Posted inଜାତୀୟ

ଉତ୍ତରାଖଣ୍ଡରେ କାହା ମୁଣ୍ଡରେ ସୁନା କଳସ ? ମୁଖ୍ୟମନ୍ତ୍ରୀ ଦୌଡ଼ରେ ୭ ଜଣ…

ଡେରାଡୁନ୍‌,୨୧।୩ : ଉତ୍ତରାଖଣ୍ଡରେ କିଏ ହେବ ମୁଖ୍ୟମନ୍ତ୍ରୀ, ସେନେଇ ସସ୍‌ପେନ୍ସ ଜାରି ରହିଛି। ହାତୀ କାହା ମୁଣ୍ଡରେ ସୁନା କଳସ ଢାଳିବ ଏହାକୁ ନେଇ ଚର୍ଚ୍ଚା ଜାର ରହିଛି। ସୋମବାର ଅନୁଷ୍ଠିତ ହେବାକୁ ଥିବା ଭାଜପା ବିଧାନସଭା ବିଧାୟକ ଦଳର ବୈଠକରେ ଏହା ନିଷ୍ପତ୍ତି ନିଆଯିବ। ଏହି ବୈଠକରେ କେନ୍ଦ୍ରୀୟ ପର୍ଯ୍ୟବେକ୍ଷକ ତଥା ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ ମୁଖ୍ୟମନ୍ତ୍ରୀଙ୍କ ନାମ ଘୋଷଣା କରିବେ। ଏଥି ସହିତ ପ୍ରୋ ଟେମ ସ୍ପିକର ଏବଂ ନବ ନିବ୍ରାଚିତ ବିଧାୟକମାନେ ଆଜି ଶପଥ ଗ୍ରହଣ କରିବେ। ନୂଆ ମୁଖ୍ୟମନ୍ତ୍ରୀ ଦୌଡ଼ରେ ୭ ଜଣ ରହିଛନ୍ତି।

ମୁଖ୍ୟମନ୍ତ୍ରୀ ପାଇଁ କାର୍ଯ୍ୟନିର୍ବାହୀ ମୁଖ୍ୟମନ୍ତ୍ରୀ ପୁଷ୍କର ସିଂ ଧାମି, ସତ୍ୟପାଲ ମହାରାଜ, ଧନ ସିଂ ରାୱତ, ରିତୁ ଚାନ୍ଦୁରୀ, ପୂର୍ବତନ କେନ୍ଦ୍ର ମନ୍ତ୍ରୀ ରମେଶ ପୋଖରିଆଲ ନିଶଙ୍କ, କେନ୍ଦ୍ର ମନ୍ତ୍ରୀ ଅଜୟ ଭଟ୍ଟ, ଏମ୍‌ପି ଅନୀଲ ବାଲୁନିଙ୍କ ନାମ ନେଇ ଚର୍ଚ୍ଚା ହେଉଛି।

ମୁଖ୍ୟମନ୍ତ୍ରୀ କିଏ ହେବେ ତାହା ନିଶ୍ଚିତ ହେବା ପରେ ୨୩ ମାର୍ଚ୍ଚରେ ମୁଖ୍ୟମନ୍ତ୍ରୀ ଏବଂ କ୍ୟାବିନେଟ ମନ୍ତ୍ରୀମାନେ ଶପଥ ଗ୍ରହଣ କରବାର କାର୍ଯ୍ୟକ୍ରମ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ଡିଜିଟାଲ୍ ଯୁଗରେ ବି କ୍ୟାଶ୍‌ର କମାଲ୍: ବଜାରରେ ୪୦ ଲକ୍ଷ କୋଟି ଅତିକ୍ରମ କଲା ନଗଦ ଟଙ୍କା

ନୂଆଦିଲ୍ଲୀ,୧୭।୨: ଦେଶରେ ଡିଜିଟାଲ୍ ପେମେଣ୍ଟ ବା UPI କାରବାରରେ ବ୍ୟାପକ ବୃଦ୍ଧି ପାଇବାରେ ଲାଗିଛି। ଏହାରି ମଧ୍ୟରେ ଭାରତୀୟ ଅର୍ଥନୀତିରେ ନଗଦ ଟଙ୍କାର ପ୍ରଚଳନ ଏକ ନୂଆ…

ସମ୍ପର୍କୀୟଙ୍କ ସହ ଘରୁ ବାହାରିଥିଲେ, ଗଛରେ ପିଟି ହୋଇ ଚାଲିଗଲା ଯୁବକଙ୍କ ଜୀବନ; ଏଯାଏ ମିଳୁନି…

ଭବାନୀପାଟଣା,୧୭।୨(ଉତ୍ତମ କୁମାର ଦାଶ)-କଳାହାଣ୍ଡି ଜିଲା ଜୁନାଗଡ଼ ଥାନା ଅନ୍ତର୍ଗତ ଜାରିଙ୍ଗ ଛକ ନିକଟରେ ମଙ୍ଗଳବାର ରାତି ପାୟ ସାଢ଼େ ୮ ଟାରେ ଗଛରେ ପିଟି ହୋଇ ଜଣେ…

ଗ୍ୟାସ ସିଲିଣ୍ଡର ଖୋଲି ଘରେ ନିଆଁ ଲଗାଇଦେଲେ ସ୍ବାମୀ, ଥାନାରେ ପହଞ୍ଚିଲେ ସ୍ତ୍ରୀ; ଗିରଫ ପରେ ଜେଲ…

ଦିଗପହଣ୍ଡି,୧୭|୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ୭ ନଂ ୱାର୍ଡ ବଜାର ସାହି ଗୁଣ୍ଡିଚା ଛକ ରେ ରହୁଥିବା ଏ.ରାଜୁଙ୍କୁ ମଙ୍ଗଳବାର ପୋଲିସ ଗିରଫ କରି…

ପାକିସ୍ତାନ ପାଇଁ BCCI ସହିବ କ୍ଷତି! ଭାରତରୁ ଛଡ଼ାଇ ନିଆଯାଇପାରେ ବଡ଼ ଟୁର୍ଣ୍ଣାମେଣ୍ଟ

ନୂଆଦିଲ୍ଲୀ,୧୭।୨: କ୍ରିକେଟ୍ ପ୍ରେମୀଙ୍କ ପାଇଁ ଏକ ଚିନ୍ତାଜନକ ଖବର। ଭାରତ ଓ ପାକିସ୍ତାନ ମଧ୍ୟରେ ଲାଗି ରହିଥିବା ସୀମା ବିବାଦର ପ୍ରଭାବ ଏବେ କ୍ରିକେଟ୍ ମୈଦାନ ଉପରେ…

ଦୁଇ ଦିନ ପରେ ଦେଇଥାନ୍ତେ ମାଟ୍ରିକ୍‌ ପରୀକ୍ଷା, ବାଇକ୍‌ ସହ ଦୁର୍ଘଟଣା ପରେ ଟ୍ରାକ୍ଟର ଚାପି ଦେବାରୁ ଚାଲିଗଲା ଛାତ୍ରଙ୍କ ଜୀବନ

ରାୟଗଡ଼ା,୧୭।୨(ଆଶିଷ ରଞ୍ଜନ ପଣ୍ଡା)- ରାୟଗଡ଼ା ସହରରେ ଚିନ୍ତାଜନକ ହୋଇପଡ଼ିଛି ଟ୍ରାଫିକ ସମସ୍ୟା । ସହର ଦେଇ ଯାଇଥିବା ୩୨୬ନଂ ଜାତୀୟ ରାଜପଥ କଡ଼ରେ ବେଆଇନ ପାର୍କିଂ ଯୋଗୁ…

ବ୍ରହ୍ମପୁର-ରେଢ଼ାଖୋଲ ରେଳ ପ୍ରକଳ୍ପ: ୩୩୨ କିମି ହେବ ରେଳ ଲାଇନ୍‌, ଅର୍ଥ ଅନୁମୋଦନ କେବେ…?

ଭଞ୍ଜନଗର,୧୭।୨(ବାବୁଲା ପ୍ରଧାନ)- ସରକାର ପରେ ସରକାର ବଦଳୁଛି, କିନ୍ତୁ ବ୍ରହ୍ମପୁର ଭାୟା ଭଞ୍ଜନଗର, ଫୁଲବାଣୀ ରେଢ଼ାଖୋଲ ରେଳ ପ୍ରକଳ୍ପ ଅଗ୍ରଗତି ହୋଇପାରୁନାହିଁ। କନ୍ଧମାଳ ଜିଲାବାସୀଙ୍କ ପାଇଁ ରେଳ…

କଲେଜ ଯାଇଥିବା ବେଳେ ଛାତ୍ରୀଙ୍କୁ ଅପହରଣ କରି ୫ ଦିନ ଧରି ବଳାତ୍କାର, ଜେଲ ହାଜତକୁ ଗଲେ …

ଦିଗପହଣ୍ଡି,୧୭।୨(ଅଶେଷ  ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଅଞ୍ଚଳର ଏକ କଲେଜରେ ଯୁକ୍ତ ୨ ଦିତୀୟ ବର୍ଷ କଳା ଶ୍ରେଣୀରେ ପଢୁଥିବା ୧୭ ବର୍ଷର ଛାତ୍ରୀଙ୍କୁ ଅପହରଣ…

ଏହିଦିନ ଓଡ଼ିଶା ଆସିବେ ଅମିତ ଶାହା: କଟକରେ ରହିଛି ବଡ କାର୍ଯ୍ୟକ୍ରମ

ଭୁବନେଶ୍ୱର,୧୭।୨: କେନ୍ଦ୍ର ସ୍ୱରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା ଆସନ୍ତା ମାର୍ଚ୍ଚ ୭ ତାରିଖରେ ଓଡ଼ିଶା ଗସ୍ତରେ ଆସୁଛନ୍ତି। ଏହି ଏକଦିବସୀୟ ଗସ୍ତ କାଳରେ ସେ କଟକ ଜିଲା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri