କରୋନା ସଂକ୍ରମଣରେ ଭାଜପା ନେତାଙ୍କ ପରଲୋକ

ଡେରାଡୁନ,୧୨ ।୧୧: ଉତ୍ତରାଖଣ୍ଡର ଭାରତୀୟ ଜନତା ପାର୍ଟି(ଭାଜପା) ବିଧାୟକ ସୁରେନ୍ଦ୍ର ସିଂ ଜିନାଙ୍କର ପରଲୋକ ହୋଇଛି । କରୋନା ସଂକ୍ରମିତ ହେବା ପରେ ସେ ଦିଲ୍ଲୀର ଗଙ୍ଗାରାମ ହସ୍ପିଟାଲରେ ଚିକିତ୍ସିତ ହେଉଥିଲେ । ଚିକିତ୍ସାଧିନ ଅବସ୍ଥାରେ ହିଁ ତାଙ୍କର ମୃତ୍ୟୁ ହୋଇଛି । ସୂଚନଯୋଗ୍ୟ, ଜିନା ଅଲମୋଡା ଜିଲା ସଲ୍ଟ ନିର୍ବାଚନ ମଣ୍ଡଳୀର ବିଧାୟକ ଥିଲେ । କିଛିଦିନ ପୂର୍ବରୁ ହୃଦଘାତରେ ତାଙ୍କ ପତ୍ନୀଙ୍କର ମୃତ୍ୟୁ ହୋଇଥିଲା । ତୃତୀୟ ଥର ଲାଗି ସୁରେନ୍ଦ୍ର ବିଧାୟକ ଥିବା ବେଳେ ତାଙ୍କ ପରଲୋକରେ ନିର୍ବାଚନ ମଣ୍ଡଳୀରେ ଶୋକର ଛାୟା ଖେଳି ଯାଇଛି । ଜିନାଙ୍କ ପରଲୋକରେ ବହୁ ନେତା ଶୋକ ପ୍ରକାଶ କରିଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ବଦଳିଲା ଦେଶ ବିଭାଜନ ଇତିହାସ, ବାଦ୍‌ ପଡ଼ିଲେ ହିଟ୍‌ଲର

ନୂଆଦିଲ୍ଲୀ,୯ା୭ (ପି.ଟି.):ପୁରୁଣା ବହିରେ ଉଲ୍ଲେଖ ଥିଲା ଯେ ମହାତ୍ମା ଗାନ୍ଧୀ ଏବଂ କଂଗ୍ରେସ ନେତାମାନେ ବିଭାଜନକୁ ବିରୋଧ କରୁଥିଲେ ମଧ୍ୟ ଶେଷରେ ଏହାକୁ ଏକମାତ୍ର ବିକଳ୍ପ ଭାବେ…

ଓଡ଼ିଶା ମାଟିରେ ଇତିହାସ ରଚିଲା DRDO: LRGRର ସଫଳ ପରୀକ୍ଷଣ, ୬୦ କିମି ଦୂର ଲକ୍ଷ୍ୟକୁ…

ନୂଆଦିଲ୍ଲୀ/ବାଲେଶ୍ୱର, ୮।୭: ଭାରତ ସ୍ୱଦେଶୀ ପ୍ରତିରକ୍ଷା ଜ୍ଞାନକୌଶଳ କ୍ଷେତ୍ରରେ ଆଉ ଏକ ବଡ଼ ସଫଳତା ହାସଲ କରିଛି। ପ୍ରତିରକ୍ଷା ଅନୁସନ୍ଧାନ ଏବଂ ବିକାଶ ସଂଗଠନ (DRDO) ବୁଧବାର…

ସିଙ୍ଗଡ଼ା କିଣିବା ପାଇଁ ଟ୍ରେନ୍‌ ଅଟକାଇଲେ ଲୋକୋ ପାଇଲଟ୍‌, ଭାଇରାଲ ହେଉଛି ଭିଡିଓ

ଇନ୍ଦୋର,୮ା୭: ମଧ୍ୟପ୍ରଦେଶର ଇନ୍ଦୋରରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି । ଜଣେ ଲୋକୋ ପାଇଲଟ୍‌ ଟ୍ରେନ୍‌ ଅଟକାଇ ରାସ୍ତାପାର୍ଶ୍ୱ ଦୋକାନରୁ ସିଙ୍ଗଡ଼ା କିଣୁଥିବାର ଭିଡିଓ ସୋସିଆଲ…

ଅନ୍ୟମାନଙ୍କ ପାଇଁ ଦୃଷ୍ଟାନ୍ତ: ମାଁ ଶ୍ୟାମାକାଳୀ ମନ୍ଦିରରେ ବିବାହ ବନ୍ଧନରେ ବାନ୍ଧିହେଲେ ୨ ଦିବ୍ୟାଙ୍ଗ ଯୋଡ଼ି

ବରଗଡ଼,୮।୭(ପ୍ରେମାନନ୍ଦ ଖମାରୀ)- ବରଗଡ଼ ସହରରେ ଅବସ୍ଥିତ ମାଁ ଶ୍ୟାମାକାଳୀ ମନ୍ଦିର ସର୍ବେଶ୍ୱର କଲ୍ୟାଣ ମଣ୍ଡପରେ ବୁଧବାର ଆଦର୍ଶ ବିବାହ ହୋଇଥିଲା। ପାୱାର ଅଫ୍‌ ଦିବ୍ୟାଙ୍ଗ ଅନୁଷ୍ଠାନ ତତ୍ତ୍ୱାବଧାନରେ…

ସୋସିଆଲ ମିଡିଆରେ ଭାଇରାଲ କରିଦେବି… ଯୁବତୀଙ୍କୁ ବଳାତ୍କାର ଅଭିଯୋଗ, ଜେଲ୍ ଗଲେ ଅଭିଯୁକ୍ତ ରାଜମିସ୍ତ୍ରୀ

ଦିଗପହଣ୍ଡି,୮।୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଅଧିନ ଏକ ଗାଁର ଜଣେ ୨୬ ବର୍ଷୀୟା ଯୁବତୀଙ୍କୁ ବଳାତ୍କାର କରିଥିବା ଅଭିଯୋଗରେ ଦିଗପହଣ୍ଡି ପୋଲିସ ବୁଧବାର…

ବୋରପଦର ଗ୍ରାମ ପଞ୍ଚାୟତରେ ମନରେଗା ଦୁର୍ନୀତି ଅଭିଯୋଗ, ଜିଲାପାଳଙ୍କୁ ଫେରାଦ ହେଲେ ଗ୍ରାମବାସୀ

କର୍ଲାମୁଣ୍ଡା,୮।୭(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକରେ ମନରେଗା ଦୁର୍ନୀତି ନେଇ ବିଭିନ୍ନ ସମୟରେ ଲୋକେ ଅଭିଯୋଗ କରି ଆସୁଥିଲେ ମଧ୍ୟ ପ୍ରଶାସନ ପକ୍ଷରୁ କୌଣସି…

ଛାତି ପର୍ଯ୍ୟନ୍ତ ପାଣି, ତଥାପି ବନ୍ୟାର ପ୍ରଖର ସ୍ରୋତରେ ନିଜ କାର୍‌କୁ ଛାଡ଼ିଲେନି ମାଲିକ..Viral Video ଦେଖିଲେ…

ଥରେ ଭାବନ୍ତୁ ଆପଣ କାର୍‌ରେ ଥିବେ, ବନ୍ୟାଜଳ ମାଡ଼ି ଆସିବ। କାର୍‌ଟି ବନ୍ୟାଜଳରେ ବୁଡ଼ିଯିବ, ଆପଣ କରିବେ କ’ଣ? କାରକୁ ଛାଡ଼ି ନିଜ ଜୀବନ ବଞ୍ଚାଇବେ ନା…

‘ମୋ ମୁଣ୍ଡ କାଟିଦେଲେ ବି ଭାଜପାକୁ ଯିବିନି…’, ଟିଏମସି କନ୍ଦଳ ଭିତରେ ଗର୍ଜିଲେ ମହୁଆ, କରିଦେଲେ ବଡ଼ ଖୁଲାସା

କୋଲକାତା,୮।୭: ପଶ୍ଚିମବଙ୍ଗରେ ଗତ ୧୫ ବର୍ଷ ଧରି କ୍ଷମତାରେ ଥିବା ମମତା ବାନାର୍ଜୀଙ୍କ ନେତୃତ୍ୱରେ ତୃଣମୂଳ କଂଗ୍ରେସ (TMC) ବର୍ତ୍ତମାନ ଏକ କଷ୍ଟକର ପରିସ୍ଥିତିର ସମ୍ମୁଖୀନ ହେଉଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri