Posted inଜାତୀୟ

୨୧ ବର୍ଷରୁ ବୟସରୁ କମ୍‌ ବୟସରେ ଲିଭ୍‌ଇନ୍‌ ରହିଲେ ପୋଲିସ-ଅଭିଭାବକଙ୍କୁ ଜଣାଇବେ ସରକାର!

ନୂଆଦିଲ୍ଲୀ,୨୬।୫: ଉତ୍ତରାଖଣ୍ଡ ସରକାର ଲିଭ୍‌ଇନ୍‌ ରିଲେଶନଶିପ୍‌କୁ ଔପଚାରିକ ମାନ୍ୟତା ଦେବାକୁ ଏବଂ ନିୟନ୍ତ୍ରଣ କରିବା ପାଇଁ ଏକ ଆଇନଗତ ଢାଞ୍ଚା ପ୍ରସ୍ତୁତ କରିଛନ୍ତି। ଏହାର ଉଦେଶ୍ୟ ହେଉଛି ଲିଭ୍‌ଇନ୍‌ ରିଲେଶନଶିପ୍‌ରେ ରହୁଥିବା ଯୋଡି ମାନଙ୍କ ପାଇଁ ଷ୍ପଷ୍ଟ ଆଇନ ଏବଂ ସୁରକ୍ଷା ସ୍ଥାପନ କରିବା।

ପ୍ରସ୍ତାବିତ ୟୁନିଫର୍ମ ସିଭିଲ କୋଡ (ୟୁସିସି) ବିଲ ଅନୁଯାୟୀ, ଉତ୍ତରାଖଣ୍ଡର ଲିଭ୍‌ଇନ୍‌ ରିଲେଶନଶିପ୍‌ରେ ଥିବା ଲୋକଙ୍କ ପାଇଁ ସେମାନଙ୍କ ସ୍ଥାନୀୟ ରେଜିଷ୍ଟ୍ରାରଙ୍କ ନିକଟରେ ରିଲେଶନଶିପ୍‌ରେ ବିବରଣୀ ଦାଖଲ କରିବା ବାଧ୍ୟତାମୂଳକ ଅଟେ।

ସେହିଭଳି, ରାଜ୍ୟ ବାହାରେ ଲିଭ୍‌ଇନ୍‌ ରିଲେଶନଶିପ୍‌ରେ ଥିବା ଲୋକମାନେ ନିଜ ନିଜ ଅଞ୍ଚଳର ରେଜିଷ୍ଟ୍ରାରଙ୍କ ସହିତ ପଞ୍ଜୀକରଣ କରିବାକୁ ବାଛିପାରିବେ।

ନିୟମ ଅନୁଯାୟୀ, ଯଦି ଦୁଇଜଣଙ୍କ ମଧ୍ୟରୁ ଜଣଙ୍କର ବୟସ ୨୧ ବର୍ଷରୁ କମ, ରେଜିଷ୍ଟ୍ରାର ନିଶ୍ଚିତ ଭାବରେ ପୋଲିସକୁ ଜଣାଇବେ ଏବଂ ଦାଖଲ ହୋଇଥିବା ବିବୃତ୍ତି ଗ୍ରହଣ କରିବା ବିଷୟରେ ପିତାମାତାଙ୍କୁ ଜଣାଇବେ। ଅବଶ୍ୟ, ବିବାହିତ ବ୍ୟକ୍ତି, ଅନ୍ୟ ଲିଭ୍‌ଇନ୍‌ ରିଲେଶନଶିପ୍‌, ନାବାଳକ କିମ୍ବା ବାଧ୍ୟତାମୂଳକ, ବାଧ୍ୟ କିମ୍ବା ଠକ ସମ୍ମତି ସମ୍ପର୍କ ପାଇଁ ପଞ୍ଜୀକରଣ ନିଷେଧ। ଏହି ସମ୍ପର୍କଗୁଡିକ ଧାରା ୩୮୦ ରେ ନିଷେଧ ଭାବରେ ସୂଚିତ କରାଯାଇଛି। ସରକାର କେବଳ ସେହି ସମ୍ପର୍କକୁ ସ୍ବୀକୃୂଗ ଦେବେ ଯାହାକୁ ସ୍ଥାନୀୟ ରୀତିନୀତି ଅନୁଯାୟୀ ଲିଭ୍‌ଇନ୍‌ ଭାବେ ବିବେଚନା କରାଯାଏ।


Enter your email to get our daily news in your inbox.

All Right Reserved By Dharitri.Com

ବିଧାନସଭାରେ ଭାବପ୍ରବଣ ହୋଇଗଲେ ବାଚସ୍ପତି: କହିଲେ, ମୁଁ ଏହି ପଦବୀ ପାଇଁ ଯୋଗ୍ୟ କି ନୁହେଁ…

ଲକ୍ଷ୍ନୌ,୫।୮: ଉତ୍ତରପ୍ରଦେଶ ବିଧାନସଭାର ମୌସୁମୀ ଅଧିବେଶନ ସମୟରେ ବାଚସ୍ପତି ସତୀଶ ମହାନା ବିଧାୟକମାନଙ୍କୁ ସମ୍ବୋଧିତ କରିବା ସମୟରେ ଭାବପ୍ରବଣ ହୋଇ ପଡ଼ିଥିଲେ। ଅଧିବେଶନର ଦ୍ୱିତୀୟ ଦିନ ଅଗଷ୍ଟ…

NEET-UG ପ୍ୟାଟର୍ଣ୍ଣରେ ହେବ ବଡ଼ ପରିବର୍ତ୍ତନ, ସୁପ୍ରିମକୋର୍ଟରେ ଯୋଜନାର ରୂପରେଖା ପ୍ରଦାନ କଲେ ସରକାର

ନୂଆଦିଲ୍ଲୀ,୫।୮: ଜାତୀୟ ଡାକ୍ତରୀ ପ୍ରବେଶିକା ପରୀକ୍ଷା, NEET-UGର ଢାଞ୍ଚାରେ ଗୁରୁତ୍ୱପୂର୍ଣ୍ଣ ପରିବର୍ତ୍ତନ ପାଇଁ ପ୍ରସ୍ତୁତି ଚାଲିଛି। କେନ୍ଦ୍ର ସରକାର ଏକ ସତ୍ୟପାଠ ମାଧ୍ୟମରେ ସୁପ୍ରିମକୋର୍ଟକୁ ଏହା ଜଣାଇ…

‘ବନ୍ଦେ ମାତରମ୍‌ ନ ଗାଇଲେ କ’ଣ ଆକାଶ ଛିଣ୍ଡି ପଡିବ?’ ରୋକ୍‌ଠୋକ୍‌ ଶୁଣାଇଦେଲେ କୋଲକାତା ହାଇକୋର୍ଟ

କୋଲକାତା,୫।୮: କୋଲକାତା ହାଇକୋର୍ଟ ମଙ୍ଗଳବାର ଦିନ ମଦ୍ରାସାଗୁଡ଼ିକରେ ‘ବନ୍ଦେ ମାତରମ୍’ର ଛଅଟିଯାକ ପଦ ଗାଇବା ବାଧ୍ୟତାମୂଳକ କରିବା ବିରୋଧରେ ଦାୟର ଏକ ଜନସ୍ୱାର୍ଥ ମାମଲା (PIL)ର ଶୁଣାଣି…

ଉପନିର୍ବାଚନରେ ପରାଜୟ ପରେ ଆକ୍ସନ ମୋଡକୁ ଆସିଲେ ପିଏମ୍‌ ମୋଦି: ନୀତୀଶ କୁମାର-ଶିବରାଜ ସିଂହଙ୍କୁ…

ନୂଆଦିଲ୍ଲୀ,୫।୮: ମଧ୍ୟପ୍ରଦେଶର ଦତିଆ ଏବଂ ବିହାରର ବାଙ୍କିପୁର ବିଧାନସଭା ଉପନିର୍ବାଚନରେ ଭାଜପା ପ୍ରାର୍ଥୀଙ୍କୁ କଡ଼ା ପରାଜୟର ସମ୍ମୁଖୀନ ହେବାକୁ ପଡ଼ିଛି। ଏହାକୁ ନେଇ ଦଳ ଭିତରେ ତୀବ୍ର…

ଅନଲାଇନ ପେମେଣ୍ଟବେଳେ ଏକ୍ସଟ୍ରା ଚାର୍ଜ ଲାଗିଲେ କେତେ ଲୋକ ଛାଡିଦେବେ UPI? ସର୍ଭେରେ ବଡ଼ ଖୁଲାସା

ନୂଆଦିଲ୍ଲୀ,୫।୮: ଭାରତରେ ୟୁପିଆଇ (UPI) ଏବେ ଏକ ନୂଆ ପ୍ରସ୍ତାବକୁ ନେଇ ବେଶ ଚର୍ଚ୍ଚାରେ ଅଛି। ପ୍ରକୃତରେ ସରକାର ଡିଜିଟାଲ୍ ପେମେଣ୍ଟ ସହିତ ଜଡ଼ିତ ଆଇନରେ ପରିବର୍ତ୍ତନ…

ଭାଜପାକୁ ବଡ଼ ଝଟକା! ୩ ଟିଏମସି ଏମପିଙ୍କ ନିଷ୍ପତ୍ତିକୁ ନେଇ ବଢିଲାଣି ରାଜନୈତିକ ଚର୍ଚ୍ଚା

କୋଲକାତା,୫।୮: ପଶ୍ଚିମବଙ୍ଗ ରାଜନୀତି ବର୍ତ୍ତମାନ ସରଗରମ ହେବାରେ ଲାଗିଛି। ପୂର୍ବରୁ ଟିଏମସିରୁ ଅଲଗା ହୋଇ ଏକ ପୃଥକ ଗୋଷ୍ଠୀରେ ଯୋଗ ଦେଇଥିବା ତିନି ଜଣ ମୁସଲିମ ଏମପିଙ୍କ…

ରାଜନୀତିକୁ ଏଣ୍ଟ୍ରି କରିବେ ଅଭିଜିତ ଦୀପକେ! କଲେ ଆଶ୍ଚର୍ଯ୍ୟଜନକ ଘୋଷଣା, ବଢିଲା ଭାଜପାର ଚିନ୍ତା

ନୂଆଦିଲ୍ଲୀ,୫।୮: କକ୍‌ରୋଚ ଜନତା ପାର୍ଟି (CJP)ର ପ୍ରତିଷ୍ଠାତା ଅଭିଜିତ ଦୀପକେ ଜନ୍ତର-ମନ୍ତରରେ ହୋଇଥିବା ପ୍ରତିବାଦ ପରେ ବର୍ତ୍ତମାନ ଆଗାମୀ ରଣନୀତି ପ୍ରସ୍ତୁତିରେ ଲାଗିପଡ଼ିଛନ୍ତି। ଅଭିଜିତଙ୍କ ଘରେ ଆଜିଠାରୁ…

ସରକାରଙ୍କ ବଡ଼ ଘୋଷଣା, ମହିଳାମାନଙ୍କୁ ମିଳିବ ସ୍ବର୍ଣ୍ଣମୁଦ୍ରା

ଚେନ୍ନାଇ,୫।୮: ତାମିଲନାଡୁର ବିଜୟ ସରକାର 2026-27 ବଜେଟରେ ମହିଳାମାନଙ୍କ ପାଇଁ ଏକ ବଡ଼ ଉପହାର ଘୋଷଣା କରିଛନ୍ତି। ଟିଭିକେ ସରକାର ମହିଳାମାନଙ୍କୁ ସୁନା ମୁଦ୍ରା ବା ଗୋଲ୍ଡ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri