କାମ ଦେଲାନି ଭାଜପା ଲହର: ହାରିଗଲେ ମୁଖ୍ୟମନ୍ତ୍ରୀ

ଡେରାଡୁନ,୧୦।୩: ଆଜି ୫ ରାଜ୍ୟର ବିଧାନସଭା ନିର୍ବାଚନ ଫଳାଫଳ ବାହାରିଛି। ପଞ୍ଜାବକୁ ଛାଡିଦେଲେ ଅନ୍ୟ ୪ ରାଜ୍ୟରେ ଭାଜପା ସରକାର ଗଢିବାକୁ ଯାଉଛି। ତେବେ ଉତ୍ତରଖଣ୍ଡରେ ଭାଜପା ଭଲ ପ୍ରଦର୍ଶନ କରିଥିଲେ ମଧ୍ୟ ଦଳର ବର୍ତ୍ତମାନର ମୁଖ୍ୟମନ୍ତ୍ରୀ ପୁଷ୍ପର ସିଂ ଧାମି ଖଟିମା ବିଧାନସଭା ଆସନରୁ ହାରିଯାଇଛନ୍ତି। ସେ କଂଗ୍ରେସ ପ୍ରାର୍ଥୀ ଭୁବନ ଚନ୍ଦ୍ର କାପ୍ରିଙ୍କ ୬ ହଜାର ୯୫୧ଟି ଭୋଟରେ ପରାଜିତ ହୋଇଛନ୍ତି। ଧାମି ପୂର୍ବରୁ ୨୦୧୨ ଏବଂ ୨୦୧୭ରେ ଏହି ଆସନରୁ ଜିତିଥିଲେ।
ଜୁଲାଇ ୩,୨୦୨୧ ରେ ତିରଥ ସିଂ ରାୱତଙ୍କ ଇସ୍ତଫା ପରେ ଧାମୀ ଉତ୍ତରାଖଣ୍ଡର ଦଶମ ମୁଖ୍ୟମନ୍ତ୍ରୀ ଭାବରେ ଶପଥ ଗ୍ରହଣ କରିଥିଲେ। ୪୫ ବର୍ଷ ବୟସରେ ସେ ଉତ୍ତରାଖଣ୍ଡର ସର୍ବକନିଷ୍ଠ ମୁଖ୍ୟମନ୍ତ୍ରୀ ହୋଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ମହିଳାଙ୍କୁ ଗଣବଳାତ୍କାର କଲେ ସ୍ବାମୀଙ୍କ ସମ୍ପର୍କୀୟ, ବନ୍ଧୁ

ପୁଣେ,୨୧।୯: ଜଣେ ୧୯ ବର୍ଷୀୟା ମହିଳାଙ୍କୁ ତାଙ୍କ ସ୍ବାମୀଙ୍କ ସମ୍ପର୍କୀୟ ଓ ସାଙ୍ଗ ମିଶି ଗଣବଳାତ୍କାର କରିବା ପରେ ହତ୍ୟା କରିଛନ୍ତି। ଏଭଳି ଏକ ଲଜ୍ଜାଜନକ...

ଦେବୀଙ୍କ ଦର୍ଶନ କରିବାକୁ ଦେଲେ ନାହିଁ: ମୋଦି

ଚଣ୍ଡିଗଡ଼,୧୪।୨: ପଞ୍ଜାବ ରାଜନୀତି ଏବେ ସରଗରମ ରହିଛି। ନିର୍ବାଚନୀ ଯୁଦ୍ଧ ପାଇଁ ସମସ୍ତ ଦଳ ନିଜ ନିଜର ବଳ ଲଗାଇ ଦେଇଛନ୍ତି। ଶିଖ୍‌ ସଂଖ୍ୟାଲଘୁ ରାଜ୍ୟରେ...

ବଳାତ୍କାର ଅଭିଯୁକ୍ତଙ୍କୁ ୧୭ ଦିନରେ ଜେଲ

ଜୟପୁର, ୧୯।୧୨(ପି.ଟି.): ରାଜସ୍ଥାନର ଚୁରୁ ଜିଲାରେ ଜଣେ ଶିଶୁଙ୍କୁ ବଳାତ୍କାର କରାଯିବା ଘଟଣାରେ ପୋକ୍ସୋ କୋର୍ଟ ମାତ୍ର ୧୭ ଦିନରେ ଅଭିଯୁକ୍ତ ଦୟାରାମ ମେଘଓ୍ବାଲ୍‌ଙ୍କୁ ଆଜୀବନ...

ଶସ୍ତା ହେଲା ପେଟ୍ରୋଲ

ନୂଆଦିଲ୍ଲୀ,୧।୧୨: ରାଜଧାନୀ ଦିଲ୍ଲୀବାସୀଙ୍କୁ ଏକ ବଡ଼ ଆରାମ ଦେଇଛନ୍ତି କେଜ୍‌ରିଓ୍ବାଲ୍‌ ସରକାର। ଅରବିନ୍ଦ କେଜ୍ରିୱାଲଙ୍କ ସରକାର ୧ ଡିସେମ୍ବର ୨୦୨୧ ରେ ରାଜଧାନୀରେ ପେଟ୍ରୋଲ ଉପରେ...

ଟ୍ରମ୍ପଙ୍କ ଗସ୍ତ ପୂର୍ବରୁ ଅହମଦାବାଦ ପହଞ୍ଚିଲେ ୨୦୦ ଆମେରିକା ସୁରକ୍ଷାକର୍ମୀ: ସ୍ବତନ୍ତ୍ର ଗାଡିରେ କରିବେ ରୋଡ ଶୋ’

ଅହମଦାବାଦ,୧୮।୨: ବିଶ୍ୱର ଶକ୍ତିଶାଳୀ ଦେଶର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଓ ତାଙ୍କ ସହଧର୍ମିଣୀ ମେଲାନିଆ ଟ୍ରମ୍ପ ୨ ଦିନିଆ ଭାରତ ଗସ୍ତରେ ଆସିବାର କାର୍ଯ୍ୟକ୍ରମ ରହିଛି।...

ରାଜଧାନୀରେ ଶେଷ ହେବ ପାନୀୟ ଜଳ ସମସ୍ୟା

ନୂଆଦିଲ୍ଲୀ,୨୬ ।୨: ରାଜଧାନୀବାସୀଙ୍କୁ ଆଉ ପାଣି ସମସ୍ୟାର ସମ୍ମୁଖୀନ ହେବାକୁ ପଡିବ ନାହିଁ । ଏଥିପାଇଁ ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିୱାଲ ଏକ ନୂଆ ଯୋଜନା...

ଭାରତରେ କରୋନା ସଂକ୍ରମିତଙ୍କ ସଂଖ୍ୟା ଟପିଲା ୪୯ ହଜାର

ନୂଆଦିଲ୍ଲୀ,୬।୫: ଭାରତରେ କରୋନା ସଂକ୍ରମଣ ବଢ଼ିବାରେ ଲାଗିଛି। ଦେଶରେ ସଂକ୍ରମିତ ଏବଂ ମୃତକଙ୍କ ସଂଖ୍ୟା ପ୍ରତିଦିନ ବୃଦ୍ଧି ପାଉଛି। ଇତିମଧ୍ୟରେ ଦେଶରେ ସଂକ୍ରମିତଙ୍କ ସଂଖ୍ୟା ୪୯...

ଏହି ଟିକାର ଗୋଟିଏ ଡୋଜ୍‌ କରୋନାକୁ ରୋକିବ!

ନୂଆଦିଲ୍ଲୀ,୧୪।୭: ବିଶ୍ୱର ସମସ୍ତ ଦେଶରେ କରୋନା ସଂକ୍ରମଣର ବୃଦ୍ଧି ମାମଲା ସ୍ବାସ୍ଥ୍ୟ ସଂଗଠନ ପାଇଁ ଚିନ୍ତାର କାରଣ ପାଲଟିଛି। ସଂକ୍ରମଣରୁ ରକ୍ଷା କରିବାରେ ଦୁଇ ମାତ୍ରା...

Advertisement
Archives

Model This Week