Posted inଜାତୀୟ

ଉତ୍ତରପ୍ରଦେଶ ଆଇନ ବ୍ୟବସ୍ଥା ବିକାଶ ମୁହାଁ: ପ୍ରଧାନମନ୍ତ୍ରୀ…

ଲକ୍ଷ୍ନୌ,୨୬।୨ : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ରବିବାର ଉତ୍ତରପ୍ରଦେଶର ଆଇନ ଶୃଙ୍ଖଳା ପରିସ୍ଥିତିକୁ ପ୍ରଶଂସା କରି କହିଛନ୍ତି ଯେ ଏପରି ଏକ ସମୟ ଥିଲା ଯେତେବେଳେ ଉତ୍ତରପ୍ରଦେଶରେ ମାଫିଆ ରାଜ ଥିଲା ତଥା ରାଜ୍ୟରେ ଆଇନ ଶୃଙ୍ଖଳା ସ୍ଥିତି ଖରାପ ଥିଲା। କିନ୍ତୁ ଆଜି ଏହା ଉନ୍ନତ ଆଇନ ଶୃଙ୍ଖଳା ତଥା ଦ୍ରୁତ ଗତିରେ ବିକାଶ ପାଇଁ ଜଣାଶୁଣା। ଏହା ଏକ ନୂତନ ସକ୍ରିୟ ଅବସ୍ଥାରେ ଅଛି। ଭାରତୀୟ ଜନତା ପାର୍ଟି ସରକାର ଏଠାରେ ସୁରକ୍ଷା ବ୍ୟବସ୍ଥାକୁ ମଜବୁତ କରିଛନ୍ତି।

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଏକ ଭିଡିଓ ବାର୍ତ୍ତା ଲକ୍ଷ୍ନୌରେ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥଙ୍କ ଦ୍ୱାରା ଏକ ନିଯୁକ୍ତି ପତ୍ର ବଣ୍ଟନ କାର୍ଯ୍ୟକ୍ରମରେ ଶୁଣା ଯାଇଥିଲା। ଏହି ଅବସରରେ ମନୋନୀତ ହୋଇଥିବା ୯,୦୫୫ ପୋଲିସ ସବ-ଇନ୍ସପେକ୍ଟର, ଟେରିଟୋରିଆଲ ଆର୍ମଡ ଫୋର୍ସର ପ୍ଲାଟୁନ କମାଣ୍ଡର ଏବଂ ଅଗ୍ନିଶମ ଅଧିକାରୀଙ୍କୁ ନିଯୁକ୍ତି ପତ୍ର ବଣ୍ଟନ କରାଯାଇଥିଲା।

ଏହି ଉତ୍ସବ ୯ ହଜାରରୁ ଅଧିକ ପରିବାରଙ୍କ ମୁହଁରେ ଖୁସି ଆଣିଛି ବୋଲି ମୋଦି କହିଛନ୍ତି । ଏହି ନୂତନ ନିଯୁକ୍ତି ସହିତ ରାଜ୍ୟ ପୋଲିସ ଫୋର୍ସକୁ ଆହୁରି ମଜବୁତ କରାଯିବ ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଲଗାଣ ବର୍ଷା ପ୍ରଭାବରେ ବେହାଲ ବଣାଇଁ ଅଞ୍ଚଳ; ବାଗୁନ ନାଳରେ ଭାସିଗଲା ବାଇକ, ଅଫିସରେ ଆଣ୍ଠୁଏ ପାଣି

ବଣାଇଁ,୨୮।୭( ପ୍ରଦୀପ ତ୍ରିପାଠୀ ): ସୁନ୍ଦରଗଡ଼ ଜିଲା ବଣାଇଁ ଉପଖଣ୍ଡରେ ଦୁଇଦିନ ଧରି ଲଗାଣ ବର୍ଷା ଜାରି ରହିଛି । ଫଳରେ ଏକ ପ୍ରକାର ଜନଜୀବନ ପ୍ରଭାବିତ…

ୟୁପିରେ ଏସ୍‌ପି-କଂଗ୍ରେସ ପାଇଁ ଅଡ଼ୁଆ ହେଲା କି ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫା ପ୍ରସଙ୍ଗ? ଜାଣନ୍ତୁ ଭିତିରି କଥା

ନୂଆଦିଲ୍ଲୀ, ୨୮।୭: ଭାରତୀୟ ଜନତା ପାର୍ଟିର ନେତା ତଥା ଓଡ଼ିଶାର ସମ୍ବଲପୁରରୁ ସାଂସଦ ଥିବା ଧର୍ମେନ୍ଦ୍ର ପ୍ରଧାନ ଶିକ୍ଷା ମନ୍ତ୍ରୀ ପଦରୁ ଇସ୍ତଫା ଦେଇଛନ୍ତି। ତାଙ୍କ ଇସ୍ତଫାକୁ…

ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫାକୁ ବଡ଼ ଆଡମ୍ବରରେ ଉତ୍ସବ ପାଳନ କଲା CJP; ହେଲେ ବଡ଼ କଥା କହିଦେଲେ ସୋନମ ୱାଙ୍ଗଚୁକ

ନୂଆଦିଲ୍ଲୀ,୨୮।୭: କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫା ପରେ କୋକ୍ରୋଚ ଜନତା ପାର୍ଟି (CJP)ର ସଦସ୍ୟମାନେ ହୋଟେଲରେ ମହା ଆଡମ୍ବରରେ ଉତ୍ସବ ପାଳନ କରୁଥିବା ଏକ…

ପୂର୍ବତନ ମନ୍ତ୍ରୀ ସୁଶାନ୍ତ ସିଂଙ୍କୁ ଶେଷ ବିଦାୟ: ସାମିଲ ହେଲେ ହଜାର ହଜାର ଲୋକ

ବରଗଡ଼,୨୮।୭(ପ୍ରେମାନନ୍ଦ ଖମାରୀ): ପୂର୍ବତନ ମନ୍ତ୍ରୀ ସ୍ବର୍ଗତ ସୁଶାନ୍ତ ସିଂଙ୍କୁ ମଙ୍ଗଳବାର ଶେଷ ବିଦାୟ ଦିଆଯାଉଛି। ଏହି କ୍ରମରେ ସକାଳୁ ବରଗଡ଼ ଜିଲା ସୋହେଲା ବ୍ଲକ ଅନ୍ତର୍ଗତ ହଲଦିପାଲି…

ଆମେରିକା ଯିବା ପୂର୍ବରୁ ପ୍ରଧାନମନ୍ତ୍ରୀ ନେତାନ୍ୟାହୁଙ୍କ ବଡ଼ ବୟାନ, ଜାଣନ୍ତୁ ତାଙ୍କର ଉଦ୍ଦେଶ୍ୟ କ’ଣ

ଜେରୁଜେଲମ,୨୮।୭: ଇରାନ ସହିତ ଯୁଦ୍ଧ ପରେ ଇସ୍ରାଏଲ ପ୍ରଧାନମନ୍ତ୍ରୀ ନେତାନ୍ୟାହୁ ପ୍ରଥମ ଥର ପାଇଁ ଟ୍ରମ୍ପଙ୍କୁ ଭେଟିବା ପାଇଁ ଆମେରିକାରେ ପହଞ୍ଚିଛନ୍ତି। ଆମେରିକା ଯିବା ପୂର୍ବରୁ, ନେତାନ୍ୟାହୁ…

ଇସ୍ତଫା ଦେବା ପରେ ପ୍ରଥମଥର ଓଡ଼ିଶା ଗସ୍ତରେ ଆସିବେ ଧର୍ମେନ୍ଦ୍ର! ଭାଜପାରେ ହେବ…

ଭୁବନେଶ୍ବର,୨୮।୭: ସିଜେପିର ବିକ୍ଷୋଭ ପ୍ରଦର୍ଶନ ପରେ ଶିକ୍ଷାମନ୍ତ୍ରୀ ପଦରୁ ଇସ୍ତଫା ଦେଇଛନ୍ତି ଧର୍ମେନ୍ଦ୍ର ପ୍ରଧାନ । ଏହାପରେ ସେ ପ୍ରଥମଥର ଓଡ଼ିଶା ଗସ୍ତରେ ଆସିବା ନେଇ ସୂଚନା…

ଧର୍ମେନ୍ଦ୍ରଙ୍କ ଇସ୍ତଫା ପ୍ରସଙ୍ଗରେ ବଡ଼ ଖୁଲାସା! ପ୍ରଥମେ CJPକୁ ସରକାର ଦେଇଥିଲେ ଏହି ଅଫର, ହେଲେ…

ନୂଆଦିଲ୍ଲୀ, ୨୮।୭: କେନ୍ଦ୍ର ଶିକ୍ଷା ମନ୍ତ୍ରୀ ପଦରୁ ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫାକୁ ନେଇ ଏକ ବଡ଼ ଖୁଲାସା ସାମ୍ନାକୁ ଆସିଛି। ସୂତ୍ରରୁ ପ୍ରକାଶ ଯେ, ସରକାରଙ୍କ ପ୍ରତିନିଧି…

କାଙ୍କଡ଼ ୮୦, ଗାଜର କିଲୋ ୧୨୦ ଟଙ୍କା : ବର୍ଷା ଋତୁରେ ବଢୁଛି ପନିପରିବା ଦର

କେସିଙ୍ଗା,୨୮।୭(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ସହରରେ ଆଖ ପାଖ ଅଞ୍ଚଳରେ ପନିପରିବା ଚାଷ କମ ପରିମାଣରେ ବଜାରକୁ ଆସୁଅଛି। କିନ୍ତୁ ବ୍ୟବସାୟୀମାନେ ରାୟପୁର ଯାଇ ସେଠାରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri