେ...

ଆଡମିଟ୍‌ କାର୍ଡରେ ପ୍ରଧାନମନ୍ତ୍ରୀ-ରାଜ୍ୟପାଳ-ଧୋନୀଙ୍କ ଫଟୋ, ତଦନ୍ତ ନିର୍ଦ୍ଦେଶ…

ପାଟନା, ୧୧।୯ : ବିହାରର ପରୀକ୍ଷାର୍ଥୀଙ୍କୁ ଏକ ବିଶ୍ୱବିଦ୍ୟାଳୟ ପକ୍ଷରୁ ଦିଆଯାଇଥିବା ଆଡମିଟ କାର୍ଡରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି, ଭେଟେରାନ କ୍ରିକେଟର ମହେନ୍ଦ୍ର ସିଂ ଧୋନି...

ଷ୍ଟାଲିନଙ୍କ ଜ୍ୱାଇଁ ଘରେ ଆୟକର ବିଭାଗ ପକ୍ଷରୁ ଚଢାଉ

ଚେନ୍ନାଇ,୨।୪: ତାମିଲନାଡୁରେ ବିଧାନସଭା ନିର୍ବାଚନ ପୂର୍ବରୁ ଡିଏମକେ ନେତାଙ୍କ ସମ୍ପର୍କୀୟଙ୍କ ଘରେ ଆୟକର ବିଭାଗ ଚଢାଉ କରିଛି। ଡିଏମକେ ମୁଖ୍ୟ ଏମ.କେ ଷ୍ଟାଲିନଙ୍କ ଜ୍ୱାଇଁ ସବରିସନଙ୍କ...

ଏଲଏସିରେ ଉତ୍ତେଜନା ମଧ୍ୟରେ ୧୪ ହଜାର ଫୁଟ ଉପରେ ଯୁଦ୍ଧାଭ୍ୟାସ କଲେ ଭାରତ-ଆମେରିକା ସେନା

ନୂଆଦିଲ୍ଲୀ,୨୭ ।୧୦: ଭାରତ ଓ ଚାଇନା ମଧ୍ୟରେ ବେଶ କିଛି ଦିନ ହେବ ତୁତୁମେମେ ଲାଗି ରହିଛି । ସୀମାରେ ଉଭୟ ଦେଶର ସେନା ବହୁବାର...

ବିହାର ନିର୍ବାଚନ ସ୍ଥଗିତ ରଖିବା ଆବେଦନ ଖାରଜ

ନୂଆଦିଲ୍ଲୀ, ୨୯।୮(ପି.ଟି.):କରୋନା ମହାମାରୀ ପାଇଁ ବିହାର ବିଧାନସଭା ନିର୍ବାଚନ ସ୍ଥଗିତ ରଖିବା ପାଇଁ ଦାଏର ଏକ ଜନସ୍ବାର୍ଥ ମାମଲା (ପିଆଇଏଲ୍‌)କୁ ଶୁକ୍ରବାର ସୁପ୍ରିମକୋର୍ଟ ଖାରଜ କରିଦେଇଛନ୍ତି।...

ଆରୋଗ୍ୟ ସେତୁ ଆପ୍‌ ଡାଉନ୍‌ଲୋଡ୍‌ କରିବାକୁ କେନ୍ଦ୍ର ସରକାରୀ କର୍ମଚାରୀଙ୍କୁ ପରାମର୍ଶ

ନୂଆଦିଲ୍ଲୀ,୨୯।୪: ଭାରତରେ କରୋନା ସଂକ୍ରମିତ ତଥା ମୃତକଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି। ସରକାରଙ୍କ ପକ୍ଷରୁ ସୁରକ୍ଷାକୁ ଦୃଷ୍ଟିରେ ରଖି ଲକ୍‌ଡାଉନ୍‌ ଜାରି ରହିଛି। ସେହିପରି କାର୍ଯ୍ୟାଳୟରେ...

Advertisement
Archives

Model This Week