ଶ୍ରଦ୍ଧାଳୁଙ୍କୁ ଚାରିଧାମ ଯାତ୍ରା ମନା

ଡେରାଡୁନ,୨୮।୬: କରୋନା ସଙ୍କଟକୁ ଦୃଷ୍ଟିରେ ରଖି ଜୁଲାଇ ୧ରୁ ଆରମ୍ଭ ହେବାକୁ ଥିବା ଚାରିଧାମ ଯାତ୍ରା ଉପରେ ରୋକ ଲଗାଇଛନ୍ତି ଉତ୍ତରାଖଣ୍ଡ ହାଇକୋର୍ଟ। ଜୁଲାଇ ୭ପର୍ଯ୍ୟନ୍ତ ଏହି ଯାତ୍ରା ଉପରେ ରୋକ ଲଗାଯାଇଛି। ଏଥିସହ କୋର୍ଟ ରାଜ୍ୟ ସରକାରଙ୍କ ଉପରେ ବର୍ଷିଛନ୍ତି। ଚାରିଧାମ ଯାତ୍ରା ସମୟରେ ରାଜ୍ୟସରକାର କୋଭିଡ ନିମୟ ପାଳନ କରିନାହାନ୍ତି। ତେଣୁ ଏହି ଯାତ୍ରା ଏବେ ସମ୍ଭବ ନୁହେଁ ବୋଲି କୋର୍ଟ କହିଛନ୍ତି। ଏତଦ୍‌ ବ୍ୟତୀତ ଚାରିଧାମର ଲାଇଭ୍‌ ଷ୍ଟ୍ରିମିଂ ପାଇଁ କୋର୍ଟ ନିର୍ଦ୍ଦେଶ ଦେଇଛନ୍ତି। ସୂଚନାଯୋଗ୍ୟ, ଜୁଲାଇ ୧ରୁ ଚାରିଧାମ ଯାତ୍ରା ଆରମ୍ଭ ନେଇ ଉତ୍ତରାଖଣ୍ଡର ମୁଖ୍ୟମନ୍ତ୍ରୀ ତିରଥ ସିଂହ ରାଓ୍ବତ ନିର୍ଦ୍ଦେଶ ଦେଇଥିଲେ। ଏଥିପାଇଁ ଶ୍ରଦ୍ଧାଳୁଙ୍କ ଆରଟିପିସିଆର ନେଗେଟିଭ୍‌ ରିପୋର୍ଟ ବାଧ୍ୟତାମୂଳକ କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଶାଳୀଙ୍କୁ ନେଇ ଫେରାର ହୋଇଯାଉଥିଲେ ଭିଣୋଇ: ବାଟରେ ଘଟିଲା…

ଭୋପାଳ,୧୬।୭:ମଧ୍ୟପ୍ରଦେଶର ମୋରେନା ଜିଲାରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି। ଏଠାରେ ଜଣେ ଯୁବକଙ୍କୁ ପ୍ରେମ ସମ୍ପର୍କ ଯୋଗୁ ସର୍ବସାଧାରଣରେ ନିର୍ମମ ଦଣ୍ଡ ଦିଆଯାଇଥିଲା। ଜିଲାର କିଚୋଲ…

ଶୁଣାଣି କରି କେନ୍ଦ୍ର ସରକାରଙ୍କୁ ଗୁରୁତ୍ୱପୂର୍ଣ୍ଣ ନିର୍ଦ୍ଦେଶ ଦେଲେ ହାଇକୋର୍ଟ: ପ୍ରତିଟି ଜୀବନର ମୂଲ୍ୟ ଅଛି, ଯଦି…

ନୂଆଦିଲ୍ଲୀ,୧୬।୭: ଦିଲ୍ଲୀର ଜନ୍ତର-ମନ୍ତରଠାରେ ଅର୍ନିଦ୍ଦିଷ୍ଟ କାଳ ପାଇଁ ଭୋକ ଉପବାସରେ ବସିଥିବା ସାମାଜିକ କର୍ମୀ ସୋନମ ୱାଙ୍ଗଚୁକଙ୍କ ସ୍ବାସ୍ଥ୍ୟାବସ୍ଥାକୁ ନେଇ ଦିଲ୍ଲୀ ହାଇକୋର୍ଟ ଗଭୀର ଚିନ୍ତା ପ୍ରକଟ…

ଭାଜପାକୁ ମମତାଙ୍କ ଖୋଲା ଚ୍ୟାଲେଞ୍ଜ, ‘ଅନ୍ତ ଦେଖିବା ଯାଏ ବଞ୍ଚିବି’

କୋଲକାତା,୧୬।୭: ପଶ୍ଚିମବଙ୍ଗର ପୂର୍ବତନ ମୁଖ୍ୟମନ୍ତ୍ରୀ ଏବଂ ତୃଣମୂଳ କଂଗ୍ରେସ (ଟିଏମସି) ମୁଖ୍ୟ ମମତା ବାନାର୍ଜୀ ପୁଣି ଥରେ ଭାଜପା ଉପରେ ବର୍ଷିଛନ୍ତି। ସେ କହିଛନ୍ତି ଯେ ତାଙ୍କ…

ରାସ୍ତାରେ ଫୋନ୍‌ରେ ଗପି ଗପି ଯାଉଥିଲେ ଭାଜପା ଜିଲାଧ୍ୟକ୍ଷ, ହଠାତ୍‌ ଆସିଲା ହୃଦ୍‌ଘାତ: ଆଉ ତା’ପରେ…

ଭୋପାଳ,୧୬।୭: ମଧ୍ୟପ୍ରଦେଶର ଛିନ୍ଦୱାଡାରେ ଭାଜପା ଅନୁସୂଚିତ ଜାତି ମୋର୍ଚ୍ଚାର ଜିଲା ସଭାପତି ଲୋକେଶ ଦେହାରିଆଙ୍କ ହୃଦଘାତ ଯୋଗୁ ଆକସ୍ମିକ ମୃତ୍ୟୁ ହୋଇଥିବା ରିପୋର୍ଟ ହୋଇଛି। ଛିନ୍ଦୱାଡା ସହରର…

ଜିଦ୍‌ରେ ଅଟଳ ସୋନମ ୱାଙ୍ଗଚୁକ: କହିଲେ- ମୋତେ ଅନଶନ ଭାଙ୍ଗିବାକୁ କୁହନ୍ତୁ ନାହିଁ…

ନୂଆଦିଲ୍ଲୀ,୧୬।୭: ଜନ୍ତର-ମନ୍ତରଠାରେ ଅର୍ନିଦ୍ଦିଷ୍ଟ କାଳ ପାଇଁ ଭୋକ ଉପବାସରେ ବସିଥିବା ସାମାଜିକ କର୍ମୀ ତଥା ଶିକ୍ଷା ସଂସ୍କାରବାଦୀ ସୋନମ ୱାଙ୍ଗଚୁକଙ୍କ ଅନଶନ ଗୁରୁବାର ୧୯ ଦିନରେ ପ୍ରବେଶ…

ସ୍କୁଲ ପରିସରରେ ରୋମାନ୍ସ କରିବା ପଡ଼ିଲା ମହଙ୍ଗା: ଭାଇରାଲ ଭିଡିଓ ପରେ ଶିକ୍ଷୟିତ୍ରୀ, ଶିକ୍ଷକଙ୍କୁ…

କନ୍ନୌଜ,୧୬।୭: ଉତ୍ତର ପ୍ରଦେଶର କନ୍ନୌଜ ଜିଲା ସୌରିଖ ବ୍ଲକସ୍ଥିତ ବଝେଡ଼ି କମ୍ପୋଜିଟ ବିଦ୍ୟାଳୟରୁ ଏକ ଲଜ୍ଜାଜନକ ଘଟଣା ସାମ୍ନାକୁ ଆସିଛି । ବିଦ୍ୟାଳୟରେ କାର୍ଯ୍ୟରତ ଜଣେ ମହିଳା…

୯ କିଲୋ ଓଜନ କମିଲାଣି: ସୋନମ୍ ୱାଙ୍ଗଚୁକ୍‌ଙ୍କ ଆମରଣ ଅନଶନକୁ ନେଇ ଆଜି ଦିଲ୍ଲୀ ହାଇକୋର୍ଟର ବଡ଼ ନିଷ୍ପତ୍ତି

ନୂଆଦିଲ୍ଲୀ, ୧୬।୭: ଜନ୍ତରମନ୍ତରଠାରେ ଅନଶନରେ ବସିଥିବା ବିଶିଷ୍ଟ ସମାଜସେବୀ ସୋନମ ଓ୍ୱାଙ୍ଗଚୁକଙ୍କ ବିଗୁଡ଼ୁଥିବା ସ୍ୱାସ୍ଥ୍ୟାବସ୍ଥାକୁ ନେଇ ଆସନ୍ତା ଗୁରୁବାର ଦିଲ୍ଲୀ ହାଇକୋର୍ଟ ଏକ ଜନସ୍ୱାର୍ଥ ମାମଲାର ଜରୁରୀ…

ବିଶ୍ୱପ୍ରସିଦ୍ଧ ଘୋଷଯାତ୍ରା ଅବସରରେ ପ୍ରଧାନମନ୍ତ୍ରୀଙ୍କ ଶୁଭେଚ୍ଛା, ଓଡ଼ିଆରେ ଲେଖିଲେ ଜୟ ଜଗନ୍ନାଥ

ନୂଆଦିଲ୍ଲୀ, ୧୬।୭: ଆଜି ମହାପ୍ରଭୁଙ୍କ ବିଶ୍ୱପ୍ରସିଦ୍ଧ ଘୋଷଯାତ୍ରା। ଏଥିପାଇଁ ରଥ, ପଥ, ଭକ୍ତ ଏବଂ ସେବାୟତ ସମସ୍ତେ ପ୍ରସ୍ତୁତ ରହିଥିବା ବେଳେ କେବଳ ମହାପ୍ରଭୁଙ୍କୁ ଅପେକ୍ଷା। ମହାବାହୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri