Posted inଜାତୀୟ

ଇସ୍ତଫା ଦେଲେ ଉତ୍ତରାଖଣ୍ଡ ମୁଖ୍ୟମନ୍ତ୍ରୀ

ଡେରାଡୁନ୍‌,୧୧।୩: ଉତ୍ତରାଖଣ୍ଡ ମୁଖ୍ୟମନ୍ତ୍ରୀ ପୁଷ୍କର ଧାମି ଶୁକ୍ରବାର ତାଙ୍କ ପଦବୀରୁ ଇସ୍ତଫା ଦେଇଛନ୍ତି। ସେ ତାଙ୍କ ନିର୍ବାଚନମଣ୍ଡଳୀ ଖତିମାରୁ ବିଧାନସଭା ନିର୍ବାଚନରେ ହାରିଯିବା ପରେ ଆଜି ରାଜ୍ୟପାଳଙ୍କ ନିକଟରେ ତାଙ୍କ ଇସ୍ତଫା ପତ୍ର ଦାଖଲ କରିଛନ୍ତି। ନୂତନ ସରକାର ଗଠନ ନ ହେବା ପର୍ଯ୍ୟନ୍ତ ରାଜ୍ୟପାଳ ତାଙ୍କୁ କାର୍ଯ୍ୟବାହକ ମୁଖ୍ୟମନ୍ତ୍ରୀ ଭାବେ କାର୍ଯ୍ୟ କରିବାକୁ କହିଛନ୍ତି।

 


Enter your email to get our daily news in your inbox.

All Right Reserved By Dharitri.Com

ଡାକ୍ତରଖାନା ପାଇଖାନାରେ ନବଜାତ ଶିଶୁକନ୍ୟାର ମୃତଦେହ, କିଏ ସେ ଅଜଣା ମହିଳା ଯିଏ…

ବଞ୍ଚୋ,୧୪ା୬(ପ୍ରଦୋଷ ବିଶ୍ୱାଳ): ଆନନ୍ଦପୁର ଉପଖଣ୍ଡ ଡାକ୍ତରଖାନାର ମହିଳା ଓ୍ବାର୍ଡ ପାଇଖାନା ଭିତରୁ ଏକ ସଦ୍ୟ ନବଜାତ ଶିଶୁକନ୍ୟାର ମୃତଦେହ ଉଦ୍ଧାର ହୋଇଥିବା ଘଟଣା ସମଗ୍ର ଅଞ୍ଚଳରେ ଚାଞ୍ଚଲ୍ୟ…

କ୍ରିକେଟରଙ୍କୁ ମାଡ଼ ମାରିଲେ ପୋଲିସ, ଉତ୍ତେଜନା ପରେ ତିନି ପୋଲିସ କର୍ମଚାରୀ ନିଲମ୍ବିତ

ଢ଼ାକା,୧୪ା୬: ବାଂଲାଦେଶ କ୍ରିକେଟ୍ ବର୍ତ୍ତମାନ ଏକ ବିବାଦ ଯୋଗୁଁ ଚର୍ଚ୍ଚାରେ ରହିଛି । ବାଂଲାଦେଶୀ ସ୍ପିନର ନୟିମ ହାସନଙ୍କ ପ୍ରତି ଦୁର୍ବ୍ୟବହାର ଏବଂ ଆକ୍ରମଣ ହୋଇଥିବା ଏକ…

ଚରୁଥିବାବେଳେ ବଜ୍ରପାତରେ ଜଳିଗଲେ ୧୨ ଛେଳି, କ୍ଷତିପୂରଣ ଦାବି କରି…

ଭଞ୍ଜନଗର,୧୪ା୬(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଜଗନ୍ନାଥପ୍ରସାଦ ବ୍ଲକ ଅନ୍ତର୍ଗତ ବାରଦଣ୍ଡା ଗ୍ରାମରେ ବଜ୍ରପାତ ମାରିବାରୁ ରବିବାର ଅପରାହ୍ନରେ ୧୨ଟି ଛେଳିଙ୍କର ମୃତ୍ୟୁ ଘଟିଛି। ଏଥିରେ ଛେଳି ଚରାଳି…

Mobile Emergency Alert: ଆଉ ହଠାତ ଭାଇବ୍ରେଟ ହେବ ନାହିଁ ଆପଣଙ୍କ ମୋବାଇଲ, ଜାଣନ୍ତୁ କିଏ ବନ୍ଦ କଲା ଏହି ସେବା

ନୂଆଦିଲ୍ଲୀ,୧୪।୬: ସାରା ଦେଶରେ ମୋବାଇଲ ଫୋନକୁ ଜରୁରୀକାଳୀନ ସତର୍କତା ପଠାଉଥିବା ସେଲ ବ୍ରଡକାଷ୍ଟ ସେବାକୁ ଅସ୍ଥାୟୀ ଭାବରେ ସ୍ଥଗିତ ରଖାଯାଇଛି। ଜାତୀୟ ବିପର୍ଯ୍ୟୟ ପରିଚାଳନା କର୍ତ୍ତୃପକ୍ଷ (NDMA)…

ଓମାନ ଉପସାଗରରେ ବୁଡିଲା ୧୪ ଭାରତୀୟ ଯାତ୍ରା କରୁଥିବା ଡଙ୍ଗା, ଉଦ୍ଧାର କାର୍ଯ୍ୟରେ ସହାୟତା କଲା ଆମେରିକା

ମସ୍କଟ,୧୪।୬: ରବିବାର ଓମାନ ଉପକୂଳରେ ୧୪ ଜଣ ଭାରତୀୟ ନାଗରିକଙ୍କୁ ନେଇ ଏକ ଡଙ୍ଗା ବୁଡ଼ିବାକୁ ଆରମ୍ଭ କରିଥିଲା, ଏହି ସମୟରେ ଆମେରିକା ନୌସେନା, ଭାରତୀୟ ନୌସେନା…

ରଜରେ ଶିବମନ୍ଦିର ପରିସରରୁ ମିଳିଲା ଯୁବକଙ୍କ ଝୁଲନ୍ତା ମୃତଦେହ

କୋରାପୁଟ,୧୪ା୬(ଅମିତାଭ ବେହେରା): କୋରାପୁଟ ସହର ଉପକଣ୍ଠ ବଡ଼ ଚିନ୍ଦ୍ରି ଗୋପନଗରସ୍ଥିତ ଚନ୍ଦ୍ରଶେଖର ଶିବମନ୍ଦିର ପରିସରରୁ ରବିବାର ଜଣେ ଯୁବକଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର ହୋଇଛି। ମୃତକ ଜଣକ…

ସରପଞ୍ଚ ଚାମେଲି ଓଝାଙ୍କ ଘଟଣା: ମନ୍ତ୍ରୀ କହିଲେ ରିପୋର୍ଟ ଆସିଲେ…

ଭୁବନେଶ୍ୱର,୧୪ା୬: ରାଜ୍ୟ ରାଜନୀତିରେ ଚର୍ଚ୍ଚାରେ ରହିଥିବା କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଅନ୍ତର୍ଗତ ତିଖିରୀ ସରପଞ୍ଚ ଚାମେଲି ଓଝାଙ୍କ ଘଟଣାକୁ ନେଇ ଆଇନ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ…

ବିଜେଡିରେ ସାମିଲ ହେଲେ ଭାଜପା-କଂଗ୍ରେସର ୫୦ରୁ ଊର୍ଦ୍ଧ୍ୱ କର୍ମୀ

ଥୁଆମୂଳ ରାମପୁର,୧୪ା୬(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁରସ୍ଥିତ ଖଣ୍ଡୁଆଳ ଖେଳ ପଡ଼ିଆଠାରେ ବ୍ଲକ ବିଜୁ ଜନତା ଦଳ ପକ୍ଷରୁ ଏକ ଦିନିକିଆ ପରିବର୍ଦ୍ଧିତ କାର୍ଯ୍ୟକାରିଣୀ ବୈଠକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri