ଉଇଗର ମୁସଲିମ ଧର୍ମ ପ୍ରଚାରକ ଉମର ହୁସୈନଙ୍କର ଚାଇନର ଶିନଜିୟାଂଗ ଜେଲରେ ମୃତ୍ୟୁ, କାଟୁଥିଲେ ୫ ବର୍ଷର ଜେଲଦଣ୍ଡ

ୱାଶିଂଟନ,୩୧ ।୧୨: ଚାଇନର ଶିନଜିୟାଂଗରେ ଥିବା ଏକ ଜେଲରେ ଦଣ୍ଡ ଭୋଗୁଥିବା ଉଇଗର ମୁସଲିମ ଧର୍ମ ପ୍ରଚାରକ ଉମର ହୁସୈନଙ୍କର ମୃତ୍ୟୁ ଖବର ସାମ୍ନାକୁ ଆସିଛି । ଫେବୃୟାରୀ ୨ରେ ଲିଭର କ୍ୟାନସର ଯୋଗୁ ତାଙ୍କର ମୃତ୍ୟୁ ହୋଇଥିବା ଜଣାପଡିଛି । ସେ ଶିନଜିୟାଂଗରେ ଥିବା ଏକ ଜେଲରେ ୫ ବର୍ଷର ସଜା କାଟୁଥିଲେ । ଉମର ହୁସୈନଙ୍କୁ ମକ୍କା ତୀର୍ଥ ଯାତ୍ରାକୁ ନେଇ ୨୦୧୭ରେ ଗିରଫ କରାଯାଇଥିଲା ।
ରିପୋର୍ଟ ଅନୁଯାୟୀ, ଉମର ହୁସୈନଙ୍କ ବୟସ ପ୍ରାୟ ୫୫ ବର୍ଷ ଥିଲା । ଚାଇନାର ଦ୍ୱିତୀୟ ସବୁଠାରୁ ବଡ ସହର କୋରଲା ସ୍ଥିତ କରାୟୁଲଘୁନ ମସଜିଦରେ ସେ ହାଟିପ(ଧର୍ମ ପ୍ରଚାରକ) ଥିଲେ । ଚାଇନାର ସବୁଠାରୁ ବଡ ସହର ଶିନଜିୟାଂଗ । ୨୦୧୫ରେ ପବିତ୍ର ମକ୍କା ଯାତ୍ରା କରିବା ପାଇଁ ଇସଲାମ ପାଦ୍ରି ଓ ଅନ୍ୟ ପ୍ରମୁଖ ଉଇଗରଙ୍କ ଉପରେ ବ୍ୟାପକ କାର୍ଯ୍ୟାନୁଷ୍ଠାନ ସହ ଚାଇନା ଅଧିକାରୀମାନେ ତାଙ୍କୁ ସେପ୍ଟେମ୍ବର ୨୦୧୭ରେ ଗିରଫ କରିଥିଲେ ।


Enter your email to get our daily news in your inbox.

All Right Reserved By Dharitri.Com

ରାଜଧାନୀରେ ଜଳିଗଲା ଇଭି

ଭୁବନେଶ୍ୱର,୨୫।୫: ପୁରୁଣା ଭୁବନେଶ୍ୱର ରଥରୋଡ଼ରେ ସୋମବାର ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ୧୧କେଭି ବିଦ୍ୟୁତ୍‌ ତାର ଛିଣ୍ଡି ଏକ ଇଲେକ୍ଟ୍ରି ସ୍କୁଟି(ଇଭି) ଉପରେ ପଡ଼ିଥିଲା। ଫଳରେ…

ପୋଖରୀ ପୁନରୁଦ୍ଧାର ଦାବି: ପଞ୍ଚାୟତ ଅଫିସରେ ସରପଞ୍ଚଙ୍କୁ ତାଲା ମାରିଲେ ମହିଳା

ଭେଡ଼େନ,୨୫।୫ (ହୃଷିକେଶ ଖମାରୀ): ଦିନକୁ ଦିନ ତାପମାତ୍ରା ବଢ଼ି ଚାଲିଥିବା ବେଳେ ଲୋକେ ଗାଧୋଇବା ଓ ପାନୀୟ ଜଳ ପାଇଁ ଡହଳ ବିକଳ ହେଉଛନ୍ତି । ବରଗଡ଼…

‘ମୃତ ଝିଅ ଅପେକ୍ଷା ଛାଡପତ୍ର ପାଇଥିବା ଝିଅ ଭଲ’, ସୁପ୍ରିମ କୋର୍ଟରେ ଭାବପ୍ରବଣ ହୋଇଗଲେ SG ମେହେଟା

ନୂଆଦିଲ୍ଲୀ,୨୫।୫: ଭୋପାଳରେ ଘଟିଥିବା ବହୁଚର୍ଚ୍ଚିତ ଟ୍ବିଶା ଶର୍ମା ମୃତ୍ୟୁ ମାମଲା ସମ୍ପର୍କରେ ସଲିସିଟର ଜେନେରାଲ (SG)ତୁଷାର ମେହେଟ୍ଟା ଏକ ଗୁରୁତ୍ୱପୂର୍ଣ୍ଣ ଟିପ୍ପଣୀ କରିଛନ୍ତି। ସୋମବାର (୨୫ ମଇ,…

ଇରାନର ବଡ଼ ଅନୁରୋଧ ରଖିଲା ଫିଫା

ତେହରାନ, ୨୫ା୫: ଆସନ୍ତା ୧୧ ତାରିଖରୁ ଆରମ୍ଭ ହେବାକୁଥିବା ଫିଫା ବିଶ୍ୱକପ୍‌ ଲାଗି ଇରାନ ପକ୍ଷରୁ ଦଳର ଟ୍ରେନିଂ କ୍ୟାମ୍ପ ଆମେରିକାରୁ ମେକ୍ସିକୋକୁ ସ୍ଥାନାନ୍ତର କରିବା ଲାଗି…

ବ୍ରିଜ ଉପରେ ଭୟଙ୍କର ଦୁର୍ଘଟଣା: ହାଇଓ୍ବା ଓଲଟି ଲାଗିଗଲା ନିଆଁ, ଡ୍ରାଇଭର ନିଖୋଜ

ରାଉରକେଲା,୨୫ା୫(ସଙ୍ଗୀତା ଜେନା): ରାଉରକେଲାର ନୂତନ ବ୍ରାହ୍ମଣୀ ବ୍ରିଜ୍‌ ଉପରେ ଏକ ବଡ଼ଧରଣର ଦୁର୍ଘଟଣା ଘଟିଛି। ଭାରସାମ୍ୟ ହରାଇ ଏକ ହାଇଓ୍ବା ଓଲଟି ପଡ଼ିବାରୁ ଏଥିରେ ନିଆଁ ଲାଗିଯାଇଥିଲା।…

ଧର୍ମେନ୍ଦ୍ର, ଶିବୁ ସୋରେନଙ୍କୁ ମରଣୋତ୍ତର ପଦ୍ମ ବିଭୂଷଣ, ୬୬ ଜଣଙ୍କୁ ସମ୍ମାନୀତ କରିବେ ରାଷ୍ଟ୍ରପତି

ନୂଆଦିଲ୍ଲୀ,୨୫।୫: ସୋମବାର ସାରେ ରାଷ୍ଟ୍ରପତି ଭବନର ଦରବାର ହଲରେ ପଦ୍ମ ପୁରସ୍କାର ସମାରୋହ ଅନୁଷ୍ଠିତ ହେବ। ଏହି କାର୍ଯ୍ୟକ୍ରମ ସମୟରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ୬୬ଜଣ ବିଶିଷ୍ଟ…

ବୈଶିଙ୍ଗା-ରୁପ୍ସା ରାସ୍ତାରେ ମର୍ମନ୍ତୁଦ ଦୁର୍ଘଟଣା, ଶିକ୍ଷକ ମୃତ

ବୈଶିଙ୍ଗା,୨୫।୫(ରତନ ଦାଶ): ମୟୂରଭଞ୍ଜ ଜିଲାର ବୈଶିଙ୍ଗା ବଜାର ଅଞ୍ଚଳରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ହୋଇଛି । ଏଥିରେ ବେତନଟୀ ବ୍ଲକ ପ୍ରାଥମିକ ବିଦ୍ୟାଳୟ ଶିକ୍ଷକ ସଂଘ…

ପେଟ୍ରୋଲ-ଡିଜେଲର ମୂଲ୍ୟ ବୃଦ୍ଧିକୁ ନେଇ ବର୍ଷିଲେ ରାହୁଲ, ସରକାର ଚୁପଚାପ୍ ପକେଟ…..

ନୂଆଦିଲ୍ଲୀ,୨୫।୫: ସୋମବାର ଦିନ ପୁଣିଥରେ ଦେଶରେ ପେଟ୍ରୋଲ ଏବଂ ଡିଜେଲର ମୂଲ୍ୟ ବୃଦ୍ଧି ପାଇଛି। ମାତ୍ର ୧୦ ଦିନ ମଧ୍ୟରେ ଏହା ଚତୁର୍ଥ ଥର ପାଇଁ ସରକାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri