ଭାରତୀୟ କଫ ଶିରପ ପିଇ ଉଜବେକିସ୍ତାନରେ ୧୮ ଶିଶୁଙ୍କ ମୃତ୍ୟୁ ଅଭିଯୋଗ

ତାସକେଣ୍ଟ,୨୮।୧୨: ଭାରତୀୟ ଫାର୍ମାସ୍ୟୁଟିକାଲ କମ୍ପାନୀର କଫ ଶିରପ ପିଇ ଉଜବେକିସ୍ତାନରେ ୧୮ଜଣ ଶିଶୁ ମୃତ୍ୟୁ ଘଟିଥିବା ଅଭିଯୋଗ ହୋଇଛି। ଉଜବେକିସ୍ତାନର ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ଦାବି କରିଛି, ଏକ ଭାରତୀୟ ଔଷଧ କମ୍ପାନୀ ଦ୍ୱାରା ନିର୍ମିତ କାଶ ଶିରପ ଖାଇବା ପରେ ୧୮ ଜଣ ଶିଶୁଙ୍କର ମୃତ୍ୟୁ ହୋଇଛି।
ଫାର୍ମାସ୍ୟୁଟିକାଲ କମ୍ପାନୀ ମାରିଅନ ବାୟୋଟେକ ଦ୍ୱାରା ନିର୍ମିତ ଡକ-୧ ମ୍ୟାକ୍ସ ଶିରପ ଖାଇବା ପରେ ପିଲାମାନେ ମୃତ୍ୟୁବରଣ କରିଛନ୍ତି। ୨୦୧୨ରେ ମାରିଅନ ବାୟୋଟେକ ଉଜବେକିସ୍ତାନ ବଜାରରେ ପ୍ରବେଶ କରିଥିଲା। ସୂଚନାନୁସାରେ, ଏହି କମ୍ପାନୀ ଦ୍ୱାରା ନିର୍ମିତ ଡକ-୧ ମ୍ୟାକ୍ସ ଶିରପ ବର୍ତ୍ତମାନ ଭାରତୀୟ ବଜାରରେ ବିକ୍ରି ହେଉନାହିଁ।
ଏହାପୂର୍ବରୁ ଅକ୍ଟୋବରରେ ଆଫ୍ରିକୀୟ ଦେଶ ଗାମ୍ବିଆରେ ଭାରତୀୟ ଶିରପ ଖାଇ ୬୦ରୁ ଅଧିକ ଶିଶୁଙ୍କର ମୃତ୍ୟୁ ହୋଇଥିବା ଅଭିଯୋଗ ଆସିଥିଲା। ଏହା ପରେ କେନ୍ଦ୍ର ସରକାର ଏହି ଘଟଣାର ତଦନ୍ତ ପାଇଁ ଏକ କମିଟି ଗଠନ କରିଥିଲେ, କିନ୍ତୁ ଏପର୍ଯ୍ୟନ୍ତ ଭାରତୀୟ କମ୍ପାନୀର କଫ ଶିରପରୁ ପିଲାମାନଙ୍କର ମୃତ୍ୟୁ ସମ୍ପର୍କରେ କୌଣସି ସରକାରୀ ନିଶ୍ଚିତତା ନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

ବ୍ଲକ୍‌ ପ୍ରଶାସନର ବିଚିତ୍ର ନୀତି: ଅଙ୍ଗନଓ୍ବାଡି କେନ୍ଦ୍ର ନିର୍ମାଣ ପାଇଁ ରାସ୍ତାରେ ଗାତଖୋଳା

ଲୋଇସିଂହା,୩୧ା୧୨(ସୁଶାନ୍ତ ବାରିକ): ବଲାଙ୍ଗୀର ଜିଲା ଲୋଇସିଂହା ତହସିଲ ଅଞ୍ଚଳର ଅନେକ ସରକାରୀ ଜମି ଜବରଦଖଲକାରୀଙ୍କ କବ୍‌ଜ୍ଜାରେ ରହିଛି। ହେଲେ ଲୋଇସିଂହା ବ୍ଲକ୍‌ ପ୍ରଶାସନ ପକ୍ଷରୁ ଏକ...

ଜୟ ଜଗନ୍ନାଥ ଶୁଣି ବିଗିଡ଼ି ଗଲେ କଂସ ମହାରାଜ: ଆଉ ତା’ପରେ ଘଟିଲା…

ମଥୁରାନଗରୀ,୩୧।୧୨(ପ୍ରେମାନନ୍ଦ ଖମାରୀ):ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବ ସବୁଠାରୁ ଅନନ୍ୟ ଓ ନିଆରା। ଏଠାରେ ମଥୁରା ଅଛି, ଗୋପପୁର ମଧ୍ୟ ରହିଛି। ସେହିପରି ଯମୁନା...

ପୁଣି ଟ୍ରେନ୍‌ ଟିକେଟ ବୁକିଂ ନିୟମ ବଦଳାଇଲା IRCTC, ଯାତ୍ରା କରିବାକୁ ଥିଲେ ଜାଣି ନିଅନ୍ତୁ…

ନୂଆଦିଲ୍ଲୀ,୩୦।୧୨: ଭାରତୀୟ ରେଳବାଇ ଆଧାର-ଯାଞ୍ଚ ହୋଇଥିବା IRCTC ଆକାଉଣ୍ଟ୍ ଧାରୀମାନଙ୍କ ପାଇଁ ବଡ଼ ରାହତ ଘୋଷଣା କରିଛି। ଆଡ଼ଭାନ୍ସ ରିଜର୍ଭେସନ୍ ପିରିଅଡ୍ (ARP)ର ପ୍ରଥମ ଦିନରେ...

ମହିଳାକୁ ହତ୍ୟା ଅଭିଯୋଗ, ପୋଲିସର ତନାଘନା

ଗୋପାଳପୁର,୩୦ା୧୨(ନବୀନ ରାଜ ଆଚାରୀ): ଗୋଳନ୍ଥରା ଥାନା ଅଞ୍ଚଳରେ ସୋମବାର ବିଳମ୍ବିତ ରାତିରେ ଜଣେ ମହିଳାଙ୍କୁ ତାଙ୍କ ସ୍ବାମୀ ହତ୍ୟା କରିଥିବା ଅଭିଯୋଗ ହୋଇଛି। ଫାସୀନୂଆପଡା ଗ୍ରାମରେ...

ସୁରୁଖୁରୁରେ ଧାନକିଣାକୁ ଗୁରୁତ୍ୱ ଚାଷୀ, ସମବାୟ ଓ ଯୋଗାଣ ବିଭାଗ ଅଧିକାରୀଙ୍କୁ ନେଇ ବୈଠକ

ଛତ୍ରପୁର,୩୦ା୧୨(ଦିଲୀପ ସାମଲ): ଚଳିତ ବର୍ଷ ଜିଲାରେ ଧାନକିଣା ସୁରୁଖୁରୁରେ କରିବା ପାଇଁ ମଙ୍ଗଳବାର ଚାଷୀ, ସମବାୟ ଓ ଯୋଗାଣ ବିଭାଗର ଅଧିକାରୀମାନଙ୍କୁ ନେଇ ତ୍ରିପାକ୍ଷିକ ବୈଠକ...

ଆର୍‌ସିବିକୁ ବଡ଼ ଝଟ୍‌କା, ଏହି କାରଣରୁ ଖେଳିବେ ନାହିଁ…

ନୂଆଦିଲ୍ଲୀ, ୩୦।୧୨: ମହିଳା ପ୍ରିମିଅର୍ ଲିଗ୍ (WPL) ୨୦୨୬ ଆରମ୍ଭ ହେବାକୁ ମାତ୍ର କିଛି ଦିନ ବାକି ଥିବାବେଳେ ରୟାଲ୍ ଚ୍ୟାଲେଞ୍ଜର୍ସ ବେଙ୍ଗଲୁରୁ (RCB) ଟିମ୍‌କୁ...

UAE ର ଦୁଇ ଜାହାଜ ଉପରେ ଏୟାରଷ୍ଟ୍ରାଇକ୍ କଲା ସାଉଦି ଆରବ, ଦେଲା ୨୪ ଘଣ୍ଟା ଅଲ୍ଟିମେଟମ୍

ନୂଆଦିଲ୍ଲୀ,୩୦।୧୨: ଇସ୍ରାଏଲ-ହମାସ ଯୁଦ୍ଧ ମଧ୍ୟରେ ପଶ୍ଚିମ ଏସିଆର ଦୁଇ ଶକ୍ତିଶାଳୀ ଦେଶ ସାଉଦି ଆରବ ଏବଂ ୟୁନାଇଟେଡ ଆରବ ଏମିରେଟ୍ସ (UAE) ମଧ୍ୟରେ ତିକ୍ତତା ଚରମ...

ରାଜ୍ୟସ୍ତରୀୟ ଟାଏକୋଣ୍ଡୋରେ ସଫଳତା: ଛୁଟୁଛି ଶୁଭେଚ୍ଛାର ସୁଅ

ରାଇକିଆ,୩୦ା୧୨ (ପ୍ରଦୀପ ବେହେରା): କନ୍ଧମାଳ ଜିଲା ରାଇକିଆ ସେଣ୍ଟ କ୍ୟାଥରିନ ବିଦ୍ୟାଳୟରଛାତ୍ରୀଛାତ୍ରମାନେ ରାଜ୍ୟସ୍ତରୀୟ ଟାଏକୋଣ୍ଡୋ କ୍ରୀଡ଼ାରେ ସଫଳତା ଅର୍ଜନ କରିଛନ୍ତି। ଭଦ୍ରକ ଠାରେ ଅନୁଷ୍ଠିତ ୩ଦିନିଆ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri