Posted inଜାତୀୟ

ଉଜବେକିସ୍ତାନ କଫ ସିରପ ମୃତ୍ୟୁ ମାମଲା: ଅଭିଯୁକ୍ତ ଔଷଧ କମ୍ପାନୀ ବିରୋଧରେ କଠୋର କାର୍ଯ୍ୟାନୁଷ୍ଠାନ!

ନୂଆଦିଲ୍ଲୀ,୩୦ ।୧୨: ଉଜବେକିସ୍ତାନରେ କଫ ସିରପ ଖାଇ ଯେଉଁ ଶିଶୁମାନଙ୍କର ମୃତ୍ୟୁ ହୋଇଥିଲା ଉକ୍ତ କଫ ସିରପ ଭାରତୀୟ ଔଷଧ କମ୍ପାନୀର ବୋଲି ଅଭିଯୋଗ ହୋଇଥିଲା । ଏହି ମାମଲା ଉପରେ କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରଣାଳୟ ନଜର ରଖିଛି । ସ୍ୱାସ୍ଥ୍ୟମନ୍ତ୍ରୀ ମନସୁଖ ମାଣ୍ଡବିୟ ଶୁକ୍ରବାର ଟୁଇଟ କରି ଏହି ମାମଲା ସମ୍ପର୍କରେ ନିଜର ପ୍ରତିକ୍ରିୟା ରଖିଛନ୍ତି ।
ମାଣ୍ଡବିୟ କହିଛନ୍ତି ସ୍ୱାସ୍ଥ୍ୟ ବିଭାଗର ଟିମ କାଶ ଔଷଧ ଡକ-୧ ମାକ୍ସରେ ଅସୁଦ୍ଧି ରିପୋର୍ଟକୁ ନଜରରେ ରଖି ମ୍ୟାରିୟନ ବାୟୋଟେକର ସମସ୍ତ ଔଷଧ ଉତ୍ପାଦନ ଉପରେ ୨୯ ଡିସେମ୍ବର ରାତିରେ ରୋକ ଲଗାଇ ଦିଆଯାଇଛି । ଏହି ମମଲାରେ ଆଗକୁ ଯାଞ୍ଚ ଜାରି ରହିଛି ।
ସୂଚନାଯୋଗ୍ୟ, ଉଜବେକିସ୍ତାନରେ କଫ ସିରପ ଖାଇ ୧୮ ଜଣ ଶିଶୁଙ୍କ ମୃତ୍ୟୁହେବା ପରେ ନଏଡାର ଔଷଧ କମ୍ପାନୀ ମ୍ୟାରିୟନ ବାୟୋଟେକ ବିବାଦ ଘେରକୁ ଚାଲି ଆସିଥିଲା । ଉଜବେକିସ୍ତାନର ଏହି ଦାବି ପରେ ଭାରତ ସରକାର ସଜାଗ ହୋଇଯାଇଥିଲେ ।


Enter your email to get our daily news in your inbox.

All Right Reserved By Dharitri.Com

ଭୁତପ୍ରେତ ଭୟରେ ମାରୀଗୁଡା ଗ୍ରାମବାସୀ: ରାତିରେ ଶୁଭୁଛି ବିକଟାଳ ଶବ୍ଦ, ଲୋକଙ୍କ ଘରେ ଚୁଲି ଜଳୁନି

ରାୟଗଡା, ୧୮।୨(ଆଶିଷ ରଞ୍ଜନ ପଣ୍ଡା)- ଦକ୍ଷିଣ ଓଡିଶାର ଉପାନ୍ତ ରାୟଗଡା ଜିଲ୍ଲାର ଗ୍ରାମାଞ୍ଚଳରେ ଏବେ ବି ଭରି ରହିଛି ଅନ୍ଧବିଶ୍ବାସ । ଭୂତପ୍ରେତକୁ ନେଇ ଆଜି ମଧ୍ୟ…

ଗ୍ଲୋକାଲ ବାଇପାସ ନିକଟରେ ଦୁର୍ଘଟଣା, ଘଟଣାସ୍ଥଳରେ ଚାଲିଗଲା ଜଣଙ୍କର ଜୀବନ

ଜୟପୁର,୧୮।୨(ପବନ ପାଣିଗ୍ରାହୀ): ଜୟପୁର ଗ୍ଲୋକାଲ ହସପିଟାଲ ବାଇପାସ ରୋଡ ନିକଟରେ ଏକ ବାଇକ ଧକ୍କାରେ ଘଟଣାସ୍ଥଳରେ ଜଣେ ଯୁବକଙ୍କର ମୃତ୍ୟୁ ହୋଇଛି । ଅନ୍ୟଜଣେ ଗୁରୁତର ଅବସ୍ଥାରେ…

ଜନସେବା କ୍ଷେତ୍ରରେ କଳାହାଣ୍ଡି ପ୍ରଶାସନର ବଡ଼ ପଦକ୍ଷେପ, ଲୋକାର୍ପିତ ହେଲା ଏଆଇ ଚାଟବଟ୍ ‘ଆମର ସହାୟକ’

ଭବାନୀପାଟଣା,୧୮।୨(ଉତ୍ତମ କୁମାର ଦାଶ): ଡିଜିଟାଲ୍ ଶାସନ ଏବଂ ଜନକୈନ୍ଦ୍ରିକ ପ୍ରଶାସନ ଦିଗରେ ଏକ ବଡ଼ ପଦକ୍ଷେପ ସ୍ୱରୂପ କଳାହାଣ୍ଡି ଜିଲା ପ୍ରଶାସନ ପକ୍ଷରୁ ବୁଧବାର ଅତ୍ୟାଧୁନିକ ଏଆଇ…

ଦୋଷୀ ସାବ୍ୟସ୍ତ ହେଲେ ପାଷ୍ଟିକୁଡ଼ି ପିଇଓ, ୩ ବର୍ଷ କାରାଦଣ୍ଡ ସହ ୫୦ ହଜାର ଜରିମାନା…

କେସିଙ୍ଗା,୧୮।୨(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ପାଷ୍ଟିକୁଡି ଗ୍ରାମ ପଞ୍ଚାୟତରେ  କାର୍ଯ୍ୟରତ  ପିଇଓ କ୍ଷମା ପ୍ରସାଦ ଦୁରିଆଙ୍କୁ  ମଙ୍ଗଳବାର ଭବାନୀପାଟଣା ଭିଜିଲାନ୍ସର ସ୍ବତନ୍ତ୍ର ବିଚାରପତି ୩…

କଳିଯୁଗର ସାବିତ୍ରୀ… ସ୍ବାମୀ ପାଇଁ ଭାଲୁ ସହ ଲଢ଼ି ବଞ୍ଚାଇଲେ ଜୀବନ

କରଞ୍ଜିଆ,୧୮।୨(କବିତା ମହାନ୍ତ): ମୟୂରଭଞ୍ଜ ଜିଲା କରଞ୍ଜିଆ ବନଖଣ୍ଡ ଅଧୀନ ହାତୀସାଲବେଡ଼ା ଜଙ୍ଗଲରେ ଭାଲୁ ଆକ୍ରମଣରେ ଜଣେ ଯୁବକ ଗୁରୁତର ହୋଇଛନ୍ତି । ସେ ହେଲେ ମାଲଦେ ସୋରେନ(୪୫)।…

ଶାନଦାର ବିଜୟ ସହ ସୁପର-୮ରେ ପାକିସ୍ତାନ, ପୁଣି ଭାରତ ସହ…

ନୂଆଦିଲ୍ଲୀ,୧୮।୨: କର ବା ମର ମୁକାବିଲାରେ ନାମ୍ବିୟାକୁ ୧୦୨ ରନ୍‌ର ବିଶାଳ ବ୍ୟବଧାନରେ ପରାସ୍ତ କରି ପାକିସ୍ତାନ ସୁପର-୮ରେ ନିଜର ସ୍ଥାନ ପକ୍କା କରିଛି। ଏହି ବିଜୟ…

ପୁଟୁପଡ଼ାରେ ବ୍ୟବସାୟୀଙ୍କ ଘରୁ ଚୋରି ଘଟଣା, ୪ ଜଣଙ୍କୁ ଗିରଫ କରି ପୋଲିସର କୋର୍ଟ ଚାଲାଣ

ଖଡ଼ିଆଳ,୧୮।୨(ସୁଜିତ କୁମାର ପ୍ରଧାନ): ନୂଆପଡ଼ା ଜିଲା ଖଡିଆଳ ପୁଟୁପଡା ୱାର୍ଡ ନଂ ୧୧ ନିବାସୀ ପ୍ରବୀଣ ଅଗ୍ରୱାଲ ଘରୁ ଚୋରି ହୋଇଥିବା ଫେବୃଆରୀ ୧୬ ତାରିଖରେ ଖଡ଼ିଆଳ…

ପାରିବାରିକ କଳହର କରୁଣ ପରିଣତି, ସ୍ତ୍ରୀକୁ ଶାଢ଼ୀରେ ତଣ୍ଟି ଚିପି ହତ୍ୟା କଲେ ସ୍ୱାମୀ

ବଲାଙ୍ଗୀର,୧୮।୨(ସୁନିଲ କୁମାର ମହାନ୍ତି ): ବଲାଙ୍ଗୀର ଜିଲା ସିନ୍ଧେକେଲା ଥାନା ଜାମପଡା ଗାଁ ଖୁଣ୍ଟିଆପଡାରେ ଛାତିଥରା ହତ୍ୟାକାଣ୍ଡ ହୋଇଛି । ସ୍ତ୍ରୀକୁ ଶାଢ଼ୀରେ ତଣ୍ଟି ଚିପି ହତ୍ୟା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri