Posted inଜାତୀୟ

ଉତ୍ତରପ୍ରଦେଶ ନିର୍ବାଚନ ସେମିଫାଇନାଲ ନୁହେଁ, ୨୦୨୪ ଲୋକ ସଭା ନିର୍ବାଚନ ଉପରେ ଏହାର ପ୍ରଭାବ ପଡିବ ନାହିଁ…

ନୂଆଦିଲ୍ଲୀ, ୧୯।୧୨:  ଉତ୍ତରପ୍ରଦେଶରେ ୨୦୨୨ରେ ବିଧାନସଭା ନିର୍ବାଚନ ଅନୁଷ୍ଠିତ ହେବ। ଏହି ନିର୍ବାଚନ ଉପରେ ସମଗ୍ର ଦେଶର ନଜର ରହିଛି। ଏକ ଚ୍ୟାନେଲକୁ ଦିଆଯାଇଥିବା ଏକ ସାକ୍ଷାତକାରରେ ନିର୍ବାଚନ ରଣନୀତିଜ୍ଞ ପ୍ରଶାନ୍ତ କିଶୋର(ପିକେ) ଉତ୍ତରପ୍ରଦେଶ ନିର୍ବାଚନ ବିଷୟରେ ମନ୍ତବ୍ୟ ଦେଇଛନ୍ତି। ପିକେ କହିଛନ୍ତି ଯେ ବିଧାନସଭା ନିର୍ବାଚନର ଫଳାଫଳ ଲୋକସଭା ନିର୍ବାଚନ ୨୦୨୪ ଉପରେ ସିଧାସଳଖ ପ୍ରଭାବ ପକାଇବ ନାହିଁ। ଏଭଳି କେବେ ମଧ୍ୟ କୁହାଯାଇପାରିବ ନାହିଁ। କିଛି ଲୋକ ବିଶ୍ୱାସ କରନ୍ତି ଯେ ଏହି ନିର୍ବାଚନ ଲୋକସଭା ନିର୍ବାଚନ ପାଇଁ ବିଶ୍ୱାସ ସୃଷ୍ଟି କରିବ, କିନ୍ତୁ ତାହା ନୁହେଁ।

ପିକେ କହିଛନ୍ତି, ୨୦୧୨ରେ ଭାଜପା ଉତ୍ତରପ୍ରଦେଶରେ ତିନି ନମ୍ବର କିମ୍ବା ଚତୁର୍ଥ ସ୍ଥାନରେ ଥିଲା। ସମାଜବାଦୀ ପାର୍ଟି ରାଜ୍ୟରେ ବିଜୟୀ ହୋଇଥିଲା। କିନ୍ତୁ ୨୦୧୪ ସାଧାରଣ ନିର୍ବାଚନରେ ଏହାର କୌଣସି ପ୍ରଭାବ ପଡ଼ିଲା ନାହିଁ। ୨୦୨୪ ପୂର୍ବରୁ ଅନ୍ୟାନ୍ୟ ରାଜ୍ୟରେ ମଧ୍ୟ ନିର୍ବାଚନ ଅନୁଷ୍ଠିତ ହେବ। ତେଣୁ ଉତ୍ତରପ୍ରଦେଶ ନିର୍ବାଚନ ସେମିଫାଇନାଲ ନୁହେଁ, ୨୦୨୪ ଲୋକ ସଭା ନିର୍ବାଚନ ଉପରେ ଏହାର ପ୍ରଭାବ ପଡିବ ନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

ବୈଭବ ସୂର୍ଯ୍ୟବଂଶୀଙ୍କ ନାଁରେ ପୁଣି ଲଜ୍ଜାଜନକ ରେକର୍ଡ!

ନୂଆଦିଲ୍ଲୀ,୬।୯: ୨୦୨୬ ଦୁଲୀପ ଟ୍ରଫି ଫାଇନାଲର ପ୍ରଥମ ଇନିଂସରେ ବୈଭବ ସୂର୍ଯ୍ୟବଂଶୀ ଅର୍ଦ୍ଧଶତକରୁ ବଞ୍ଚିତ ହୋଇଥିଲେ ଏବଂ ୧୫ତମ ଓଭରରେ ୪୪ ରନ କରି ଆଉଟ ହୋଇଥିଲେ।…

ମହମ୍ମଦ ଶାମିଙ୍କୁ ନେଇ ଆସିଲା ବଡ଼ ଖବର, ଚୟନକର୍ତ୍ତାଙ୍କ ନଜର ଦୁଲୀପ ଟ୍ରଫି ଫାଇନାଲ ଉପରେ

ନୂଆଦିଲ୍ଲୀ,୬।୯: ଅଭିଜ୍ଞ ଭାରତୀୟ ଦ୍ରୁତ ବୋଲର ମହମ୍ମଦ ଶାମିଙ୍କ ODI ଦଳକୁ ଫେରିବା ପାଇଁ ପଥ ଖୋଲିପାରେ। ଭାରତ ସେପ୍ଟେମ୍ବର 27 ରୁ ୱେଷ୍ଟଇଣ୍ଡିଜ ବିପକ୍ଷରେ ଏକ…

ଜେଲ୍‌ରେ ବିଚାରାଧୀନ କଏଦୀଙ୍କ ମୃତ୍ୟୁ, ପରିବାର ପକ୍ଷରୁ କ୍ଷତିପୂରଣ ଦାବି କରି…

ପାରଳାଖେମୁଣ୍ଡି,୬ା୯(ଗିରିଧାରୀ ପରିଛା): ଗଜପତି ଜିଲା ପାରଳାଖେମୁଣ୍ଡି ସବ୍‌ଜେଲ୍‌ରେ ଜଣେ ବିଚାରାଧୀନ କଏଦୀଙ୍କ ଆକସ୍ମିକ ମୃତ୍ୟୁକୁ ନେଇ ଚର୍ଚ୍ଚା ଜୋର ଧରିଛି। ମୃତକ ହେଲେ ରାୟଗଡ଼ ବ୍ଲକ ଜିରାଙ୍ଗ…

ଭାଜପାରେ ଯୋଗଦେଲେ ଅନେକ କର୍ମୀ, ପ୍ରଧାନମନ୍ତ୍ରୀଙ୍କ ଶାସନରେ…

ରିଷିଡ଼ା,୬ା୯(ସୁଶାନ୍ତ ମଲ୍ଲିକ): କର୍ଲାମୁଣ୍ଡା ବ୍ଲକ ଅନ୍ତର୍ଗତ ତେରେସିଂହାସ୍ଥିତ ସୁବିଧା କେନ୍ଦ୍ରଠାରେ ଭାଜପାର ମାସିକ ବୈଠକ ଓ ମିଶ୍ରଣ ପର୍ବ ଶନିବାର ଭାଜପାର କର୍ଲାମୁଣ୍ଡା ମଣ୍ଡଳ ସଭାପତି ଡୋଳାମଣି…

ISRO ଘରୋଇକରଣକୁ ନେଇ କର୍ମଚାରୀଙ୍କ ମଧ୍ୟରେ ବଢିଲା ଚିନ୍ତା, ମୁଖ୍ୟଙ୍କଠାରୁ ସ୍ପଷ୍ଟୀକରଣ ଲୋଡିଲେ

ବେଙ୍ଗାଲୁରୁ,୬।୯: ଭାରତୀୟ ମହାକାଶ ଗବେଷଣା ସଂଗଠନ (ISRO)ର କର୍ମଚାରୀମାନେ ଘରୋଇ କମ୍ପାନୀଗୁଡ଼ିକ ପାଇଁ ମହାକାଶ କ୍ଷେତ୍ର ଖୋଲାଯିବା ନେଇ ଚିନ୍ତିତ ହେଉଛନ୍ତି। ହଜାର ହଜାର ISRO କର୍ମଚାରୀଙ୍କ…

ବିଷାକ୍ତ ମଦ ପିଇ ଚାଲିଗଲା ୧୦ ଜୀବନ, ମୃତ୍ୟୁସଂଖ୍ୟା ବଢ଼ିବା ଆଶଙ୍କା

ଭୋପାଳ,୬ା୯: ମଧ୍ୟପ୍ରଦେଶର ସାଗରରେ ବିଷାକ୍ତ ମଦ ପିଇ ୧୦ ଜଣଙ୍କ ଜୀବନ ଚାଲିଯାଇଛି। ଆଉ ୩ ଜଣ ଗୁରୁତର ଅବସ୍ଥାରେ ହସ୍ପିଟାଲରେ ଭର୍ତ୍ତି ହୋଇଛି। ତେବେ ମୃତ୍ୟୁସଂଖ୍ୟା…

କର୍ମଚାରୀଙ୍କ ପାଇଁ ବଡ଼ ଖୁସି ଖବର! ୩% ବଢ଼ିଲା DA

ନୂଆଦିଲ୍ଲୀ,୬ା୯: ପ୍ରାୟ ୫୪ ହଜାର କର୍ମଚାରୀଙ୍କ ପାଇଁ ଆସିଛି ବଡ଼ ଖୁସି ଖବର। କେନ୍ଦ୍ର ସରକାରଙ୍କ ଇସ୍ପାତ ମନ୍ତ୍ରଣାଳୟ ଅଧୀନରେ ଥିବା ଷ୍ଟିଲ୍ ଅଥରିଟି ଅଫ୍ ଇଣ୍ଡିଆ…

୬ କ୍ଷୁଦ୍ର ଦଳ ପାଇଛନ୍ତି ୧୭୦୦ କୋଟି

ଭୁବନେଶ୍ୱର, ୬ା୯(ଜିତେନ୍ଦ୍ର କୁମାର ନାୟକ):ଭାରତରେ ରାଜନୈତିକ ଦଳ ଠୁଳ କରିଥିବା ଅର୍ଥ ପରିମାଣ ଓ ଉପାୟ ବିଷୟରେ ଦେଶରେ ଆଖିଦୃଶିଆ ଆଲୋଚନା ହୁଏନି। ଏବେ ବିବିସି ହିନ୍ଦୀର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri