Posted inଜାତୀୟ

ଦିଲ୍ଲୀ ଏମ୍ସକୁ ସ୍ଥାନାନ୍ତର ହେଲେ ଉତ୍ତରାଖଣ୍ଡ ମୁଖ୍ୟମନ୍ତ୍ରୀ

ନୂଆଦିଲ୍ଲୀ,୨୮ ।୧୨: ଉତ୍ତରାଖଣ୍ଡ ମୁଖ୍ୟମନ୍ତ୍ରୀ ତ୍ରିଭେନ୍ଦ୍ର ସିଂ ରାୱତଙ୍କୁ ଦିଲ୍ଲୀ ସ୍ଥିତି ଅଲ ଇଣ୍ଡିଆ ଇନଷ୍ଟିଚ୍ୟୁଟ ଅଫ୍ ମେଡିକାଲ ସାଇନସେସ୍‌(ଏମ୍ସ)କୁ ସ୍ଥାନାନ୍ତର କରାଯାଇଛି । ତାଙ୍କୁ ଚିକିତ୍ସା କରୁଥିବା ଡା. ଏନ୍‌.ଏସ୍‌. ବିସ୍ତଙ୍କ ସୂଚନା ଅନୁଯାୟୀ ତାଙ୍କ ଛାତିରେ ଇନଫେକ୍ସନ ବା ସଂକ୍ରମଣ ଥିବାରୁ ତାଙ୍କୁ ଏମ୍ସରେ ଭର୍ତ୍ତି କରାଯଇଛି । ସୂଚନାଯୋଗ୍ୟ, ଡିସେମ୍ବର ୧୮ରେ ସେ କରୋନାରେ ପୀଡ଼ିତ ହେବା ପରେ ତାଙ୍କୁ ଡେରାଡୁନର ଡୁନ ହସ୍ପିଟାଲରେ ଚିକିତ୍ସା ପାଇଁ ଭର୍ତ୍ତି କରାଯାଇଥିଲା । ଏବେ ଏହା ସାମାନ୍ୟ ବଢି ଯିବାରୁ ତାଙ୍କୁ ଦିଲ୍ଲୀ ପଠାଇ ଦିଆଯାଇଛି ।


Enter your email to get our daily news in your inbox.

All Right Reserved By Dharitri.Com

ଫେବୃୟାରୀ ୮ରେ ଦିଲ୍ଲୀ ବିଧାନସଭା ନିର୍ବାଚନ

ନୂଆଦିଲ୍ଲୀ,୬।୧: ଦିଲ୍ଲୀ ବିଧାନସଭା ନିର୍ବାଚନ ପାଇଁ ସୋମବାର ତାରିଖ ଘୋଷଣା ହୋଇଛି। ଫେବୃୟାରୀ ୮ରେ ଭୋଟିଂ କରାଯିବ ବୋଲି ମୁଖ୍ୟ ନିର୍ବାଚନ କମିଶନର ସୁନୀଲ ଆରୋରା...

‘ଓମିକ୍ରନ ଭାରିଆଣ୍ଟ ବିପଦଜନକ ନୁହେଁ’

ବେଙ୍ଗାଲୁରୁ,୨୯।୧୧: ଦକ୍ଷିଣ ଆଫ୍ରିକାରେ କାର୍ଯ୍ୟ କରୁଥିବା ଡାକ୍ତରମାନଙ୍କ ସହ ମୁଁ କଥା ହୋଇଛି। ଏହି ନୂଆ ଭାରିଆଣ୍ଟା ଓମିକ୍ରନ କୋଭିଡ୍‌ର ଡେଲ୍ଟା ଭାରିଆଣ୍ଟ ଭଳି ବିପଦଜନକ...

ଓମିକ୍ରନକୁ ନେଇ ଆକ୍ସନରେ ଶିବରାଜ, ଜାରି କଲେ ନୂଆ ଗାଇଡ ଲାଇନ

ଭୋପାଳ,୨୯ ।୧୧: କରୋନା ଭାଇରସର ନୂଆ ଭାରିଏଣ୍ଟର ଆସିବା ପରେ ଏହାକୁ ନେଇ ମଧ୍ୟପ୍ରଦେଶର ଶିବରାଜ ସିଂ ସରକାର ଆକ୍ସନ ମୁଡକୁ ଆସିଯାଇଛନ୍ତି । ଏହାକୁ...

୮ ଆଇଏଏସ୍‌ ଅଧିକାରୀ ଦୋଷୀ ସାବ୍ୟସ୍ତ

ଭୋପାଳ,୩୧ା୩: ଆନ୍ଧ୍ରପ୍ରଦେଶ ହାଇକୋର୍ଟ ଗୁରୁବାର ୮ ଜଣ ଆଇଏଏସ ଅଧିକାରୀଙ୍କୁ କୋର୍ଟର ଅବମାନନା ମାମଲାରେ ଦୋଷୀ ସାବ୍ୟସ୍ତ କରିଛନ୍ତି। ହାଇକୋର୍ଟ ଏହି ସମସ୍ତ ଅଧିକାରୀଙ୍କୁ ଦୁଇ...

ଭାରତୀୟ ଇଞ୍ଜିନିୟରଙ୍କୁ ମୁକ୍ତ କରିବ ତାଲିବାନ

ନୂଆଦିଲ୍ଲୀ,୭।୧୦: ଆଫଗାନିସ୍ତାନ ବନ୍ଧୁତ୍ୱର ପୁନଃ ସ୍ଥାପନ ପାଇଁ ନିଯୁକ୍ତ ଆମେରିକାର ବିଶେଷ ପ୍ରତିନିଧି ଜାଲମେ ଖଲିଲଜାଦ ଓ ତାଲିବାନ ମଧ୍ୟରେ ଇସଲାମାବାଦରେ ହୋଇଥିବା କଥାବାର୍ତ୍ତାର ପରିଣାମ...

ଟୁଇଟର ଇଣ୍ଡିଆର ମୁଖ୍ୟ ମନିଷ ମାହେଶ୍ୱରୀଙ୍କ ବଦଳି

ନୂଆଦିଲ୍ଲୀ,୧୩ ।୮: ଟୁଇଟର ଇଣ୍ଡିଆର ମୁଖ୍ୟ ମନିଷ ମାହେଶ୍ୱରୀଙ୍କୁ ଭାରତରୁ ବଦଳି କରି ମାଇକ୍ରୋ ବ୍ଲଗିଙ୍ଗ ସାଇଟ୍ ପୁଣିଥରେ ଆମେରିକା ଡାକିଛି । ତାଙ୍କ ବଦଳି...

ରାଷ୍ଟ୍ରପତି ନିର୍ବାଚନ, ଏମ୍‌ପିଙ୍କ ଭୋଟ ମୂଲ୍ୟ ୭୦୮ରୁ ୭୦୦କୁ ହ୍ରାସ…

ନୂଆଦିଲ୍ଲୀ, ୯।୫ : ଜୁଲାଇରେ ହେବାକୁ ଥିବା ରାଷ୍ଟ୍ରପତି ନିର୍ବାଚନ ପାଇଁ ଏମ୍‌ପିଙ୍କ ଭୋଟର ମୂଲ୍ୟ ୭୦୮ରୁ ୭୦୦ କୁ ହ୍ରାସ ପାଇବାର ଆଶଙ୍କା ଦେଖାଦେଇଛି।...

ଜୁନ୍‌ ୩୦ରେ ପ୍ରଚାରିତ ହେବ ମୋଦିଙ୍କ ‘ମନ କି ବାତ’ର ପ୍ରଥମ ଏପିସୋଡ଼

ନୂଆଦିଲ୍ଲୀ,୧୧।୬: ଦ୍ୱିତୀୟ ଥର ଭାବେ ପ୍ରଧାନମନ୍ତ୍ରୀ ଦାୟିତ୍ୱ ସମ୍ଭାଳି ଥିବା ନରେନ୍ଦ୍ର ମୋଦି ପୁଣି ଥରେ ତାଙ୍କର ଲୋକପ୍ରିୟ ରେଡିଓ କାର୍ଯ୍ୟକ୍ରମ ‘ମନ କି ବାତ’ରେ...

Advertisement
Archives

Model This Week