Posted inଜାତୀୟ

ହାଥରସ ମାମଲା: ୟୁପି ସରକାରଙ୍କୁ ଯାଞ୍ଚ ରିପୋର୍ଟ ଦେଲା ଏସ୍‌ଆଇଟି

ହାଥରସ,୨ ।୧୧: ଉତ୍ତରପ୍ରଦେଶ ହାଥରସ ଗଣବଳାତ୍କାର ମାମଲାର ଯାଞ୍ଚ କରୁଥିବା ସ୍ପେଶାଲ ଟାସ୍କ ଫୋର୍ସ(ଏସ୍‌ଆଇଟି) ସୋମବାର ଏହାର ଯାଞ୍ଚ ରିପୋର୍ଟ ଉତ୍ତର ପଦେଶ ସରକାରଙ୍କୁ ଦେଇଛନ୍ତି । ଏବେ ଆହ୍ଲାବାଦ ହାଇକୋର୍ଟରେ ଶୁଣାଣି ସମୟରେ ଏହି ରିପୋର୍ଟ ଉପସ୍ଥାପନ କରାଯାଇପାରେ । ହାଇକୋର୍ଟରେ ସୋମବାର ଏହି ମାମଲାର ଶୁଣାଣି ହେବ । ଏଠାରେ ୟୁପି ସରକାର ତାଙ୍କର ପକ୍ଷ ରଖିବେ । କୁହାଯାଉଛି କି ଏସ୍‌ଆଇଟି ରିପୋର୍ଟ ଆଧାରରେ ସ୍ଥାନୀୟ ଜିଲାପାଳଙ୍କ ଉପରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇପାରେ । ସୂଚନାଯୋଗ୍ୟ, ସେପ୍ଟେମ୍ବର ୧୪ରେ ଉତ୍ତରପ୍ରଦେଶର ହାଥରସରେ ଜଣେ ଦଳିତ ଯୁବତୀଙ୍କ ଗଣବଳାତ୍କାର କରାଯାଇଥିିବା ବେଳେ ସେପ୍ଟେମ୍ବର ୨୯ରେ ଚିକିତ୍ସାଧିନ ଅବସ୍ଥାରେ ତାଙ୍କର ମୃତ୍ୟୁ ହୋଇଥିଲା । ଏହାପରେ ତରବରିଆ ଭାବେ ତାଙ୍କର ଅନ୍ତିମ ସଂସ୍କାର କରାଯାଇଥିଲା । ଏହି ମାମଲାରେ ୪ ଜଣଙ୍କୁ ଗିରଫ କରାଯାଇଛି ।


Enter your email to get our daily news in your inbox.

All Right Reserved By Dharitri.Com

୮ ବର୍ଷ ପରେ ଛାତ୍ର ସଂସଦ ନିର୍ବାଚନର ବାଜିଲା ବିଗୁଲ, ତାରିଖ ଘୋଷଣା କଲେ ଉଚ୍ଚ ଶିକ୍ଷାମନ୍ତ୍ରୀ

ଭୁବନେଶ୍ବର,୫ା୧୦: ଛାତ୍ର ସଂସଦ ନିର୍ବାଚନ ନେଇ ଉଚ୍ଚ ଶିକ୍ଷାମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜ ବଡ଼ ସୂଚନା ଦେଇଛନ୍ତି । ମୁଖ୍ୟମନ୍ତ୍ରୀଙ୍କ ସହ ବୈଠକ ପରେ ନିର୍ବାଚନ ତାରିଖ ଘୋଷଣା…

ଖସିଲା ଜଳସ୍ତର: ବନ୍ଦ ହେଲା ହୀରାକୁଦ ଜଳଭଣ୍ଡାରର ସମସ୍ତ ସ୍ଲୁଇସ୍‌ ଗେଟ୍‌

ସମ୍ବଲପୁର,୫ା୧୦(ପ୍ରମୋଦ ବହିଦାର): ତିନିଦିନ ଧରି ହୀରାକୁଦ ଜଳଭଣ୍ଡାର ପୂଣ୍ଣଗର୍ଭା ରହିବା ପରେ ସୋମବାର ଜଳସ୍ତର ସାମାନ୍ୟ ହ୍ରାସ ପାଇଛି। ତେଣୁ ଆଜି ଜଳଭଣ୍ଡାରର ଖୋଲାଥିବା ଏକମାତ୍ର ସ୍ଲୁଇସ୍‌…

ସଞ୍ଜୁ ସାମସନଙ୍କ ଟାର୍ଗେଟରେ ସୁରେଶ ରାଇନା,ଏମ.ଏସ. ଧୋନି, କିନ୍ତୁ କାହିଁକି? ଜାଣନ୍ତୁ ଏହାର ବଡ଼ କାରଣ

ନୂଆଦିଲ୍ଲୀ,୫।୧୦: ୱେଷ୍ଟଇଣ୍ଡିଜ ବିପକ୍ଷରେ ଇତିହାସ ସୃଷ୍ଟି କରିବାର ସୁଯୋଗ ରହିଛି ଭାରତର ୱିକେଟ କିପର ବ୍ୟାଟ୍ସମ୍ୟାନ ସଞ୍ଜୁ ସାମସନଙ୍କ ନିକଟରେ। ୱେଷ୍ଟଇଣ୍ଡିଜ ବିପକ୍ଷ ପାଞ୍ଚ ମ୍ୟାଚ ବିଶିଷ୍ଟ…

ଜୈବବିବିଧତାର ସୁରକ୍ଷିତ ଠିକଣା: ନୀଳରକ୍ତ କଙ୍କଡ଼ାଙ୍କ ମିଳନସ୍ଥଳ ପାଲଟିଛି ଗହୀରମଥା

ମହାକାଳପଡ଼ା,୫ା୧୦(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲାର ଭିତରକନିକା ଓ ଗହୀରମଥା ସାମୁଦ୍ରିକ ଅଭୟାରଣ୍ୟରେ ବିଭିନ୍ନ ବିରଳ ପ୍ରଜାତିର ସାମୁଦ୍ରିକ ଜୀବଜନ୍ତୁ ଦେଖିବାକୁ ମିଳନ୍ତି। ବିଶେଷ କରି ମହାନଦୀ…

ଟାଇପ ୧ ଡାଇବେଟିସ କ’ଣ? ଏହା ପଛରେ କ’ଣ ରହିଛି କାରଣ ଜାଣନ୍ତୁ…

ନୀରବ ଘାତକ ଭାବରେ ଗଣନା କରାଯାଉଥିବା ଅନ୍ୟତମ ପ୍ରମୁଖ ସ୍ବାସ୍ଥ୍ୟ ସମସ୍ୟା ହେଉଛି ଡାଇବେଟିସ୍‌ ବା ମଧୁମେହ। ଏହା ପଛରେ ଅନେକ କାରଣ ରହିଛି। ତେବେ ଟାଇପ…

‘ବିରାଟଙ୍କ ନମ୍ବର ତାଙ୍କୁ ମିଳିବା ଉଚିତ’, କୋହଲିଙ୍କ ପାଇଁ କିଏ ହେବେ ପରଫେକ୍ଟ ରିପ୍ଲେସମେଣ୍ଟ ପ୍ରକାଶ କଲେ ୱାସିମ ଜାଫର୍‌, ଚମକି ପଡ଼ିବେ…

ନୂଆଦିଲ୍ଲୀ,୫।୧୦: ପ୍ରାୟ ୧୫ ବର୍ଷ ଧରି, ଭାରତୀୟ ଦଳକୁ ODI କ୍ରିକେଟରେ ୩ ନମ୍ବର ସ୍ଥାନ ପାଇଁ କୌଣସି ସମସ୍ୟାର ସମ୍ମୁଖୀନ ହେବାକୁ ପଡ଼ିନାହିଁ; ଏହାର ମୁଖ୍ୟ…

ଭିଜିଲାନ୍ସ ପଞ୍ଝାରେ ବେତନଟୀ ସବଡିଭିଜନ AEE, ଏକକାଳୀନ ୧୦ ସ୍ଥାନରେ ଚଢାଉ

ବାରିପଦା/ବେତନଟୀ, ୫।୧୦(ନୀଳାଦ୍ରି ବିହାରୀ ଦଣ୍ଡପାଟ/ଧରଣୀଧର ମହାନ୍ତି ): ଆୟ ବହିର୍ଭୂତ ସମ୍ପତ୍ତି ଠୁଳ କରିଥିବା ଅଭିଯୋଗରେ ମୟୂରଭଞ୍ଜ ଜିଲା ବେତନଟୀ ଆର୍‌ଆଣ୍ଡବି ସବ୍‌ଡିଭିଜନର ସହକାରୀ କାର୍ଯ୍ୟନିର୍ବାହୀ ଯନ୍ତ୍ରୀ…

ସୃଷ୍ଟି ହେବ ବିରଳ ତ୍ରିଗ୍ରହୀ ଯୋଗ; ବଦଳିଯିବ ୩ ରାଶିର ଭାଗ୍ୟ, ପ୍ରଚୁର ଧନ ଲାଭ

ଅକ୍ଟୋବର ମାସରେ ତୁଳା ରାଶିରେ ସୂର୍ଯ୍ୟ, ବୁଧ ଓ ଶୁକ୍ରଙ୍କ ଯୁତି ହେବାକୁ ଯାଉଛି । ଜ୍ୟୋତିଷ ଶାସ୍ତ୍ର ଅନୁସାରେ, ତିନି ଗ୍ରହ ଗୋଟିଏ ରାଶିରେ ରହିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?