Posted inଜାତୀୟ

ଉତ୍ତରାଖଣ୍ଡରେ ଲଗାଣ ବର୍ଷା: ଭାଙ୍ଗିଲା ପୋଲ, ଭାସିଗଲା ଗାଡି

ଡେରାଡୁନ,୨୭ ।୮: ଉତ୍ତରାଖଣ୍ଡରେ ଲଗାଣ ବର୍ଷା ଫଳରେ ସାଧାରଣ ଜନଜୀବନ ଅସ୍ତବ୍ୟସ୍ତ ହୋଇପଡିଛି । ବର୍ଷା ଯୋଗୁଁ ଜାତୀୟ ରାଜପଥ ସହ ଅନ୍ୟ ସଡ଼କ ବି ବନ୍ଦ ହୋଇଯାଇଛି । ପ୍ରବଳ ବର୍ଷା ଯୋଗୁ ଡେରାଡୁନ-ରିଷିକେଶ ହାଇୱେରେ ଥିବା ପୋଲ ଭାଙ୍ଗିଯିବା ଫଳରେ ପୋଲ ଉପରେ ଥିବା କିଛି ଗାଡି ପାଣିରେ ଭାସି ଯାଇଛି । ଲଗାତାର ବର୍ଷା ଫଳରେ ମାଲଦେବତା-ସହସ୍ରଧାରା ଲିଙ୍କ ରୋଡ କିଛି ମିଟର ପାଣିରେ ବୁଡିଯାଇଛି । ପାଣିପାଗ ବିଭାଗର ସୂଚନା ଅନୁଯାୟୀ, ଆଗାମୀ ଦୁଇଦିନ ପ୍ରବଳ ବର୍ଷାର ସମ୍ଭାବନା ରହିଛି । ଉତ୍ତରାଖଣ୍ଡରେ ୫ ଜିଲାରେ ପ୍ରବଳ ବର୍ଷାର ସମ୍ଭାବନାକୁ ଦେଖି ହାଇ ଆଲର୍ଟ ଜାରି କରାଯାଇଛି ।


Enter your email to get our daily news in your inbox.

All Right Reserved By Dharitri.Com

ଦମଦାର ବିଜୟ ସହ ସିଜିନ୍‌ ଆରମ୍ଭ କଲା ରାଜସ୍ଥାନ ରୟାଲ

ଗୁଆହାଟୀ,୩୦।୩: ରାଜସ୍ଥାନ ରୟାଲ୍ସ ଏକ ଦମଦାର ବିଜୟ ସହିତ IPL 2026 ସିଜିନ ଆରମ୍ଭ କରିଛି। ଗୁଆହାଟୀରେ ଖେଳାଯାଇଥିବା ସେମାନଙ୍କର ପ୍ରଥମ ମ୍ୟାଚରେ ରାଜସ୍ଥାନ ରୟାଲ୍ସ ସମ୍ପୂର୍ଣ୍ଣ…

ଡାକ୍ତରଙ୍କ ପାଖକୁ ଯାଆନ୍ତୁ ନିଶିକାନ୍ତ ଦୁବେ: ବର୍ଷିଲେ ନବୀନ

ଭୁବନେଶ୍ୱର, ୩୦।୩: ଏମ୍‌ପି ନିଶିକାନ୍ତ ଦୁବେଙ୍କ ଦ୍ୱାରା ବିଜୁ ବାବୁଙ୍କ ବାବଦରେ ରବିବାର ରଖାଯାଇଥିବା ବିବୃତ୍ତି ଶୁଣି ଆଶ୍ଚର୍ଯ୍ୟ ହେଲି। ତାଙ୍କର ଏଭଳି ମନ୍ତବ୍ୟକୁ ନିନ୍ଦା କରୁଛି।…

କେନ୍ଦ୍ର ସରକାରଙ୍କ ବଡ଼ ଘୋଷଣା: ଚାଷୀ ଶୁଣିଲେ ହୋଇଯିବେ ଖୁସି

ନୂଆଦିଲ୍ଲୀ,୩୦।୩: ଦେଶରେ ଆଗାମୀ ଖରିଫ ଋତୁକୁ ନେଇ ଚାଷୀମାନେ କିଛି ଆଶ୍ୱସ୍ତି ପାଇଛନ୍ତି। କେନ୍ଦ୍ର ସରକାର ସ୍ପଷ୍ଟ କରିଛନ୍ତି ଯେ ଦେଶରେ ପ୍ରଚୁର ପରିମାଣରେ ସାର ଗଚ୍ଛିତ…

ମୋଦିଙ୍କୁ ନେଇ ଏମିତି କହିଦେଲେ ଓମାର ଅବଦୁଲ୍ଲା: ରାଜନୀତିରେ ହଲଚଲ

ଶ୍ରୀନଗର,୩୦।୩: ଜମ୍ମୁ ଏବଂ କଶ୍ମୀର ମୁଖ୍ୟମନ୍ତ୍ରୀ ଓମାର ଅବଦୁଲ୍ଲା ଯୁଦ୍ଧକୁ ନେଇ ନିଜ ମତ ରଖିଛନ୍ତି। ସେ କହିଛନ୍ତି, ଆମେ ନିଶ୍ଚିତ ଭାବରେ ଆଶା କରୁଛୁ ଯେ…

ଏନ୍‌ଏଚ୍‌ଏଆଇର ବଡ଼ ଘୋଷଣା: ଏପ୍ରିଲ ୧ରୁ ବଢ଼ିବ…

ନୂଆଦିଲ୍ଲୀ,୩୦ା୩: ଏପ୍ରିଲ ୧ରୁ ଫାସ୍‌ଟାଗ୍‌ ବାର୍ଷିକ ଦେୟ ବଢ଼ିବ ବୋଲି ଭାରତର ଜାତୀୟ ରାଜପଥ କର୍ତ୍ତୃପକ୍ଷ (ଏନ୍‌ଏଚ୍‌ଏଆଇ) ପକ୍ଷରୁ ଘୋଷଣା କରାଯାଇଛି। ଗତବର୍ଷ ଆରମ୍ଭ ହୋଇଥିବା ଏହି…

ଲିଭ-ଇନ୍‌ରେ ରହୁଥିଲେ ମିଳିବ ବିବାହିତ ମାନ୍ୟତା, ଏଥର ଜନଗଣନାର ନୂଆ ନିୟମ ବିଷୟରେ ଜାଣନ୍ତୁ…

ନୂଆଦିଲ୍ଲୀ,୩୦।୩: ଦେଶର ସର୍ବବୃହତ ପ୍ରଶାସନିକ କାର୍ଯ୍ୟ, ଜନଗଣନା, ଏବେ ଗୁରୁତ୍ୱପୂର୍ଣ୍ଣ ପରିବର୍ତ୍ତନ ଦେଇ ଗତି କରୁଛି। ସରକାର ୨୦୨୭ ଜନଗଣନାକୁ ଦୁଇଟି ପର୍ଯ୍ୟାୟରେ କରିବାକୁ ନିଷ୍ପତ୍ତି ନେଇଛନ୍ତି,…

ଏଣିକି ଗୁଳିର ଜବାବ ଗୁଳିରେ ଦେବୁ: ଲୋକ ସଭାରେ କାହିଁକି ଏମିତି କହିଲେ ଅମିତ ଶାହା

ନୂଆଦିଲ୍ଲୀ,୩୦।୩: ଲୋକ ସଭାରେ ‘ନକ୍ସଲମୁକ୍ତ ଭାରତ’ ସମ୍ପର୍କରେ ଆଲୋଚନାରେ ଭାଗ ନେଇ କେନ୍ଦ୍ର ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହ କଂଗ୍ରେସକୁ ଟାର୍ଗେଟ୍‌ କରିଛନ୍ତି। ସେ କହିଛନ୍ତି ଯେ,…

ତହସିଲଦାରଙ୍କୁ ବିଧାୟିକା ସ୍ବାମୀଙ୍କ ହତ୍ୟା ଧମକ ମାମଲା: ୱାରେଣ୍ଟ ପାଇଁ କୋର୍ଟରେ ଆବେଦନ କଲା ପୋଲିସ

ଭବାନୀପାଟଣା,୩୦।୩(ଉତ୍ତମ କୁମାର ଦାଶ): ସରକାରୀ କାର୍ଯ୍ୟରେ ବାଧା ସୃଷ୍ଟି କରିବା ଏବଂ ତହସିଲଦାରଙ୍କୁ ହତ୍ୟା ଧମକ ଦେବା ଅଭିଯୋଗରେ କଳାହାଣ୍ଡି ଜିଲା ନର୍ଲା ବିଜେଡି ବିଧାୟିକା ମନୋରମା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri