Posted inଜାତୀୟ

ଚାରି ଧାମ ଯାତ୍ରା ସମୟରେ ଭିଡରୁ ମିଳିବ ମୁକ୍ତି

ଡେରାଡୁନ,୧ ।୫: ପବିତ୍ର ଚାରି ଧାମ ଯାତ୍ରା ମେ’ ୩ରୁ ଆରମ୍ଭ ହେବାକୁ ଯାଉଛି । ଏବେ ଏହି ଯାତ୍ରାକୁ ନେଇ ଉତ୍ତରାଖଣ୍ଡ ସରକାର ସମ୍ପୂର୍ଣ୍ଣ ଭାବେ ପ୍ରସ୍ତୂତ ହୋଇ ଗଲେଣି । ଏଥର କିନ୍ତୁ ଚାରିଧାମ ଯାତ୍ରାରେ ଆଉ ଶ୍ରଦ୍ଧାଳୁ ଭିଡର ସମ୍ମୁଖୀନ ହେବେ ପାହିଁ । ଏଥିପାଇଁ ରାଜ୍ୟ ସରକାର ଦୈନିକ ସୀମା ନିର୍ଦ୍ଧାରଣ କରିଛନ୍ତି । ବ୍ରଦିନାଥରେ ପ୍ରତିଦିନ ୧୫,୦୦୦, କେଦାରନାଥରେ ୧୨,୦୦୦, ଗଙ୍ଗୋତ୍ରୀରେ ୭,୦୦୦ ଓ ଯମୁନେତ୍ରୀରେ ୪,୦୦୦ ତୀର୍ଥ ଯାତ୍ରୀଙ୍କୁ ଦର୍ଶନ ଅନୁମତି ମିଳିବ । ଏହି ବ୍ୟବସ୍ଥା ୪୫ ଦିନ ପାଇଁ କରାଯାଇଛି । କରୋନା ମହାମାରୀ ଆରମ୍ଭ ହେବାର ପ୍ରାୟ ୨ ବର୍ଷ ପରେ ଚାରିଧାମ ଯାତ୍ରାକୁ ନେଇ ଶ୍ରଦ୍ଧାଳୁଙ୍କ ମନରେ ଖୁବ୍ ଉତ୍ସାହ ଦେଖିବାକୁ ମିଳିଛି । ଚଳିତ ବର୍ଷ ବହୁ ସଂଖ୍ୟାରେ ଲୋକେ କେଦାରନାଥ, ବଦ୍ରିନାଥ, ଗଙ୍ଗୋତ୍ରୀ ଓ ଯମୁନେତ୍ରୀ ପହଞ୍ଚିବା ଆଶା କରାଯାଉଛି ।


Enter your email to get our daily news in your inbox.

All Right Reserved By Dharitri.Com

କରୋନା ପୀଡ଼ିତ ପିଜା ଡେଲିଭରି ବୟଙ୍କ ସଂସ୍ପର୍ଶରେ ଆସିଥିବା ଲୋକଙ୍କ ରିପୋର୍ଟ ଆସିଲା

ନୂଆଦିଲ୍ଲୀ,୨୦।୪: ଦକ୍ଷିଣ ଦିଲ୍ଲୀରେ ଜଣେ ପିଜା ଡେଲିଭରି ବୟ କରୋନା ଭାଇରସରେ ସଂକ୍ରମିତ ହେବା ପରେ ପାଖାପାଖି ୭୨ ପରିବାରକୁ କ୍ୱାରାଣ୍ଟାଇନରେ ରଖାଯାଇଥିଲା। ଏହାସହ ଉକ୍ତ...

ବେଙ୍ଗାଲୁରୁରେ ପ୍ରବଳ ବର୍ଷା: ଜଣେ ମହିଳାଙ୍କ ମୃତ୍ୟୁ…

ବେଙ୍ଗାଲୁରୁ,୨୧।୫ : କର୍ନାଟକର ରାଜଧାନୀ ବେଙ୍ଗାଲୁରୁରେ ପ୍ରବଳ ବର୍ଷା ଯୋଗୁ ଜଣେ ଛୋଟ ଶିଶୁ ନିଖୋଜ ଥିବାବେଳେ ଜଣେ ମହିଳାଙ୍କ ମୃତ୍ୟୁ ଘଟିଛି। ସହରରେ ରବିବାର...

ଦିଲ୍ଲୀ ଏମସିଡି ନିର୍ବାଚନ: ୧୩୪୯ ପ୍ରାର୍ଥିଙ୍କ ଭାଗ୍ୟ ନିର୍ଦ୍ଧାରଣ କରିବେ ଏକ କୋଟି ୪୭ ମତଦାତା

ନୂଆଦିଲ୍ଲୀ,୪ ।୧୨: ଏମସିଡିର ସମସ୍ତ ୨୫୦ ୱାର୍ଡରେ ରବିବାର ଅର୍ଥାତ୍ ୪ ଡିସେମ୍ବରରେ ଭୋଟିଂ ହେବାକୁ ଯାଉଛି । ସକାଳ ୮ଟାରୁ ମତଦାନ ପ୍ରକ୍ରିୟା ଆରମ୍ଭ...

ମହାରାଷ୍ଟ୍ର ମନ୍ତ୍ରିମଣ୍ଡଳ ସମ୍ପ୍ରସାରଣ: ଭାଜପାରୁ ୯, ଶିନ୍ଦେ ଗୋଷ୍ଠୀର ୯ ମନ୍ତ୍ରୀ ନେଲେ ଶପଥ

ମୁମ୍ବାଇ,୯।୮: ମହାରାଷ୍ଟ୍ରରେ ଏକନାଥ ଶିନ୍ଦେ ସରକାରଙ୍କ ମନ୍ତ୍ରିମଣ୍ଡଳର ବହୁ ପ୍ରତୀକ୍ଷିତ ସମ୍ପ୍ରସାରଣ ମଙ୍ଗଳବାର ହୋଇଛି।  ମୁମ୍ବାଇସ୍ଥିତ ରାଜଭବନରେ  ୧୮  ନୂଆ ମନ୍ତ୍ରୀ ଶପଥ ଗ୍ରହଣ କରିଛନ୍ତି।...

‘ଭାଭିଜୀ ଘର ପେ ହେ’ର ମଲଖାନ ଫେମ୍‌ ଦୀପେଶ ଭାନଙ୍କ ନିଧନ

ମୁମ୍ବାଇ,୨୩।୭: ଟିଭି ଇଣ୍ଡଷ୍ଟ୍ରିରୁ ଆଉ ଏକ ବଡ଼ ଦୁଃଖଦ ଖବର ସାମ୍ନାକୁ ଆସିଛି। ଟିଭି ଜଗତର ବେଶ୍‌ ଲୋକପ୍ରିୟ ସିରିୟଲ୍‌ ‘ଭାଭିଜୀ ଘର ପେ ହେ’ର...

ପୋଲିସ ମୁଣ୍ଡରେ ଅଠା, ହିଂସା ପାଇଁ ଦାୟୀ କଲେ ମନ୍ତ୍ରୀ…

ନୂଆଦିଲ୍ଲୀ,୧୮।୧୦: ଉତ୍ତରପ୍ରଦେଶର ଲଖିମପୁର ଖେରି ହିଂସା ମାମଲାରେ ପୋଲିସ ମୁଣ୍ଡରେ ଅଠା ବୋଳିଛନ୍ତି ସ୍ବରାଷ୍ଟ୍ର ରାଷ୍ଟ୍ରମନ୍ତ୍ରୀ ଅଜୟ ମିଶ୍ରା। ସେ କହିଛନ୍ତି ଟିକୁନିଆ ଗାଁରେ ଘଟିଥିବା...

ଶ୍ରୀଲଙ୍କା ପ୍ରଧାନମନ୍ତ୍ରୀଙ୍କୁ ରାଷ୍ଟ୍ରପତି ଭବନରେ ସ୍ବାଗତ ସମ୍ବର୍ଦ୍ଧନା

ନୂଆଦିଲ୍ଲୀ,୮।୨: ଶ୍ରୀଲଙ୍କା ପ୍ରଧାନମନ୍ତ୍ରୀ ମହିନ୍ଦା ରାଜପାକସାଙ୍କୁ ଶନିବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଉପସ୍ଥିତିରେ ରାଷ୍ଟ୍ରପତି ଭବନରେ ସ୍ବାଗତ ସମ୍ବର୍ଦ୍ଧନା ଦିଆଯାଇଛି। ସୂଚନାଯୋଗ୍ୟ, ରାଜପାକସା ୫ ଦିନିଆ...

କରୋନା ନେଇ ପିଲାଙ୍କଠାରେ ଦେଖାଯାଉଛି ଏଭଳି ଲକ୍ଷଣ…

ବେଙ୍ଗାଲୁରୁ,୨୯।୪: କରୋନା ସଂକ୍ରମଣ ଯୋଗୁ ଦିନକୁ ଦିନ ସ୍ଥିତି ଅସମ୍ଭାଳ ହେବାରେ ଲାଗିଛି। ବୃଦ୍ଧି ପାଉଥିବା କରୋନା ସଂକ୍ରମଣ ଯୋଗୁ ପିଲାଙ୍କ ମଧ୍ୟରେ ବହୁ ଅସ୍ବାଭାବିକ...

Advertisement
Archives

Model This Week