ମୁଣ୍ଡରେ ଉତ୍ତରାଖଣ୍ଡ ଟୋପି-ବେକରେ ମଣିପୁର ଗାମୁଛା, ଗୋଟିଏ ତୀରରେ ଦୁଇ ଶିକାର…

ନୂଆଦିଲ୍ଲୀ, ୨୬।୧ : ସାଧାରଣତନ୍ତ୍ର ଦିବସ ଅବସରେ ବୁଧବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମୁଣ୍ଡରେ ଉତ୍ତରାଖଣ୍ଡର ସଂସ୍କୃତି ଅନୁସାରେ ମୁଣ୍ଡରେ ପାରମ୍ପରିକ ଟୋପି ପିନ୍ଧିଛନ୍ତି। ଏଥିରେ ଉତ୍ତରାଖଣ୍ଡର ରାଜ୍ୟର ଜାତୀୟ ଫୁଲ ବ୍ରହ୍ମକମଳ ଅଙ୍କିତ ହୋଇଛି।

ଏହା ବ୍ୟତୀତ ପ୍ରଧାନମନ୍ତ୍ରୀ ମଣିପୁରର ଗାମୁଛାରେ ବି ବେକରେ ପକାଇଛନ୍ତି। ବିପିନ ରାଓ୍ବତ ଉତ୍ତରାଖଣ୍ଡର ବାସିନ୍ଦା ହୋଇଥିବାରୁ ତାଙ୍କୁ ସମ୍ମାନ ଜଣାଇବା ଲାଗି ପ୍ରଧାନମନ୍ତ୍ରୀ ଏଭଳି ପୋଷାକ ପିନ୍ଧିଥିବା ଚର୍ଚ୍ଚା ହେଉଛି।

ଆଗକୁ ଉତ୍ତରାଖଣ୍ଡ ଏବଂ ମଣିପୁରରେ ବିଧାନସଭା ନିର୍ବାଚନ ହେବାକୁ ଯାଉଥିବାରୁ ପ୍ରଧାନମନ୍ତ୍ରୀ ଏଭଳି କରିଥିବା ମଧ୍ୟ ରାଜନୈତିକ ସମୀକ୍ଷକ କହିଛନ୍ତି।

ଦେଶର ୭୩ ତମ ସାଧାରଣତନ୍ତ୍ର ଦିବସ ଅବସରରେ ପ୍ରଧାନମନ୍ତ୍ରୀ ଏଭଳି ପୋଷାକ ପିନ୍ଧି ଗୋଟିଏ ତୀରରେ ଦୁଇ ଶିକାର ଯୋଜନା କରିଥିବା ଚର୍ଚ୍ଚା ହେଉଛି।


Enter your email to get our daily news in your inbox.

All Right Reserved By Dharitri.Com

ସାମନାରେ ପ୍ରଶ୍ନ, ରାଣା କିଏ, ସେ ଏତେ ଅହଂକାରୀ କିପରି ?…

ମୁମ୍ବାଇ, ୨୫।୪ : ହନୁମାନ ଚାଳିସା ପାଠକୁ ନେଇ ମହାରାଷ୍ଟ୍ରରେ ଜାରି ରହିଥିବା ବିବାଦ ଥମିବାର ନା ଧରୁନି। ଏହାକୁ ନେଇ ଶିବସେନା ପକ୍ଷରୁ ଭାଜପା...

ଦଳିତ ନାବାଳିକାଙ୍କୁ ଗଣବଳାତ୍କାର

ଲକ୍ଷ୍ନୌ, ୧୮ା୮: ଉତ୍ତରପ୍ରଦେଶର ଗୋରଖପୁର ଜିଲାରେ ଜଣେ ଦଳିତ ନାବାଳିକା(୧୭)ଙ୍କୁ ବଳପୂର୍ବକ ଅପହରଣ କରାଯିବା ପରେ ଗଣବଳାତ୍କାର କରାଯାଇଛି। ପୀଡ଼ିତାଙ୍କ ଶରୀରରେ ସିଗାରେଟ୍‌ ଚେଙ୍କ ଦେଖିବାକୁ...

ଦିନେ ପିଓକେ ହେବ ଭାରତର…

ନୂଆଦିଲ୍ଲୀ,୨୭।୧୦: ଦିନେ ପାକ୍‌ ଅଧିକୃତ କଶ୍ମୀର (ପିଓକେ) ଭାରତର ଅଂଶ ବିଶେଷ ହେବ। ଭାରତୀୟ ସେନା ଏହି ଲକ୍ଷ୍ୟ ନିଶ୍ଚିତ ପୂରଣ କରିବ। ବାୟୁସେନା କମାଣ୍ଡିଂ-ଇନ-ମୁଖ୍ୟ...

ୟୁପିରେ ଆତ୍ମଘାତୀ ବିସ୍ଫୋରଣ ଯୋଜନାରେ ଥିଲେ ଆତଙ୍କବାଦୀ

ଲକ୍ଷ୍ନୌ,୧୧।୭: ଉତ୍ତରପ୍ରଦେଶର ରାଜଧାନୀ ଲକ୍ଷ୍ନୌରେ ଆତ୍ମଘାତୀ ବିସ୍ଫୋରଣ ଭଳି ଆକ୍ରମଣ ଘଟାଇବା ଯୋଜନାରେ ଥିଲା ଆତଙ୍କବାଦୀ ସଂଗଠନ ଅଲ କାଏଦା। ଲକ୍ଷ୍ନୌର ଜଳଗହଳି ପୂର୍ଣ୍ଣ ଅଞ୍ଚଳ...

ରାଫାଲ ଚୁକ୍ତିକୁ ନେଇ ବର୍ଷିଲେ ରାହୁଲ

ନୂଆଦିଲ୍ଲୀ, ୨୩ା୮ : ଫ୍ରାନ୍ସରୁ କିଣାଯାଇଥିବା ରାଫାଲ ଯୁଦ୍ଧବିମାନକୁ ନେଇ ସରକାର ଉତ୍ସାହିତ ହୋଇପଡ଼ିଥିବା ବେଳେ କଂଗ୍ରେସ ନେତା ରାହୁଲ ଗାନ୍ଧୀ ଶନିବାର ରାଫାଲ ଚୁକ୍ତିକୁ...

ନାଗାଲାଣ୍ଡରେ ତଥ୍ୟ ସଂଗ୍ରହ କରିବ କଂଗ୍ରେସ

ନୂଆଦିଲ୍ଲୀ,୭।୧୨: କଂଗ୍ରେସର ଏକ ୪ ଜଣିଆ ପ୍ରତିନିଧି ଦଳ ନାଗାଲାଣ୍ଡର ଗୁଳିକାଣ୍ଡ ଘଟିଥିବା ଅଞ୍ଚଳ ପରିଦର୍ଶନ କରି ରିପୋର୍ଟ ସଂଗ୍ରହ କରିବ। ସପ୍ତାହେ ମଧ୍ୟରେ କଂଗ୍ରେସ...

ସିଏଏକୁ ନେଇ ରାହୁଲଙ୍କୁ ଟାର୍ଗେଟ କଲେ ଶାହା

ଶିମ୍‌ଲା,୨୭।୧୨: ନାଗରିକତ୍ୱ ସଂଶୋଧନ ଆଇନ(ସିଏଏ)କୁ ନେଇ ସାରା ଦେଶରେ ବିକ୍ଷୋଭ ପ୍ରଦର୍ଶନ ଚାଲିଥିବା ବେଳେ ଏବେ ଏହାକୁ ନେଇ ରାଜନୀତି ଆରମ୍ଭ ହୋଇଗଲାଣି। ବିରୋଧୀ କଂଗ୍ରେସ...

ରୁଷିଆ ବିରୋଧୀ କଟକଣାରେ ସାମିଲ ହେଉ ଭାରତ: ଲିଜ୍‌ ଟ୍ରୁସ୍‌

ନୂଆଦିଲ୍ଲୀ,୧ା୪: ଏପ୍ରିଲରେ ବ୍ରିଟେନ୍‌ ପ୍ରଧାନମନ୍ତ୍ରୀ ବୋରିସ୍‌ ଜନ୍‌ସନ୍‌ଙ୍କ ସମ୍ଭାବ୍ୟ ଭାରତ ଗସ୍ତ ପୂର୍ବରୁ ଗୁରୁବାର ତାଙ୍କ ବହିର୍ବ୍ୟାପାର ସଚିବ ଲିଜ୍‌ ଟ୍ରୁସ୍‌ ଦିଲ୍ଲୀ ଆସିଛନ୍ତି। ସେ...

Advertisement
Archives

Model This Week