Posted inଜାତୀୟ

ଉତ୍ତରାଖଣ୍ଡ ମୁଖ୍ୟମନ୍ତ୍ରୀ ତ୍ରିବେନ୍ଦ୍ର ସିଂ ରାୱତଙ୍କୁ କରୋନା

ନୂଆଦିଲ୍ଲୀ,୧୮।୧୨-ମହାମାରୀ କରୋନାରେ ଆକ୍ରାନ୍ତ ହୋଇଛନ୍ତି ଉତ୍ତରାଖଣ୍ଡ ମୁଖ୍ୟମନ୍ତ୍ରୀ ତ୍ରିବେନ୍ଦ୍ର ସିଂ ରାୱତ। ଏ ନେଇ ଶୁକ୍ରବାର ସେ ନିଜେ ଟୁଇଟ କରି ସୂଚନା ଦେଇଛନ୍ତି। ସେ ଟୁଇଟରେ ଉଲ୍ଲେଖ କରିଛନ୍ତି, ତାଙ୍କ କରୋନା ରିପୋର୍ଟ ପଜିଟିଭ ଆସିଛି । ତାଙ୍କ ସ୍ବାସ୍ଥ୍ୟ ସମ୍ପୂର୍ଣ୍ଣ ଠିକ ଅଛି। କିନ୍ତୁ ଡାକ୍ତରମାନଙ୍କ ପରାମର୍ଶ ପରେ ସେ ହୋମ ଆଇସୋଲେଶନରେ ଅଛନ୍ତି। ତାଙ୍କ ସହିତ ଯେଉଁମାନେ ସମ୍ପର୍କରେ ଆସିଛନ୍ତି ସେମାନଙ୍କୁ କୋଭିଡ ଟେଷ୍ଟ କରିବା ପାଇଁ ସେ ଅନୁରୋଧ କରିଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ଭୁଲ ନ କରୁ ଭାରତ: ୧୦ ସପ୍ତାହରୁ କମ୍‌ ହେଲେ ଲକ୍‌ଡାଉନ, ପରିସ୍ଥିତି ହେବ ଅସମ୍ଭାଳ

ନୂଆଦିଲ୍ଲୀ,୨୩।୪: କରୋନା ଭାଇରସ ସଂକ୍ରମଣକୁ ନେଇ ଦେଶରେ ଚାଲିଥିବା ୪୦ ଦିନିଆ ଲକ୍‌ଡାଉନ ଅବଧି ମେ’ ୩ରେ ଶେଷ ହେଉଛି। ସାଧାରଣ ଜନତା ଭାବୁଛନ୍ତି ଏହାପରେ...

ସିଏଏ ହିଂସାରେ ମୃତ ବ୍ୟକ୍ତିଙ୍କୁ ୫ ଲକ୍ଷ ଟଙ୍କା ଲେଖାଏ ଅନୁକମ୍ପା ଦେବ ସମାଜବାଦୀ ପାର୍ଟି

ଲକ୍ଷ୍ନୌ,୫।୧: ସଂଶୋଧିତ ନାଗରିକତ୍ୱ ଆଇନ (ସିଏଏ) ହିଂସାରେ ମୃତ୍ୟୁବରଣ କରିଥିବା ବ୍ୟକ୍ତିଙ୍କ ପରିବାରକୁ ୫ ଲକ୍ଷ ଟଙ୍କା ଲେଖାଏ ଅନୁକମ୍ପାମୂଳକ ସାହାଯ୍ୟ ଦେବା ପାଇଁ ସମାଜବାଦୀ...

ରାସାୟନିକ କାରଖାନାରେ ପ୍ରଚଣ୍ଡ ବିସ୍ଫୋରଣ

ଭରୁଚ,୨୩।୨: ଗୁଜରାଟର ଭରୁଚ ଜିଲାର ଝଗଡ଼ିଆଠାରେ ଥିବା ଜିଆଇଡିସିର ରାସାୟନିକ କାରଖାନାରେ ମଙ୍ଗଳବାର ଭୋର୍‌ ୨ଟାରେ ପ୍ରଚଣ୍ଡ ବିସ୍ଫୋରଣ ଘଟିଛି। କାରଖାନାର ୟୁପିଏଲ୍‌-୫ ପ୍ଲାଣ୍ଟ୍‌ରେ ଏଭଳି...

ପାଳିତ ପ୍ରାଣୀଙ୍କର ହେବ ବୀମା: ରୋଗ ହେଲେ ଚୋରୀ ହେଲେ ମିଳିବ ଟଙ୍କା!

ନୂଆଦିଲ୍ଲୀ,୮ ।୧୨: ଏବେ ଅଧିକାଂଶ ଘରେ ଲୋକେ କୁକୁର, ବିରାଡି ଆଦିଙ୍କୁ ପାଳନ କରୁଛନ୍ତି । ତେବେ ଘରର ସଦସ୍ୟଙ୍କ ଭଳି ଏମାନଙ୍କର ବି ବେଳେ...

ୟୁଜର୍ସଙ୍କୁ ଭାଗ ଭାଗ କରିଦେଲା ମୋଟେରା ଷ୍ଟାଡିୟମର ନାମକରଣ

ନୂଆଦିଲ୍ଲୀ,୨୪।୨: ଗୁଜରାଟର ଅହମ୍ମଦାବାଦ ସ୍ଥିତ ବିଶ୍ୱର ସର୍ବବୃହତ୍‌ କ୍ରିକେଟ ଷ୍ଟାଡିୟମକୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ନାମରେ ନାମିତ କରାଯାଇଛି। ୧.୩୨ ଲକ୍ଷ ଦର୍ଶକଙ୍କ କ୍ଷମତା ବିଶିଷ୍ଟ...

ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା: କରୋନାରେ ମୃତ କର୍ମଚାରୀଙ୍କ ପରିବାର ସଦସ୍ୟଙ୍କୁ ମିଳିବ ଚାକିରି

ଲକ୍ଷ୍ନୌ,୨୦।୫: ଉତ୍ତରପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ଏକ ବଡ ଘୋଷଣା କରିଛନ୍ତି। ଡ୍ୟୁଟିରେ ଥିବାବେଳେ କୋଭିଡ ସଂକ୍ରମଣ ଯୋଗୁ ମୃତ୍ୟୁବରଣ କରିଥିବା ରାଜ୍ୟ ସରକାରୀ କର୍ମଚାରୀଙ୍କ...

୫୬୦ ନେତା, କର୍ମୀ ଗିରଫ

ଜମ୍ମୁ,୮ା୮(ପି.ଟି.): ଜମ୍ମୁ-କଶ୍ମୀରରେ ସୁରକ୍ଷା ସଂସ୍ଥାଗୁଡ଼ିକ ବିଭିନ୍ନ ରାଜନୈତିକ ଦଳର ୫୬୦ ନେତା ଓ କର୍ମୀଙ୍କୁ ଗିରଫ କରିଛନ୍ତି। ଉପତ୍ୟକାରେ ଶାନ୍ତିଭଙ୍ଗ କରିବା ଆଶଙ୍କା ଥିବାରୁ ସେମାନଙ୍କୁ...

ଅଳକା ଲାମ୍ବା ହୋଇପାରନ୍ତି ଦିଲ୍ଲୀ କଂଗ୍ରେସ ଅଧ୍ୟକ୍ଷ

ନୂଆଦିଲ୍ଲୀ,୧୭।୨: ଦିଲ୍ଲୀ ବିଧାନସଭା ନିର୍ବାଚନରେ ଶୋଚନୀୟ ପରାସ୍ତ ପରେ ଏବେ କଂଗ୍ରେସ ରାଜ୍ୟସ୍ତରର ସଂଗଠନରେ କିଛି ପରିବର୍ତ୍ତନ କରିବାକୁ ଚିନ୍ତା କରିଥିବା ସୂଚନା ମିଳିଛି। ଏହି...

Advertisement


Archives

Model This Week