Posted inଜାତୀୟ

ଉତ୍ତରପ୍ରଦେଶ ସରକାରଙ୍କ ଟୁଇଟର ଆକାଉଣ୍ଟ୍‌ ହ୍ୟାକ୍‌…

ନୂଆଦିଲ୍ଲୀ, ୧୦।୪ : ଉତ୍ତରପ୍ରଦେଶ ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ ଅକାଉଣ୍ଟ୍‌ ହ୍ୟାକ୍‌ କରିବା ପରେ ହ୍ୟାକର ସୋମବାର ରାଜ୍ୟ ସରକାରଙ୍କ ଟୁଇଟର ଅକାଉଣ୍ଟ୍‌ ହ୍ୟାକିଂ କରିଛନ୍ତି। ଏହା ପୂର୍ବରୁ ରବିବାର ହ୍ୟାକରମାନେ ୟୁନିଭରସିଟି ଗ୍ରାଣ୍ଟ କମିଶନ(ୟୁଜିସି)ଙ୍କର ଅଫିସିଆଲ୍‌ ଟୁଇଟର ଆକାଉଣ୍ଟ୍‌ ହ୍ୟାକ୍‌ କରିଥିଲେ।

ସୋମବାର ପୂର୍ବାହ୍ନ ପ୍ରାୟ ୧୧ ସମୟରେ ଉତ୍ତରପ୍ରଦେଶ ସରକାରଙ୍କ ଟୁଇଟର ଆକାଉଣ୍ଟ୍‌କୁ ହ୍ୟାକ୍‌ କରାଯାଇଛି। ଏଥିରେ କିଛି ଅଜଣା ଟୁଇଟ୍‌ କରାଯାଇଛି।

ଗତ ୩ ଦିନ ମଧ୍ୟରେ ଏହାକୁ ମିଶାଇ ୪ ସରକାରୀ ଆକାଉଣ୍ଟ୍‌ ହ୍ୟାକର ମାନେ ହ୍ୟାକିଂ କରିଛନ୍ତି। ରବିବାର ହ୍ୟାକରମାନେ ୟୁଜିସିର ପ୍ରୋଫାଇଲ୍‌ ପିକଚର୍‌କୁ ହଟାଇ କାର୍ଟୁନ ପିକଚର ବ୍ୟବହାର କରିଥିଲେ। ହ୍ୟାକରମାନେ ଲଗାତାର ସରକାରୀ ଆକାଉଣ୍ଟ୍‌କୁ ଟାର୍ଗେଟ କରୁଥିବାରୁ ସରକାରଙ୍କ ଚିନ୍ତା ବଢ଼ିବାରେ ଲାଗିଛି।


Enter your email to get our daily news in your inbox.

All Right Reserved By Dharitri.Com

WhatsApp ପରେ, ସରକାର ଏବେ Telegram ସହ ସିଗନାଲ ଉପରେ ମଧ୍ୟ ରଖିଛନ୍ତି ନଜର

ନୂଆଦିଲ୍ଲୀ,୨।୭: WhatsAppର ୟୁଜରନେମ ଫିଚରକୁ ବନ୍ଦ କରିବା ପରେ, ସରକାର ଏବେ Telegram ଏବଂ ସିଗନାଲ ବିରୁଦ୍ଧରେ ମଧ୍ୟ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିପାରନ୍ତି। ଏହି ଦୁଇଟି ପ୍ଲାଟଫର୍ମ…

ଜନଗହଳିପୂର୍ଣ୍ଣ ସ୍ଥାନରୁ ମଦ ଦୋକାନ ସ୍ଥାନାନ୍ତର ଦାବି, ମଦ୍ୟପଙ୍କ ଉପଦ୍ରବରେ…

ବଞ୍ଚୋ,୨ା୭(ପ୍ରଦୋଷ ବିଶ୍ୱାଳ): ଆନନ୍ଦପୁର ସହରର ଜନଗହଳିପୂର୍ଣ୍ଣ ଅଞ୍ଚଳରେ ଥିବା ବିଦେଶୀ ମଦ ଦୋକାନକୁ ଏକ ଉପଯୁକ୍ତ ଓ ଖୋଲା ସ୍ଥାନକୁ ସ୍ଥାନାନ୍ତର କରିବା ଦାବିରେ ଗୁରୁବାର ଆନନ୍ଦପୁର…

ଉପମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା; ତିଆରି ହେବ ମହାଲକ୍ଷ୍ମୀ କରିଡର, ୫୦୦ ମହିଳା…

ଭୁବନେଶ୍ବର,୨।୭: ୧ କୋଟି ସଂଶୋଧିତ ଲକ୍ଷ୍ମୀପୁରାଣ ବାଣ୍ଟିବେ ରାଜ୍ୟ ସରକାର । ଏନେଇ ଉପମୁଖ୍ୟମନ୍ତ୍ରୀ ପ୍ରଭାତି ପରିଡ଼ା ସୂଚନା ଦେଇଛନ୍ତି । ନୂଆ ସଂଶୋଧିତ ଲକ୍ଷ୍ମୀପୁରାଣକୁ ନମିତା ଅଗ୍ରୱାଲ…

ହଠାତ ଲାଲ ହେଲା ଭେନେଜୁଏଲାର ଆକାଶ, Video ଦେଖି ଚମକି ପଡ଼ିଲେ ଭୂକମ୍ପରୁ ଉଠିଥିବା ଲୋକେ

କାରାକାସ୍‌,୨।୭: ଭେନେଜୁଏଲାର ରାଜଧାନୀ କାରାକାସରେ ସମ୍ପ୍ରତି ଦେଖାଯାଇଥିବା ଏକ ଦୃଶ୍ୟ ଲୋକମାନଙ୍କୁ ଆଶ୍ଚର୍ଯ୍ୟ କରିଦେଇଥିଲା। ଭୂମିକମ୍ପର ଧ୍ୱଂସଲୀଳାରେ ପୂର୍ବରୁ ସ୍ତବ୍ଧ ଥିବା ସହର ଉପରର ସମଗ୍ର ଆକାଶ…

ନିର୍ବାଚନ ଲଢ଼ିବେ ପ୍ରଶାନ୍ତ କିଶୋର? ଉପନିର୍ବାଚନ ଘୋଷଣା ପରେ ଜୋର ଧରିଛି ଚର୍ଚ୍ଚା

ପାଟନା,୨।୭: ବିହାରର ବାଙ୍କିପୁର ବିଧାନସଭା ଆସନ ପାଇଁ ଉପନିର୍ବାଚନ ଘୋଷଣା କରାଯାଇଛି। ଏହି ଆସନ ପାଇଁ ଭୋଟ ଜୁଲାଇ ୩୦ ରେ ହେବ ଏବଂ ଭୋଟ ଗଣତି…

ଦୁଇଟି ଦେଶ ଦେଇ ଗତି କରିବ ଆୟାତୋଲ୍ଲା ଅଲି ଖାମେନେଇଙ୍କ ଅନ୍ତିମ ଶୋଭାଯାତ୍ରା; ତାଙ୍କୁ କେଉଁଠାରେ କବର ଦିଆଯିବ ଜାଣନ୍ତୁ

ତେହରାନ,୨।୭: ଇରାନର ଦିବଂଗତ ସର୍ବୋଚ୍ଚ ନେତା ଆୟାତୋଲ୍ଲା ଅଲି ଖାମେନେଇଙ୍କ ପାଇଁ ରାଜ୍ୟସ୍ତରୀୟ ଅନ୍ତିମ ସଂସ୍କାର ଜୁଲାଇ ୪ ରେ ଆରମ୍ଭ ହେବ ଏବଂ ତାଙ୍କୁ ୯…

ଇସ୍ରୋ ମୁଖ୍ୟାଳୟ ଉଡାଇ ଦେବାକୁ ଆସିଲା ଧମକ: ତଦନ୍ତ ଆରମ୍ଭ

ବେଙ୍ଗାଲୁରୁ,୨।୭: ବେଙ୍ଗାଲୁରୁରେ ଥିବା ଭାରତୀୟ ମହାକାଶ ଗବେଷଣା ସଂଗଠନ (ISRO) ମୁଖ୍ୟାଳୟ ଉଡାଇଦେବାକୁ ଧମକ ମିଳିଛି। ଇସ୍ରୋ ମୁଖ୍ୟାଳୟକୁ ଇମେଲ ମାଧ୍ୟମରେ ଏହି ବୋମା ଧମକ ମିଳିଛି। ଏହାପରେ…

ପ୍ୟାଣ୍ଟ କାଢି…ବୈଭବ ସୂର୍ଯ୍ୟବଂଶୀଙ୍କୁ ନେଇ ବିସ୍ଫୋରକ ମନ୍ତବ୍ୟ ଦେଲେ ରବି ଶାସ୍ତ୍ରୀ

ନୂଆଦିଲ୍ଲୀ,୨।୭: ପୂର୍ବତନ ଭାରତୀୟ କ୍ରିକେଟର ରବି ଶାସ୍ତ୍ରୀ ବୈଭବ ସୂର୍ଯ୍ୟବଂଶୀଙ୍କୁ ନେଇ ଏକ ବିସ୍ଫୋରକ ମନ୍ତବ୍ୟ ଦେଇଛନ୍ତି। ୧୫ ବର୍ଷୀୟ ବ୍ୟାଟସମ୍ୟାନ ବୈଭବଙ୍କୁ ଆୟରଲାଣ୍ଡ ଗସ୍ତରେ ଡେବ୍ୟୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri