Posted inଜାତୀୟ

ପ୍ରେମାନନ୍ଦ ମହାରାଜଙ୍କ ଛାତିରେ ଯନ୍ତ୍ରଣା, ଡାକ୍ତରଖାନାରେ ଭର୍ତ୍ତି 

ନୂଆଦିଲ୍ଲୀ,୧୨।୪: ସୋସିଆଲ ମିଡିଆରେ ପ୍ରସିଦ୍ଧ ତଥା ଲକ୍ଷ ଲକ୍ଷ ଯୁବକଙ୍କୁ ଉପଦେଶ ଦେଇ ପ୍ରଭାବିତ କରୁଥିବା ସନ୍ଥ ପ୍ରେମାନନ୍ଦ ମହାରାଜ ଅସୁସ୍ଥ ହୋଇପଡ଼ିଛନ୍ତି। ଶୁକ୍ରବାର ସାରେ ହଠାତ୍‌ ତାଙ୍କର ସ୍ବାସ୍ଥ୍ୟ ଖରାପ ହୋଇଯାଇଥିଲା। ଏହାପରେ ତାଙ୍କୁ ଶୀଘ୍ର ଡାକ୍ତରଖାନା ଅଣାଯାଇଥିଲା। ସେଠାରେ ଡାକ୍ତରମାନେ ତାଙ୍କୁ ଯାଞ୍ଚ କରି କିଛି ପରୀକ୍ଷା ମଧ୍ୟ କରିଥିଲେ। କିଛି ସମୟ ହସ୍ପିଟାଲରେ ରହିବା ପରେ ସେ ତାଙ୍କ ଆଶ୍ରମକୁ ଫେରିଯାଇଛନ୍ତି।
ସୂଚନାନୁସାରେ, ମଥୁରାର ବୃନ୍ଦାବନରେ ରାଧା କେଳି କୁଞ୍ଜର ପ୍ରମୁଖ ବାବା ପ୍ରେମାନନ୍ଦ ମହାରାଜଙ୍କ ଛାତିରେ ଯନ୍ତ୍ରଣା ହୋଇଥିଲା॥ ଫଳରେ ସ୍ବାସ୍ଥ୍ୟାବସ୍ଥା ବିଗିଡି ଯାଇଥିଲା। ଏହା ପରେ ତାଙ୍କୁ ତୁରନ୍ତ ଶ୍ରୀକୃଷ୍ଣ ସେବା ଆଶ୍ରମ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା। ଏହି ସମୟ ମଧ୍ୟରେ ଅନେକ ଶିଷ୍ୟ ମଧ୍ୟ ତାଙ୍କ ସହିତ ଉପସ୍ଥିତ ଥିଲେ। ଡାକ୍ତରମାନେ ତାଙ୍କ ଅବସ୍ଥା ଦେଖି ତୁରନ୍ତ ଚିକିତ୍ସା ଆରମ୍ଭ କଲେ।  ତେବେ କିଛି ସମୟ ପରେ ତାଙ୍କ ସ୍ବାସ୍ଥ୍ୟରେ ଉନ୍ନତି ଦେଖି ତାଙ୍କୁ ଆଶ୍ରମକୁ ଛଡ଼ାଯାଇଥିଲା।
କହିରଖୁଛୁ, ପ୍ରେମାନନ୍ଦଜୀ ମହାରାଜ ପ୍ରାୟ ୧୭ ବର୍ଷ ଧରି କିଡନୀ ରୋଗରେ ପୀଡିତ ଅଛନ୍ତି। ସେ କ୍ରମାଗତ ଭାବରେ ଡାଏଲିସିସ କରୁଛନ୍ତି। ଏହି କାରଣରୁ ତାଙ୍କର ଶାରୀରିକ ସମସ୍ୟା ଉପୁଜୁଛି।

Enter your email to get our daily news in your inbox.

All Right Reserved By Dharitri.Com

ବ୍ରିଜ୍‌ ଉପରେ ହଠାତ୍‌ ଫାଟିଲା ପାନୀଳ ଜଳ ପାଇପ୍‌, ଆଉ ତା’ ପରେ…

ଗୁଣପୁର,୨୬ା୩(ସଂକେତ ପାତ୍ର): ସ୍ଥାନୀୟ ଗୁଣପୁର-ବିକ୍ରମପୁରକୁ ସଂଯୋଗ କରୁଥିବା ବ୍ରିଜ୍‌ ଉପରେ ଥିବା ପାନୀୟଜଳ ପାଇପ୍‌ ଫାଟିଯାଇ ଅଧିକ ସମୟ ଧରି ପାଣି ବହୁଥିବା ଦେଖାଯାଇଛି। ସୂଚନାନୁସାରେ, କେନ୍ଦ୍ର…

ଯୁଦ୍ଧ ଭିତରେ ଚାଇନା ଯିବେ ଟ୍ରମ୍ପ, ତାରିଖ ଘୋଷଣା କଲା ହ୍ବାଇଟ ହାଉସ

ଓ୍ବାଶିଂଟନ,୨୬।୩: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ମେ ୧୪ ରୁ ୧୫ ମଧ୍ୟରେ ଚାଇନା ଗସ୍ତ କରିବେ ଏବଂ ଚାଇନା ରାଷ୍ଟ୍ରପତି ସି ଜିନପିଙ୍ଗଙ୍କ ସହ ସାକ୍ଷାତ…

ଇରାନକୁ ନୂଆ ଧମକ ଦେଲେ ଟ୍ରମ୍ପ, ଇରାନୀ କୋଠରୀ ଭିତରେ ନିବେଦନ କରନ୍ତି କିନ୍ତୁ…

ନୂଆଦିଲ୍ଲୀ,୨୬ା୩: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏବେ ଅତ୍ୟନ୍ତ ଆକ୍ରମଣାତ୍ମକ ହୋଇଯାଇଛନ୍ତି। ତାଙ୍କ ପ୍ଲାଟଫର୍ମ, ଟ୍ରୁଥ୍ ସୋସିଆଲରେ, ସେ ଇରାନକୁ ଏକ ନୂତନ ଧମକ ଦେଇଛନ୍ତି। ସେ…

ହୋଟେଲ, ରେଷ୍ଟୁରାଣ୍ଟରେ ବଡ଼ ଧରଣର ଚଢ଼ାଉ

ନୂଆପଡ଼ା,୨୬ା୩ (ମକାରୁ ବେମାଲ): ନୂଆପଡ଼ା ଜିଲାରେ ଘରୋଇ ଏଲ୍‌ପିଜି ସିଲିଣ୍ଡରର କୃତ୍ରିମ ଅଭାବ ଦେଖାଦେଇଥିବା ବେଳେ ବିଭିନ୍ନ ହୋଟେଲ ଓ ରେଷ୍ଟୁରାଣ୍ଟରେ ଅବୈଧ ବ୍ୟବହାର କରାଯାଉଥିବା ଅଭିଯୋଗ…

ଚୌକା-ଛକାରେ ଝୁମି ଉଠୁଥିବା ଚିୟରଲିଡର୍ସଙ୍କୁ କେତେ ମିଳେ ଦରମା… ଗୋଟିଏ ମ୍ୟାଚର ପାରିଶ୍ରମିକ ସହ ବିଳାସପୂର୍ଣ୍ଣ ସୁବିଧା ପଛର କାହାଣୀ ଜାଣନ୍ତୁ…

ନୂଆଦିଲ୍ଲୀ,୨୬।୩: ଆଇପିଏଲର ୧୯ତମ ସିଜିନ ୨୮ ମାର୍ଚ୍ଚରୁ ଆରମ୍ଭ ହେଉଛି। ଫାଇନାଲ ମ୍ୟାଚ ୩୧ ମଇରେ ଖେଳାଯିବ। ପଡ଼ିଆରେ ଖେଳାଳିମାନେ ସେମାନଙ୍କ ବିଡ ଏବଂ ଦୌଡ଼ ପାଇଁ…

ଆସନ୍ତାକାଲି ଭକ୍ତଙ୍କୁ ଦର୍ଶନ ଦେବେ ନାହିଁ ମହାପ୍ରଭୁ, ୫ ଘଣ୍ଟା ବନ୍ଦ ରହିବ ଶ୍ରୀମନ୍ଦିର

ପୁରୀ,୨୬ା୩(ଅଜିତ କୁମାର ମହାନ୍ତି):  ଆସନ୍ତାକାଲି ଅର୍ଥାତ୍‌ ଶୁକ୍ରବାର ଭଗବାନ ଆଉ ଭକ୍ତଙ୍କ ମଧ୍ୟରେ ବଢ଼ିବ ଦୂରତା। ୫ ଘଣ୍ଟା ଭକ୍ତଙ୍କୁ ଦର୍ଶନ ଦେବେ ନାହିଁ ମହାପ୍ରଭୁ। ଚୈତ୍ର…

ହର୍ମୁଜ ବନ୍ଦ ହେଲେ LPG ପାଇଁ ଛଟପଟ ହେବ ସାରା ବିଶ୍ୱ, ଇରାନ ଏହି ରାସ୍ତା ବନ୍ଦ କଲେ କ’ଣ ହେବ? ଜାଣନ୍ତୁ…

ନୂଆଦିଲ୍ଲୀ/ତେହରାନ୍‌,୨୬।୩: ଯେତେବେଳେ ଇରାନ ଆମେରିକା ସହିତ ଚାଲିଥିବା ଯୁଦ୍ଧ ମଧ୍ୟରେ ହର୍ମୁଜ ପ୍ରଣାଳୀ ବନ୍ଦ କରିଦେଲା, ସମଗ୍ର ବିଶ୍ୱ ଚିନ୍ତାରେ ପଡ଼ିଗଲା। ପେଟ୍ରୋଲ ପମ୍ପରେ ଧାଡ଼ି ଲାଗିଲା…

ଦୁନିଆର ଏମିତି ଏକ ମନ୍ଦିର, ଯେଉଁଠି ରାଜା ରାମଙ୍କୁ ଗାର୍ଡ ଅଫ ଅନର ଦିଅନ୍ତି ପୋଲିସ, ରାଜକୀୟ ନିୟମ ଅନୁସାରେ…

ଭାରତରେ ଏମିତି ଏକ ସହର ଅଛି, ଦେବତାଙ୍କୁ ମନ୍ଦିରରେ ନୁହେଁ ବରଂ ରାଜକୀୟ ଆଡ଼ମ୍ବର ଏବଂ ମହିମା ସହିତ ଏକ ପ୍ରାସାଦରେ ପୂଜା କରାଯାଏ। ଏଠାରେ ପରମ୍ପରା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri